Home

କଂଗ୍ରେସର ରିସର୍ଟ ରାଜନୀତି

ପଣଜୀ,୧୦।୩(ପି.ଟି.): ୨୦୧୭ ବିଧାନସଭା ନିର୍ବାଚନରେ କଂଗ୍ରେସ ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇ ମଧ୍ୟ ଗୋଆରେ ସରକାର ଗଠନ କରିପାରି ନ ଥିଲା। ଏଥର ଯେପରି ସେଭଳି ସ୍ଥିତି ନ ଉପୁଜେ ସେଥିପାଇଁ ଏହି ସର୍ବପୁରାତନ ଦଳ କୌଣସି ସୁଯୋଗ ହାତଛଡ଼ା କରିବାକୁ…

ଝୁଲା ଆଶଙ୍କାରେ ଘୋଡ଼ାବେପାର

ନୂଆଦିଲ୍ଲୀ,୧୦।୩: ଗୋଆ ଏବଂ ଉତ୍ତରାଖଣ୍ଡରେ କୌଣସି ଦଳ ସପକ୍ଷରେ ସ୍ପଷ୍ଟ ବହୁମତ ଯାଉ ନ ଥିବା ଅଧିକାଂଶ ଏକ୍‌ଜିଟ୍‌ ପୋଲ୍‌ରେ ଭବିଷ୍ୟବାଣୀ କରାଯାଇଥିବାରୁ ଉଭୟ ରାଜ୍ୟରେ ନିର୍ବାଚନ ପରବର୍ତ୍ତୀ ମେଣ୍ଟ ଗଠନ ଲାଗି ରାଜନୀତି ସକ୍ରିୟ ହୋଇଉଠିଛି। ଗୋଆରେ କଂଗ୍ରେସ ଏହାର…

ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା, ଆର୍‌ଡିସି ସ୍ତରୀୟ ତଦନ୍ତ ନିର୍ଦ୍ଦେଶ

କଟକ ଅଫିସ୍‌, ୧୦।୩: ଛତ୍ରବଜାରରୁ ମାଲ୍‌ଗୋଦାମକୁ ସଂଯୋଗ କରୁଥିବା ପୁରୁଣା ପୋଲର ମରାମତି କାର୍ଯ୍ୟ ଚାଲିଥିବାବେଳେ ବୁଧବାର ସନ୍ଧ୍ୟାରେ ଅଘଟଣ ଘଟିଛି। ପୋଲ ମରାମତି ବେଳେ ସାଇଡ୍‌ ଓ୍ବାଲ୍‌ ଭୁଶୁଡ଼ି ଯିବାରୁ ସେଠାରେ କାମ କରୁଥିବା କେତେଜଣ ଲୋକ ମାଟି ତଳେ…

ରୁଷିଆ କରିପାରେ ରାସାୟନିକ ଆକ୍ରମଣ: ଆମେରିକା

ୱାଶିଂଟନ,୧୦ ।୩: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୧୪ ଦିନ ପୂରଣ ହୋଇ ସାରିଛି । କିଛି ସମୟର ଅସ୍ତ୍ରବିରତି ପରେ ରୁଷିଆ ପୁଣିଥରେ ଆକ୍ରମଣ ପାଇଁ ତତ୍ପର ହୋଇ ଉଠିଛି । ଏହାରି ଭିତରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ସଫାସଫା ରୁଷିଆରୁ…

ୟୁକ୍ରେନ୍‌ ସରକାର ପତନ ଚାହୁଁନି ରୁଷିଆ

ମସ୍କୋ/କ୍ୱିଭ୍‌, ୧୦ା୩: ଆମେରିକା ନେତୃତ୍ୱରେ ପାଶ୍ଚାତ୍ୟ ଦେଶକୁ ନେଇ ଗଠିତ ସାମରିକ ମେଣ୍ଟ ନର୍ଥ ଆଟ୍‌ଲାଣ୍ଟିକ୍‌ ଟ୍ରିଟି ଅର୍ଗାନାଇଜେଶନ (ନାଟୋ) ସଦସ୍ୟତା ପାଇଁ ୟୁକ୍ରେନ୍‌ର ଇଚ୍ଛା କମିବା ପରେ ରୁଷିଆ ସାମାନ୍ୟ ନରମିଛି। ୨ ସପ୍ତାହ ଧରି ୟୁକ୍ରେନ୍‌ ଉପରେ ରୁଷିଆର…

ପଡ଼ୋଶୀଙ୍କ ସହଯୋଗ ବୃଦ୍ଧି ଜରୁରୀ: ଡୋଭାଲ

ମାଲେ,୧୦।୩(ପି.ଟି.): ଭାରତ ମହାସାଗରୀୟ ଅଞ୍ଚଳରେ ରହୁଥିବା ଦେଶଗୁଡ଼ିକର ସୁରକ୍ଷା ପ୍ରତି ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି। ଏହାକୁ ପ୍ରତିହତ କରିବାକୁ ହେଲେ ଉକ୍ତ ଅଞ୍ଚଳରେ ରହିଥିବା ସାମୁଦ୍ରିକ ପଡୋଶୀମାନଙ୍କ ସହ ସହଯୋଗକୁ ମଜଭୂତ କରିବା ଲାଗି ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ୍‌…

‘ଦେଶର ପ୍ରତିଷ୍ଠା ବିପଦରେ, ଚାଇନା ଯିବେ ନିବେଶକ’

ନୂଆଦିଲ୍ଲୀ, ୧୦ା୩: ୨୦୧୮ ମସିହାର ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ୍‌(ଏନ୍‌ଏସ୍‌ଇ)ର କୋ-ଲୋକେଶନ ଘଟଣାର ତଦନ୍ତରେ ମନ୍ଥରଗତିକୁ ନେଇ କେନ୍ଦ୍ରୀୟ ତଦନ୍ତକାରୀ ବ୍ୟୁରୋ (ସିବିଆଇ) ଉପରେ କ୍ଷୁବ୍ଧ ହୋଇଛନ୍ତି ଦିଲ୍ଲୀର ଏକ କୋର୍ଟ। ଏହା ଏକ ବଡ଼ ଧରଣର ଦୁର୍ନୀତି। ଏହା ଦ୍ୱାରା ଦେଶର…

ବାରାଣସୀ ଏଡିଏମ୍‌ ନିଲମ୍ବିତ

ଲକ୍ଷ୍ନୌ,୧୦।୩ (ପି.ଟି.): ଉତ୍ତରପ୍ରଦେଶରେ ଇଭିଏମ୍‌ରେ ଜାଲିଆତି କରାଯାଇଥିବା ସମାଜବାଦୀ ପାର୍ଟି (ଏସ୍‌ପି) ଅଧ୍ୟକ୍ଷ ଅଖିଳେଶ ଯାଦବ ଅଭିଯୋଗ ଆଣିବାର ଦିନକ ପରେ ବାରାଣସୀ ଏଡିଏମ୍‌ଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଇଭିଏମ୍‌ ସ୍ଥାନାନ୍ତର ବେଳେ ନିୟମ ଉଲ୍ଲଂଘନ କାରଣରୁ ଏଡିଏମ୍‌ ନଳିନୀକାନ୍ତ ସିଂଙ୍କୁ…

ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ, ୬୯୦ ଆସନ ପାଇଁ ହେବ ମତଗଣନା

ନୂଆଦିଲ୍ଲୀ,୧୦ ।୩: ଶେଷ ହେଲ ଅପେକ୍ଷା । ଦେଶର ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଫଳାଫଳ ଗୁରୁବାର ଆସିବାକୁ ଯାଉଛି । ଆଉ ମାତ୍ର କିଛି ସମୟ ପରେ ମତଗଣନା ଆରମ୍ଭ ହେବାକୁ ଯାଉଥିବା ବେଳେ ସମସ୍ତ ରାଜନୈତିକ ଦଳ…

ପଞ୍ଚାୟତ ଓ ପୌରପାଳିକା ଭୋଟର ତାଲିକାରେ ରହିଛି ନାଁ, ପ୍ରାର୍ଥୀଙ୍କ ବିରୋଧରେ ଅଭିଯୋଗ

କେନ୍ଦୁଝର,୯ା୩(ସ୍ବ.ପ୍ର.): ପୌର ନିର୍ବାଚନ ପାଇଁ ବିଭିନ୍ନ ଦଳର ପ୍ରାର୍ଥୀଙ୍କ ମଧ୍ୟରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ବୁଧବାର ନାମାଙ୍କନପତ୍ର ଯାଞ୍ଚ ବେଳେ କେନ୍ଦୁଝରଗଡ଼ ପୌରପରିଷଦ ପାଇଁ ନିର୍ବାଚନ ଲଢୁଥିବା ବିଜେଡିର ୧୨ ନମ୍ବର ଓ୍ବାର୍ଡର କାଉନସିଲର ପ୍ରାର୍ଥୀ କରୁଣାକର ମାରାଣ୍ଡିଙ୍କ ବିରୋଧରେ…

ସରପଞ୍ଚଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୯।୩: ଶ୍ରୀନଗର ସହରର ସୀମାନ୍ତରେ ଥିବା ଖାନମୋହରେ ଆତଙ୍କବାଦୀମାନେ ଜଣେ ସରପଞ୍ଚଙ୍କୁ ହତ୍ୟା କରିଛନ୍ତି। ମୃତ ଜଣଙ୍କ ହେଲେ ସମୀର ଭଟ୍ଟ। ଆତଙ୍କବାଦୀଙ୍କ ଗୁଳିମାଡରେ ତାଙ୍କର ମୃତ୍ୟୁ ହୋଇଥିବା ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି। ସମୀର ଶରୀରର ଅନେକ ସ୍ଥାନରେ ଗୁଳି…

ଛତ୍ରବଜାର ପୋଲ ଗାର୍ଡ ୱାଲ ଭୁଶୁଡ଼ିବା ଘଟଣା: ୨ ଜଣଙ୍କ ଜୀବନ ଗଲା

କଟକ ଅଫିସ,୯ା୩: ଛତ୍ରବଜାରରୁ ମାଲ୍‌ଗୋଦାମକୁ ସଂଯୋଗ କରୁଥିବା ପୋଲର ମରାମତି କାର୍ଯ୍ୟ ଚାଲିଥିବାବେଳେ ବୁଧବାର ସନ୍ଧ୍ୟାରେ ଘଟିଛି ଅଘଟଣ। ପୋଲ ମରାମତି ବେଳେ ଗାର୍ଡ ୱାଲ ଭୁଶୁଡ଼ି ଯିବାରୁ ୨ ଜଣଙ୍କ ଜୀବନ ଯାଇଛି। ଜଣେ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri