୫୭ଦିନରୁ ସୂର୍ଯ୍ୟ ଦେଖିନାହାନ୍ତି ସୁଡ଼ଙ୍ଗରେ ଫସିରହିଥିବା ୟୁକ୍ରେନବାସୀ
କ୍ୱିଭ୍,୨୪।୪: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ୨ମାସ ବିତିଥିବା ବେଳେ ମସ୍କୋ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ ମାରିଆପୋଲ ସହରକୁ କବ୍ଜା କରିନେଇଥିବା ଦାବି କରିଛନ୍ତି। ଅନ୍ୟ ସହରଗୁଡ଼ିକରେ ଏବେ ବି ରୁଷୀୟ ସୈନ୍ୟମାନେ ଆକ୍ରମଣ ଜାରି ରଖିଛନ୍ତି। ଇତିମଧ୍ୟରେ…
କୁଲଗାମରେ ଜୈଶର ୨ଆତଙ୍କବାଦୀ ନିପାତ
ଶ୍ରୀନଗର,୨୪।୪: ଜମ୍ମୁ-କଶ୍ମୀର କୁଲଗାମ ଜିଲାର ମିରହମା ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ଶନିବାର ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୨ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଛି। ମୃତ ୨ଜଣ ଆତଙ୍କବାଦୀ ଜୈଶ-ଏ- ମହମ୍ମଦ ସଂଗଠନର ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, କୁଲଗାମ ଜିଲାର ମିରହମା…
ହନୁମାନ ଚାଳିଶା ବିବାଦ: କୋର୍ଟ ହାଜର ହେବା ପୂର୍ବରୁ ନବନୀତଙ୍କୁ ଆଉ ଏକ ଝଟ୍କା
ମୁମ୍ବାଇ,୨୪।୪: ମୁମ୍ବାଇରେ ହନୁମାନ ଚାଳିଶା ପାଠକୁ ନେଇ ବିବାଦ ଲାଗି ରହିଛି। ଏହି ମାମଲାରେ ଏମ୍ପି ନବନୀତ ରାଣାଙ୍କୁ ରବିବାର ସ୍ବତନ୍ତ୍ର କୋର୍ଟରେ ହାଜର କରାଯିବ। ହେଲେ କୋର୍ଟରେ ହାଜର କରାଯିବା ପୂର୍ବରୁ ତାଙ୍କୁ ଆଉ ଏକ ଝଟ୍କା ଲାଗିଛି। ନବନୀତ…
କାହାକୁ ଫାଶୀ କାହାକୁ ନୁହେଁ, ଗାଇଡ୍ଲାଇନ୍ ଜାରି କରିବେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ, ୨୪।୪ : ସୁପ୍ରିମକୋର୍ଟ କହିଛନ୍ତି ଯେ ଶୀଘ୍ର ଫାଶୀଦଣ୍ଡ ସମ୍ପର୍କରେ ଏକ ଗାଇଡ୍ଲାଇନ୍ ପ୍ରସ୍ତୁତ କରାଯିବ। ଏହା ଅନ୍ତର୍ଗତ କାହାକୁ ଫାଶୀ ଦଣ୍ଡାଦେଶ ଦିଆଯିବ କାହାକୁ ନୁହେଁ ତାହା ସ୍ଥିର କରାଯିବ। ଯାହା ସମଗ୍ର ଦେଶର କୋର୍ଟ ପାଇଁ ବୈଧ…
ରାଜଧାନୀରେ ଚାଞ୍ଚଲ୍ୟ: ସ୍ତ୍ରୀ-ଶାଳୀଙ୍କୁ ମାରି ଘରେ ରଖିଥିଲେ ବ୍ୟକ୍ତି
ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଚନ୍ଦ୍ରଶେଖରପୁରରେ ଚାଞ୍ଚଲ୍ୟ। ହାଉସିଂବୋର୍ଡ ଅଞ୍ଚଳରେ ରହୁଥିବା ଜଣେ ବ୍ୟକ୍ତି ସ୍ତ୍ରୀ ଏବଂ ଶାଳିଙ୍କୁ ହତ୍ୟା କରିବା ପରେ ଦୁଇରୁ ତିନି ଦିନ ହେବ ଘରେ ରଖିଥିଲେ। ରବିବାର ଚନ୍ଦ୍ରଶେଖରପୁର ପୋଲିସ ଖବରପାଇ ମୃତଦେହକୁ ଜବତ କରିଛି। ଏଥିସହ…
ଚାପରେ ସେନା ପକ୍ଷରୁ ଇଫତାର ପାର୍ଟି ପୋଷ୍ଟ ଡିଲିଟ୍ କରାଗଲା…
ଶ୍ରୀନଗର, ୨୪।୪ : ଦେଶରେ ମୌଳବାଦୀମାନଙ୍କର ପ୍ରାଧାନ୍ୟ ବଢ଼ିବାରେ ଲାଗିଛି। ମୌଳବାଦୀ ଗୋଷ୍ଠୀଙ୍କ ଚାପରେ ଭାରତୀୟ ସେନା ପକ୍ଷରୁ ଆୟୋଜିତ ହୋଇଥିବା ରୋଜା ଇଫତାର ପାର୍ଟି ପୋଷ୍ଟକୁ ସୋସିଆଲ ମିଡ଼ିଆରୁ ଡିଲିଟ କରାଯାଇଛି। ସେନା ଏଭଳି କରିବାsକୁ ବାଧ୍ୟ ହୋଇଥିବା କୁହାଯାଉଛି।…
ଆମେରିକାକୁ ନଷ୍ଟ କରୁଛନ୍ତି ବାଇଡେନ୍, ଅଭିଯୋଗ ଆଣିଲେ ଟ୍ରମ୍ପ୍…
ଓ୍ବାଶିଂଟନ, ୨୪।୪ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଦେଶକୁ ନଷ୍ଟ କରୁଛନ୍ତି। ଏନେଇ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅଭିଯୋଗ କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ଡେମୋକ୍ରାଟ୍ସ ଏବଂ ଆମେରିକାର ରାଷ୍ଟ୍ରପତି ବିଡେନଙ୍କ ପ୍ରଶାସନ ଆମେରିକାକୁ ଧ୍ୱଂସ କରୁଛି।…
ପୁରୀରୁ ଦର୍ଶନ ସାରି ଫେରୁଥିଲେ; ଓଲଟିଲା ବସ୍
ଗଞ୍ଜାମ,୨୪।୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ତୀର୍ଥଯାତ୍ରୀ ବସ ଓଲଟି ପଡ଼ିବାରୁ ୨୫ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ଲାଗି ଛତ୍ରପୁର…
ସରକାର ଜାଣିଶୁଣି କରୁଛନ୍ତି ଲାଉଡସ୍ପିକର-ହନୁମାନ ଚାଳିସା ରାଜନୀତି…
ମୁମ୍ବାଇ, ୨୪।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ସରକାର ଜାଣିଶୁଣି ଲାଉଡସ୍ପିକର ଏବଂ ହନୁମାନ ଚାଳିସା ରାଜନୀତି କରୁଛନ୍ତି। ଦେଶରେ ଦରଦାମ୍ ବୃଦ୍ଧି ଏବଂ ବେରୋଜଗାରୀ ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରୁ ଲୋକଙ୍କ ଧ୍ୟାନ ହଟାଇବା ଲାଗି ଏଭଳି କରାଯାଉଥିବା ଶିବସେନା ଏମ୍ପି…
ଖୋର୍ଦ୍ଧା-କଟକ ଆଗରେ
ଭୁବନେଶ୍ୱର,୨୪।୪(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୩ ଲୋକାଲ କେସ୍ ରହିଛି। ଏହାଛଡ଼ା ୩ ଜଣ ପିଲା ସଂକ୍ରମିତ ହୋଇଥିବା ନେଇ ରାଜ୍ୟ ସୂଚନା…
ଘନେଇଲା ସଙ୍କଟ ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ଉପର ମୁହାଁ…
ନୂଆଦିଲ୍ଲୀ, ୨୪।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାର ୫୯୩ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ…
ତରଭୁଜର ଦାମ ୪ ଲକ୍ଷ!
ଖରାଦିନେ ତରଭୁଜ ଖାଇବାକୁ ପ୍ରାୟ ସମସ୍ତେ ପସନ୍ଦ କରନ୍ତି। ଆମ ଦେଶରେ ଏହାର ଭଲ ଉତ୍ପାଦନ ବି ହୋଇଥାଏ। ତେଣୁ କମ୍ ମୂଲ୍ୟରେ ବି ଏହା ମିଳିଯାଏ। ତେବେ ଚାଇନା, ଜାପାନ, ମାଲେସିଆ ଓ ଥାଇଲାଣ୍ଡରେ ଏମିତି ଏକ ପ୍ରକାରର ତରଭୁଜ…
Archives


