Home

କୁଶଳେଶ୍ୱର ଶିବ ମନ୍ଦିରରୁ ଚୋରି

ଆନନ୍ଦପୁର/ଘସିପୁରା,୧ା୬(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଦେଓଗାଁର ପ୍ରସିଦ୍ଧ କୁଶଳେଶ୍ୱର ମହାଦେବଙ୍କ ପୀଠରୁ ଚନ୍ଦ୍ରଶେଖରଙ୍କ ମୂର୍ତ୍ତି ଚୋରି ହୋଇଥିବା ଅଭିଯୋଗ ହୋଇଛି। ରୁପାରେ ନିର୍ମିତ ଏହି ମୂର୍ତ୍ତିର ଓଜନ ୧୦ କେଜିରୁ ଊର୍ଦ୍ଧ୍ୱ ହେବ ବୋଲି ସୂଚନା ମିଳିଛି। ବୁଧବାର…

୧୧ କେଭି ତାର ଲାଗି ଜଣେ ବାଳକ, ୨ ଗୃହପାଳିତ; ୨ ବନ୍ୟପ୍ରାଣୀ ମୃତ

କେନ୍ଦୁଝର,୧ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ନୟାକୋଟ ଗ୍ରାମରେ ୧୧ କେଭି ବିଦ୍ୟୁତ୍‌ ତାର ଲାଗି ଜଣେ ବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇଟି ବଳଦ ଏବଂ ଦୁଇଟି ବନ୍ୟଜନ୍ତୁଙ୍କ ମୃତ୍ୟୁ ହୋଇଛି। ମଙ୍ଗଳବାର ରାତିରେ ଉକ୍ତ ତାର ଛିଣ୍ଡି…

ଯଦି କେବେ ମୃତ୍ୟୁ ଆସେ, ତେବେ କେକେଙ୍କ ପରି ଆସୁ: ସୋନା

ବମ୍ବେ: ଜୀବନରେ ଯଦି କେବେ ମୃତ୍ୟୁ ଆସେ, ତେବେ କେକେଙ୍କ ପରି ଆସୁ। କିଛି ଏଭଳି ଆଶା ରଖିଥିବା କହିଛନ୍ତି ଗାୟିକା ସୋନା ମହାପାତ୍ର। ଯଦି ଲାଇଭ୍‌ କନସର୍ଟ ପରେ ତାଙ୍କର ମୃତ୍ୟୁ ହୋଇଯାଏ, ତେବେ ସେ ଧନ୍ୟ ମନେ କରିବେ…

କେକେଙ୍କ ହୋଇଛି ସ୍ବାଭାବିକ ମୃତ୍ୟୁ, ଗୁରୁବାର ହେବ ଅନ୍ତିମ ସଂସ୍କାର

ବଲିଉଡର ପ୍ରସିଦ୍ଧ ଗାୟକ କେକେ ମାତ୍ର ୫୩ ବର୍ଷ ବୟସରେ ଆଖି ବୁଜିଛନ୍ତି । କୋଲକାତାରେ ଲାଇଭ କନ୍‌ସର୍ଟ ପରେ ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଛି। କେକେଙ୍କ ଦେହାନ୍ତ ଖବର ଫ୍ୟାନ୍ସ ତଥା ବଲିଉଡ ଇଣ୍ଡଷ୍ଟ୍ରିକୁ ସ୍ତବ୍ଧ କରି ଦେଇଛି। କେକେଙ୍କ…

ସାତ ଜନ୍ମର ସାଥୀଙ୍କୁ ଏକା କରି ଚାଲିଗଲେ କେକେ, ଜାଣନ୍ତୁ ଗାୟକଙ୍କ ସ୍ତ୍ରୀ ଜ୍ୟୋତି କିଏ…

ବମ୍ବେ: ଜଣାଶୁଣା କଣ୍ଠଶିଳ୍ପୀ କେକେ ଆମ ଗହଣରେ ଆଉ ନାହାନ୍ତି। କୋଲକାତାରେ ଏକ କନସର୍ଟରେ ଗୀତ ଗାଇବା ପରେ ହୃଦଘାତ ହେବା ଯୋଗୁ ତାଙ୍କର ମୃତ୍ୟୁ ଘଟିଛି। ନବେ ଦଶକରୁ ପ୍ରଶଂସକଙ୍କ ହୃଦୟରେ ରାଜ୍‌ କରୁଥିବା କେକେଙ୍କ ଆକସ୍ମିକ ନିଧନ ଅନେକଙ୍କୁ…

ବିହାରରେ ହେବ ଜାତି ଭିତ୍ତିକ ଜନଗଣନା

ପାଟନା,୧।୬: ବିହାରରେ ଜାତି ଭିତ୍ତିକ ଜନଗଣନା କରାଯିବ। ସର୍ବଦଳୀୟ ବୈଠକରେ ଜାତି ଭିତ୍ତିକ ଜନଗଣନା କରିବା ପ୍ରସ୍ତାବକୁ ସର୍ବସମ୍ମତି କ୍ରମେ ଅନୁମୋଦନ କରାଯାଇଛି। କ୍ୟାବିନେଟ୍‌ ନିଷ୍ପତ୍ତି ହେବା ପରେ ଜନଗଣନା ଶୀଘ୍ର କରାଯିବ। ଏଥିପାଇଁ ପାଣ୍ଠି ମଧ୍ୟ ବ୍ୟବସ୍ଥା କରାଯାଇଛି। ଏହାର…

ତହସିଲଦାରଙ୍କ ଉପସ୍ଥିତିରେ ବିବାହ କଲେ ପ୍ରେମୀଯୁଗଳ

କୋକସରା,୧ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ କାର୍ଯ୍ୟାଳୟରେ ବୁଧବାର ପ୍ରେମୀଯୁଗଳଙ୍କ ବିବାହ ହୋଇଛି। ବିବାହ ବନ୍ଧନରେ ବାନ୍ଧି ହୋଇଥିବା ପ୍ରେମୀଯୁଗଳ ହେଲେ ଧନସରା ଗ୍ରାମର ଖଗେଶ୍ୱର ସତନାମୀଙ୍କ ଝିଅ ଚାରୁକଳା (୨୦) ଓ ଭୋଳାନାଥ ନାଏକଙ୍କ ପୁଅ ସୁଶାନ୍ତ (୨୯)। ଝିଅ…

ଗଛରେ ପିଟିହେଲା ବାଇକ୍‌, ୨ ଜଣଙ୍କ ଜୀବନ ଗଲା

ଦାରିଙ୍ଗବାଡ଼ି,୧ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ ନଂ. ଜାତୀୟ ରାଜପଥ ସୁଲୁମାହା ଘାଟି ନିକଟରେ ଏକ ଗଛରେ ବାଇକ୍‌ ପିଟି ହେବାରୁ ୨ ଜଣଙ୍କ ଜୀବନ ଯାଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ଦ୍ୱୟ ଉକ୍ତ ଥାନା ସାଲେଜୁ…

କେକେଙ୍କ ଏହି ଗୀତକୁ ଶୁଣି ଆଜି ବି କାନ୍ଦନ୍ତି ସଲମାନ୍‌

ବମ୍ବେ: ‘ତଡପ ତଡପ କେ ଇସ ଦିଲ ସେ ଆହ ନିକଲ୍‌ତି ରହି…ତୋ ଲୁଟ୍‌ ଗୟେ’ କେକେଙ୍କ ଏଭଳି ଏକ ଗୀତ ଥିଲା, ଯିଏ ତାଙ୍କୁ ସ୍ବତନ୍ତ୍ର ପରିଚୟ ଦେଇଥିଲା। ଏହି ଏଭରଗ୍ରୀନ ଗୀତ ଆଜି ବି ବାଜିଲେ ଅନେକଙ୍କ ଆଖିରେ…

ଥରିଲା ଚାଇନା

ବେଜିଂ,୧ା୬: ଚାଇନାରେ ଭୂକମ୍ପ ଅନୁଭୂତ ହୋଇଛି। ସିଇଏନ୍‌ସି (CENC) ପକ୍ଷରୁ ଜାରି ହୋଇଥିବା ସୂଚନାରୁ ପ୍ରକାଶ, ଦେଶର ଦକ୍ଷିଣ-ପଶ୍ଚିମ ସିଚୁଆନରେ ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୧ ଥିଲା। କୁହାଯାଉଛି, ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇନାହିଁ। ୟାନ ସିଟିର ଲୁଶାନ…

ବିସିସିଆଇ ସଭାପତି ପଦରୁ ଇସ୍ତଫା ଦେବେ କି ଗାଙ୍ଗୁଲି, ଟୁଇଟ୍‌କୁ ନେଇ ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୧।୬: କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର ସଭାପତି ସୌରଭ ଗାଙ୍ଗୁଲି କ୍ରିକେଟରେ ୩୦ ବର୍ଷ ପୂରଣ କରିଛନ୍ତି। ଏହି ଅବସରରେ ସେ ଏକ ନୂଆ ଇନିଂସ ଆରମ୍ଭ କରିବେ ବୋଲି ବୁଧବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଯଦିଓ…

କେଜ୍ରିଓ୍ବାଲ୍‌ଙ୍କ କଡ଼ା ଜବାବ: ଗିରଫ ସତ୍ୟେନ୍ଦ୍ର ଜୈନ ଜଣେ ସଚ୍ଚୋଟ ବ୍ୟକ୍ତି, ତାଙ୍କୁ ପଦ୍ମଭୂଷଣ ଦିଆଯାଉ

ନୂଆଦିଲ୍ଲୀ,୧।୬: ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଗିରଫ କରାଯିବା ପରେ ଭାଜପା ବାରମ୍ବାର ଆମ ଆଦମୀ ପାର୍ଟି ଉପରେ ଟାର୍ଗେଟ୍‌ କରୁଛି। ଏହାର ଜବାବରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସତ୍ୟେନ୍ଦ୍ର ଜୈନଙ୍କୁ ସୁରକ୍ଷା ଦେଉଛନ୍ତି। ସତ୍ୟେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?