ମହାରାଷ୍ଟ୍ରରେ ଚିନ୍ତା ବଢ଼ାଉଛି କରୋନା: ସାର୍ବଜନୀନ ସ୍ଥାନରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
ମୁମ୍ବାଇ,୪।୬: ମହାରାଷ୍ଟ୍ରରେ ପୁଣି ଥରେ କରୋନା ଭାଇରସ୍ ସଂକ୍ରମଣ ଚିନ୍ତା ବଢ଼ାଇଛି। ବର୍ତ୍ତମାନ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ପ୍ରତିଦିନ ହଜାରେରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ତେବେ ଏହି ମାମଲାକୁ ଗମ୍ଭୀରତାର ସହ ନେଇ ରାଜ୍ୟ ସରକାର…
ଅନନ୍ତନାଗରେ ଗଡ଼ିଲା ଜଣେ ଆତଙ୍କବାଦୀଙ୍କ ମୁଣ୍ଡ: ୩ଯବାନ,ଜଣେ ନାଗରିକ ଆହତ
ଅନନ୍ତନାଗ,୪।୬: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ଶନିବାର ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ସଫଳତା ମିଳିଛି। ପୋଲିସ ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ଏଥିସହ ୩ଜଣ ଯବାନ ଓ ଜଣେ ନାଗରିକ ଆହତ ହୋଇଛନ୍ତି। ତେବେ ମୃତ ଆତଙ୍କବାଦୀ ଜଣକ ହିଜ୍ବୁଲ ମୁଜାହିଦିନ ଆତଙ୍କବାଦୀ…
ହାଇଦ୍ରାବାଦ ଗଣାବଳାତ୍କାର ମାମଲା: ଗିରଫ ହେଲେ ରାଜନେତାଙ୍କ ପୁଅ ସମେତ ୫ଅଭିଯୁକ୍ତ
ହାଇଦ୍ରାବାଦ,୪।୬: ତେଲେଙ୍ଗାନା ରାଜଧାନୀ ହାଇଦ୍ରାବାଦରେ ପବ୍ ପାର୍ଟିରୁ ଫେରୁଥିବା ଜଣେ ନାବାଳିକାଙ୍କୁ ମର୍ସିଡିଜ୍ କାର ଭିତରେ ଗଣବଳାତ୍କାର ମାମଲାରେ ସମସ୍ତ ୫ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। କୁହାଯାଇଛି, ଏହି ଅଭିଯୁକ୍ତମାନଙ୍କ ମଧ୍ୟରୁ ୩ଜଣ ନାବାଳକ। ଏତଦ୍ବ୍ୟତୀତ ଏହି ଗଣବଳାତ୍କାର ମାମଲାରେ ରାଜନୈତିକ ସଂଯୋଗ…
ଟାର୍ଗେଟ କିଲିଂ ମଧ୍ୟରେ ୧୭୭ କଶ୍ମୀରୀ ପଣ୍ଡିତ ଶିକ୍ଷକଙ୍କୁ ସ୍ଥାନାନ୍ତର
ଶ୍ରୀନଗର,୪।୬: ଜମ୍ମୁ-କଶ୍ମୀରରେ ଟାର୍ଗେଟ କିଲିଂ ମଧ୍ୟରେ ସ୍ଥାନୀୟ ସରକାରଙ୍କ ପକ୍ଷରୁ କଶ୍ମୀରୀ ପଣ୍ଡିତଙ୍କ ସୁରକ୍ଷା ପାଇଁ ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଶ୍ରୀନଗରର ବିଭିନ୍ନ ଅଞ୍ଚଳରେ ନିୟୋଜିତ ହୋଇଥିବା କଶ୍ମୀରୀ ପଣ୍ଡିତଙ୍କୁ ଜିଲା ମୁଖ୍ୟାଳୟକୁ ବଦଳି କିମ୍ବା ବ୍ୟବସ୍ଥିତ କରାଯାଇଥିବା…
୫ବର୍ଷ ଝିଅ ମଧ୍ୟରେ ମଙ୍କିପକ୍ସ ଲକ୍ଷଣ: ଯାଞ୍ଚ ପାଇଁ ପଠାଗଲା ନମୂନା
ଗାଜିଆବାଦ,୪।୬: କରୋନା ଭାଇରସ୍ ପରେ ଏବେ ମଙ୍କିପକ୍ସ ସାରା ବିଶ୍ୱର ଚିନ୍ତା ବଢ଼ାଇଛି। ଅନେକ ଦେଶରେ ମଙ୍କିପକ୍ସ ବ୍ୟାପିଥିବା ବେଳେ ଦୈନିକ ଶହ ଶହ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଇତିମଧ୍ୟମରେ ଉତ୍ତରପ୍ରଦେଶ ଗାଜିଆବାଦରେ ଜଣେ ୫ବର୍ଷର ଶିଶୁଙ୍କଠାରେ ମଙ୍କିପକ୍ସ ଲକ୍ଷଣ ଚିହ୍ନଟ…
ଦିବ୍ୟାଙ୍ଗଙ୍କୁ ନେବାକୁ ମନାକରିପାରିବେ ନାହିଁ ଏୟାରଲାଇନ୍ସ: ଡିଜିସିଏ
ନୂଆଦିଲ୍ଲୀ,୪।୬: ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ(ଡିଜିସିଏ) ପକ୍ଷରୁ ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ନର୍ଦ୍ଦେଶ ଜାରି କରାଯାଇଛି। ଦେଶର କୌଣସି ଦିବ୍ୟାଙ୍ଗଙ୍କୁ ବିମାନରେ ଯାତ୍ରା କରିବାକୁ ଏୟାରଲାଇନ୍ସ ମନା କରିପାରିବେ ନାହିଁ ବୋଲି ଉକ୍ତ ନିର୍ଦ୍ଦେଶରେ କୁହାଯାଇଛି। ଶୁକ୍ରବାର ଡିଜିସିିଏ ନିଜ ନିୟମରେ…
୪୧ ପ୍ରାର୍ଥୀ ରାଜ୍ୟ ସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ
ନୂଆଦିଲ୍ଲୀ,୪।୬: ରାଜ୍ୟ ସଭା ପାଇଁ ୪୧ଜଣ ପ୍ରାର୍ଥୀଙ୍କୁ ନିର୍ଦ୍ୱନ୍ଦରେ ନିର୍ବାଚିତ କରାଯାଇଛି। ଏଥିରେ କଂଗ୍ରେସର ବରିଷ୍ଠ ନେତା ପି. ଚିଦାମ୍ବରମ ଏବଂ ରାଜୀବ ଶୁକ୍ଲା, ଭାଜପାର ସୁମିତ୍ରା ବାଲ୍ମିକି ଏବଂ କବିତା ପାଟିଦାର, କଂଗ୍ରେସର ପୂର୍ବତନ ନେତା କପିଲ ସିବଲ, ରାଷ୍ଟ୍ରିୟ…
ହାଇଦ୍ରାବାଦ ଗଣାବଳାତ୍କାର ମାମଲାରେ ଜଣେ ଗିରଫ: ୫ ଅଭିଯୁକ୍ତ ଚିହ୍ନଟ
ହାଇଦ୍ରାବାଦ,୪।୬: ହାଇଦ୍ରାବାଦ ଗଣବଳାତ୍କାର ମାମଲାରେ ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଏଥିସହ ଏହି ମାମଲାରେ ୫ଜଣ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି ପୋଲିସ। ଅଭିଯୁକ୍ତମାନେ ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀର ଛାତ୍ର ବୋଲି ପୋଲିସ ସୂଚନା ଦେଇଛି। ଅନ୍ୟପଟେ ସହରର ପୋଶ…
ଲାବ୍ରୁ ଗ୍ୟାସ୍ ଲିକ୍: ୨୦୦ ମହିଳା ଅସୁସ୍ଥ
ବିଶାଖାପାଟଣା,୪।୬ : ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରେ ଥିବା ଏକ ରାସାୟନିକ ଲାବରେଟୋରିରୁ ଶୁକ୍ରବାର ଆମୋନିଆ ଗ୍ୟାସ୍ ଲିକ୍ ହେବାରୁ ନିକଟସ୍ଥ ଏକ ପୋଷାକ କାରଖାନାରେ କାମ କରୁଥିବା ୨୦୦ରୁ ଊର୍ଦ୍ଧ୍ୱ ମହିଳା ଅସୁସ୍ଥ ହୋଇପଡ଼ିଛନ୍ତି। ଅଚ୍ୟୁତପୁରମ୍ରେ ଥିବା ପୋରସ୍ ଲାବରେଟୋରିରୁ ଗ୍ୟାସ୍ ଲିକ୍…
କାନପୁରରେ ହିଂସା: ୬ ଆହତ
କାନପୁର୍,୪।୬: ଭାଜପା ନେତା ନୁପୂର ଶର୍ମା ଏକ ଟେଲିଭିଜନ ବିତର୍କରେ ପ୍ରଫେଟ୍ ମହମ୍ମଦଙ୍କ ସମ୍ପର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏହାର ପ୍ରତିବାଦରେ ଏକ ମୁସଲମାନ ସଂଗଠନ ଉତ୍ତରପ୍ରଦେଶ କାନପୁରସ୍ଥିତ ପରେଡ୍ ମାର୍କେଟ ବନ୍ଦ ଡାକରା ଦେଇଥିଲା। ଏହାକୁ…
ହରିନୀ ‘ନ୍ୟାଶନାଲ ସ୍ପେଲିଙ୍ଗ୍ ବି’ ବିଜୟିନୀ
ଓ୍ବାଶିଂଟନ,୪।୬: ଭାରତୀୟ ବଂଶୋଦ୍ଭବ ହରିନୀ ଲୋଗାନ ଚଳିତବର୍ଷର ‘ନ୍ୟାଶନାଲ ସ୍ପେଲିଙ୍ଗ୍ ବି’ ପ୍ରତିଯୋଗିତା ଜିତିଛନ୍ତି। ୯୦ ସେକେଣ୍ଡରେ ୨୧ଟି ଓ୍ବାର୍ଡର ସ୍ପେଲିଙ୍ଗ୍ କହି ସେ ଏହି ଟାଇଟଲ୍ର ଅଧିକାରୀ ହୋଇଛନ୍ତି। ହରିନି ଟେକ୍ସାସ୍ରେ ଅଷ୍ଟମ ଶ୍ରେଣୀରେ ପାଠପଢ଼ନ୍ତି। ପ୍ରତିଯୋଗିତାରେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…
ପିମ୍ପୁଡ଼ି କାମୁଡ଼ାରେ ଶିଶୁ ମୃତ
ଲକ୍ଷ୍ନୌ, ୪।୬: ଉତ୍ତର ପ୍ରଦେଶର ମହୋବା ଜିଲା ସ୍ବାସ୍ଥ୍ୟକେନ୍ଦ୍ରରେ ପିମ୍ପୁଡ଼ି କାମୁଡ଼ିବାରୁ ଜଣେ ୩ ଦିନର ଶିଶୁଙ୍କ ପ୍ରାଣ ଚାଲିଯାଇଛି। ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ଅବହେଳା କାରଣରୁ ଏପରି ହୋଇଥିବା ତାଙ୍କ ଘରଲେକ କହିଛନ୍ତି। ମାମଲା ଚପାଇଦେବା ପାଇଁ ଡାକ୍ତର ତାଙ୍କୁ ୬,୫୦୦…

