Home

କାହିଁକି ଆଶିଷଙ୍କ ଜାମିନ ଖାରଜ ନହେବ, ଉତ୍ତରପ୍ରଦେଶ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ, ୧୬।୩ : ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀ ହିଂସା ମାମଲାରେ କେନ୍ଦ୍ରୀୟ ମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କ ଜାମିନ ବିରୋଧରେ ପୀଡ଼ିତ ଚାଷୀ ପରିବାରଙ୍କ ପକ୍ଷରୁ ସୁପ୍ରିମକୋର୍ଟ ଏକ ଆବେଦନ କରାଯାଇଛି। ଏହାର ଶୁଣାଣି କରି ପ୍ରଧାନ ବିଚାରପତି…

ଗୋଟିଏ ପଦବୀ ଗୋଟିଏ ପେନସନ୍‌ ନୀତିକୁ ସମର୍ଥନ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୧୬।୩ : ଅବସରପ୍ରାପ୍ତ ସାମରିକ କର୍ମଚାରୀଙ୍କ କ୍ଷେତ୍ରରେ ବର୍ତ୍ତମାନ ପ୍ରଚଳିତ ଗୋଟିଏ ପଦବୀ ଗୋଟିଏ ପେନସନ୍‌ (ୱାନ ର଼୍ୟାଙ୍କ ୱାନ ପେନସନ୍‌) ନୀତିକୁ ସୁପ୍ରିମକୋର୍ଟ ସମର୍ଥନ କରିଛନ୍ତି। ଏହି ନୀତିରେ କୌଣସି ସାମ୍ବିଧାନିକ ତ୍ରୁଟି ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି।…

ସୌଦି ଆରବ ସ୍କୁଲ ପିଲା ଶିଖିବେ ଯୋଗ…

ରିଆଦ୍‌, ୧୬।୩ : ସ୍ବାସ୍ଥ୍ୟ ଦୃଷ୍ଟିକୋଣରୁ ଯୋଗକୁ ସମଗ୍ର ବିଶ୍ୱରେ ବହୁତ ପସନ୍ଦ କରାଯାଇଥାଏ। ବର୍ତ୍ତମାନ ସୌଦି ଆରବ ମଧ୍ୟ ନିଜ ବିଦ୍ୟାଳୟରେ ଯୋଗକୁ ଏକ କ୍ରୀଡ଼ା ପାଠ୍ୟକ୍ରମ ଭାବରେ ସାମିଲ କରିବାକୁ ଯାଉଛି। ସୌଦି ଯୋଗ କମିଟିର ଅଧ୍ୟକ୍ଷ ନୋଉଫ…

ଜେଲେନସ୍କି ଏକୁଟିଆ ନୁହନ୍ତି, ଆମେ ସାଙ୍ଗରେ ଅଛୁ, କହିଲେ ୩ ଦେଶର ପ୍ରଧାନମନ୍ତ୍ରୀ…

କ୍ୱିଭ୍‌, ୧୬।୩ : ଚେକ ରିପବ୍ଲିକ, ପୋଲାଣ୍ଡ ଏବଂ ସ୍ଲୋଭେନିଆର ପ୍ରଧାନମନ୍ତ୍ରୀଙ୍କ ସହ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସାକ୍ଷାତ ସମାପ୍ତ ହୋଇଛି। ସମସ୍ତ ଦେଶ ଜେଲେନସ୍କିଙ୍କୁ ସମର୍ଥନ କରିଛନ୍ତି। ସ୍ଲୋଭେନିଆର ପ୍ରଧାନମନ୍ତ୍ରୀ ଜାନେଜ ଜାନସା, ପୋଲାଣ୍ଡର ପ୍ରଧାନମନ୍ତ୍ରୀ ମାଟେଜ ମୋରାଓ୍ବିକି,…

ଶସ୍ତା ତୈଳ ପାଇଁ ଭାରତ ରୁଷିଆକୁ ସମର୍ଥନ ନ କରୁ, ଆମେରିକାର ବିବୃତି…

ଓ୍ବାଶିଂଟନ, ୧୬।୩ : ରୁଷିଆ ଭାରତକୁ ରିହାତି ମୂଲ୍ୟରେ ଅଶୋଧିତ ତୈଳ ଦେବାକୁ କହିବା ପରେ ଅନ୍ତର୍ଜାତୀୟସ୍ତରରେ ଏବେ ସମସ୍ତଙ୍କର ଦୃଷ୍ଟି ଭାରତ ଉପରେ ରହିଛି। ଆମେରିକା କହିଛି ଯେ, ଶସ୍ତା ତୈଳ ପାଇଁ ଭାରତ ରୁଷିଆକୁ ସମର୍ଥନ ନକରୁ। ଯଦି…

୫୦୦ ଲୋକ ବନ୍ଧକ, ପ୍ରତିଦିନ ୭୫ ହଜାର ଶିଶୁ ପାଲଟୁଛନ୍ତି ଶରଣାର୍ଥୀ…

କ୍ୱିଭ୍‌, ୧୬।୩ : ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧ ୨୧ ଦିନରେ ପହଞ୍ଚିଛି। ୟୁକ୍ରେନ ଦାବି କରିଛି ଯେ ରୁଷିଆର ସେନାର ବହୁତ କ୍ଷତି ହୋଇଛି। ଯୁଦ୍ଧରେ ୧୩,୫୦୦ ରୁଷିଆ ସୈନ୍ୟଙ୍କ ମୃତ୍ୟୁ ଘଟିଛି। ରୁଷିଆର ବହୁ ସାମରିକ ଉପକରଣ…

କଟକଣାକୁ ବେଖାତିର, ପୁଣି କ୍ଷେପଣାସ୍ତ୍ର ପରୀକ୍ଷା କଲେ କିମ୍‌…

ସିଓଲ,୧୬।୩ : ୟୁକ୍ରେନ ସଙ୍କଟ ମଧ୍ୟରେ ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ୍‌ ଉନ୍‌ ପୁଣି ଥରେ ନିଜର ଶକ୍ତି ପ୍ରଦର୍ଶନ କରିଛନ୍ତି। ଦକ୍ଷିଣ କୋରିଆର ସୈନ୍ୟବାହିନୀ କହିଛି ଯେ ଉତ୍ତର କୋରିଆର ବୁଧବାର ଦିନ ଏକ ଅଜ୍ଞାତ କ୍ଷେପଣାସ୍ତ୍ର ପରୀକ୍ଷା…

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ତଳମୁହାଁ…

ନୂଆଦିଲ୍ଲୀ, ୧୬।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୨ ହଜାର ୮୭୬ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୯୮…

୫ ରାଜ୍ୟ ଅଧ୍ୟକ୍ଷଙ୍କଠାରୁ ଇସ୍ତଫା ମାଗିଲେ ସୋନିଆ…

ନୂଆଦିଲ୍ଲୀ, ୧୫।୩ : ବିଧାନସଭା ନିର୍ବାଚନରେ ୫ ରାଜ୍ୟରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଦଳର ପୁନର୍ଗଠନ ପ୍ରକିୟା ଆରମ୍ଭ କରିଛନ୍ତି। ଉତ୍ତରପ୍ରଦେଶ, ଗୋଆ, ପଞ୍ଜାବ, ମଣିପୁର ଏବଂ ଉତ୍ତରାଖଣ୍ଡର ରାଜ୍ୟ ଅଧ୍ୟକ୍ଷଙ୍କଠାରୁ ସୋନିଆ ଇସ୍ତଫା ମାଗିଛନ୍ତି।…

ସୋନିଆଙ୍କ ଆଦେଶ ପରେ ଇସ୍ତଫା ଦେଲେ ଉତ୍ତରାଖଣ୍ଡ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୫।୩: ନିକଟରେ ଶେଷ ହୋଇଥିବା ୫ ରାଜ୍ୟର ବିଧାନସଭା ନିର୍ବାଚନରେ ପରାଜୟର ପ୍ରଭାବ କଂଗ୍ରେସରେ ଦେଖାଯାଉଛି। ଉତ୍ତରାଖଣ୍ଡ କଂଗ୍ରେସ ଅଧ୍ୟକ୍ଷ ପଦରୁ ଗଣେଶ ଗୋଡିୟାଲ ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ରାଜ୍ୟର ବିଧାନସଭା ନିର୍ବାଚନରେ ପରାଜୟର ନୈତିକ ଦାୟିତ୍ୱ ଗ୍ରହଣ…

ଘରଭଡ଼ା ଦେଇ ନ ପାରିବା ଦଣ୍ଡନୀୟ ଅପରାଧ ନୁହେଁ…

ନୂଆଦିଲ୍ଲୀ, ୧୫।୩ : ଘରଭଡ଼ା ଦେଇ ନପାରିଲେ ଏହାକୁ ଦଣ୍ଡନୀୟ ଅପରାଧ ଭାବେ ବିବେଚନା କରାଯିବ ନାହିଁ। ଏକ ମାମଲାର ବିଚାର କରି ସୁପ୍ରିମ୍‌ କୋର୍ଟ ଏଭଳି ରାୟ ଦେବା ସହିତ ଏହି ମାମଲାକୁ ଖାରଜ କରି ଦେଇଛନ୍ତି। ଜଣେ ଘର…

ଆଇପିଏଲ୍‌ରେ କେହି କିଣି ନ ଥିଲେ; ଏବେ ଢାକା ପ୍ରିମିୟର ଲିଗ୍‌ରେ ଦମ୍‌ ଦେଖାଇବେ…

ମୁମ୍ବାଇ,୧୫।୩: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ବିକ୍ରି ହୋଇ ନ ଥିବା ୭ ଭାରତୀୟ କ୍ରିକେଟର ଢାକା ପ୍ରିମିୟର ଲିଗ(ଡିପିଏଲ)ରେ ଭାଗ ନେବେ। ଏମାନଙ୍କ ମଧ୍ୟରେ ଅଛନ୍ତି ଟିମ ଇଣ୍ଡିଆର ନୂଆ ଟେଷ୍ଟ ସ୍ପେଶାଲିଷ୍ଟ ହନୁମା ବିହାରୀ, ବେଙ୍ଗଲ ଅଧିନାୟକ ଅଭିମନ୍ୟୁ ଈଶ୍ୱରନ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri