Home

ଆଜିଠୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

ଭୁବନେଶ୍ୱର, ୧୩ା୮(ସୁନିତ୍‌ ମିଶ୍ର):ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ସରସଂଘଚାଳକ ମୋହନ ଭାଗବତ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେ ତିନି ଦିନିଆ ଓଡ଼ିଶା ଗସ୍ତ ସାରି ଆସନ୍ତା ୧୫ରେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବେ…

କିଲିମାଞ୍ଜାରୋ ଶୃଙ୍ଗ ଆରୋହଣ କରି ଜନ୍ମମାଟିକୁ ଫେରିଲେ ଆର୍ଶୀବାଦ, ବରଗଡ଼ରେ ବିପୁଳ ସମ୍ବର୍ଦ୍ଧନା

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ଦକ୍ଷିଣ ଆଫ୍ରିକାରେ କିଲିମାଞ୍ଜାରୋ ପର୍ବତ(୫୮୯୫ ମିଟର) ଆରୋହଣ କରି ପର୍ବତ ଶିଖରରେ ତ୍ରିରଙ୍ଗା ଉଡ଼ାଇ ଇତିହାସ ରଚିଥିବା ବରଗଡ଼ ଜିଲା ଅତାବିରା ବ୍ଲକ କୁଲିତାଟୁକୁରା ଗ୍ରାମର ଯୁବ ପର୍ବତାରୋହୀ ଆର୍ଶୀବାଦ ମହାପାତ୍ର ମଙ୍ଗଳବାର ଜନ୍ମମାଟିକୁ ଫେରିଛନ୍ତି l ଫେରିବା…

ଲଘୁଚାପ: ଆସନ୍ତା ୩ ଦିନ ଅତି ପ୍ରବଳ ବର୍ଷା,ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର,୧୨।୮(ଅନୁରାଧା ମହାରଣା)- ବଙ୍ଗୋପସାଗରର କେନ୍ଦ୍ରୀୟ ଅଂଶ ଉପରେ ଏକ ଘୂର୍ଣ୍ଣିବଳୟ ସଞ୍ଚାଳନ ସକ୍ରିୟ ରହିଛି। ଏହାର ପ୍ରଭାବରେ ବୁଧବାର ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟା…

ସେପ୍ଟେମ୍ବର ୧୧ରେ ଘୁମୁସର ଦିବସ, ପାଳନ ନେଇ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)-ଘୁମୁସର ବିକାଶ ପରିଷଦର ଏକ ଜରୁରୀ ବୈଠକ ମଙ୍ଗଳବାର ଆଇନଜୀବୀ ସୋମନାଥ ନାୟକଙ୍କ ଭଞ୍ଜନଗର ବାସଭବନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ନାୟକ ଅଧ୍ୟକ୍ଷତା କରି ଘୁମୁସର ଇତିହାସ, ଦିବସ ଓ ଉକ୍ତ ଦିବସ ପାଳନର ଆବଶ୍ୟକତା ସମ୍ପର୍କରେ କହିଥିଲେ। ସମ୍ପାଦକ…

ବିନା ରିଚାର୍ଜରେ କେତେ ଦିନରେ ବନ୍ଦ ହୋଇଯାଏ SIM Card? ଜାଣନ୍ତୁ Jio, Airtel, Vi ପାଇଁ TRAI ନିୟମ… 

ନୂଆଦିଲ୍ଲୀ,୧୨।୮: ଆଜିକାଲି ଅଧିକାଂଶ ମୋବାଇଲ ଉପଭୋକ୍ତା ଦୁଇଟି ସିମ କାର୍ଡ ବ୍ୟବହାର କରୁଛନ୍ତି। କିନ୍ତୁ ରିଚାର୍ଜ ପ୍ଲାନ୍‌ ମହଙ୍ଗା ହେବା ପରେ ଦୁଇଟି ସିମ୍‌କୁ ଏକାସହିତ ରିଚାର୍ଜ କରିବା କଷ୍ଟକର ହୋଇପଡ଼ୁଛି। ଫଳରେ ଅନେକ ଲୋକ ଯେଉଁ ସିମ୍‌ରୁ ଅଧିକ କଥାବାର୍ତ୍ତା…

୧୨ ମାସ ପରେ ଅଦ୍ଭୁତ ସଂଯୋଗ: ଏସବୁ ରାଶିର ଭାଗ୍ୟ ବଦଳାଇବେ ବୁଧ, ନୂଆ ଚାକିରି ସାଙ୍ଗକୁ ପ୍ରଚୁର ଧନଲାଭର ଯୋଗ…

ବୈଦିକ ଜ୍ୟୋତିଷ ଅନୁସାରେ ବୁଧ ଗ୍ରହ ପ୍ରାୟ ୧ ମାସ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଏହାର ପ୍ରଭାବ ବିଶେଷକରି ବ୍ୟବସାୟ, ଶେୟାର ବଜାର ଏବଂ ଅର୍ଥବ୍ୟବସ୍ଥା ଉପରେ ଦେଖିବାକୁ ମିଳିଥାଏ। ଆସନ୍ତା ଅଗଷ୍ଟ ୩୦ରେ ବୁଧ ସିଂହ ରାଶିକୁ ଗୋଚର…

ହଠାତ୍‌ ସୀମାରେ ହଜାର ହଜାର ସେନା ମୁତୟନ କଲା ପାକିସ୍ତାନ, ଭାରତକୁ…

ଇସଲାମବାଦ,୧୨।୮:ପାକିସ୍ତାନ ଭାରତକୁ ଧମକ ଦେଉଛି, ପ୍ରଥମେ ସେନା ମୁଖ୍ୟ ଅସୀମ ମୁନିର ଆମେରିକୀୟ ମାଟିରୁ ଯୁଦ୍ଧ ପ୍ରସଙ୍ଗ ଉଠାଇଥିଲେ, ତା’ପରେ ପୂର୍ବତନ ବୈଦେଶିକ ମନ୍ତ୍ରୀ ବିଲାୱାଲ ଭୁଟ୍ଟୋ ମଧ୍ୟ ସମାନ ମୂର୍ଖତା କରିଥିଲେ। ଏହି ସମୟରେ, ଏକ ରିପୋର୍ଟ ଆସିଛି ଯାହା…

କଲେଜରେ ଯୌନ ଶୋଷଣ ରୋକିବା ପାଇଁ ପୋଲିସ ଅଭିନବ ପ୍ରୟାସ

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପୋଲିସ ପକ୍ଷରୁ ମଙ୍ଗଳବାର ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ସାମ ପାଟଣା ସଭାଗୃହରେ ପାଟଣା ପୋଲିସ ପକ୍ଷରୁ ମହିଳାଙ୍କ ପ୍ରତି ହେଉଥିବା ଯୌନ ଶୋଷଣ (ସେକ୍ସସୁଆଲ ହାରସ ମେଣ୍ଟ) ଓ ନାବାଳିକା ଙ୍କ ପ୍ରତି…

ମଣ୍ଡିରେ ଚାଷୀ ପଞ୍ଜିକରଣ ପାଇଁ ସମୟସୀମା ବୃଦ୍ଧି ଦାବି

ଦିଗପହଣ୍ଡି,୧୨।୮(ଅଶେଷ ନାଥ ମିଶ୍ର): ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ୭ ଦଫା ଦାବୀ ପୁରଣ ପାଇଁ ମଙ୍ଗଳବାର ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦସ୍ତଖତ ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଚାଷୀ ସଙ୍ଗଠନର ସଭ୍ୟ ଓ କର୍ମକର୍ତ୍ତା ବୃନ୍ଦ ଦିଗପହଣ୍ଡି…

ଅଗଷ୍ଟ ୧୧ରୁ ସମୂହ ଛୁଟିରେ ଯିବେ ରାଜସ୍ବ ଅମଲା

ବଲାଙ୍ଗିର ୧୧।୮(ସୁଶାନ୍ତ ବାରିକ) : ବହୁ ପ୍ରତୀକ୍ଷିତ ଦଶ ଦଫା ଦାବି ପୁରଣ କରିବାରେ ରାଜ୍ୟ ସରକାରଙ୍କ ସହ ଆଲୋଚନା ବିଫଳ ହେବା ପରେ ସଂଘର ପୂର୍ବନିର୍ଦ୍ଧାରିତ ନିଷ୍ପତ୍ତି ଅନୁଯାୟୀ,୧୧ ଅଗଷ୍ଟରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ରାଜସ୍ବ ଅମଲାମାନେ…

ଟ୍ରମ୍ପଙ୍କ ଟାରିଫ୍‌ ଧମକ ମଧ୍ୟରେ ଭାରତ ଏହି ଧନୀ ଦେଶ ସହ କରିବାକୁ ଯାଉଛି ବଡ଼ ଚୁକ୍ତି

ନୂଆଦିଲ୍ଲୀ,୧୨।୮: ଭାରତ ସିଙ୍ଗାପୁର ସହିତ ୧୦ଟି ଗୁରୁତ୍ୱପୂର୍ଣ୍ଣ ଚୁକ୍ତି୍‌ ସ୍ବାକ୍ଷର କରିବାକୁ ଯାଉଛି। ଭାରତ ଏବଂ ସିଙ୍ଗାପୁର ଏହି ସପ୍ତାହରେ ହେବାକୁ ଥିବା ଦୁଇ ଦେଶର ମନ୍ତ୍ରୀଙ୍କ ବୈଠକରେ ପ୍ରଯୁକ୍ତିବିଦ୍ୟା, ସଂଯୋଗୀକରଣ, ଦକ୍ଷତା ବିକାଶ ଏବଂ ଡିଜିଟାଲାଇଜେସନ ଭଳି କ୍ଷେତ୍ରରେ ପ୍ରାୟ…

ଭାରତର ସଙ୍କଟମୋଚକ ସାଜିବେ ଏହି ୨ ଦେଶ: ଟ୍ରମ୍ପଙ୍କୁ ପାନେ ଦେବାକୁ ଯୋଜନା

ଓ୍ବାଶିଂଟନ୍‌,୧୨।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୫୦ ପ୍ରତିଶତ ଟାରିଫ୍‌ ଘୋଷଣା କରିଛନ୍ତି। ଭାରତ ଏବେ ଆମେରିକାର ଏହି ଟାରିଫ୍‌କୁ ମୁକାବିଲା କରିବାର ଉପାୟ ଖୋଜୁଛି। ଭାରତ ଏବେ ସେହି ରୁଷିଆର ବଜାର ଆଡ଼କୁ ଚାହିଁ ରହିଛି, ଯାହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri