ସ୍ବାଭିମାନ ଅଞ୍ଚଳରେ ସାଧାରଣତନ୍ତ୍ର ଦିବସ
ଚିତ୍ରକୋଣ୍ଡା,୨୬ା୧(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଯୋଡ଼ାମ୍ବ ଥାନାରେ ପାଳିତ ହୋଇଛି ୭୩ତମ ସାଧାରଣତନ୍ତ୍ର ଦିବସ। ଓଡିଶା ପୋଲିସ ଓ ସୀମା ସୁରକ୍ଷା ବାହିନୀ ମିଳିତ ଆନୁକୂଲ୍ୟରେ ଯୋଡ଼ାମ୍ବ ଥାନାଧିକାରୀ ଅନିଲ କୁମାର ପରିଡ଼ାଙ୍କ ନେତୃତ୍ୱରେ ପାଳନ କରାଯାଇଛି l…
ସାଧାରଣତନ୍ତ୍ର ଦିବସରେ ବିହାରରେ ଟ୍ରେନ ଜାଳିଦେଲେ ଛାତ୍ରୀଛାତ୍ର
ପାଟଣା,୨୬।୧: ଦେଶରେ ବୁଧବାର ୭୩ତମ ସାଧାରଣତନ୍ତ୍ର ଦିବସ ପାଳନ ହେଉଥିବା ବେଳେ ବିହାରରେ ଏକ ଯାତ୍ରୀବାହି ଟ୍ରେନକୁ ଜାଳି ଦେଇଛନ୍ତି ରେଲଓ୍ବେ ଚାକିରି ପରୀକ୍ଷା ବିରୋଧରେ ବିକ୍ଷୋଭ କରୁଥିବା ଛାତ୍ରୀଛାତ୍ର। କେବଳ ଏତିକି ନୁହେଁ, ଅନ୍ୟ ଏକ ଯାତ୍ରୀବାହି ଟ୍ରେନକୁ ପଥରେ…
ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କଲେ ଏହି କ୍ରିକେଟର
କଲମ୍ବୋ,୨୬।୧: ଶ୍ରୀଲଙ୍କାର ବରିଷ୍ଠ କ୍ରିକେଟର ଦିଲ୍ରୁୱାନ ପେରେରା ବୁଧବାର ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ଘୋଷଣା କରିଛନ୍ତି। ୩୯ ବର୍ଷିୟ ଦିଲ୍ରୁୱାନ ଶ୍ରୀଲଙ୍କା କ୍ରିକେଟ ବୋର୍ଡର ସିଇଓଙ୍କୁ ଇମେଲ ମାଧ୍ୟମରେ ତାଙ୍କ ନିଷ୍ପତ୍ତି ନେଇ ସୂଚନା ଦେଇଛନ୍ତି। ପେରେରା ଶ୍ରୀଲଙ୍କାର ଟେଷ୍ଟ ଦଳର…
ପିଲାଦିନେ କହିଥିଲେ ଆମେ ହେଲିକପ୍ଟରରେ ଶାଶୁଘର ଯିବୁ, କଥା ରଖିଲେ ପିତା
ରାଜସ୍ଥାନର ଝୁନ୍ଝୁନ୍ରେ ଦୁଇ ଝିଅଙ୍କ ପିଲାଦିର ଇଚ୍ଛା ପୂରଣ କରିଛନ୍ତି ପିତା। ସୁରଜଗଡ଼ର ଢାଣିରେ ରହୁଥିବା ସୁରେଶ ଖେଦଡ଼ଙ୍କ ଦୁଇ ଝିଅ ପୁନମ ଏବଂ ପ୍ରିୟଙ୍କାଙ୍କ ପିଲାଦିନେ ପିତାଙ୍କୁ କହିଥିଲେ ଆମକୁ ଶାଶୁଘର ହେଲିକପ୍ଟରରେ ପଠାଇବ। ଦୁଇଝିଅଙ୍କ କଥା ଏବେ ରକ୍ଷା…
କଟୁରିରେ ହାଣି ଜନ୍ମକଲା ମା’ଙ୍କୁ ମାରିଦେଲେ ପୁଅ, ରକ୍ତରଞ୍ଜିତ ହେଲା ଘର
କଟକ ଅଫିସ,୨୬।୧: ସମ୍ପତ୍ତି ପାଇଁ ଜନ୍ମକଲା ମା’ଙ୍କୁ କଟୁରିରେ ହାଣି ମାରିଦେଲେ ପୁଅ। ଏଭଳି ଏକ ଅଭାବନୀୟ ଘଟଣା କଟକ ଶ୍ରୀବିହାର କଲୋନୀରେ ବୁଧବାର ଦେଖିବାକୁ ମିଳିଛି। ମୃତ ମହିଳା ହେଲେ ପରେଶ କୁମାରୀ ଦେବୀ(୭୪)। ସେ କନିକା ରାଜାଙ୍କ ନାତୁଣୀ…
ପାଦରେ ଚାଲି ଚାଲି ଲୋକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ, ୨୬।୧ : ଦେଶର ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ବୁଧବାର ରାଜଧାନୀ ଦିଲ୍ଲୀର ରାଜପଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଲି ଚାଲି ଲୋକଙ୍କୁ ଭେଟିଛନ୍ତି। ୨୦୧୫ଠାରୁ ଗତ ୭ ବର୍ଷ ଧରି ପ୍ରଧାନମନ୍ତ୍ରୀ ଏହି ପରମ୍ପରା ପାଳନ କରୁଛନ୍ତି। ପରେଡ…
କେନ୍ଦୁଝରରେ ଉଡ଼ିଲା ତ୍ରିରଙ୍ଗା
କେନ୍ଦୁଝର,୨୬ା୧(ସ୍ବ.ପ୍ର.): କେନ୍ଦୁଝରରେ ଜିଲାସ୍ତରୀୟ ୭୩ତମ ସାଧାରଣତନ୍ତ୍ର ଦିବସ କେନ୍ଦୁଝର ଷ୍ଟାଡିୟମରେ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ରାଜସ୍ବମନ୍ତ୍ରୀ ସୁଦାମ ମାରାଣ୍ଡି ଯୋଗଦେଇ ପତାକା ଉତ୍ତୋଳନ କରି ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିଥିଲେ। କୋଭିଡ୍ କଟକଣା ମଧ୍ୟରେ ଅନୁଷ୍ଠିତ…
ଅଶ୍ୱିନଙ୍କ ବିକଳ୍ପ ଖୋଜ, ଏହି ଦୁଇ ଖେଳାଳିଙ୍କୁ ଦଳକୁ ଆଣ: ହରଭଜନ
ନୂଆଦିଲ୍ଲୀ,୨୬।୧: ଦିନିକିଆ କ୍ରିକେଟରେ ଭାରତର ସ୍ପିନରମାନେ ଭଲ ପ୍ରଦର୍ଶନ କରିପାରୁନାହାନ୍ତି। ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବ କ୍ରିକେଟର ହରଭଜନ ସିଂହ। ଏହି ଫର୍ମାଟରେ ଆର୍ ଅଶ୍ୱିନଙ୍କୁ ନ ଖେଳାଇବାର ସମୟ ଆସିଛି। ଏପରିକି ଦଳରେ ୟୁଜବେନ୍ଦଅ ଚହଲ ଏବଂ କୁଲଦୀପ…
‘ପାଇକ ବିଦ୍ରୋହ ଓଡ଼ିଶାକୁ ଗୌରବାନ୍ବିତ କରିଛି’
ଖୋର୍ଦ୍ଧା ଅଫିସ,୨୬ା୧: ଖୋର୍ଦ୍ଧା ଜିଲା ପ୍ରଶାସନ ଆନୁକୂଲ୍ୟରେ ୭୩ତମ ସାଧାରଣତନ୍ତ୍ର ଦିବସ ବିଜେବି ହାଇସ୍କୁଲ ପଡ଼ିଆରେ ପାଳିତ ହୋଇଯାଇଛି। କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନ(ଆରଡିସି)ର ଗୋପବନ୍ଧୁ ଶତପଥୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ ସହ ସମ୍ମିଳିତ ପରେଡରେ ଅଭିଭାଦନ…
ବିଏସ୍ଏଫ୍ ପକ୍ଷରୁ ରାଜପଥରେ ‘ବେଟି ବଚାଓ, ବେଟି ପଢ଼ାଓ’ ସଚେତନତା ବାର୍ତ୍ତା…
ନୂଆଦିଲ୍ଲୀ, ୨୬।୧ : ଦେଶର ୭୩ ତମ ସାଧାରଣତନ୍ତ୍ର ଦିବସ ପାଳନ ଅବସରରେ ରାଜଧାନୀ ଦିଲ୍ଲୀର ରାଜପଥରେ ବିଏସ୍ଏଫ୍ ପକ୍ଷରୁ ‘ବେଟି ବଚାଓ, ବେଟି ପଢ଼ାଓ’ ସଚେତନତା ବାର୍ତ୍ତା ଦିଆଯାଇଛି। ବିଏସ୍ଏଫ୍ର ଡେୟାର ଡେଭିଲ୍ ଟିମ୍ ପକ୍ଷରୁ ହୋଇଥିବା ମୋଟରସାଇକେଲରେ ବିଭିନ୍ନ…
ତୃତୀୟ ବିଶ୍ୱଯୁଦ୍ଧର ପଦଧ୍ୱନୀ…
ମସ୍କୋ, ୨୬।୧ : ରୁଷିଆ ଏବଂ ୟୁକ୍ରେନ ସୀମାରେ ଅସ୍ତ୍ରଶସ୍ତ୍ର ସହିତ ସୈନ୍ୟସଂଖ୍ୟା ବଢ଼ିବା ସହିତ ୟୁରୋପରେ ଏକ ଭୟଙ୍କର ଯୁଦ୍ଧର ଆଶଙ୍କା ବୃଦ୍ଧି ପାଉଛି। ଏନେଇ ଆମେରିକା ରୁଷିଆକୁ ଚେତାବନୀ ଦେଇଛି। ସେହିପରି ଚାଇନା ମଧ୍ୟ ପରିସ୍ଥିତିରୁ ଫାଇଦା ନେବାକୁ…
ଚୁଲିରେ ରୋଷେଇ କରୁଛନ୍ତି ଦୀପିକା, ଭିଡିଓ ଭାଇରାଲ ପରେ ପ୍ରଶଂସକ କହିଲେ…
ବମ୍ବେ: ଚୁଲିରେ ରୋଷେଇ କରି ଚର୍ଚ୍ଚାରେ ଅଭିନେତ୍ରୀ ଦୀପିକା ଚିଖଲିଆ। ସୋସିଆଲ ମିଡିଆରେ ସେ ଏହାର ଏକ ଭିଡିଓ ଶେୟାର କରିବା ପରେ ତାହା ଭାଇରାଲ ହେଉଛି। ୨୦୨୦ରେ ‘ପୁଣି ଥରେ ଟେଲିକାଷ୍ଟ ହୋଇଥିଲା ରାମାୟଣ। ଏହାକୁ ନେଇ ଦୀପିକାଙ୍କ ଲୋକପ୍ରିୟତା…
Archives


