Home

ଏଥର ବାୟୋ ବବଲ୍‌ ନିୟମ ଭାଙ୍ଗିବା ପଡ଼ିବ ମହଙ୍ଗା: ଦେବାକୁ ହେବ କୋଟିଏ ଜରିମାନା, ମ୍ୟାଚ୍‌ରୁ ବ୍ୟାନ୍‌…

ନୂଆଦିଲ୍ଲୀ,୧୫।୩: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ଆରମ୍ଭ ହେବାକୁ ଆଉ ଦୁଇ ସପ୍ତାହରୁ କମ୍‌ ଦିନ ବାକି। ଏହାକୁ ନେଇ ସମସ୍ତ ଟିମ୍‌ ନିଜ ନିଜର ରଣନୀତି ପ୍ରସ୍ତୁତରେ ବ୍ୟସ୍ତ ଥିବା ବେଳେ ଆଇପିଏଲ୍‌କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଆଇପିଏଲ୍‌…

୨୨ରୁ ମଦ ବିକ୍ରି ଉପରେ ଲାଗିଲା କଣାକଣା; ୪ ଦିନ ଯାଏ ‘ଡ୍ରାଏ ଡେ’

ଭୁବନେଶ୍ୱର,୧୫।୩(ବ୍ୟୁରୋ): ଆଗକୁ ପୌର ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଚଳିତ ମାସ ୨୨ ତାରିଖରୁ ସମଗ୍ର ରାଜ୍ୟର ୧୦୬ ପୌରାଞ୍ଚଳ ଏବଂ ୩ ମହାନଗର ନିଗମ ଅଞ୍ଚଳରେ ୪ ଦିନ ପାଇଁ ଡ୍ରାଏ ଡେ’ ଘୋଷଣା କରିଛନ୍ତି। ଏସବୁ…

ଆତ୍ମନିର୍ଭର ଭାରତ, କମୁଛି ରୁଷିଆ ଉପରେ ସାମରିକ ଅସ୍ତ୍ରଶସ୍ତ୍ର ନିର୍ଭରଶୀଳତା…

ନୂଆଦିଲ୍ଲୀ, ୧୫।୩ : ଭାରତ ବର୍ତ୍ତମାନ ଅସ୍ତ୍ରଶସ୍ତ୍ର ପାଇଁ ରୁଷିଆ ଉପରେ ସମାରିକ ସରଞ୍ଜାମ ଏବଂ ଅସ୍ତ୍ରଶସ୍ତ୍ର ପାଇଁ କମ ନିର୍ଭରଶୀଳ ହେଉଛି। ଗ୍ଲୋବାଲ ଥିଙ୍କ ଟ୍ୟାଙ୍କ ଷ୍ଟକହୋମ ଆନ୍ତର୍ଜାତୀୟ ଶାନ୍ତି ଅନୁସନ୍ଧାନ ପ୍ରତିଷ୍ଠାନ ର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଗତ…

ଦିଗହରା ଜୀବନ, ପ୍ରତି ସେକେଣ୍ଡରେ ଜଣେ ଶିଶୁ ପାଲଟୁଛନ୍ତି ଶରଣାର୍ଥୀ…

କ୍ୱିଭ୍‌, ୧୫।୩ : ରୁଷିଆ ଆକ୍ରମଣରେ ୟୁକ୍ରେନ୍‌ ଏବେ ଧ୍ୱଂସସ୍ତୁପ ପାଲଟିଛି। ଜୀବନ ବିକଳରେ ଇତିମଧ୍ୟରେ ୩୦ ଲକ୍ଷରୁ ଅଧିକ ଲୋକ ଦେଶ ଛାଡ଼ି ଅନ୍ୟ ଦେଶରେ ଶରଣାର୍ଥୀ ପାଲଟିଛନ୍ତି। ସେମାନଙ୍କ ମଧ୍ୟରେ ୧୪ ଲକ୍ଷରୁ ଅଧିକ ଶିଶୁ ରହିଛନ୍ତି। ପ୍ରତି…

ସୁପ୍ରିମ୍‌କୋର୍ଟରେ ହିଜାବ୍‌…

ନୂଆଦିଲ୍ଲୀ, ୧୫।୩ : ହିଜାବ୍‌ ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟରେ ଏକ ଲିଭ୍‌ ପିଟିଶନ ଦାଖଲ କରାଯାଇଛି। କର୍ନାଟକ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ୍‌ କରି ନିଆବ୍‌ ନାଜ୍‌ ନାମକ ଜଣେ ଛାତ୍ରୀ ଏହି ପିଟିଶନ ଦାଖଲ କରିଛନ୍ତି। ଆଇନଜୀବି ଅନସ ତନଓ୍ବରଙ୍କ ଦ୍ୱାରା ଏହା…

ବିପିନ ରାଓ୍ବତଙ୍କ ସ୍ମୃତିରେ ୟୁଏସ୍‌ଆଇର ‘ଚେୟାର ଅଫ୍‌ ଏକ୍ସିଲେନ୍ସ’ ଘୋଷଣା

ନୂଆଦିଲ୍ଲୀ,୧୫।୩: ଭାରତର ପ୍ରଥମ ପ୍ରତିରକ୍ଷା ବିଭାଗର ଅଧ୍ୟକ୍ଷ(ସିଡିଏସ୍‌) ଜେନେରାଲ ବିପିନ ରାୱତଙ୍କ ସ୍ମୃତିରେ ସେନା ମୁଖ୍ୟ ଜେନେରାଲ ଏମ୍‌ ନରଓ୍ବଣେ ‘ୟୁନାଇଟେଡ ସର୍ଭିସ ଇନଷ୍ଟିଚ୍ୟୁଟ ଅଫ୍‌ ଇଣ୍ଡିଆ(ୟୁଏସ୍‌ଆଇ)’ରେ ଚେୟାର ଅଫ୍‌ ଏକ୍ସିଲେନ୍ସ ପ୍ରତିଷ୍ଠା ଘୋଷଣା କରିଛନ୍ତି। ମଙ୍ଗଳବାର ଜେନେରାଲ ରାୱତଙ୍କ ୬୫ତମ…

୧୮ ମାସ ଯାଏ ମାରାତ୍ମକ ରୋଗରେ ପୀଡ଼ିତ ଥିଲେ ଏହି ଗାୟକ, ବଦଳାଇଥିଲେ ୪ ଡାକ୍ତର

ବମ୍ବେ: ଲୋକପ୍ରିୟ ରାପର ତଥା ଗାୟକ ହନି ସିଂଙ୍କ ଆଜି ଜନ୍ମଦିନ। ୧୯୮୩ ମାର୍ଚ୍ଚ ୧୫ରେ ପଞ୍ଜାବର ହୋଶିୟାରପୁରରେ ସେ ଜନ୍ମଗ୍ରହଣ କରିଥିଲେ। ସ୍କୁଲ ଶିକ୍ଷା ପରେ ସେ ସଙ୍ଗୀତରେ ଡିଗ୍ରୀ ହାସଲ କରିବାକୁ ଲଣ୍ଡନ ଯାଇଥିଲେ। ସେଠାରୁ ଫେରିବା ପରେ…

ଏପ୍ରିଲ ୧ରୁ ଫ୍ରିରେ ମିଳିବ ବିଦ୍ୟୁତ୍‌ ସେବା

ଚଣ୍ଡିଗଡ଼,୧୫।୩: ପଞ୍ଜାବ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ଲାଭ କରିବା ପରେ ଆମ ଆଦମୀ ପାର୍ଟି(ଏଏପି)ର ଏବେ ନିଜର ପ୍ରତିଶ୍ରୁତି ପାଳନ କରିବାର ସମୟ ଆସିଛି। ନିର୍ବାଚନ ପୂର୍ବରୁ ପଞ୍ଜାବର ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତିକୁ କାର୍ଯ୍ୟକାରୀ କରିବାକୁ ଏବେ ଏଏପି ଘୋଷଣା…

୭ ବର୍ଷ ହେଲା ମିଳୁନି କ୍ଷତି ପୂରଣ, ହାଇଟେନଶନ୍‌ ଟାଓ୍ବାରରେ ଖଟ ପକାଇଲେ ଚାଷୀ…

ସତନା, ୧୫।୩ : ମଧ୍ୟପ୍ରଦେଶର ସତନା ଜିଲା ପିଥୋରାବାଦ ଗାଁରେ କ୍ଷତିପୂରଣ ଦାବି କରି ଚାଷୀମାନେ ହାଇଟେନ୍‌ଶନ ବିଦ୍ୟୁତ୍‌ ଟାଓ୍ବାରରେ ଖଟ ପକାଇ ବିରୋଧ ପ୍ରଦର୍ଶନ କରିଛନ୍ତି। ୨୦୧୫ଠାରୁ ଗତ ୭ ବର୍ଷ ଧରି ସେମାନେ କ୍ଷତିପୂରଣ ଟଙ୍କାକୁ ଚାହିଁ ବସିଛନ୍ତି।…

ଦେଶରେ ୫ ଲକ୍ଷରୁ ଅଧିକ ପୋଲିସ ପଦବୀ ଖାଲି, ଉତ୍ତରପ୍ରଦେଶରେ ସର୍ବାଧିକ…

ନୂଆଦିଲ୍ଲୀ, ୧୫।୩ : ଦେଶରେ ୫ ଲକ୍ଷ ୩୦ ହଜାରରୁ ଅଧିକ ପୋଲିସ ପଦବୀ ଖାଲି ପଡ଼ିଛି। ଉତ୍ତରପ୍ରଦେଶରେ ସର୍ବାଧିକ ୧ ଲକ୍ଷରୁ ଅଧିକ ପଦବୀ ଖାଲି ରହିଥିବା ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ମଙ୍ଗଳବାର ଲୋକ ସଭାରେ ଏକ ଲିଖିତ…

ଆଇପିଏଲ୍‌ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସକୁ ଲାଗିପାରେ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୩: ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)। ଏହାପୂର୍ବରୁ ମୁମ୍ବାଇ ଇଣ୍ଡିଆନକୁ ବଡ଼ ଝଟ୍‌କା ଲାଗିପାରେ ବୋଲି କୁହାଯାଉଛି। ଆହତ ସମସ୍ୟା ଦେଇ ଗତି କରୁଥିବା ଦଳର ଷ୍ଟାର ଖେଳାଳି ସୂର୍ଯ୍ୟ କୁମାର ଯାଦବ ଏପ୍ରିଲ…

ନିର୍ବାଚନରେ ପରାଜୟ ପରେ ଚନ୍ନିଙ୍କୁ ଦଳରୁ ହଟାଇବାକୁ ଜୋର ଧରିଲା ଦାବି

ଚଣ୍ଡିଗଡ଼,୧୫।୩: ପଞ୍ଜାବ ବିଧାନସଭା ନିର୍ବାଚନରେ କଂଗ୍ରେସର ପରାଜୟ ପରେ ରାଜ୍ୟରେ କଂଗ୍ରେସର କନ୍ଦଳ ବଢ଼ିବାରେ ଲାଗିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନିଙ୍କ ଉପରେ କଂଗ୍ରେସ ନେତାମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଚନ୍ନିଙ୍କ ମୁହଁ ଯୋଗୁ କଂଗ୍ରେସ ହାରିଛି ବୋଲି ଦଳର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri