ବକେୟା ପାଉଣା ଦାବିରେ ଡିଆରଡିଏ ଅଫିସ ଘେରିଲେ ଶ୍ରମିକ
ବଲାଙ୍ଗୀର ଅଫିସ,୨୯ା୪: ବଲାଙ୍ଗୀର ଡିଆରଡିଏ ଅଫିସ ସମ୍ମୁଖରେ ଶ୍ରମିକମାନେ ଅଭିନବ ଢଙ୍ଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଦୀର୍ଘଦିନର ବକେୟା ପାଉଣା ଦାବିରେ ଆନ୍ଦୋଳନକୁ ଓହ୍ଲାଇଥିଲେ ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ ସୁଲେକେଲା ପଞ୍ଚାୟତର ଶ୍ରମିକ। ହାତରେ ଡାଲାଭାର ଧରି ଶ୍ରମିକମାନେ ଶୋଭାଯାତ୍ରା…
ରାୟଗଡ଼ା ଗସ୍ତରେ ରାଜ୍ୟ ଖାଦ୍ୟ କମିଶନ
ରାୟଗଡ଼ା ଅଫିସ,୨୯ା୪: ରାୟଗଡ଼ାକୁ ଦିନିକିଆ ଗସ୍ତ କରି ରାଜ୍ୟ ଖାଦ୍ୟ କମିଶନ ପି.କେ.ମେରକାପ ଖାଦ୍ୟ ଯୋଜନାର ସମୀକ୍ଷା କରିଛନ୍ତି। ରାୟଗଡ଼ା ବ୍ଲକରେ ଆଇଓ୍ବାଇସିଏଫ୍ କାର୍ଯ୍ୟକ୍ରମ, ସୁଲଭ ମୂଲ୍ୟ ଦୋକାନ,ଅଙ୍ଗନଓ୍ବାଡି କେନ୍ଦ୍ର, ପୁଷ୍ଟି ବଗିଚା,ରୋଷେଇ ବଗିଚା ଓ ଶିଶୁଯତ୍ନ ଗୋଷ୍ଠୀଗୁଡ଼ିକ ପରିଦର୍ଶନ କରିଛନ୍ତି।
୫୮ ବର୍ଷରେ ମାଟ୍ରିକ ପରୀକ୍ଷା ଦେଲେ ବିଧାୟକ
ଫୁଲବାଣୀ ଅଫିସ,୨୯ା୪: ମନରେ ପାଠ ପଢ଼ିବାର ଇଚ୍ଛା ଥିଲେ ବୟସ କେବେ ବି ବାଧକ ସାଜେନା। ଏହାର ଏକ ଉଦାହରଣ ପାଲଟିଛନ୍ତି ଫୁଲବାଣୀ ବିଧାୟକ ଅଙ୍ଗଦ କହଁର। ୫୮ ବର୍ଷ ବୟସରେ ସେ ମାଟ୍ରିକ ପରୀକ୍ଷା ଦେଇଛନ୍ତି। ଯାହାକୁ ନେଇ ସମଗ୍ର…
‘ମୋର ରାଷ୍ଟ୍ରପତି ହେବାର ସ୍ବପ୍ନ ନାହିଁ କିନ୍ତୁ…’
ଲକ୍ଷ୍ନୌ,୨୯।୪: ଦେଶରେ ରାଷ୍ଟ୍ରପତି ନିର୍ବାଚନ ତାରିଖ ପାଖେଇ ଆସୁଥିବାରୁ ଉତ୍ତରପ୍ରଦେଶରେ କଳ୍ପନାଜଳ୍ପନା ଜାରି ରହିଛି। ନିକଟରେ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ସଭାପତି ଅଖିଳେଶ ଯାଦବ କହିଥିଲେ, ବହୁଜନ ସମାଜ ପାର୍ଟି (ବିଏସପି) ର ଭୋଟ ଭାରତୀୟ ଜନତା ପାର୍ଟି (ଭାଜପା)କୁ ଟ୍ରାନ୍ସଫର୍…
ବଲିଉଡ୍ରେ ଡେବ୍ୟୁ କରିବେ ଶେହନାଜ୍
ବିଗ ବସ ୧୩ ପରଠାରୁ ଅଭିନେତ୍ରୀ ଶେହନାଜ ଗିଲ ସବୁଆଡେ ଚର୍ଚ୍ଚାରେ ଅଛନ୍ତି। ଶୋ’ ପରେ ଶେହନାଜ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ବିଗ ବସ୍ରେ ଦର୍ଶକଙ୍କ ସହ ଶୋ’ର ହୋଷ୍ଟ ସଲମାନ ଖାନ ମଧ୍ୟ ଶେହନାଜଙ୍କୁ ପସନ୍ଦ…
ଝିଅ ସାମ୍ନାରେ ବାପାଙ୍କୁ ହାଣିଲେ
ପଦ୍ମପୁର,୨୯ା୪(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଆନ୍ଦଲା ପଞ୍ଚାୟତର ଜୋରଗଡ଼ିଆ ଗ୍ରାମର କରୁଣାକର ପ୍ରଧାନ(୫୦)ଙ୍କୁ ଗ୍ରାମର କିଛି ଦୁର୍ବୃତ୍ତ ସଙ୍ଗବଦ୍ଧ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ଗୁରୁତର ହୋଇ ଚିକିତ୍ସା ପାଇଁ କଟକ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା କରୁଣାକରଙ୍କ ମୃତ୍ୟୁ…
ରାଜଧାନୀ କଲେଜରୁ ଚିହ୍ନଟ ହେଲେ ୬ ନକଲି ଦିବ୍ୟାଙ୍ଗ ଛାତ୍ର
ଭୁବନେଶ୍ୱର,୨୯ା୪(ବ୍ୟୁରୋ): ବିଜେବି କଲେଜ ପରେ ରାଜଧାନୀ କଲେଜରୁ ଚିହ୍ନଟ ହୋଇଛନ୍ତି ୬ ନକଲି ଦିବ୍ୟାଙ୍ଗ ଛାତ୍ର। କଟକ, ଖୋର୍ଦ୍ଧା ଓ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଦ୍ୱାରା ନକଲି ଛାତ୍ର ଚିହ୍ନଟ ହୋଇଥିବା ଜଣାପଡ଼ିଛି। ସରକାର ଗାଇଡ୍ଲାଇନ୍ ଅନୁସାରେ ସେମାନଙ୍କ ଆଡ୍ମିଶନ…
୨୮ ସହରରେ ଲକ୍ଡାଉନ୍ ଘୋଷଣା
ବେଜିଂ,୧୯।୪: ଚାଇନାରେ କରୋନା ଏବେ ବ୍ୟାପିବାରେ ଲାଗିଛି। ପରିସ୍ଥିତି ଏପରି ହୋଇଛି ଯେ ଏଠାରେ ୨୮ଟି ସହରରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଲକ୍ଡାଉନ୍ ସମୟରେ ନିୟମ ଏତେ କଠୋର ରହିଛି, ୧୬.୫ କୋଟି ଲୋକ ନିଜ ଘରେ ରହିବାକୁ ବାଧ୍ୟ ହେଉଛନ୍ତି।…
ଆଜି ରାଜ୍ୟରୁ ୧୦ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୦୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୬ ଜଣ ଚିହ୍ନଟ ହୋଇଥିବା…
ଆଇପିଏଲ୍ ଇତିହାସ ରଚିଲେ ଓ୍ବାର୍ଣ୍ଣର
ମୁମ୍ବାଇ,୨୯।୪: ଆଇପିଏଲ ୨୦୨୨ରେ ଡେଭିଡ ୱାର୍ଣ୍ଣର ନିଜର ପ୍ରଭାବଶାଳୀ ପ୍ରଦର୍ଶନ ବଜାୟ ରଖିଛନ୍ତି। ସେ ୬ଟି ମ୍ୟାଚରେ ୩ଟି ଅର୍ଦ୍ଧଶତକ ହାସଲ କରିଛନ୍ତି। ଡିସି ଏବଂ କେକେଆର ଖେଳାଯାଇଥିବା ଏକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ଏହି ଓପନର୍ ବ୍ୟାଟ୍ସମ୍ୟାନ କୋଲକାତା ନାଇଟ…
ଭାରତ ପାଇଁ ଆମ ଦ୍ୱାର ଖୋଲା: ଆମେରିକା
ଓ୍ବାଶିଂଟନ,୨୯ା୪: ଆମେରିକା କହିଛି ୫୫ରୁ ଅଧିକ ଦେଶ ଇଣ୍ଟରନେଟର ଭବିଷ୍ୟତ ବିଷୟରେ ଏକ ଘୋଷଣାପତ୍ର ଜାରି କରିଛନ୍ତି। ଭାରତ ଭଳି ଦେଶ ପାଇଁ ଏହାର ଦ୍ୱାର ଏବେ ବି ଖୋଲା ଅଛି, ଯିଏ କି ଏଥିରେ ଯୋଗ ଦେଇପାରିବ। ଆମେରିକା କହିଛି,…
ପୁଣି ବଢୁଛି ଦେଶରେ କରୋନା ସଂକ୍ରମଣ
ନୂଆଦିଲ୍ଲୀ,୨୯।୪: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୩୭୭ ଜଣ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୬୦ ଜଣଙ୍କ ମୃତ୍ୟୁ ଘଟିଛି। ନୂତନ…
Archives


