Home

କେସିଆର୍‌ଙ୍କ ଦଳ ପାଇଁ କାମ କରିବ ଆଇପିଏସି

ଗୁଆହାଟୀ,୨୫।୪: ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର କଂଗ୍ରେସରେ ଯୋଗଦେବା ଲାଗି କଥାବାର୍ତ୍ତା ଚାଲିଥିବାବେଳେ ସେପଟେ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ (କେସିଆର୍‌)ଙ୍କ ଦଳ ତେଲଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) ସହ ତାଙ୍କ ରାଜନୈତିକ ପରାମର୍ଶଦାତା ଟିମ୍‌ ଆଇପିଏସି (ଇଣ୍ଡିଆନ ପଲିଟିକାଲ…

ମାଲି ସେନା ଶିବିର ଉପରେ ଆତଙ୍କବାଦୀ ଆକ୍ରମଣ, ୬ ସେନା ମୃତ ଅନେକ ଆହତ

ବମାକୋ,୨୫ ।୪: ଦକ୍ଷିଣ ଆଫ୍ରିକୀୟ ଦେଶ ମାଲିରେ ରବିବାର ୩ ସେନା ଶିବିରକୁ ଟାର୍ଗେଟ କରି କରାଯାଇଥିବା ଆତଙ୍କବାଦୀ ଆକ୍ରମଣରେ ଅତିକମରେ ୬ ଜଣ ସେନାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ଡଜନେରୁ ଅଧିକ ଆହତ ବି ହୋଇଛନ୍ତି…

ଦର୍ଲିପାଲିରେ ବିଦ୍ୟୁତ୍‌ ଉତ୍ପାଦନ ବାଧା: ଆଜି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ଦର୍ଲିପାଲିସ୍ଥିତ ଏନ୍‌ଟିପିସିର ପାଓ୍ବାର ଷ୍ଟେଶନରେ ସମସ୍ୟା ଦେଖାଦେବାରୁ ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ ହୋଇଛି। ଫଳରେ ବିଦ୍ୟୁତ୍‌ ଯୋଗାଣରେ ମଧ୍ୟ ଅସୁବିଧା ହେଉଛି। ଏହି ପାଓ୍ବାର ଷ୍ଟେଶନରେ ୨ଟି ୟୁନିଟ୍‌ ମଧ୍ୟରୁ ଗୋଟିଏ କାର୍ଯ୍ୟକ୍ଷମ ଥିବାବେଳେ ୮ ଶହ…

ମହଙ୍ଗା ହେବ ଖାଦ୍ୟ

ନୂଆଦିଲ୍ଲୀ,୨୫ା୪: ଗତ କିଛିମାସ ହେଲା ଭାରତରେ ଖାଦ୍ୟ ସାମଗ୍ରୀଗୁଡ଼ିକର ଦରଦାମ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନ୍‌ଏସ୍‌ଓ) ପକ୍ଷରୁ ଜାରି କରାଯାଇଥିବା ସାରା ଦେଶର କଞ୍ଜୁମର ପ୍ରାଇସ୍‌ ଇଣ୍ଡେକ୍ସ (ସିପିଆଇ) ଅନୁସାରେ ୨୦୨୧ ମାର୍ଚ୍ଚରୁ ୨୦୨୨…

ପୁଣିଥରେ ରାଷ୍ଟ୍ରପତି ନିର୍ବାଚିତ ହେଲେ ଇମାନୁଏଲ

ପ୍ୟାରିସ,୨୫ ।୪: ଲଗାତାର ଦ୍ୱିତୀୟ ଥର ଲାଗି ଇମାନୁଏଲ ମାକ୍ରୋନ ଫ୍ରାନ୍ସର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ରାଷ୍ଟ୍ରପତି ନିର୍ବାଚନର ଶେଷ ମତଦାନରେ ସେ ଧୁର ଦକ୍ଷିଣପନ୍ଥୀ ମରିନ ଲେ ପେନଙ୍କୁ ହରାଇଛନ୍ତି । ରବିବାର ଭୋଟିଂ ଆରମ୍ଭରୁ ମାକ୍ରୋନଙ୍କୁ…

ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକ

କଟକ ଅଫିସ,୨୪।୪: ବିଶିଷ୍ଟ ସାହିତି୍ୟକା ତଥା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ରବିବାର ରାତି ପ୍ରାୟ ୯ଟାରେ ତାଙ୍କ କଟକସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ସାହିତି୍ୟକା ବୀଣାପାଣି ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, କେନ୍ଦ୍ର ସାହିତ୍ୟ…

ରାହୁଲଙ୍କ ଚମତ୍କାର ଶତକ:ମୁମ୍ବାଇକୁ ୧୬୯ ରନ୍‌ର ଟାର୍ଗେଟ

ମୁମ୍ବାଇ,୨୪।୪: ଆଇପିଏଲ ୨୦୨୨ର ୩୭ତମ ମ୍ୟାଚ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଉଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରୁଥିବା ଲକ୍ଷ୍ନୌ ସୁପର୍‌ ଜିଆଣ୍ଟ୍ସ ନିର୍ଦ୍ଧାରିତ ଓଭରରେ ୬ ଉଇକେଟର୍‌ ହରାଇ ୧୬୮ ରନ୍‌ ସଂଗ୍ରହ…

ହୃଦ୍‌ଘାତରେ ୪୦ ବର୍ଷୀୟ କ୍ରିକେଟର୍‌ଙ୍କ ପରଲୋକ

ମୁମ୍ବାଇ,୨୪।୪:ମୁମ୍ବାଇର ପୂର୍ବତନ ଦ୍ରୁତ ବୋଲର ତଥା ରଣଜୀ ଟ୍ରଫି ବିଜେତା ଦଳର ଅଂଶ ଥିବା ରାଜେଶ ବର୍ମାଙ୍କ ଦେହାନ୍ତ ହୋଇଛି। ସେ ୪୦ ବର୍ଷ ବୟସରେ ହୃଦଘାତରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ରାଜେଶ ତାଙ୍କ କ୍ୟାରିୟରରେ ୭ଟି ପ୍ରଥମ ଶ୍ରେଣୀ…

ର଼୍ୟାଗିଂ ନେଇ ବନ୍ଧୁଙ୍କୁ କରିଥିଲେ ହ୍ବାଟ୍ସଆପ୍‌ ମେସେଜ୍‌

ବଲାଙ୍ଗୀର ଅଫିସ, ୨୪ା୪: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ପ୍ରଥମ ବର୍ଷ ଏମ୍‌ବିବିଏସ୍‌ ଛାତ୍ର ନିଶାନ୍ତ କୁମାର (୧୯)ଙ୍କ ମୃତ୍ୟୁ ର଼୍ୟାଗିଂ ଯୋଗୁ ହୋଇଛି ବୋଲି ତାଙ୍କ ମାତାପିତା ଅଭିଯୋଗ କରିବାର ପ୍ରାୟ ୨୪ ଘଣ୍ଟା ପରେ ଏନେଇ…

ରାଜଧାନୀରେ ବଢିଚାଲିଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୪।୪: ପୁଣିଥରେ ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଦିଲ୍ଲୀରେ ଦୈନିକ ୧ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୧୦୮୩ଟି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣେ ରୋଗୀଙ୍କ ମଧ୍ୟ…

ଟସ୍‌ ଜିତିଲା ମୁମ୍ବାଇ

ମୁମ୍ବାଇ,୨୪।୪: ଆଇପିଏଲ ୨୦୨୨ର ୩୭ତମ ମ୍ୟାଚ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଉଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଲକ୍ଷ୍ନୌ…

ଚାଇନା ବିରୋଧରେ ‘ଯେସାକୁ ତେସା’ ନୀତି ଆପଣାଇଲା ଭାରତ

ନୂଆଦିଲ୍ଲୀ,୨୪।୪: ଚାଇନା ନାଗରିକଙ୍କ ପର୍ଯ୍ୟଟନ ଭିସା ଉପରେ ପ୍ରତିବନ୍ଧକ ଲଗାଇଲା ଭାରତ। ଅନ୍ତର୍ଜାତୀୟ ବିମାନ ପରିବହନ ସଂଘ(ଆଇଏଟିଏ) ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ଚାଇନା ନାଗରିକଙ୍କୁ ଦିଆଯାଇଥିବା ଭାରତୀୟ ପର୍ଯ୍ୟଟନ ଭିସା ଆଉ ବୈଧ ନୁହେଁ ବୋଲି ଆଇଏଟିଏ ପକ୍ଷରୁ କୁହାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri