‘ବିଳମ୍ବରେ ହେଉ ପଛେ ଫେରିଲେ’
ମୁମ୍ବାଇ,୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୨ ଅଧାରୁ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକତ୍ୱରୁ ଇସ୍ତଫା ଦେଇଛନ୍ତି ରବିନ୍ଦ୍ର ଜାଡେଜା। ତାଙ୍କ ସ୍ଥାନରେ ମହେନ୍ଦ୍ର ସିଂହ ଧୋନୀଙ୍କୁ ପୁଣି ଥରେ ଦଳର ନେତୃତ୍ୱ ମିଳିଛି। ଏନେଇ ଶନିବାର ଫ୍ରାଞ୍ଚାଇଜ୍ ପକ୍ଷରୁ ଘୋଷଣା କରାଯିବା…
‘ଶ୍ରମିକମାନେ ନିଜର ଅଧିକାର ଜାହିର କରିବା ଦରକାର’
ବଲାଙ୍ଗୀର ଅଫିସ,୧ା୫: ବଲାଙ୍ଗୀର ଜିଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ସ୍ଥାନୀୟ ଶ୍ରମ କାର୍ଯ୍ୟାଳୟ ପରିସରରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଚଞ୍ଚଳ ରାଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ସମ୍ମାନିତ ଅତିଥି…
୪ ମାସରେ ୧୫ ପାକିସ୍ତାନୀ ଆତଙ୍କବାଦୀଙ୍କ ଏନ୍କାଉଣ୍ଟର…
ଶ୍ରୀନଗର, ୧।୫ : ଚଳିତ ବର୍ଷ ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ବିରୋଧୀ ଅପରେଶନ୍ରେ ମିଳିତ ସୁରକ୍ଷା ବାହିନୀଙ୍କୁ ଏକ ବଡ଼ ସଫଳତା ମିଳିଛି। ଗତ ବର୍ଷ ସମାନ ସମୟ ତୁଳନାରେ ଚଳିତ ବର୍ଷ ୪ ମାସ ମଧ୍ୟରେ ଏପର୍ଯ୍ୟନ୍ତ କାଶ୍ମୀରରେ ଆତଙ୍କବାଦୀଙ୍କ ମୃତ୍ୟୁ…
ମଦ ନିଶାରେ ସ୍ତ୍ରୀଙ୍କ ସହ ବଚସା; ରାଗରେ କଅଁଳ ୩ ଛୁଆଙ୍କୁ କୂଅରେ ଫିଙ୍ଗି ହତ୍ୟା କଲେ ବାପା
ଟେନସା/ବଣାଇଁ,୧।୫(ଡି.ଏନ୍.ଏ./ସ୍ବ.ପ୍ର.): ମଦ ନିଶାରେ କଅଁଳ ୩ଶିଶୁକୁ କୂଅରେ ଫିଙ୍ଗି ହତ୍ୟା କରିଛି ବାପା। ଶନିବାର ରାତିରେ ସୁନ୍ଦରଗଡ଼ ଜିଲା କୋଇଡା ଥାନା ଅନ୍ତର୍ଗତ କୁଲା ଗ୍ରାମରେ ଏପରି ଏକ ଲୋମ ଟାଙ୍କୁରା ଘଟଣା ଘଟିଛି। ଖବର ପାଇ କୋଇଡା ପୋଲିସ ଘଟଣାସ୍ଥଳରେ…
ଟ୍ରକ ପଛରେ ପିଟିଲା କାର୍, ଡାକ୍ତର ଗୁରୁତର
ବାରିପଦା ଅଫିସ,୧ା୫: ବାରିପଦା ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ସଦର ଥାନା ଅଧୀନ ମଞ୍ଚାବନ୍ଧାରେ ରବିବାର ଏକ ଟ୍ରକ ପଛରେ କାର୍ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ କାର୍ ଚାଳକ ତଥା ମହିଳା ଓ ପ୍ରସୂତି ବିଭାଗର ବରିଷ୍ଠ ବିଶେଷଜ୍ଞ…
ବାଲି ଲିଜ୍ଧାରୀଙ୍କ ନାଁରେ ଏନ୍ଜିଟି ମାମଲା
ବାରିପଦା ଅଫିସ,୧ା୫: ସଦର ଉପଜିଲାପାଳ ଅନନ୍ୟା ଦାସଙ୍କ ଅଭିଯୋଗ କ୍ରମେ ବଡ଼ସାହି ତହସିଲ ଅଧୀନ ପୃଥକ୍ ବାଲି ସୈରାତ ପାଇଁ ୨ଟି ମାମଲା ରୁଜୁ ହୋଇଛି। ଲିଜ୍ଧାରୀଙ୍କ ସହିତ ବଡ଼ସାହି ତହସିଲଦାର ମମତାଜ ମହାରଣାଙ୍କ ନାମରେ ୧୧୪/୨୨ ଓ ୧୧୫/୨୨ରେ ଦୁଇଟି…
ମେ’ ୨ରୁ ପ୍ରଧାନମନ୍ତ୍ରୀଙ୍କ ୬୫ ଘଣ୍ଟିଆ ବିଦେଶ ଗସ୍ତ…
ନୂଆଦିଲ୍ଲୀ, ୧।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚଳିତ ବର୍ଷ ପ୍ରଥମ ବିଦେଶ ଗସ୍ତ ସୋମବାର, ମେ ୨ରୁ ଆରାମ୍ଭ ହେଉଛି। ଏହି ଅବସରରେ ସେ ଜର୍ମାନୀ, ଡେନମାର୍କ ଏବଂ ଫ୍ରାନ୍ସ ଗସ୍ତ କରିବେ। ସରକାରୀ ସୂତ୍ର ଅନୁଯାୟୀ, ଏହି ସମୟ…
ନର୍ସିଂହୋମ କାନ୍ଥରେ ଝୁଲୁଛି ନର୍ସଙ୍କ ମୃତଦେହ; ଦିନକ ପୂର୍ବରୁ ଚାକିରିରେ ଯୋଗ ଦେଇଥିଲେ
ଉନ୍ନାଓ,୧।୫: ଉତ୍ତରପ୍ରଦେଶର ଉନ୍ନାଓର ବଙ୍ଗରାମାଉ ଥାନା ଅଞ୍ଚଳରେ ଏକ ଘରୋଇ ନର୍ସିଂହୋମର କାନ୍ଥରେ ଜଣେ ନର୍ସଙ୍କ ମୃତଦେହ ଝୁଲୁଥିବା ଦେଖାଯାଇଛି। ଚାକିରିରେ ଯୋଗ ଦେବାର ଦିନକ ପରେ ଉକ୍ତ ନର୍ସଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଛି। ପରିବାରଲୋକେ ତାଙ୍କୁ ବଳାତ୍କାର…
ପୁଣି ଗୃହଯୁଦ୍ଧ ମୁହାଁ ଆଫଗାନିସ୍ତାନ…
କାବୁଲ, ୧।୫ : ପ୍ରାୟ ଦୁଇ ଦଶନ୍ଧି ପୂର୍ବରୁ ଆଫଗାନିସ୍ତାନରେ ତାଲିବାନ ୨୦୦୧ରେ ନାଟୋ ସୈନ୍ୟଙ୍କ ଉପରେ ଙ୍ଆକ୍ରମଣ କରିଥିଲା। ତାଲିବାନ ଆଫଗାନିସ୍ତାନରେ କ୍ଷମତା ହାସଲ କରିବାକୁ ତାଲିବାନ ଉଦ୍ୟମ କରୁଥିଲା। ମାତ୍ର ଏବେ ସମୟ ବଦଳି ଯାଇଛି। ବର୍ତ୍ତମାନ ତାଲିବାନ…
ବିଭିନ୍ନ ପ୍ରକଳ୍ପ ଉଦ୍ଘାଟନ କଲେ ଜଙ୍ଗଲ ମନ୍ତ୍ରୀ
ଭଞ୍ଜନଗର,୧ା୫(ଡି.ଏନ୍.ଏ.): ଜଙ୍ଗଲ ଓ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ରବିବାର ଭଞ୍ଜନଗର ବ୍ଲକ ଲେମ୍ଭେଇ ପଞ୍ଚାୟତର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ମନ୍ତ୍ରୀ ପ୍ରଥମେ ମାଙ୍କଡ଼କମ୍ପା ଅଙ୍ଗନଓ୍ବାଡି କେନ୍ଦ୍ର,…
ସ୍କୁଲରେ ପଢୁଥିବାବେଳେ ନିଜ ପିଲାଙ୍କୁ ଦେଖିପାରିବେ ଅଭିଭାବକ…
ନୂଆଦିଲ୍ଲୀ, ୧।୫ : ରାଜଧାନୀ ଦିଲ୍ଲୀରେ, ଖୁବ୍ ଶୀଘ୍ର ଅଭିଭାବକମାନେ ସେମାନଙ୍କ ପିଲାମାନଙ୍କୁ ସ୍କୁଲ୍ରେ ପଢୁଥିବା ସମୟରେ ମୋବାଇଲରେ ଦେଖିପାରିବେ। ଏହା ମେ ମାସରୁ ଆରମ୍ଭ ହେବାକୁ ଯାଉଛି । ଏହି ଯୋଜନାରେ କାର୍ଯ୍ୟ କରୁଥିବା ପବ୍ଲିକ ୱାର୍କସ ବିଭାଗ ସିଷ୍ଟମରେ…
ବିଧାୟକ ଭାବେ ନିର୍ବାଚନ ଜିତିଥିଲେ ବି ଶପଥ ନେଇପାରୁନାହାନ୍ତି
କୋଲକାତା,୧।୫: ଭାଜପାରୁ ଇସ୍ତଫା ଦେଇ ତୃଣମୂଳ କଂଗ୍ରେସରେ ସାମିଲ ହୋଇଥିବା ଗାୟକ ବାବୁଲ ସୁପ୍ରିଓ ବାଲିଗଞ୍ଜ ସିଟ୍ରୁ ବିଧାୟକ ଭାବେ ନିଯୁକ୍ତ ହୋଇଛନ୍ତି। ଉପନିର୍ବାଚନ ଫଳାଫଳ ଘୋଷଣା ହେବାର ୨ ସପ୍ତାହ ବିତି ଯାଇଥିଲେ ହେଁ ଶପଥ ନେଇ ପାରୁନାହାନ୍ତି ସେ।…
Archives


