Home

୫୦ ସେକେଣ୍ଡର ବିଜ୍ଞାପନ ପାଇଁ ଏତିକି ଟଙ୍କା ନେଲେ ନୟନତାରା

ଦେଶରେ ଆଜିକାଲି ସାଉଥ ସିନେମା କ୍ରେଜ୍‌ ଚାଲିଛି। ‘ପୁଷ୍ପା’, ‘ଆରଆରଆର’, ‘କେଜିଏଫ’ର ସଫଳତା ପରେ ସାଉଥ ସିନେମା ଷ୍ଟାର୍‌ଙ୍କ ଗୋଡ ତଳେ ଲାଗୁନି। ଏହି ଷ୍ଟାର୍‌ମାନେ ବଲିଉଡ୍‌ ଷ୍ଟାର୍‌ଙ୍କୁ ଟକ୍କର ଦେବା ଆରମ୍ଭ କଲେଣି। ସାଉଥ ସିନେମାର ଅଭିନେତ୍ରୀ ନୟନତାରା ଯଦିଓ…

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା କମିଲା…

ନୂଆଦିଲ୍ଲୀ, ୩୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ…

‘ଭୋଟ ବ୍ୟାଙ୍କ୍‌ ନୁହେଁ, ଆମେ ନୂଆ ଭାରତ ଗଢିବାକୁ ଆସିଛୁ’

ଶିମ୍‌ଲା,୩୧।୫: କେନ୍ଦ୍ର ସରକାରଙ୍କ ୮ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଶିମଲାରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ସକାଳ ୧୧ଟାରେ ଶିମଲାରେ ପହଞ୍ଚି ରୋଡ ଶୋ’ କରି ରିଜ୍‌ରେ ଆୟୋଜିତ ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

ସଚିନଙ୍କ ଶ୍ରେଷ୍ଠ ଆଇପିଏଲ ଏକାଦଶରେ ରୋହିତ, କୋହଲିଙ୍କ ସ୍ଥାନ ନାହିଁ

ମୁମ୍ବାଇ,୩୧।୫: ଭାରତର ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଆଇପିଏଲ ୨୦୨୨ରେ ଭଲ ପ୍ରଦର୍ଶନ କରିଥିବା ଏକରୁ ଅଧିକ ଖେଳାଳି ଚୟନ କରି ନିଜର ସର୍ବଶ୍ରେଷ୍ଠ ଆଇପିଏଲ ଏକାଦଶ ପ୍ରସ୍ତୁତ କରିଛନ୍ତି। ସଚିନ ଏହି ଦଳର ଅଧିନାୟକ ଭାବରେ ଗୁଜରାଟ ଟାଇଟାନ୍ସ ଦଳର…

ରିଜ ମଇଦାନରେ ମୋଦି

ଶିମଲା,୩୧ ।୫: ଭାରତୀୟ ଜନତା ପାର୍ଟି(ଭାଜପା)ଶାସନକୁ ୮ ବର୍ଷ ପୂରଣ ହୋଇଛି । ଏହି ବର୍ଷ ପୂର୍ତ୍ତିର ଖୁସି ମୁହୂର୍ତ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଶିମଲାର ରିଜ ମଇଦାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । ମୋଦିଙ୍କୁ ପାଖରୁ ଦେଖିବା ଓ…

ଶିକ୍ଷୟିତ୍ରୀଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୩୧।୫: ଜମ୍ମୁ-କଶ୍ମୀରରେ ମଙ୍ଗଳବାର ଆତଙ୍କବାଦୀମାନେ କୁଲଗାମର ଗୋପାଳପୁରରେ ଜଣେ ଶିକ୍ଷୟିତ୍ରୀଙ୍କୁ ଗୁଳି ମାରି ହତ୍ୟା କରିଛନ୍ତି। ଏହି ଘଟଣା ପରେ ସୁରକ୍ଷା ବାହିନୀ ଦ୍ୱାରା ସମଗ୍ର ଅଞ୍ଚଳକୁ କର୍ଡନ କରିବା ପାଇଁ ସର୍ଚ୍ଚ ଅପରେଶନ ଚାଲିଛି। କଶ୍ମୀର ପୋଲିସ ଟୁଇଟ କରି…

ପାନ୍ଥର୍ସ ପାର୍ଟି ସୁପ୍ରିମୋ ଭୀମ ସିଂଙ୍କ ପରଲୋକ

ଶ୍ରୀନଗର,୩୧।୫: ଜମ୍ମୁ କଶ୍ମୀର ନ୍ୟାଶନାଲ ପାନ୍ଥର୍ସ ପାର୍ଟିର ସୁପ୍ରିମୋ ପ୍ରଫେସର ଭୀମ ସିଂଙ୍କ ଦେହାନ୍ତ ହୋଇଛି। ସେ ମଙ୍ଗଳବାର ସକାଳେ ଜମ୍ମୁର ବକ୍ସି ନାଗର ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଭୀମ ସିଂ ଗତ କିଛି ମାସ ଧରି ଅସୁସ୍ଥ…

ଆମ୍ବୁଲାନ୍ସ-କ୍ୟାଣ୍ଟର ମୁହାଁମୁହିଁ ଧକ୍କା: ଚାଲିଗଲା ୭ ଜୀବନ

ଲକ୍ଷ୍ନୌ,୩୧।୫: ଉତ୍ତରପ୍ରଦେଶର ବରେଲି ଜିଲାରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ପାଇବା ମାତ୍ରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ…

କମୁନି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩୧।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୭୦୬ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୨୫ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ…

ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୩୧।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଖୋର୍ଦ୍ଧା, ବାଲେଶ୍ୱର ଏବଂ କେନ୍ଦ୍ରାପଡା ଜିଲାରୁ…

ସ୍ବାମୀଙ୍କ ସହ ଝଗଡା ହେବାରୁ ୬ ପିଲାଙ୍କୁ କୂଅରେ ଫିଙ୍ଗି ଦେଲେ ମହିଳା

ପୁଣେ,୩୧।୫: ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡା ଏକ ସାଧାରଣ କଥା। କିନ୍ତୁ ବେଳେବେଳେ ଏହି ଛୋଟ ଝଗଡା ଅତ୍ୟନ୍ତ ଗମ୍ଭୀର ହୋଇଯାଏ। ମହାରାଷ୍ଟ୍ରର ରାୟଗଡରୁ ଏପରି ଏକ ମାମଲା ସାମ୍ନାକୁ ଆସିଛି। ଏଠାରେ ସ୍ବାମୀଙ୍କ ସହ ଝଗଡା ହେବାରୁ ରାଗରେ ମହିଳା ଜଣକ…

ଆଜି ମୁଖ୍ୟମନ୍ତ୍ରୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ଚମ୍ପାୱତ,୩୧।୫: ଉତ୍ତରାଖଣ୍ଡର ଚମ୍ପାୱତ ଆସନରେ ହେବାକୁ ଥିବା ଉପ-ନିର୍ବାଚନରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସମେତ ଚାରିଜଣ ପ୍ରାର୍ଥୀଙ୍କ ଭାଗ୍ୟ ମଙ୍ଗଳବାର ଇଭିଏମ୍‌ରେ ବନ୍ଦ ହେବ। ଏଥିପାଇଁ ସକାଳ ୭ଟାରୁ ଭୋଟଗ୍ରହଣ ଆରମ୍ଭ ହୋଇଯାଇଛି। ସା ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?