Home

ସିଗାରେଟ୍‌ ଦେବାରେ ବିଳମ୍ବ ହେବାରୁ ଫୁଟିଲା ଗୁଳି, ଜଣେ ଗୁରୁତର

କେନ୍ଦୁଝର,୨୭ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଖଡ଼ିବାହାଳୀ ଛକରେ ସିଗାରେଟ ଦେବାରେ ବିଳମ୍ବ ହେବାରୁ ଦୋକାନୀଙ୍କୁ ଗୁଳିମାଡ଼ ଘଟଣା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଜଣେ ଗ୍ରାହକ ସାମାନ୍ୟ ସିଗାରେଟ ଟାଣିବା ପାଇଁ ବଚସା ପରେ ଦୋକାନୀଙ୍କୁ ଗୁଳିମାଡ଼ କରିଥିବା…

କାନ୍ଦିଲେ ଅପରାଜିତା

ପୁରୀ ଅଫିସ,୨୭।୪: ମହାପ୍ରଭୁଙ୍କ ଦର୍ଶନ ପାଇଁ ବାହାରିଥିବା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀଙ୍କ ପୁରୀ ଗସ୍ତକୁ ନେଇ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଐତିହ୍ୟ କରିଡର ପ୍ରକଳ୍ପକୁ ବିରୋଧ କରି ସେ ଶ୍ରୀମନ୍ଦିର ବଞ୍ଚାଅ ଅଭିଯାନ ପଦଯାତ୍ରାରେ ସାମିଲ ହେବା…

ମେ ୪ରୁ ଏଲ୍‌ଆଇସିର ଆଇପିଓ ବିକ୍ରି ଘୋଷଣା

ମୁମ୍ବାଇ,୨୭।: ବୀମା କମ୍ପାନୀ ଏଲଆଇସି ବୁଧବାର ଆଇପିଓ ବିକ୍ରି ଘୋଷଣା କରିଛି। ଏହି ଆଇପିଓ ଶେୟାର ଧାରକ ହେବା ନିମନ୍ତେ ଆସନ୍ତା ମେ ୪ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ନିମନ୍ତେ ସୁଯୋଗ ମିଳିବ। ଏଲଆଇସି ୩.୦ରେ ଲୋକଙ୍କୁ…

ତୈଳ ମୂଲ୍ୟ ବୃଦ୍ଧିକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ତୈଳ ମୂଲ୍ୟ ଉପରେ ଭାଟ୍‌ ହ୍ରାସ କରିବାକୁ ରାଜ୍ୟ ଗୁଡିକୁ କହିଛନ୍ତି। କରୋନା ଉପରେ ମୁଖ୍ୟମନ୍ତ୍ରୀଙ୍କ ସହ ବାର୍ତ୍ତାଳାପ ବେଳେ ପ୍ରଧାନମନ୍ତ୍ରୀ ମୋଦୀ ‘କୋଅପରେଟିଭ୍‌ ଫେଡେରାଲିଜିମ’ ଅଧୀନରେ ଭାଲ୍ୟୁ ଆଡେଡ୍‌ ଟ୍ୟାକ୍ସ (ଭାଟ) ହ୍ରାସ…

କାଲିଠୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ଆସନ୍ତାକାଲିଠାରୁ ମେ’ ୨ ତାରିଖ ପର୍ଯ୍ୟନ୍ତ ଛୁଟି କରିବାକୁ ନିଷ୍ପତ୍ତି ନେଇଛନ୍ତି। କ୍ଲାସ ବନ୍ଦ ହେଲେ ମଧ୍ୟ ପରୀକ୍ଷା ଚାଲୁ ରହିବ ବୋଲି ଦକ୍ଷତା ବିକାଶ ଏବଂ ବୈଷୟିକ…

ଜେଲ୍‌ରୁ ମୁକୁଳିଲେ ଚିଲିକା ବିଧାୟକ

ଖୋର୍ଦ୍ଧା ଅଫିସ,୨୭।୪: ଜାମିନରେ ମୁକୁଳିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସେ ୭ ଦିନିଆ ଅନ୍ତରୀଣ ଜାମିନରେ ବାଣପୁର ଉପକାରାଗାରରୁ ମୁକୁଳିଛନ୍ତି। ଗତ ଏପ୍ରିଲ ୨୨ ତାରିଖରେ ହାଇକୋର୍ଟରୁ ଜଗଦ୍ଦେବଙ୍କୁ ଅନ୍ତରୀଣ ଜାମିନ ମିଳିଥିଲା। ତେବେ ସ୍ବାସ୍ଥ୍ୟଜନିତ ସମସ୍ୟା…

ଦଳର ପ୍ରଦର୍ଶନ ଦେଖି ୩-୪ ଟିଭି ରିମୋଟ ଭାଙ୍ଗିଦେଲେ କୋଚ

ମୁମ୍ବାଇ,୨୭।୪: ଆଇପିଏଲ ୨୦୨୨ରେ ଦିଲ୍ଲୀର ପ୍ରଦର୍ଶନ କିଛି ବିଶେଷ ହୋଇନାହିଁ। ୭ଟି ମ୍ୟାଚ୍‌ରେ ଚାରିଟି ପରାଜୟ ଏବଂ ତିନୋଟି ବିଜୟ ସହିତ ଦଳ ପଏଣ୍ଟ ଟେବୁଲରେ ସପ୍ତମ ସ୍ଥାନରେ ରହିଛି। ଦଳକୁ ବିଜୟ ଟ୍ରାକ୍‌କୁ ଫେରିବା ପାଇଁ ତାଙ୍କ ଦଳକୁ କେବଳ…

ମାଟ୍ରିକ ପରୀକ୍ଷା ଦ୍ୱିତୀୟ ସିଟିଂ ସମୟ ବଦଳିଲା

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମାଟ୍ରିକ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ରେଗୁଲାର ପିଲାଙ୍କ ପରୀକ୍ଷା ପୂର୍ବ ନିର୍ଦ୍ଧାରିତ ସମୟରେ ହେବାକୁ ଥିବା ବେଳେ ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ସେକେଣ୍ଡ ସିଟିଂରେ…

ଫର୍ଚୁନର କାର୍‌ ଚଳାଇ ଚର୍ଚ୍ଚାରେ ୮ ବର୍ଷର ବାଳକ, ଡ୍ରାଇଭିଂ ଦେଖି ଲୋକେ କାବା

ଛୋଟ ବୟସରେ ବଡ଼ କାରନାମା। ମାତ୍ର ୮ ବର୍ଷ ବୟସରେ ଫର୍ଚୁନର ଭଳି ଭାରି କାର୍‌ ଚଳାଇ ଚର୍ଚ୍ଚାରେ ଜଣେ ବାଳକ। ତାଙ୍କୁ ଯେ କେହି ଦେଖିଲେ ଆଶ୍ଚର୍ଯ୍ୟ ହୋଇଯିବ। ଏବେ ତାଙ୍କର ଭିଡିଓ ବେଶ ଭାଇରାଲ ହେଉଛି। କାର ଚଳାଉଥିବା…

କେନ୍ଦ୍ର କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୭।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏ ସମ୍ପର୍କରେ ସୂଚନା ଦେଇ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର କହିଛନ୍ତି, ଜମ୍ମୁ କଶ୍ମୀରରେ ହାଇଡ୍ରୋ ପ୍ରକଳ୍ପ ନିର୍ମାଣ ପ୍ରସ୍ତାବକୁ କ୍ୟାବିନେଟ…

ଶାହିଦଙ୍କ ‘ଜର୍ସି’ ସୁପର ଫ୍ଲପ୍‌

ବମ୍ବେ: ଦର୍ଶକଙ୍କୁ ମନୋରଞ୍ଜନ କରିବାରେ ବିଫଳ ହୋଇଛି ‘ଜର୍ସି’। ଏପ୍ରିଲ ୨୨ରେ ସିନେମାଘରେ ରିଲିଜ ହୋଇଥିଲା ଫିଲ୍ମ। ପ୍ରଥମ ଦିନରୁ ଏହା ଭଲ ବ୍ୟବସାୟ କରିବ ବୋଲି ଆଶା କରାଯାଉଥିଲା। ହେଲେ ତାହା ହୋଇନାହିଁ। ହିଟ୍‌ ହେବା ପରିବର୍ତ୍ତେ ଫିଲ୍ମଟି ‘ସୁପର…

ପରଦାକୁ ଆସିବ ‘କେଜିଏଫ-୩’

କନ୍ନଡ ସୁପରଷ୍ଟାର ୟଶଙ୍କ ଫିଲ୍ମ ‘କେଜିଏଫ-୨’ ବକ୍ସ ଅଫିସରେ ରେକର୍ଡ କରିଛି। ନିକଟରେ ସାଉଥଙ୍କ ସୁପରଷ୍ଟାର ୟଶ ତାଙ୍କ ଫିଲ୍ମର ସଫଳତା ବିଷୟରେ କହିଛନ୍ତି। ଏହା ସହିତ ‘କେଜିଏଫ-୩’ ବିଷୟରେ ମଧ୍ୟ ଖୋଲାଖୋଲି ଭାବେ କହିଛନ୍ତି। ଅଭିନେତା କହିଛନ୍ତି ଯେ ଫିଲ୍ମର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri