ଭାରତ-ଚାଇନା କମାଣ୍ଡରସ୍ତରୀୟ ବୈଠକ ମାର୍ଚ୍ଚ ୧୧ରେ…
ଲଦାଖ,୧୦।୩ : ପୂର୍ବ ଲଦାଖରେ ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ବିବାଦର ସମାଧାନ ପାଇଁ ମାର୍ଚ୍ଚ ୧୧ରେ ଦୁଇ ଦେଶର ୧୫ ତମ ରାଉଣ୍ଡ ସାମରିକ କମାଣ୍ଡରସ୍ତରୀୟ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଏପର୍ଯ୍ୟନ୍ତ ଦୁଇ ଦେଶ ମଧ୍ୟରେ…
ବାପାଙ୍କ ମୃତ୍ୟୁ ପରେ ଯମଜ ସନ୍ତାନଙ୍କୁ ହରାଇଥିଲେ ଫର୍ଦ୍ଦିନ; ଏବେ ବଖାଣିଲେ ଦୁଃଖ
ବମ୍ବେ: ଦୀର୍ଘ ୧୨ ବର୍ଷର ଲମ୍ବା ବ୍ୟବଧାନ ପରେ ବଲିଉଡ୍କୁ ଫେରୁଛନ୍ତି ଅଭିନେତା ଫର୍ଦ୍ଦିନ ଖାନ୍। ଚଳଚ୍ଚିତ୍ର ‘ବିସ୍ଫୋଟ’ରେ ନଜର ଆସିବେ ସେ। ଫିଲ୍ମରେ ତାଙ୍କ ସହ ଅଭିନେତା ରିତେଶ ଦେଶମୁଖ ମଧ୍ୟ ଅଛନ୍ତି। ଏହାକୁ ନେଇ ଚର୍ଚ୍ଚାରେ ରହିଛନ୍ତି ଫର୍ଦ୍ଦିନ।…
ଯୋଗୀ ଆଦିତ୍ୟନାଥଙ୍କ ବଡ଼ ରେକର୍ଡ
ଲକ୍ଷ୍ନୌ,୧୦।୩: ଉତ୍ତରପ୍ରଦେଶ ବିଧାନସଭାର ୪୦୩ ବିଧାନସଭା ଆସନରେ ଭୋଟ ଗଣତି ଚାଲିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ଭାରତୀୟ ଜନତା ପାର୍ଟି ବହୁମତ ହାସଲ କରିଛି। ଫଳରେ ୟୁପି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣିଥରେ ସରକାର ଗଠନ କରୁଥିବା ଟ୍ରେଣ୍ଡ କହୁଛି। ପୁନର୍ବାର ମୁଖ୍ୟମନ୍ତ୍ରୀ…
ଛାତ୍ରଙ୍କ କଟାମୁଣ୍ଡ ରଖି ରାସ୍ତାରୋକୋ କଲେ ଗ୍ରାମବାସୀ
ପିପିଲି,୧୦ା୩(ଡି.ଏନ୍.ଏ.): ରାଜରାସ୍ତାରେ କଟାମୁଣ୍ଡ ରଖି ଗ୍ରାମବାସୀ ପୁରୀ ଭୁବନେଶ୍ୱର ୩୧୬ ନମ୍ବର ଜାତୀୟ ରାଜପଥ ପିପିଲି ଟୋଲ ଗେଟ୍ ନିକଟରେ ରାସ୍ତାରୋକୋ କରିଛନ୍ତି। ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ କଟାମୁଣ୍ଡ ରଖି ନ୍ୟାୟ ଭିକ୍ଷା କରିଛନ୍ତି ଅଞ୍ଚଳବାସୀ। ଫଳରେ ରାସ୍ତାର ଉଭୟ…
ଆଜି ଇସ୍ତଫା ଦେଇପାରନ୍ତି ଚନ୍ନି
ଅମୃତସର,୧୦।୩: ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଚରଣଜିତ ସିଂହ ଚନ୍ନି ଇସ୍ତଫା ଦେଇପାରନ୍ତି। ଗୋଟିଏ ପଟେ ଗୁରୁବାର ଭୋଟ ଗଣତି ଚାଲିଥିବା ବେଳେ ଅନ୍ୟପଟେ ଚନ୍ନି ଇସ୍ତଫା ଦେବାକୁ ପ୍ରସ୍ତୁତ ହେଉଛନ୍ତି। ଏଥିପାଇଁ ସେ ଚଣ୍ଡିଗଡ଼ ସ୍ଥିତ ନିଜ ସରକାରୀ ବାସଭବନରେ ପହଞ୍ଚିଛନ୍ତି।…
ରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁତ୍ୱପୂର୍ଣ୍ଣ ବିଧାନସଭା ଫଳାଫଳ…
ନୂଆଦିଲ୍ଲୀ,୧୦।୩ : ଉତ୍ତରପ୍ରଦେଶ, ମଣିପୁର, ଗୋଆ ମଣିପୁର ଏବଂ ଉତ୍ତରାଖଣ୍ଡ ଆଦି ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ କେବଳ ଲୋକ ସଭା ନିର୍ବାଚନ ପାଇଁ ରାଜନୈତିକ ଦଳର ଦିଗ ନିର୍ଣ୍ଣୟ କରିବ ନାହିଁ, ବରଂ ରାଷ୍ଟ୍ରପତି ନିର୍ବାଚନ ଦୃଷ୍ଟିରୁ ସମୀକରଣ…
ରୁଷିଆ ଟ୍ୟାଙ୍କ୍ ଉପରେ ଚଢିଗଲେ ୟୁକ୍ରେନ ବ୍ୟକ୍ତି: କଲେ ଏମିତି କାମ
କ୍ୱିଭ୍,୧୦।୩:ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ୧୫ ଦିନରେ ପହଞ୍ଚିଛି। ୟୁକ୍ରେନରେ ନିଜର ଆକ୍ରମଣକୁ ବଜାୟ ରଖିଛି ରୁଷିଆ। ଏହି ଭୟଙ୍କର ଯୁଦ୍ଧରେ ୟୁକ୍ରେନ ସେନା ସହ ଏହାର ନାଗରିକମାନେ ମଧ୍ୟ ରୁଷିଆ ବିରୋଧରେ ବାହାରିଛନ୍ତି। ଅନେକ ଲୋକ ନିଜ ଦେଶର…
ଡିଭାଇଡରରେ ପିଟିହୋଇ ଜଳିଗଲା କଣ୍ଟେନର, ବର୍ତ୍ତିଗଲେ ଡ୍ରାଇଭର
କଟକ ଅଫିସ,୧୦ା୩: ଶିଖରପୁର ଟ୍ରାଫିକ ଛକରେ ଗୁରୁବାର ସଡ଼କ ଦୁର୍ଘଟଣା ଘଟିଛି। ଏକ ମାଲ୍ ବୋଝେଇ କଣ୍ଟେନର ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଯିବାରୁ ଏଥିରେ ନିଆଁ ଲାଗି ଜଳିଯାଇଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ସୌଭାଗ୍ୟ…
ଆଖିବୁଜିଲେ ଘୁଷୁରି ହାର୍ଟ ଲାଗିଥିବା ବ୍ୟକ୍ତି
ବାଲ୍ଟିମୋର,୧୦।୩: ପ୍ରାୟ ଦୁଇମାସ ପୂର୍ବେ ଆମେରିକାରେ ଏକ ବିରଳ ପରୀକ୍ଷଣ ହୋଇଥିଲା। ଏହି ପରୀକ୍ଷଣରେ ପ୍ରଥମଥର ପାଇଁ ମଣିଷ ଶରୀରରେ ଘୁଷୁରି ହାର୍ଟ ପ୍ରତିରୋପଣ କରାଯାଇଥିଲା। ତେବେ ୨ମାସ ପରେ ପ୍ରତିରୋପଣ ହୋଇଥିବା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଅସ୍ତ୍ରୋପଚାର କରିଥିବା ମେରିଲ୍ୟାଣ୍ଡ…
ହନୁମାନ ପଇସା ପାଇଁ ଯୁବକଙ୍କୁ ଅପହରଣ
ଭୁବନେଶ୍ୱର,୧୦ା୩(ବ୍ୟୁରୋ): ହନୁମାନ ପଇସା ରାଜଧାନୀରେ ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। ଅପହୃତ ଯୁବକ ହନୁମାନ ପଇସା ଦେବାକୁ କହି ସାଢ଼େ ତିନି ଲକ୍ଷ ଟଙ୍କା ଠକି ନେଇଥିଲେ। ଏହି ଯୁବକଙ୍କ ନାମ ବିବେକାନନ୍ଦ ମହାଲି। ଖବର ପାଇ ତମାଣ୍ଡୋ ପୋଲିସ ଘଟଣାସ୍ଥଳରେ…
ଯୋଗୀଙ୍କ ହାତରେ ପୁଣି ଉତ୍ତରପ୍ରଦେଶ ଡୋର…
ଲକ୍ଷ୍ନୌ,୧୦।୩ : ଉତ୍ତରପ୍ରଦେଶରେ ଭାଜପା ଆଗୁଆ ରହିଛି। ଉତ୍ତରପ୍ରଦେଶରେ ୨୬୩ ଆସନରେ ଭାଜପା ଆଗୁଆ ଥିବାବେଳେ ଏସ୍ପି ୧୨୫ ରେ ଆଗୁଆ ରହିଛି। ୪୦୩ ଆସନ ବିଶିଷ୍ଟ ଉତ୍ତରପ୍ରଦେଶ ବିଧାନସଭା ଆସନ ମଧ୍ୟରୁ କଂଗ୍ରେସ ୬ ରେ ଆଗୁଆ ଥିବାବେଳେ ବିଏସ୍ପି…
ରାଘବଙ୍କ ଭବିଷ୍ୟବାଣୀ: କଂଗ୍ରେସର ସ୍ଥାନ ନେବ ଏଏପି
ଚଣ୍ଡିଗଡ,୧୦।୩: ଆଜି ୫ ରାଜ୍ୟର ବିଧାସଭା ନିର୍ବାଚନ ଫଳାଫଳ ବାହାରିବାକୁ ଯାଉଛି। ପ୍ରାରମ୍ଭିକ ଟ୍ରେଣ୍ଡ୍ ଅନୁଯାୟୀ, ଆମ ଆଦମୀ ପାର୍ଟି ପଞ୍ଜାବରେ ଇତିହାସ ସୃଷ୍ଟି କରିବାକୁ ଯାଉଛି। ଟ୍ରେଣ୍ଡରେ, ଆମ ଆଦମୀ ପାର୍ଟି ସଂଖ୍ୟାଗରିଷ୍ଠତା ଅତିକ୍ରମ କରିଛି। ଦଳ ଏପର୍ଯ୍ୟନ୍ତ ୮୮…
Archives


