ଫିଲ୍ମ ‘ରାଧେ ଶ୍ୟାମ’ ଦେଖି ଜୀବନ ହାରିଲେ ପ୍ରଭାସଙ୍କ ପ୍ରଶଂସକ
ସମଗ୍ର ବିଶ୍ୱରେ ବାହୁବଳୀ ତଥା ତେଲୁଗୁ ସୁପରଷ୍ଟାର ପ୍ରଭାସଙ୍କର କୋଟି କୋଟି ପ୍ରଶଂସକ ଅଛନ୍ତି। ନିକଟରେ ତାଙ୍କ ଫିଲ୍ମ ‘ରାଧେ ଶ୍ୟାମ’ ରିଲିଜ ହୋଇଛି। ଏହି ଫିଲ୍ମକୁ ପ୍ରଶଂସକ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। କିନ୍ତୁ ବକ୍ସ ଅଫିସରେ ଫିଲ୍ମଟି ଫ୍ଲପ୍…
ଅସୁସ୍ଥ, ବୟସ୍କ ବ୍ୟକ୍ତି ମନ୍ଦିର ନ ଆସିବାକୁ ପରାମର୍ଶ ଦେଲେ ଗଞ୍ଜାମ ଜିଲାପାଳ
ଛତ୍ରପୁର,୧୬ା୩(ଡି.ଏନ୍.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଚଳିତ ମାସ ୨୨ ଓ ୨୯ ଏବଂ ଆସନ୍ତା ଏପ୍ରିଲ ୫ ଏବଂ ୧୨ ତାରିଖରେ ପାଳିତ ହେବାକୁ ଥିବା ଚୈତ୍ର ପର୍ବ ପାଳନ ପାଇଁ ପ୍ରସ୍ତୁତି ବୈଠକ ବୁଧବାର…
ହାସ୍ୟ ଅଭିନେତାରୁ ମୁଖ୍ୟମନ୍ତ୍ରୀ…
ଚଣ୍ଡିଗଡ଼, ୧୬।୩ : ଭାଗଓ୍ବନ୍ତ ମାନ୍ ହାସ୍ୟ ଅଭିନେତାରୁ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ ଯାତ୍ରା ଶେଷ କରିଛନ୍ତି। ବୁଧବାର ସେ ପଞ୍ଜାବର ୧୭ ତମ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି। ସେ ୨୦୧୧ ରେ ରାଜନୀତିରେ…
ଲୋକ ସଭା ନିର୍ବାଚନ ପର୍ଯ୍ୟନ୍ତ ମାଗଣା ରାଶନ, ଯୋଗୀ ସରକାରଙ୍କ ଯୋଜନା…
ଲକ୍ଷ୍ନୌ, ୧୬।୩ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ବିଜୟରେ ଆନନ୍ଦିତ ଭାଜପା ସରକାର ରାଜ୍ୟର ୧୫ କୋଟି ଗରିବ ଲୋକଙ୍କୁ ଖୁସି ଖବର ଦେବାକୁ ପ୍ରସ୍ତୁତ ହେଉଛନ୍ତି। ଖବର ମୁତାବକ, ନୂଆ ଭାଜପା ସରକାର ୨୦୨୪ ଲୋକ ସଭା ନିର୍ବାଚନ ପର୍ଯ୍ୟନ୍ତ…
ଆଉ ନାହାନ୍ତି ଡବ୍ଲ୍ୟୁଡବ୍ଲ୍ୟୁଇ ସୁପରଷ୍ଟାର ରେସଲର୍
ୱାଶିଂଟନ,୧୬।୩: ଆଉ ନାହାନ୍ତି ଡବ୍ଲ୍ୟୁଡବ୍ଲ୍ୟୁଇ ଚାମ୍ପିଅନ ତଥା ଲିଜେଣ୍ଡ ରେସଲର୍ ସ୍କଟ ହଲ୍। ୬୩ ବର୍ଷ ବୟସରେ ତାଙ୍କ ଦେହାନ୍ତ ହୋଇଛି। ଗତ ସପ୍ତାହରେ ହଲ୍ଙ୍କ ହିପ୍ ରିପ୍ଲେସମେଣ୍ଟ ସର୍ଜରୀ କରାଯାଇଥିଲା। ହେଲେ ଏହି ସମୟରେ ରକ୍ତ ଜମାଟ ବାନ୍ଧିବା ଯୋଗୁ…
ପରଲୋକରେ ପୂର୍ବତନ ସରପଞ୍ଚ
କର୍ଲାମୁଣ୍ଡା,୧୬ା୩(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୟଶ୍ରୀ ନାଏକ(୪୩)ଙ୍କର ବୁଧବାର ପରଲୋକ ହୋଇଯାଇଛି। ତାଙ୍କ ପରଲୋକ ଖବର ପାଇବା ପରେ ତେରେସିଂହା ଓ କର୍ଲାମୁଣ୍ଡା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଦୀର୍ଘଦିନ ହେଲା ଅସୁସ୍ଥ…
ପୁଣି ହାରିଲା ଭାରତ
ଖ୍ରୀଷ୍ଟଚର୍ଚ୍ଚ,୧୬।୩: ଦିନିକିଆ ମହିଳା ବିଶ୍ୱକପ -୨୦୨୨ର ଏକ ମ୍ୟାଚରେ ବୁଧବାର ଇଂଲଣ୍ଡ ଭାରତୀୟ ମହିଳା କ୍ରିକେଟ ଦଳକୁ ୪ ଉଇକେଟରେ ପରାସ୍ତ କରିଛି। ଟୁର୍ନାମେଣ୍ଟରେ ମିତାଲି ରାଜଙ୍କ ଅଧିନାୟକତ୍ୱରେ ଭାରତୀୟ ଦଳର ଏହା ହେଉଛି ଦ୍ୱିତୀୟ ପରାଜୟ। ୩୬.୨ ଓଭରରେ ୧୩୪…
ସୋସିଆଲ ମିଡ଼ିଆ ଶାସକ ଦଳର ମେଣ୍ଟ ଯୋଗୁ ଦେଶର ସାମାଜିକ ସ୍ଥିତି ସଙ୍କଟ ମୁହାଁ ହେଉଛି, କହିଲେ ସୋନିଆ…
ନୂଆଦିଲ୍ଲୀ, ୧୬।୩ : ସୋସିଆଲ ମିଡିଆ ଯୋଗୁ ଦେଶର ସାମାଜିକ ସ୍ଥିତି ସଙ୍କଟ ମୁହାଁ ହେଉଥିବା ଅଭିଯୋଗ ଆଣିଛନ୍ତିି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ବୁଧବାର ଲୋକ ସଭାରେ ସରକାରଙ୍କୁ ଏନେଇ ସେ ଟାର୍ଗେଟ୍ କରିଛନ୍ତି। ସୋନିଆ କହିଛନ୍ତି ଯେ ସୋସିଆଲ…
ଖସିଲେ ବିରାଟ କୋହଲି
ନୂଆଦିଲ୍ଲୀ,୧୬।୩: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜ ପରେ ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍ ପ୍ରକାଶ କରିଛି। ଭାରତୀୟ ଦ୍ରୁତ ବୋଲର ଜଶପ୍ରୀତ ବୁମ୍ରା ବୋଲିଂରେ ୬ ପାହ୍ୟା ଉନ୍ନତି କରି ଷଷ୍ଠ ସ୍ଥାନରେ ପହଞ୍ଚିଛନ୍ତି। ଏଥିସହିତ ବିରାଟ କୋହଲି…
ଓମିକ୍ରନ୍ର ଷ୍ଟିଲ୍ଥ ଭାରିଆଣ୍ଟ୍, ଭାରତ ଉପରେ କେତେ ବିପଦ ?…
ନୂଆଦିଲ୍ଲୀ, ୧୬।୩ : ତିନିବର୍ଷ ପରେ ମଧ୍ୟ କରୋନାର ଭୟ ମନରୁ ଯାଇନି। ଏବେ ପୁଣିଥରେ କରୋନା ଆତଙ୍କ ବଢ଼ିବାରେ ଆରମ୍ଭ ହୋଇଛି। ଓମିକ୍ରନ୍ର ନୂଆ ଭାରିଆଣ୍ଟ୍ ଷ୍ଟିଲ୍ଥ ଓମିକ୍ରନ୍ର ଯୋଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ବିଏ.୨ ଭାରିଆଣ୍ଟ…
ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭାଗଓ୍ବନ୍ତ ମାନ
ଚଣ୍ଡିଗଡ,୧୬।୩: ପଞ୍ଜାବର ୧୮ତମ ମୁଖ୍ୟମନ୍ତ୍ରୀ ଭାବରେ ଆମ ଆଦମୀ ଦଳର ନେତା ଭାଗଓ୍ବନ୍ତ ମାନ ବୁଧବାର ଶପଥ ନେଇଛନ୍ତି। ଶହୀଦ ଭଗତ ସିଂଙ୍କ ଜନ୍ମସ୍ଥାନ ଖଟକର କାଲାନରେ ରାଜ୍ୟପାଳ ବନୱାରୀ ଲାଲ ପୁରୋହିତ ତାଙ୍କୁ ଶପଥ ଗ୍ରହଣ କରିଥିଲେ। ଏହି ସମୟରେ…
କରୋନା ପୁଣି ଫେରିଲା, ୫ କୋଟି ଲୋକ ଘରେ ବନ୍ଦ…
ବେଜିଂ, ୧୬।୩ : କରୋନା ମହାମାରୀ ପୁଣି ଚାଇନାକୁ ଫେରିଛି। ଗତ ତିନି ଦିନ ଧରି ଚାଇନାରେ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫,୨୮୦ ନୂତନ ମାମଲା ପଞ୍ଜିକୃତ ହୋଇଛି। ସେଥିମଧ୍ୟରୁ ୩,୫୦୭…
Archives


