ହିଜାବ୍ ପରେ ବାଇବେଲ ବିବାଦ…
ବେଙ୍ଗାଲୁରୁ, ୨୫।୪ : କର୍ନାଟକରେ ହିଜାବ ପରେ ଏବେ ବାଇବଲ ବିବାଦ ଆରମ୍ଭ ହୋଇଛି। ବେଙ୍ଗାଲୁରୁର ଏକ ବିଦ୍ୟାଳୟ ଅଭିଭାବକମାନଙ୍କୁ ପଚାରିଛି ଯେ ପିଲାମାନେ ବିଦ୍ୟାଳୟରେ ବାଇବଲ ଆଣିଲେ କିଛି ଆପତ୍ତି ଅଛି କି ? ପିତାମାତାଙ୍କ ମତ ଯାହା ହେଉନା…
ନମୁନା ପରୀକ୍ଷାର ଦିନକ ପରେ ମିଳୁଛି ରୋଗୀ ସେବା
ଜଗତ୍ସିଂହପୁର ଅଫିସ, ୨୫ା୪: ଜଗତ୍ସିଂହପୁର ଜିଲା ପ୍ରାଣୀଧନ ଚିକିତ୍ସାଳୟକୁ ପ୍ରାଣୀଙ୍କ ଚିକିତ୍ସା ଓ ନମୁନା ପରୀକ୍ଷା ପାଇଁ ପ୍ରତ୍ୟହ ବହୁସଂଖ୍ୟକ ଲୋକ ଆସୁଛନ୍ତି। କିନ୍ତୁ ସେମାନଙ୍କୁ ଆବଶ୍ୟକ ସେବା ମିଳିପାରୁନାହିଁ। ବିଶେଷକରି ଗୋବର, ପରିସ୍ରା ଆଦି ପରୀକ୍ଷା ପାଇଁ ନମୁନା ଦେବାକୁ…
ଉଦ୍ଘାଟନ ପୂର୍ବରୁ ଦୁର୍ବୃତ୍ତ ଭାଙ୍ଗିଲେ ଫଳକ
ନୂଆଗାଁ, ୨୫।୪ (ଡି.ଏନ୍.ଏ.): ନୟାଗଡ଼ ଜିଲା ଦଶପଲ୍ଲା ନିର୍ବାଚନମଣ୍ଡଳୀ ନୂଆଗାଁ ବ୍ଲକରେ ଶାସକ ଦଳର ଗୋଷ୍ଠୀକନ୍ଦଳ ଦିନକୁଦିନ ବଢ଼ିବାରେ ଲାଗିଛି। ଏହାର ପରିଣାମ ସ୍ବରୂପ ଉଦ୍ଘାଟନ ପୂର୍ବରୁ ଶାସକ ଦଳର ଅସନ୍ତୁଷ୍ଟ ଗୋଷ୍ଠୀର ଲୋକ ପ୍ରତିନିଧିଙ୍କ ନାମ ଲେଖା ଯାଇଥିବା ଫଳକକୁ…
ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଗଜପତି
ପାରଳାଖେମୁଣ୍ଡି,୨୫ା୪(ଡି.ଏନ୍.ଏ.): ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ଗଜପତି। ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ହୋଇପଡ଼ିଛି ସାଧାରଣ ଜନଜୀବନ। ଗ୍ରୀଷ୍ମ ପ୍ରବାହ ଯୋଗୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଲୋକେ। ଗଜପତି ଜିଲା ଏମିତି ଏକ ଭୌଗୋଳିକ ସ୍ଥିତିରେ ଅବସ୍ଥିତ, ଯଦ୍ଦ୍ବାରା…
କର୍ନାଟକରେ ଗୁଜରାଟ ଫର୍ମୂଲା ଲାଗୁ ଲାଗି ଭାଜପାର ଯୋଜନା…
ବେଙ୍ଗାଲୁରୁ, ୨୫।୪ : ଭ୍ରଷ୍ଟାଚାର ଏବଂ କାର୍ଯ୍ୟରେ ଅବହେଳା ଅଭିଯୋଗକୁ ଦୃଷ୍ଟିରେ ରଖି କର୍ନାଟକରେ ଗୁଜୁରାଟ ଫର୍ମୂଲା ଲାଗୁ କରିବାକୁ ଭାଜପାର ସର୍ବୋଚ୍ଚ ନେତୃତ୍ୱ ଚିନ୍ତା କରୁଛନ୍ତିି। ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ସମେତ ସମସ୍ତ ମନ୍ତ୍ରୀଙ୍କୁ ହଟାଇ ଗୁଜରାଟରେ ଏକ ନୂତନ…
ବଢୁଛି ବାଲି, ମାଟି, ପଥର ଲୁଟ୍: ଅସୁରକ୍ଷିତ ସାମାଜିକ କର୍ମୀ, ଗଣମାଧ୍ୟମ ପ୍ରତିନିଧି
ଯାଜପୁର ଅଫିସ,୨୫ା୪: ଯାଜପୁର ଜିଲାରେ ଗ୍ରାନାଇଟ ପଥର, ବାଲି, ମୋରମ, ମାଟି, ମାଙ୍କଡାପଥର ଲୁଟ ଉପରେ ସ୍ବର ଉତ୍ତୋଳନ କରୁଥିବା ସାମାଜିକ କର୍ମୀ କିମ୍ବା ଗଣମାଧ୍ୟମ ପ୍ରତିନିଧି ସୁରକ୍ଷିତ ମଣୁ ନାହାନ୍ତି। ବାଲି ଖାଦାନକୁ ନେଇ ବିଞ୍ଝାରପୁରରେ ବୋମା ପକାଇ ହତ୍ୟା…
ବିରୋଧୀଙ୍କୁ ରୋକିବାକୁ ଚାଲିଛି ପ୍ରସ୍ତୁତି
ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ନେଇ ଚାଲିଥିବା ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନେଇ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ମତ ମତାନ୍ତର ଚାଲିଥିବାବେଳେ ବିରୋଧୀ ପକ୍ଷରୁ ପ୍ରସ୍ତୁତ ହେଉଥିବା ବିକ୍ଷୋଭ, ରାଲିକୁ ରୋକିବାକୁ ଶାସକ ଦଳ…
ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି
ପୁରୀ ଅଫିସ,୨୫।୪: ବୈଶାଖ ମାସ କୃଷ୍ଣପକ୍ଷ ଦଶମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିର ଶ୍ରୀବିଗ୍ରହମାନଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଗୁପ୍ତନୀତି ମଧ୍ୟରେ ଏହି ନୀତି ପ୍ରମୁଖ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ନିମନ୍ତେ ଏହି ନୀତି ଅନୁଷ୍ଠିତ ହୋଇଥାଏ।…
ଦୁର୍ନୀତି ଆଁରେ ଧାନ, ଚାଉଳ ସଂଗ୍ରହ ପ୍ରକ୍ରିୟା
ଯାଜପୁର ଅଫିସ,୨୫ା୪: ଯାଜପୁର ଜିଲା ଯୋଗାଣ ବିଭାଗ ଉଭୟ ଖେଳାଳି ଓ ରେଫରୀ ସାଜି ଧାନ ସଂଗ୍ରହରେ ଦୁର୍ନୀତିକୁ ପ୍ରଶ୍ରୟ ଦେଉଛନ୍ତି। ନବନିର୍ମାଣ କୃଷକ ସଂଗଠନ ଏହି ଅଭିଯୋଗ କରିବା ସହ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଭିଜିଲାନ୍ସ କିମ୍ବା ସିବିଆଇ…
ମେ’ରୁ ଚାଇନା ସୀମାରେ ସଡ଼କ ନିର୍ମାଣ, ବିଆର୍ଓ ପ୍ରକଳ୍ପକୁ ମଞ୍ଜୁରୀ…
ନୂଆଦିଲ୍ଲୀ, ୨୫।୪ : ରଣନୈତିକ ଦୃଷ୍ଟିକୋଣରୁ ଗୁରୁତ୍ୱପୂର୍ଣ୍ଣ ଥିବା ଚାଇନା ସୀମାରେ ସଡ଼କ ନିର୍ମାଣ ହେବାକୁ ଯାଉଛି। ଏଥିପାଇଁ ବିଆରଓର ଗୋଟିଏ ପ୍ରକଳ୍ପ ଅନୁମୋଦନ ହୋଇଥିବାବେଳେ ଅନ୍ୟ ପ୍ରକଳ୍ପ ଅନୁମୋଦନ ପାଇଁ ନିର୍ଦ୍ଦେଶାଳୟକୁ ପଠାଯାଇଛି। ଉଭୟ ପ୍ରକଳ୍ପ ଅନ୍ତର୍ଗତରେ ଚାଇନା ସୀମାରେ…
ପଟ୍ଟାମୁଣ୍ଡାଇ ମୁଖ୍ୟ କେନାଲରେ ପାଣି ଛାଡିବାକୁ ଦାବି
ପଟ୍ଟାମୁଣ୍ଡାଇ,୨୫ା୪(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅସହାୟ ଗୁଳଗୁଳି ସାଙ୍ଗକୁ ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ସପ୍ତାହେ ହେଲା କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଥିବାରୁ ଦିନ ୧୦ଟା ପରେ ଘରୁ ପଦାକୁ ଗୋଡ କାଢି ହେଉନାହିଁ। ଏଥିସହ ଅସହୟ ଗୁଳଗୁଳି ପରିସ୍ଥିତିକୁ…
ୱାଟର ଟ୍ରିଟ୍ମେଣ୍ଟ ପ୍ଲାଣ୍ଟ ପ୍ରସ୍ତାବ ଫାଇଲ ତଳେ ଚାପି ହୋଇଛି: ବର୍ଷାଦିନେ ଜଳବନ୍ଦୀ ସହରବାସୀ
କେନ୍ଦ୍ରାପଡ଼ା ଅଫିସ,୨୫ା୪: କେନ୍ଦ୍ରାପଡ଼ା ପୌର ପରିଷଦ ନିର୍ବାଚନ ଦୀର୍ଘ ୬ ବର୍ଷ ପରେ ଶେଷ ହୋଇଛି। ଏହି ପରିଷଦ ପାଇଁ ପୌରାଞ୍ଚଳ ଡ୍ରେନେଜ୍ ସିଷ୍ଟମର ପୁନରୁଦ୍ଧାର ଏକ ସମସ୍ୟା ଭାବେ ଉଭା ହୋଇଛି। ପୌରପାଳିକା ପକ୍ଷରୁ ଡ୍ରେନ୍ ସଫେଇକୁ ଗୁରୁତ୍ୱ ଦିଆଯାଉଛି।…
Archives


