Home

କେଜ୍ରିଓ୍ବାଲଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭଗଓ୍ବନ୍ତ

ନୂଆଦିଲ୍ଲୀ,୧୧।୩: ପଞ୍ଜାବରେ ଆମ ଆଦମୀ ପାର୍ଟି(ଏଏପି)କୁ ବିପୁଳ ପରିମାଣରେ ଭୋଟ ମିଳିଛି। ପଞ୍ଜାବରେ ଏଏପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭଗଓ୍ବନ୍ତ ମାନଙ୍କ ଦମ୍‌ଦାର ବିଜୟ ପରେ ସମସ୍ତଙ୍କ ନଜର ଏବେ ଦଳ ଉପରେ ରହିଛି। ଇତିମଧ୍ୟରେ ମୁଖ୍ୟମନ୍ତ୍ରୀ ତଥା ଏଏପି ସଂଯଯୋକ ଅରବିନ୍ଦ…

ଇସ୍ତଫା ଦେଲେ ଚନ୍ନି

ଚଣ୍ଡିଗଡ,୧୧।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ଚରଣଜିତ ସିଂ ଚନ୍ନି ଶୁକ୍ରବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳ ବନୱାରିଲାଲ ପୁରୋହିତଙ୍କ ନିକଟରେ ତାଙ୍କ ଇସ୍ତଫା ପତ୍ର ଦାଖଲ କରିଛନ୍ତି। ତେବେ ନୂତନ ସରକାର ଗଠନ ନ ହେବା…

ରୋହିତଙ୍କୁ ତାଙ୍କ ପ୍ରିୟ ସଟ ନ ଖେଳିବାକୁ ପରାମର୍ଶ ଦେଲେ ଗାଭାସ୍କର

ବେଙ୍ଗାଲୁରୁ,୧୧।୩: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଦୁଇ ଟେଷ୍ଟ ସିରିଜର ଶେଷ ମ୍ୟାଚ ମାର୍ଚ୍ଚ ୧୨ରୁ ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯିବ। ଅଧିନାୟକ ଭାବେ ରୋହିତ ଶର୍ମା ବିଜୟ ସହ ଟେଷ୍ଟ ସିରିଜ୍‌ ଆରମ୍ଭ କରିଛନ୍ତି। ଦିନିକିଆ ଭଳି…

୪୦ ଅଣ୍ଡାରେ ଓମଲେଟ୍‌, ଭିଡିଓ ଦେଖିଲେ…

ଯଦି ଖାଦ୍ୟକୁ ଏକ ପ୍ଲେଟ୍‌ରେ ସଜାଇ ରଖାଯାଏ ତେବେ ପାଟିରୁ ଲାଳ ନିଶ୍ଚିତ ବାହାରିବ। ଆପଣମାନେ ଓମଲେଟ୍‌ ନିଶ୍ଚିତ ଖାଇଥିବେ। ମାତ୍ର ୪୦ ଅଣ୍ଡାରେ ଓମଲେଟ୍‌ ତିଆରି ହେଉଥିବା ଭାବିଲେ ଆଶ୍ଚର୍ଯ୍ୟ ଲାଗେ। ମାତ୍ର ଏହା ସତ। ଜଣେ ବିକ୍ରେତା କୁକୁଡ଼ା…

ପ୍ରଧାନମନ୍ତ୍ରୀଙ୍କୁ ହାତ ଯୋଡି ନିବେଦନ କଲେ କେଜ୍‌ରିୱାଲ

ନୂଆଦିଲ୍ଲୀ,୧୧।୩: ପଞ୍ଜାବରେ ବିରାଟ ବିଜୟ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ସୁପ୍ରିମୋ ଅରବିନ୍ଦ କେଜ୍‌ରିୱାଲ ଶୁକ୍ରବାର ଭାରତୀୟ ଜନତା ପାର୍ଟି (ଭାଜପା)କୁ ଟାର୍ଗେଟ କରିଛନ୍ତି। ଦିଲ୍ଲୀରେ ନିର୍ବାଚନ ଆୟୋଗ ଦ୍ୱାରା ମ୍ୟୁନିସିପାଲିଟି ନିର୍ବାଚନକୁ ସ୍ଥଗିତ ରଖିବା ଏବଂ…

ବିଜୟ ପରେ ଚଣ୍ଡିଗଡ଼ରେ ବସିବ ଏଏପିର ବୈଠକ

ଚଣ୍ଡିଗଡ଼,୧୧।୩: ପଞ୍ଜାବରେ ବହୁମତରେ ବିଜୟୀ ହାସଲ କରିବା ପରେ ଶୁକ୍ରବାର ନବ ନିର୍ବାଚିତ ଆମ ଆଦମୀ ପାର୍ଟି(ଏଏପି)ର ବିଧାୟକଙ୍କ ସହ ଏକ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ ସରକାର ଗଠନ ପାଇଁ ପରବର୍ତ୍ତୀ କାର୍ଯ୍ୟକ୍ରମ ଉପରେ ଆଲୋଚନା ହୋଇପାରେ।…

ନାଏବ ସରପଞ୍ଚ ନିର୍ବାଚନ: ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଫାଣ୍ଡି ଅଧିକାରୀଙ୍କ ହାତ ଭାଙ୍ଗିଦେଲେ ମହିଳା

ପାଟଣା,୧୧ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଉପାନ୍ତ ଅଞ୍ଚଳ ରାଇଡିହା ପଞ୍ଚାୟତରେ ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ଚାଲିଥିବା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଫଳରେ ଉତ୍ତେଜନା ସୃଷ୍ଟି ହେବା ସହ ଏକ ଏକ ଗୋଷ୍ଠୀର ମହିଳାଙ୍କ ଆକ୍ରମଣରେ…

କାର୍ଯ୍ୟକାରୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ ହେଲେ ଜଷ୍ଟିସ ଭିପିନ ସାଙ୍ଗୀ

ନୂଆଦିଲ୍ଲୀ,୧୧।୩: ଦିଲ୍ଲୀ ହାଇକୋର୍ଟର କାର୍ଯ୍ୟକାରୀ ପ୍ରଧାନ ବିଚାରପତି ଭାବେ ନିଯୁକ୍ତ ହେଲେ ଜଷ୍ଟିସ ଭିପିନ ସାଙ୍ଗୀ। ପ୍ରଧାନ ବିଚାରପତି ଡି.ଏନ୍‌ ପଟେଲଙ୍କ ଅବସର ପରେ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ନିଯୁକ୍ତ କରିଛନ୍ତି। ଦିଲ୍ଲୀ ହାଇକୋର୍ଟର ବରିଷ୍ଠ ବିଚାରପତିି ଭିପିନ…

ବିପୁଳ ବିଜୟ ପରେ ଏବେ ଫୋକସ୍‌ରେ ଗୁଜରାଟ

ଗାନ୍ଧିନଗର,୧୧।୩: ୟୁପି, ଗୋଆ, ମଣିପୁର ଏବଂ ଉତ୍ତରାଖଣ୍ଡର ନିର୍ବାଚନ ଫଳାଫଳ ଘୋଷଣା ହେବା ପରେ ପ୍ରଧାନମନ୍ତ୍ରୀ ମୋଦି ଗୁଜରାଟରେ ପହଞ୍ଚିଛନ୍ତି। ପାଞ୍ଚଟି ରାଜ୍ୟ ମଧ୍ୟରୁ ଚାରିଟିରେ ବିରାଟ ବିଜୟର ଗୋଟିଏ ଦିନ ପରେ ପ୍ରଧାନମନ୍ତ୍ରୀ ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି…

ଏପ୍ରିଲ ୨୯ରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ମାଟ୍ରିକ ପରୀକ୍ଷା ନେଇ ଶୁକ୍ରବାର ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ଏପ୍ରିଲ ୨୯ରୁ ଏହି ପରୀକ୍ଷା ଆରମ୍ଭ ହୋଇ ମେ’ ୬ ପର୍ଯ୍ୟନ୍ତ ଚାଲିବ। ୩ଟି ପଦ୍ଧତିରେ ଏହି ପରୀକ୍ଷା କରାଯିବାକୁ…

‘୨୦୨୪ରେ ଅସଲ ଲଢେଇ, ସାହେବଙ୍କ ମିଛର ଶିକାର ହୁଅ ନାହିଁ’

ନୂଆଦିଲ୍ଲୀ.୧୧।୩: ଉତ୍ତରପ୍ରଦେଶ, ଉତ୍ତରଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ଏହି ପାଞ୍ଚଟି ରାଜ୍ୟ ମଧ୍ୟରୁ ୪ଟିରେ ଭାଜପା ଏକକ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଭାଜପାର ଏହି ସଫଳତା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯାଦୁ…

ବ୍ରିଜ୍‌ ଉପରୁ ମହାନଦୀକୁ ଡେଇଁଲେ ଯୁବକ

କଟକ ଅଫିସ,୧୧ା୩: କଟକ ଜିଲା କାନପୁର ଥାନା ଅନ୍ତର୍ଗତ ସିଧାମଳା ବ୍ରିଜ ଉପରୁ ମହାନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଯୁବକଙ୍କ ପରିଚୟ ମିଳିପାରି ନାହିଁ। ଯୁବକଙ୍କୁ ପ୍ରାୟ ୨୫ ବର୍ଷ ହେବ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ସ୍ଥାନୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri