Home

ବୁଷ୍ଟର ଡୋଜ୍‌ ପାଇଁ କୋର୍ବେଭାକ୍ସକୁ ଡିସିଜିଆଇ ମଞ୍ଜୁରୀ…

ନୂଆଦିଲ୍ଲୀ, ୪।୬ : ଭାରତରେ, ବର୍ତ୍ତମାନ ଜରୁରୀକାଳୀନ ପରିସ୍ଥିତିରେ, ବାୟୋଲୋଜିକାଲ ଇ ଲିମିଟେଡର କରୋନା ଟିକା କୋର୍ବେଭାକ୍ସକୁ ବୁଷ୍ଟର ଡୋଜ୍‌ ଭାବେ ପ୍ରଦାନ କରାଯାଇ ପାରିବ। ଡ୍ରଗ କଣ୍ଟ୍ରୋଲର୍‌ ଜେନେରାଲ ଅଫ ଇଣ୍ଡିଆ (ଡିଜିସିଆଇ) କୋର୍ବେଭାକ୍ସ ଟିକାକ୍‌ର ଜରୁରୀକାଳୀନ ବ୍ୟବହାରକୁ ମଞ୍ଜୁରୀ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୪ା୬(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୨୩୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଯୁବତୀଙ୍କୁ ଅପରହଣ, ହତ୍ୟା ଧମକ: ଅଭିଯୁକ୍ତ ଗିରଫ

ବଡ଼ବିଲ,୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଷ୍ଟେଟ୍‌ବ୍ୟାଙ୍କ ନିକଟସ୍ଥ ଏକ ଜେରକ୍ସ ଦୋକାନରେ କାର୍ଯ୍ୟ କରୁଥିବା ଜଣେ ଯୁବତୀଙ୍କୁ ଟଣାଓଟରା ଏବଂ ଯୁବତୀଙ୍କୁ ଉଦ୍ଧାର କରିଥିବା ଦୋକାନ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଏବଂ ଜଣେ…

ବଢ଼ିଲା ପେଟ୍ରୋଲ ଦାମ୍‌, ଗଧରେ ବସି ଅଫିସ୍‌ ଆସିବାକୁ ଅନୁମତି ଲୋଡିଲେ କର୍ମଚାରୀ…

ଇସଲାମାବାଦ, ୪।୬ : ପାକିସ୍ତାନରେ ପେଟ୍ରୋଲର ଦାମ୍‌ ବୃଦ୍ଧି ଲୋକଙ୍କ ପାଇଁ ଏକ ବଡ଼ ସମସ୍ୟା ପାଲଟିଛି। ଏହି ପ୍ରସଙ୍ଗରେ ପୂର୍ବତନ ଇମ୍ରାନ ଖାନ ସରକାରଙ୍କୁ ଘେରି ଶାହାବାଜ ସରିଫ ସରକାର କ୍ଷମତାକୁ ଆସିଥିଲେ। ବର୍ତ୍ତମାନ ସମାନ ପ୍ରସଙ୍ଗ ତାଙ୍କ ସାମ୍ନାରେ…

ଛାଡ଼ି ଯାଅ ନାହିଁ ଜମ୍ମୁ-କଶ୍ମୀର, ଆମେ ସବୁ ଅଛୁ ସାଥିରେ, କଶ୍ମୀର ପଣ୍ଡିତଙ୍କୁ ମୁସଲମାନଙ୍କ ଅନୁରୋଧ…

ଶ୍ରୀନଗର, ୪।୬ : ଗତ କିଛି ଦିନ ହେବ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ କଶ୍ମୀରୀ ପଣ୍ଡିତଙ୍କ ସମେତ ଅଣ-ମୁସଲମାନ ଲୋକଙ୍କୁ ଟାର୍ଗେଟ କରୁଛନ୍ତି। ଉପତ୍ୟକାରେ ହିଂସା ବୃଦ୍ଧି ପାଉଥିବାରୁ ଲୋକଙ୍କ ତଥା ସରକାରଙ୍କ ଚିନ୍ତା ବ ଢ଼ିଚାଲିଛି। ଜମ୍ମୁ-କଶ୍ମୀରରେ ରହୁଥିବା ସଂଖ୍ୟାଲଘୁ ହିନ୍ଦୁମାନଙ୍କ…

ଟୁଇଟରର ସର୍ଚ୍ଚ ସବସ୍କ୍ରାଇବ୍‌ ଫିଚର ଟେଷ୍ଟିଂ, ସର୍ଚ୍ଚ ଟର୍ମ ପାଇଁ ଆସିବ ନୋଟିଫିକେଶନ…

ନୂଆଦିଲ୍ଲୀ, ୪।୬ : ଟୁଇଟର ଏହାର ଉପଭୋକ୍ତାମାନଙ୍କ ପାଇଁ ସର୍ଚ୍ଚ ସବସ୍କ୍ରାଇବ ନାମକ ଏକ ନୂତନ ଫିଚର ଉପରେ କାମ କରୁଛି । ଏହି ବୈଶିଷ୍ଟ୍ୟ ଏକ ନିର୍ଦ୍ଦିଷ୍ଟ ସନ୍ଧାନ ଶବ୍ଦ ସହିତ ମେଳ ଖାଉଥିବା ନୂତନ ଟୁଇଟ ପାଇଁ ଉପଭୋକ୍ତାମାନଙ୍କୁ…

ହଜାରେକୁ କାହିଁକି ଲେଖାଯାଏ ଇଂରାଜୀ ‘k’, ଜାଣନ୍ତୁ କେବେଠୁ ଆରମ୍ଭ ହୋଇଛି ଏହି ଲେଖା

ମାନବ ସଭ୍ୟତାର ଆରମ୍ଭରୁ, ମଣିଷମାନେ ପ୍ରତିଦିନ କିଛି ନୂଆ ନୂଆ କଥା ଶିଖନ୍ତି। ଏହି ନୂତନ ଶିକ୍ଷଣରେ, ଚାରିପାଖରେ ଥିବା ଜିନିଷ ଦ୍ୱାରା ପ୍ରଭାବିତ ହୁଅନ୍ତି। ମଣିଷମାନେ ଅନ୍ୟମାନଙ୍କଠାରୁ ବହୁତ କିଛି ଶିଖନ୍ତି। ବେଳେବେଳେ ଏମିତି କିଛି ଥାଏ, ଯାହାକୁ ଆମେ…

ମାଓବାଦୀ ଗଡ଼ରେ ସଡ଼କ ନିର୍ମାଣ, ଖୁସିରେ ନାଚୁଛନ୍ତି ଛୋଟପିଲା, ସୋସିଆଲ ମିଡ଼ିଆରେ ଭାଇରାଲ…

ବସ୍ତର, ୪।୬ : ଛତିଶଗଡର ମାଓବାଦୀ ପ୍ରଭାବିତ ବସ୍ତରରେ ରାସ୍ତା ନିର୍ମାଣ ଏକ ବଡ଼ ଆହ୍ବାନ। ଅନେକ ଥର ଟେଣ୍ଡର ନେବା ପରେ ମଧ୍ୟ କଣ୍ଟ୍ରାକ୍ଟରମାନେ ମିଳନ୍ତି ନାହିଁ। ଏଭଳି ପରିସ୍ଥିତିରେ ରାଜ୍ୟ ସରକାର ଦୁର୍ଗମ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଉପସ୍ଥିତିରେ ରାସ୍ତା…

ମାତ୍ର ୮ ରନ୍‌ରେ ଅଲଆଉଟ୍‌; ୭ ବଲ୍‌ରେ ମ୍ୟାଚ୍‌ ଜିତିନେଲା ବିରୋଧୀ ଟିମ୍‌

ନୂଆଦିଲ୍ଲୀ,୪।୬: ମାତ୍ର ୮ ରନ୍‌ କରି ଅଲଆଉଟ୍‌ ହେଲା ଟିମ୍‌। ୭ ବଲ୍‌ରେ ବିରୋଧୀ ଟିମ୍‌ ଜିତିନେଲା ମ୍ୟାଚ୍‌। କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ହେଁ ସତ। ଅଣ୍ଡର ୧୯ ମହିଳା ବିଶ୍ୱକପ୍‌ର ଏସିଆ ଯୋଗ୍ୟତା ପର୍ଯ୍ୟାୟରେ ଏଭଳି କିଛି ଦୃଶ୍ୟ ଦେଖିବାକୁ…

ଦୀର୍ଘଦିନ ପରେ ସୋସିଆଲ ମିଡିଆକୁ ଫେରିଲେ କାଜଲ

ମୁମ୍ବାଇ: ଆଜିକାଲି କାଜଲ ଅଗ୍ରଓ୍ବାଲ ତାଙ୍କ ମାତୃତ୍ୱକୁ ଉପଭୋଗ କରୁଛନ୍ତି। ଦୀର୍ଘଦିନ ପରେ ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ କିଛି ଫଟୋ ଶେୟାର କରିଛନ୍ତି, ଯେଉଁଥିରେ ତାଙ୍କର ସୁନ୍ଦର ହସ ଦେଖିବାକୁ ମିଳିଛି। ଅଭିନେତ୍ରୀଙ୍କ ଏହି ଫଟୋରେ ଲକ୍ଷ ଲକ୍ଷ…

ରବିବାର ଶପଥ ନେବେ ନୂଆ ମନ୍ତ୍ରୀ

ଭୁବନେଶ୍ୱର,୪।୬(ବ୍ୟୁରୋ): ନବୀନ ସରକାରଙ୍କ ମନ୍ତ୍ରିମଣ୍ଡଳର ନୂଆ ମନ୍ତ୍ରୀମାନେ ରବିବାର ପୂର୍ବାହ୍ନ ୧୧ଟା ୪୫ ମିନିଟ୍‌ରେ ଶପଥ ନେବେ। ଏଥିଲାଗି ରାଜଭବନ କପ୍‌ଭେନ୍‌ସନ ହଲ୍‌କୁ ପ୍ରସ୍ତୁତ କରାଯାଉଛି। ତେବେ ନୂଆ ମନ୍ତ୍ରୀଙ୍କ ନାମକୁ ନେଇ କଳ୍ପନାଜଳ୍ପନା ବଢ଼ୁଥିବା ବେଳେ ସମ୍ଭାବ୍ୟ ମନ୍ତ୍ରୀମାନଙ୍କ ପାଖକୁ…

ଗହମ ପରେ ଭାରତ ଚା’ କୁ ଫେରାଇଲେ ବହୁ ଦେଶ, କୀଟନାଶକ ଥିବା ଅଭିଯୋଗ…

ନୂଆଦିଲ୍ଲୀ, ୪।୬ : ଭାରତୀୟ ଚା’ ରପ୍ତାନିକାରୀ ସଂଘ (ଆଇଟିଈଏ) ର ସଭାପତି ଅଶୂଂମାନ କାନୋରିଆ କହିଛନ୍ତି ଯେ କୀଟନାଶକ ଏବଂ ରାସାୟନିକ ପଦାର୍ଥର ଧାର୍ଯ୍ୟ ସୀମାଠାରୁ ଅଧିକ ଥିବାରୁ ଅନ୍ତର୍ଜାତୀୟ ତଥା ଘରୋଇ କ୍ରେତାମାନେ ଭାରତର ଚା’କୁ ଫେରସ୍ତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?