ଗୋହତ୍ୟା ଅଭିଯୋଗରେ ୨ ଆଦିବାସୀଙ୍କୁ ପିଟି ମାରିଦେଲେ
ଭୋପାଳ,୪ା୫: ମଧ୍ୟପ୍ରଦେଶର ସିଓନି ଜିଲାରେ ଗୋହତ୍ୟା ସନ୍ଦେହରେ ଉତ୍ତ୍ୟକ୍ତ ଲୋକେ ଆଦିବାସୀ ସମ୍ପ୍ରଦାୟର ୨ ଜଣଙ୍କୁ ପିଟି ମାରିଦେଇଛନ୍ତି। ସେମାନଙ୍କ ଆକ୍ରମଣରେ ଅନ୍ୟ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ଭିଡ଼ହିଂସାରେ ପ୍ରାୟ ୨୦ ଜଣ ସାମିଲ ଥିଲେ ବୋଲି ପୋଲିସ କହିଛି।…
ଚାକିରି ନୁହେଁ, ଟୁଇଟର ପାଇଁ ଚିନ୍ତା: ପରାଗ
ଓ୍ବାଶିଂଟନ୍, ୪ା୫: ଟେସ୍ଲା ମାଲିକ ଏଲନ୍ ମସ୍କ ଟୁଇଟର କିଣିବା ପରେ ଏହି ସାମାଜିକ ଗଣମାଧ୍ୟମର ସିଇଓ ପରାଗ ଅଗ୍ରଓ୍ବାଲ ପଦରୁ ବିଦା ହୋଇପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି। ଏ ନେଇ ପରାଗଙ୍କ ପ୍ରତିକ୍ରିୟା ଆସିଛି। ସେ କହିଛନ୍ତି, ନିଜ…
‘ହିଂସାର ଶିକାର ହେଉଛନ୍ତି ମୁସଲମାନ’
ଓ୍ବାଶିଂଟନ୍, ୪ା୫: ସାରା ବିଶ୍ୱରେ ମୁସଲମାନ ସମ୍ପ୍ରଦାୟର ଲୋକେ ହିଂସାର ଶିକାର ହେଉଛନ୍ତି ବୋଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ କହିଛନ୍ତି। ମୁସଲମାନମାନେ ବାସ୍ତବ ଚ୍ୟାଲେଞ୍ଜକୁ ସାମ୍ନା କରିବା ସହ ସମାଜରେ କଷ୍ଟକର ପରିସ୍ଥିତିରେ ପଡ଼ିବା ସତ୍ତ୍ୱେ ପ୍ରତ୍ୟେକ ଦିନ ଆମେରିକାକୁ…
ଧ୍ୟାନ ହଟାଇବାକୁ ଭାଜପାର ଚକ୍ରାନ୍ତ: ଗେହଲଟ୍
ନୂଆଦିଲ୍ଲୀ, ୪ା୫: ଦେଶରେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦରଦାମ ହୁ ହୁ ହୋଇ ବଢ଼ିଚାଲିଛି। ବେକାରୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବିପର୍ଯ୍ୟସ୍ତ ଅର୍ଥନୀତିକୁ ସଳଖାଇବାରେ କେନ୍ଦ୍ର ସରକାର ବିଫଳ ହୋଇଥିବାବେଳେ ଭାଜପା ସେଥିରୁ ଦେଶବାସୀଙ୍କ ଧ୍ୟାନ ହଟାଇବା ପାଇଁ ଉଦ୍ୟମ କରୁଛି। ରାଜସ୍ଥାନର…
ଭାରତରେ ଏକ୍ସଇ ଭାରିଆଣ୍ଟ
ନୂଆଦିଲ୍ଲୀ,୪ା୫ (ଆଇଏଏନ୍ଏସ୍): ଭାରତରେ ଏକ୍ସଇ କୋଭିଡ୍ ଭାରିଆଣ୍ଟର ପ୍ରଥମ ମାମଲା ଚିହ୍ନଟ ହୋଇଛି। ଭାରତୀୟ ସାର୍ସ-ସିଓଭି୨ ଜିନୋମିକ୍ସ ସିକ୍ୱେନ୍ସିଂ କନସୋର୍ଟିୟମ (ଆଇଏନ୍ଏସ୍ଏସିଓଜି) ପକ୍ଷରୁ ପ୍ରକାଶିତ ସଦ୍ୟ ବୁଲେଟିନ୍ରେ ଏହା ସ୍ପଷ୍ଟ କରାଯାଇଛି। ଏହା ଉପରେ ଅଧିକ ଅନୁଧ୍ୟାନ କରାଯାଉଛି। ଗତ ୨୫…
‘ମହାଦ୍ରୁମରୁ କେବଳ ପତ୍ର ଝଡ଼ିଛି’
ଖଇରା, ୪ା୫(ଡି.ଏନ.ଏ.): ବାଲେଶ୍ୱର ଜିଲା ଅଧୀନ ଖଇରାଠାରେ ବିଜେଡିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ପୂର୍ବତନ ଜିଲା ପରିଷଦ ସଭ୍ୟ ରାଧାକାନ୍ତ ପାତ୍ର ଓ ଗଡପୋଖରୀ ପଞ୍ଚାୟତର ଭାଜପା ନେତା ରଞ୍ଜନ ଦଳେଇ କିଛି ଦିନର ନୀରବତା ପରେ ମଙ୍ଗଳବାର…
ରାଜ୍ ଠାକ୍ରେଙ୍କ ନାଁରେ ଏନ୍ବିଡବ୍ଲ୍ୟୁ
ମୁମ୍ବାଇ,୪ା୫: ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍ଏନ୍ଏସ୍) ଅଧ୍ୟକ୍ଷ ରାଜ୍ ଠାକ୍ରେଙ୍କ ବିରୋଧରେ ଏକ ୧୪ ବର୍ଷର ପୁରୁଣା ମାମଲାରେ ଜାମିନ ବିହୀନ ଗିରଫ ପରଓ୍ବାନା (ଏନ୍ବିଡବ୍ଲ୍ୟୁ) ଜାରି କରାଯାଇଛି। ସାଙ୍ଗଲି ଜିଲାର ଏକ କୋର୍ଟ ତାଙ୍କୁ ଗିରଫ କରି ଅଦାଲତରେ ହାଜର…
‘ସୁବାସଙ୍କ ବିରୋଧରେ ରୁଜୁ ମିଛ ମାମଲା ପ୍ରତ୍ୟାହାର କର’
ଭୁବନେଶ୍ୱର,୪ା୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ବିରୋଧରେ ଷଡ଼ଯନ୍ତ୍ର ରଚାଯାଇ ରୁଜୁ ମିଛ ମାମଲା ପ୍ରତ୍ୟାହାର କରାଯାଉ। ବିଧାୟକ ପାଣିଗ୍ରାହୀଙ୍କ ଦ୍ୱାରା ପ୍ରଥମେ ରୁଜୁ ହୋଇଥିବା ଏତଲା ଆଧାରରେ ତିଲେଇବଣି ବିଡିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ। ବୁକ୍ ସର୍କୁଲାର-୪୭ର ଠିକ୍…
ପ୍ରାର୍ଥୀ ଚୟନକୁ ନେଇ ଅଙ୍କକଷା
ବ୍ରଜରାଜନଗର,୪ା୫ (ଡି.ଏନ.ଏ.): ବ୍ରଜରାଜନଗର ନିିର୍ବାଚନ ମଣ୍ଡଳୀ ପାଇଁ ନିିର୍ବାଚନ କମିଶନ ତାରିଖ ଘୋଷଣା କରିବା ପରେ ଏଠାକାର ଦଳୀୟ ରାଜନୀତି ସରଗରମ ହୋଇଉଠିିଛି। ତିନି ପ୍ରମୁଖ ଦଳ ସେମାନଙ୍କ ପ୍ରାର୍ଥୀ ଚୟନକୁ ନେଇ ଅଙ୍କକଷା ଆରମ୍ଭ କରିଦେଇଛନ୍ତି। ମୁଖ୍ୟତଃ ଭାଜପା ଓ…
୯ରେ ଦିଲ୍ଲୀ ଯିବେ କଂଗ୍ରେସ ବିଧାୟକ
ଭୁବନେଶ୍ୱର,୪ା୫(ବ୍ୟୁରୋ): ପ୍ରଦେଶ କଂଗ୍ରେସ କମିଟି(ପିସିସି)କୁ ନୂଆ ସଭାପତି ମିଳିପାରନ୍ତି। ରାଜ୍ୟ ପ୍ରଭାରୀ ଏ. ଚେଲ୍ଲାକୁମାର ନିକଟରେ ଓଡ଼ିଶା ଗସ୍ତରେ ଆସି ଦଳର ସବୁ ବିଧାୟକଙ୍କ ସହ ପୃଥକ୍ ପୃଥକ୍ ଭାବେ ଆଲୋଚନା କରିବା ସହିତ ଦଳର ଅନ୍ୟ ନେତାଙ୍କୁ ମଧ୍ୟ ଭେଟି…
ଡେନ୍ମାର୍କ ପ୍ରଧାନମନ୍ତ୍ରୀଙ୍କ ଘରେ ଓଡ଼ିଶା ପଟଚିତ୍ର
କୋପେନହେଗେନ୍,୪ା୫: ଡେନ୍ମାର୍କ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କ ଡାନିସ୍ ପ୍ରତିପକ୍ଷ ମେଟେ ଫ୍ରେଡେରିକ୍ସନ୍ଙ୍କ ସହ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ଓ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏହି ଅବସରରେ ଫ୍ରେଡେରିକ୍ସନ୍ ତାଙ୍କ ବାସଭବନରେ ଲାଗିଥିବା ଓଡ଼ିଶାର ପଟଚିତ୍ରକୁ…
ବିଜେଡି ନେତାଙ୍କୁ ଟାଙ୍ଗିଆରେ ହାଣିଦେଲେ
ବଅଁରପାଳ,୪ା୫(ଡି.ଏନ.ଏ.): ଗତ ନିର୍ବାଚନରେ ସରପଞ୍ଚ ପଦବୀ ପାଇଁ ନିଜେ ନିର୍ବାଚନ ଲଢ଼ିଥିଲେ। ସମର୍ଥତ୍ତ ଜଣେ ମହିଳାଙ୍କୁ ସମିତି ସଭ୍ୟ ପ୍ରାର୍ଥୀ କରାଇଥିଲେ। ହେଲେ ଦୁହେଁ ପରାଜିତ ହେବା ପରେ ସମିତି ସଭ୍ୟ ପ୍ରାର୍ଥୀଙ୍କ ପାଇଁ ହୋଇଥିବା ଖର୍ଚ୍ଚକୁ ନେଇ ବିବାଦ ଦେଖାଦେଇଥିଲା।…
Archives


