Home

ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ

ଝରିଗାଁ, ୧୨ା୩(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଡ଼ଟେମରା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନାଏବ ସରପଞ୍ଚ ନିର୍ବାଚନକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଝରିଗାଁ ବ୍ଲକର ଧମନାଗୁଡ଼ା, ଧୋଡ୍ରା, ଭାଲୁକୁନାଡି ଏବଂ ଫୁପୁଗାଁ ପଞ୍ଚାୟତରେ କୋରମ ଅଭାବ ଯୋଗୁ ନାଏବ ସରପଞ୍ଚ…

ନାଏବ ସରପଞ୍ଚ ନିର୍ବାଚନ ବେଳେ ଉତ୍ତେଜନା

ବଲାଙ୍ଗୀର ଅଫିସ/ଦେଓଗାଁ,୧୨ା୩ (ଡି.ଏନ.ଏ.): ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ସମୟରେ ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ସାହାଜବାହାଲ ଏବଂ ବଡ଼ବାହାଲ ଗ୍ରାମ ପଞ୍ଚାୟତରେ ୪ ଜଣ ୱାର୍ଡ ସଭ୍ୟଙ୍କୁ ଅପହରଣ ଅଭିଯୋଗ ହୋଇଛି। ଏହାସହିତ ସାହାଜବାହାଲ ପଞ୍ଚାୟତରେ ଭୋଟବାକ୍ସକୁ କେତେଜଣ…

‘ପଞ୍ଚାୟତରେ ପ୍ରାର୍ଥୀ ହୋଇଥିବା ବ୍ୟକ୍ତି ପୌର ନିର୍ବାଚନ ଲଢୁଛନ୍ତି’

ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ପୌର ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇସାରିଲାଣି। ମାତ୍ର ତ୍ରୁଟିପୂର୍ଣ୍ଣ ଭୋଟର ତାଲିକା ଯୋଗୁ ଗତ ପଞ୍ଚାୟତ ନିର୍ବାଚନରେ ଲଢ଼ୁଥିବା ପ୍ରାର୍ଥୀମାନେ ପୁଣି ଚଳିତ ପୌର ନିର୍ବାଚନରେ ପ୍ରାର୍ଥୀ ହୋଇଛନ୍ତି। ଏହା ବିରୋଧରେ କୌଣସି ଯାଞ୍ଚ ବା…

ଏହି ବିଜୟ ଆମ ପାଇଁ ଦାୟିତ୍ୱ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଶୁକ୍ରବାର ଅପରାହ୍ନରେ ହିଞ୍ଜିଳି ଓ ଶେରଗଡ଼ ବ୍ଲକର ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧିମାନଙ୍କ ସହ ଆଲୋଚନାକରି ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହାସହ ଦଳମତରୁ ଊଦ୍ଧର୍‌ବରେ ରହି ଲୋକଙ୍କ ସେବା କରିବା ପାଇଁ…

ବିଗୁଡୁଛି ସ୍ଥିତି, ସଡ଼କ ଉପରେ ଏଣେତେଣେ ପଡିଛି ମୃତଦେହ

ମୈରିୟୁପୋଲ,୧୨ ।୩: ୟୁକ୍ରେନ୍ ଉପରେ ରୁଷିଆ ଆକ୍ରମଣକୁ ୧୬ ଦିନ ପୂରଣ ହୋଇଥିବା ବେଳେ ସ୍ଥିତି କିନ୍ତୁ ସୁଧୁରିବା ପରିବର୍ତ୍ତେ ବିଗିଡିବାରେ ଲାଗିଛି । ରୁଷିଆ ସେନା ଲଗାତାର ବୋମା ମାଡ କରିବା ସହ ମିଶାଇଲ ମାଡ ବି କରି ଚାଲିଛନ୍ତି…

ୟୁପି ବିଧାନସଭାକୁ ୩୬ ମୁସଲମାନ ପ୍ରାର୍ଥୀ ନିର୍ବାଚିତ

ଲକ୍ଷ୍ନୌ,୧୨ା୩(ଆଇଏଏନ୍‌ଏସ୍‌): ଚଳିତ ନିର୍ବାଚନରେ ଅଷ୍ଟାଦଶ ଉତ୍ତରପ୍ରଦେଶ ବିଧାନସଭାକୁ ୩୬ ମୁସଲମାନ ପ୍ରାର୍ଥୀ ନିର୍ବାଚିତ ହୋଇଛନ୍ତି। ଏହା ପୂର୍ବ ବିଧାନସଭା ତୁଳନାରେ ୨ ଅଧିକ। ଉତ୍ତରପ୍ରଦେଶ ଜନସଂଖ୍ୟାର ୨୦ ପ୍ରତିଶତ ମୁସଲମାନ ହୋଇଥିବାବେଳେ ନବନିର୍ବାଚିତ ବିଧାନସଭାରେ ସେମାନଙ୍କ ପ୍ରତିନିଧିତ୍ୱ ହାର ୮.୯୩ ପ୍ରତିଶତ…

ଦିବ୍ୟାଙ୍ଗ କେନ୍ଦ୍ର ଉପରେ ରୁଷିଆର ମିଶାଇଲ ମାଡ, ଦବିଗଲେ ୨୬୭ ଲୋକ

ଖାର୍କିବ,୧୨ ।୩: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ଏପର୍ଯ୍ୟନ୍ତ ଜାରି ରହିଥିବା ବେଳେ ବେଳକୁ ବେଳ ବଢି ଚାଲିଛି ନିରିହ ଜନତାଙ୍କ ମୃତ୍ୟୁ ସଂଖ୍ୟା । ଶୁକ୍ରବାର ରୁଷିଆ ସେନା ୟୁକ୍ରେନର ଏକ ଦିବ୍ୟାଙ୍କ କେନ୍ଦ୍ର ଉପରେ ମିଶାଇଲ ମାଡ କରିବା…

୨୦୨୪ ନିର୍ବାଚନ ଏକାଠି ଲଢ଼ିବାକୁ ମମତାଙ୍କ ଆହ୍ବାନ

କୋଲକାତା,୧୨ା୩(ପି.ଟି.): ପାଞ୍ଚ ରାଜ୍ୟ ବିଧାନସଭା ନିର୍ବାଚନକୁ ଭାଜପା ୪:୧ରେ ଜିତିଯିବା ପରେ ଫଳାଫଳ ୨୦୨୪ ଲୋକ ସଭାର ସଙ୍କେତ ଦେଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଭାଜପା ମୁଖ୍ୟାଳୟଠାରେ ଦଳୀୟ କର୍ମୀମାନଙ୍କୁ ସମ୍ବୋଧିତ କରି କହିଥିଲେ। ଏହାର ଦିନକ ପରେ…

ୟୁପିରେ ଭାଜପା, ପଞ୍ଜାବରେ ଏଏପିର ରେକର୍ଡ

ନୂଆଦିଲ୍ଲୀ,୧୨ା୩: ଉତ୍ତରପ୍ରଦେଶରେ ଭାଜପା ଏବଂ ପଞ୍ଜାବରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ବିଧାନସଭା ନିର୍ବାଚନରେ କେବଳ ଜବରଦସ୍ତ ବିଜୟ ହାସଲ କରିନାହାନ୍ତି, ବରଂ କିଛି ଦଶନ୍ଧିର ରେକର୍ଡ ଭାଙ୍ଗିଛନ୍ତି। ଉତ୍ତରପ୍ରଦେଶରେ ୧୯୭୭ ପରେ ଭାଜପା ଏକମାତ୍ର ଦଳ ଭାବେ ୪୦% ଭୋଟହାର…

ଏହି ଅଭିନେତ୍ରୀଙ୍କ ପ୍ରେମରେ ପଡ଼ିଛନ୍ତି ଜୁବିନ !

ବମ୍ବେ: ପ୍ରେମରେ ପଡ଼ିଛନ୍ତି ବଲିଉଡ୍‌ର ଲୋକପ୍ରିୟ ଗାୟକ ଜୁବିନ ନୌଟିଆଲ। ଟେଲିଭିଜନ ତଥା ବଲିଉଡ୍‌ର ଜଣାଶୁଣା ଅଭିନେତ୍ରୀ ନିକିତା ଦତ୍ତାଙ୍କ ସହ ତାଙ୍କର ସମ୍ପର୍କ ଥିବା ନେଇ ଏବେ ଚର୍ଚ୍ଚା ବଢ଼ିବାରେ ଲାଗିଛି। ନିକଟରେ ନିକିତା ତାଙ୍କ ଇନଷ୍ଟାଗ୍ରାମରେ ଏକ ଫଟୋ…

ଏପ୍ରିଲ ୨୬ରୁ ସିବିଏସ୍‌ଇ ଦଶମ,ଦ୍ୱାଦଶ ପରୀକ୍ଷା

ଭୁବନେଶ୍ୱର, ୧୧।୩(ବ୍ୟୁରୋ) – କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)ର ଦଶମ ଓ ଦ୍ୱାଦଶ ଟର୍ମ-୨ ପରୀକ୍ଷା ଏପ୍ରିଲ ୨୬ରୁ ଆରମ୍ଭ ହେବ। ଦଶମ ବୋର୍ଡ ପରୀକ୍ଷା ମେ’ ୨୪ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଜୁନ୍‌ ୧୫ରେ ଶେଷ ହେବ।…

ବିରୋଧି ଦଳଗୁଡ଼ିକୁ ମମତାଙ୍କ ଆହ୍ବାନ

କୋଲକାତା,୧୧।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ନେତ୍ରୀ ମମତା ବାନାର୍ଜୀ ବିରୋଧୀ ମେଣ୍ଟକୁ ସୁଦୃଢ଼ କରିବାକୁ ପୁଣିଥରେ ଅଣ୍ଟା ଭିଡ଼ିଛନ୍ତି। ବିରୋଧୀ ମେଣ୍ଟରେ କଂଗ୍ରେସକୁ ସାମିଲ କରିବା ଲାଗି ସେ ଆମନ୍ତ୍ରଣ କରିଛନ୍ତି। ୨୦୨୪ ସାଧାରଣ ନିର୍ବାଚନକୁ ବିରୋଧୀ ଦଳଗୁଡ଼ିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri