Home

ରୁଷିଆ- ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ କିଏ ଜିତିବ, ପ୍ରଧାନମନ୍ତ୍ରୀ ମୋଦି କଲେ ଖୁଲାସା

ବର୍ଲିନ,୩।୫: ତିନି ଦିନିଆ ୟୁରୋପ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବର୍ଲିନରେ ଜର୍ମାନୀର ଚାନସେଲର ଓଲାଫ ସ୍କୋଲ୍ଜଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିଛନ୍ତି। ଏହି ସମୟରେ ରୁଷିଆ ଏବଂ ୟୁକ୍ରେନ ଯୁଦ୍ଧକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ଆଭିମୁଖ୍ୟ…

ଆସିବ ନୂଆ ଭୂତଳ ଜଳ ନିୟମ

ଭୁବନେଶ୍ୱର,୩ା୫(ବ୍ୟୁରୋ):ମନଇଚ୍ଛା ଆଉ ଭୂଗର୍ଭରୁ ପାଣି ଶୋଷି ହେବନି। ଏହାକୁ ନିୟନ୍ତ୍ରଣ କରିବାକୁ ସରକାର ନୂଆ ଆଇନ ଆଣିବାକୁ ଯାଉଛନ୍ତି। ତଦନୁଯାୟୀ ଭୂଗର୍ଭ ଜଳ ବ୍ୟବହାର ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ ହେବ। ଶିଳ୍ପ, ବ୍ୟବସାୟିକ, ଓ୍ବାଟର ପାର୍କ, ବୃହତ୍‌ ଓ କ୍ଷୁଦ୍ର ଶିଳ୍ପ,…

ସ୍ମାର୍ଟ ସ୍କୁଲରେ ଛାତ୍ରଙ୍କ ‘ପୁଷ୍ପା’ ଭିଡିଓ ଭାଇରାଲ

ଶେରଗଡ଼/ ହିଞ୍ଜିଳିକାଟୁ,୩ା୫(ଡି.ଏନ୍‌.ଏ):ଶିକ୍ଷାର ଭିତ୍ତିଭୂମି ସୁଦୃଢ଼ କରି ସରକାରୀ ସ୍କୁଲ ଛାତ୍ରୀଛାତ୍ରଙ୍କୁ ଆଧୁନିକ ଶୈଳୀରେ ପାଠ ପଢ଼ାଇବା ପାଇଁ ସରକାର ଗୁରୁତ୍ୱାରୋପ କରୁଛନ୍ତି। ଗତବର୍ଷ ରାଜ୍ୟରେ ପ୍ରଥମେ ଗଞ୍ଜାମ ଜିଲାର ଶେରଗଡ଼ ଓ ହିଞ୍ଜିଳିକାଟୁ ବ୍ଲକ ଅଧୀନ ବିଭିନ୍ନ ହାଇସ୍କୁଲ ରୂପାନ୍ତରଣ କରାଯାଇଥିଲା।…

ସ୍ଥିତି ପରଖିବା ସତ୍ତ୍ୱେ ଏଏସ୍‌ଆଇ ଚୁପ୍‌

ପୁରୀ ଅଫିସ,୩।୫:ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର ତିନିଜଣିଆ ଟିମ୍‌ ରବିବାର ପୁରୀ ଆସି ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କରିଛି। ଏହି ଟିମ୍‌ର ଅଧିକାରୀମାନେ ପ୍ରକଳ୍ପ ସ୍ଥଳକୁ ଯାଇ ଶ୍ରୀମନ୍ଦିର ଚୌହଦିରେ କ’ଣ ସବୁ ନିର୍ମାଣ ହେଉଛି,…

ସଡ଼କ ସୁରକ୍ଷାରେ ନିୟୋଜିତ ହେବେ ହୋମଗାର୍ଡ

ଯାଜପୁର ଅଫିସ,୩ା୫:ରାଜ୍ୟର ବିଭିନ୍ନ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ)ରେ କନଷ୍ଟେବଳ ନିଯୁକ୍ତି ନ ହେବା ପର୍ଯ୍ୟନ୍ତ ୮୦ ଜଣ ହୋମଗାର୍ଡ ସଡକ ସୁରକ୍ଷା କାର୍ଯ୍ୟରେ ନିୟୋଜିତ ହେବେ। କଟକ ପରିବହନ ଆୟୁକ୍ତ(ଟ୍ରାନ୍ସପୋର୍ଟ କମିଶନର)ଙ୍କ ଏହି ପ୍ରସ୍ତାବକୁ ବାଣିଜ୍ୟ ଓ ପରିବହନ ବିଭାଗର ଯୁଗ୍ମ…

ମହାନଦୀ ବିବାଦ: ସତ୍ୟପାଠ ଦାଖଲ କଲା ଓଡ଼ିଶା

ନୂଆଦିଲ୍ଲୀ,୩।୫: ମହାନଦୀ ଜଳ ବଣ୍ଟନକୁ ନେଇ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ବିବାଦ ଲାଗିରହିଥିବାବେଳେ ରାଜ୍ୟ ସରକାର ସୋମବାର ମହାନଦୀ ଜଳବିବାଦ ଟ୍ରବ୍ୟୁନାଲରେ ପ୍ରଥମ ସାକ୍ଷୀ କୃଷି ମହାବିଦ୍ୟାଳୟର ପୂର୍ବତନ ଡିନ୍‌ ଡ. ଦିବାକର ନାୟକଙ୍କ ସତ୍ୟପାଠ ଦାଖଲ କରିଛନ୍ତି। ଏଥିସହିତ…

୧୯ ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ ୨.୪୦ କୋଟି ମଞ୍ଜୁର

ଭୁବନେଶ୍ୱର,୩।୫(ବ୍ୟୁରୋ):‘ମୋ କଲେଜ’ ଅଭିଯାନ ଅଧୀନରେ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟର ସାମଗ୍ରିକ ବିକାଶ ଲାଗି ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଉଛି। ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ରେଭେନ୍‌ଶା ବିଶ୍ୱବିଦ୍ୟାଳୟ ସହିତ ୧୮ ମହାବିଦ୍ୟାଳୟରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ନିର୍ମାଣ ଲାଗି ରାଜ୍ୟ…

ସରିଲା ଆଦିବାସୀ ମେଳା:୪ କୋଟି ଟପିଲା ବେପାର

ଭୁବନେଶ୍ୱର, ୩।୫(ବ୍ୟୁରୋ):ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ୧୦ଦିନ ଧରି ଚାଲିଥିବା ଆଦିବାସୀ ମେଳା ସୋମବାର ଉଦ୍‌ଯାପିତ ହୋଇଯାଇଛି। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ଆୟୋଜିତ ଏହି ମେଳାରେ ବିଭିନ୍ନ ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତଶିଳ୍ପ ଓ କୃଷିଜାତ…

ସାଇବର ଠକଙ୍କୁ ସିମ୍‌ ଦେଉଥିବା ର଼୍ୟାକେଟ୍‌ ଧରାପଡିଲା

ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ,୩ା୫:ବିଭିନ୍ନ ଟେଲିକମ୍‌ କମ୍ପାନୀର ସିମ୍‌ କାର୍ଡକୁ ପ୍ରି-ଆକ୍ଟିଭେଟ୍‌ କରି ଉକ୍ତ ନମ୍ବରକୁ ସାଇବର ଠକଙ୍କୁ ଯୋଗାଉଥିବା ଏକ ର଼୍ୟାକେଟ କ୍ରାଇମବ୍ରାଞ୍ଚ ହାତରେ ଧରା ପଡ଼ିଛି। ର଼୍ୟାକେଟର ମାଷ୍ଟରମାଇଣ୍ଡଙ୍କ ସମେତ ୩ ଜଣଙ୍କୁ କ୍ରାଇମବ୍ରାଞ୍ଚର ସାଇବର ସେଲ୍‌ ଢ଼େଙ୍କାନାଳରୁ ଗିରଫ କରିଛି।…

ସାଂଘାଇ ପରେ ଏବେ ବେଜିଂରେ କରୋନା ସୁନାମୀ, ୨୪ ଘଣ୍ଟାରେ ୩୨ ମୃତ

ବେଜିଂ,୩ ।୫: ଚାଇନାକୁ ପୁଣି ଫେରିଛି କରୋନା ମହାମାରୀ । ଚାଇନାର ସାଂଘାଇ ସହର କରୋନାର ହଟସ୍ପଟ ପାଲଟି ଥିବା ବେଳେ ଏବେ ବେଜିଂରେ କରୋନା ଭାଇରସର ଓମିକ୍ରମ ଭାରିଏଣ୍ଟ ତାଣ୍ଡବ ରଚିଛି । ଏହାକୁ ନେଇ ସୋମବାର ଶୂନ୍ୟ କୋଭିଡ…

ମୟୂରଭଞ୍ଜ ପଲିଟେକ୍‌ନିକ୍‌ରେ ପ୍ରତିଷ୍ଠା ହେବ ଉତ୍କର୍ଷ କେନ୍ଦ୍ର

ଭୁବନେଶ୍ୱର, ୩ା୫(ବ୍ୟୁରୋ):ମୟୂରଭଞ୍ଜସ୍ଥିତ ସରକାରୀ ପଲିଟେକ୍‌ନିକ୍‌ରେ ଆଡ୍‌ଭାନ୍ସ ମେକାଟ୍ରୋନିକ୍ସ ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯିବ। ପ୍ରାୟ ୪.୧୮ କୋଟି ଟଙ୍କା ବ୍ୟୟରେ ହେବାକୁ ଥିବା ଏହି ଉତ୍କର୍ଷ କେନ୍ଦ୍ର ୬ମାସ ମଧ୍ୟରେ କାର୍ଯ୍ୟକ୍ଷମ ହେବ। ଏଥିନିମନ୍ତେ ସୋମବାର ରାଜ୍ୟ ବୈଷୟିକ ଶିକ୍ଷା ଓ…

ବର୍ଷା ଜଳ ଅଟକାଇବ ‘ବ୍ରିଜ୍‌-କମ୍‌-ଓ୍ବାଟର ଓୟାର’

ଭୁବନେଶ୍ୱର,୩ା୫(ବ୍ୟୁରୋ):ପୋଲ-ତଥା-ଜଳଧାରକ (ବ୍ରିଜ୍‌-କମ୍‌-ୱାଟର ଓୟାର) ନିର୍ମାଣ କୌଶଳକୁ ସବୁ ଜିଲାରେ ବ୍ୟାପକ ଭାବେ ପ୍ରୟୋଗ କରାଯିବ। ପୂର୍ବରୁ ପରୀକ୍ଷାମୂଳକ ଭାବେ ଏପରି ନିର୍ମାଣ କରାଯାଇଥିଲା। ଫଳାଫଳକୁ ଅନୁଧ୍ୟାନ କରି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri