Home

୪୨୪ ରାଜନେତା, ଧର୍ମଗୁରୁଙ୍କ ହଟିଲା ସୁରକ୍ଷା

ଚଣ୍ଡିଗଡ଼,୨୮।୫: ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନଙ୍କ ନେତୃତ୍ୱାଧିନ ସରକାର ଶନିବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ୪୨୪ଜଣଙ୍କୁ ପ୍ରଦାନ କରାଯାଇଥିବା ସୁରକ୍ଷାକୁ ତୁରନ୍ତ ପ୍ରଭାବରେ ରାଜ୍ୟ ସରକାର ପ୍ରତ୍ୟାହାର କରିନେଇଛନ୍ତି। ଏଥିସହ ଏଥିରେ ସମ୍ପୃକ୍ତ ଥିବା ପୋଲିସ କର୍ମଚାରୀଙ୍କୁ ଶନିବାର…

୮ବର୍ଷରେ ମୁଣ୍ଡ ନୁଆଇଁ ନାହୁଁ, ଗରିବଙ୍କ ପାଇଁ ଖୋଲିଛୁ ଅନ୍ନ ଭଣ୍ଡାର: ମୋଦି

ଗାନ୍ଧିନଗର,୨୮ ।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୁଜରାଟ ଗସ୍ତ କରିଛନ୍ତି । ରାଜକୋଟରେ ସେ ଏକ ଜନସଭାକୁ ସମ୍ବୋଧନ କରିଛନ୍ତି । ଏହି ଅବସରରେ ମୋଦି କହିଛନ୍ତି ଗୁଜରାଟର ଲୋକେ ମୋତେ ବହୁତ କିଛି ଶିଖାଇଛନ୍ତି । ଏହାସହ ଗତ…

ହୃଦ୍‌ଘାତରେ ବଢ଼ୁଛି କେଦାରନାଥ ଯାତ୍ରୀଙ୍କ ମୃତ୍ୟୁ ସଂଖ୍ୟା

ଡେରାଡୁନ,୨୮।୫: କେଦାରନାଥ ଯାତ୍ରାରେ ଶୁକ୍ରବାର ଆଉ ୨ଜଣ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁର କାରଣ ହୃଦ୍‌ଘାତ ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ଶୁକ୍ରବାର ଗୁଜରାଟର ପଟେଲ ଧନୀଶ ଭାଇ(୩୨) ଏବଂ ପାଟନାର ଭାନୁ ଶଙ୍କର ପ୍ରସାଦ (୭୧) କେଦାରନାଥ ଯାତ୍ରାରେ ଆସିଥିଲେ।…

ଭାରତରେ ମଙ୍କିପକ୍ସ ଚିହ୍ନଟ ପାଇଁ ବିକଶିତ ହେଲା କିଟ୍‌: ଘଣ୍ଟାକରେ ଆସିବ ରିପୋର୍ଟ

ନୂଆଦିଲ୍ଲୀ,୨୮।୫: ସମଗ୍ର ବିଶ୍ୱରେ ମଙ୍କିପକ୍ସ ମାମଲା ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ରୋଗ ୨୦ରୁ ଅଧିକ ଦେଶରେ ବ୍ୟାପସାରିଲାଣି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ହୁ)ଅନୁଯାୟୀ,ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରାୟ ୨୦୦ଟି ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଛି। ଇତିମଧ୍ୟରେ ଏକ ଖୁସି…

ଓଡ଼ିଶା ହାଇକୋର୍ଟ ବିଚାରପତିଙ୍କୁ କୋଲକାତା ବଦଳି ସୁପାରିସ

ନୂଆଦିଲ୍ଲୀ,୨୭।୫: ଓଡ଼ିଶା ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ଚିତ୍ତରଞ୍ଜନ ଦାସଙ୍କୁ କୋଲକାତା ହାଇକୋର୍ଟକୁ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଛନ୍ତି। ପ୍ରଧାନ ବିଚାରପତି ଏନ୍‌.ଭି. ରମନାଙ୍କ ଅଧ୍ୟକ୍ଷତାରେ ଗଠିତ କଲେଜିୟମ ତ୍ରିପୁରା ହାଇକୋର୍ଟର ଜଷ୍ଟିସ୍‌ ଶୁଭାଶିଷ ତଳପାତ୍ରଙ୍କୁ ଓଡ଼ିଶା ହାଇକୋର୍ଟକୁ ବଦଳି…

ବଦଳିଲା ଖିଲାଡି ବୟଙ୍କ ଫିଲ୍ମର ନାଁ

ମୁମ୍ବାଇ: ଖିଲାଡି କୁମାର ଅକ୍ଷୟ କୁମାରଙ୍କ ଦ୍ୱାରା ଅଭିନୀତ ଫିଲ୍ମ ‘ପୃଥ୍ବୀରାଜ’ର ନାମ ପରିବର୍ତ୍ତନ କରାଯାଇ ‘ସମ୍ରାଟ ପୃଥ୍ବୀରାଜ’ ରଖାଯାଇଛି। ଫିଲ୍ମର ନାମକୁ ନେଇ ଶ୍ରୀ ରାଜପୁତ କର୍ନି ଶେନା ପକ୍ଷରୁ କୋର୍ଟରେ ଲୋକମଙ୍ଗଳକାରୀ ଅଭିଯୋଗ(ପିଆଇଏଲ୍‌) ପତ୍ର ଦାଖଲ ପରେ ଏନେଇ…

ଖାଦ୍ୟ ପରଷିବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ …

ଭୋପାଳ,୨୮।୫: ଖାଦ୍ୟ ଦେବାରେ ବିଳମ୍ବ ପାଇଁ ସ୍ବାମୀ ନିଜ ଉପରୁ ଆୟତ୍ତ ହରାଇ ସ୍ତ୍ରୀଙ୍କୁ କୂଅକୁ ଫିଙ୍ଗି ଦେଇଛନ୍ତି। ଏଭଳି ଅଭାବନୀୟ ଘଟଣା ମଧ୍ୟପ୍ରଦେଶର ହାତପିପ୍‌ଲିୟା ଅଞ୍ଚଳର ଦଓ୍ବୋସରେ ଘଟିଛି। ମଙ୍ଗଳବାର ଦିନେଶ ମାଳି ଅପରାହ୍ନରେ ଘରକୁ ଖାଇବାକୁ ଆସିଥିଲେ। ଖାଦ୍ୟ…

ଭାଜପା ପ୍ରାର୍ଥିନୀଙ୍କ ପ୍ରଚାରରେ ଭୋଜପୁରୀ ଅଭିନେତା

ଝାରସୁଗୁଡ଼ା ଅଫିସ,୨୮ା୫: ବ୍ରଜରାଜନଗର ଉପନିର୍ବାଚନ ପ୍ରଚାରରେ ଭୋଜପୁରୀ ଅଭିନେତା ତଥା ଉତ୍ତରପ୍ରଦେଶ ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଦିନେଶ ଲାଲ୍‌ ଯାଦବ ଶୁକ୍ରବାର ଭାଜପା ପ୍ରାର୍ଥିନୀ ରାଧାରାଣୀ ପଣ୍ଡାଙ୍କ ସପକ୍ଷରେ ପ୍ରଚାର କରିଥିଲେ। ଦଳ ତରଫରୁ ବ୍ରଜରାଜନଗର ମଣ୍ଡଳିଆ ଛକରେ ଅଭିନେତା…

ସମ୍ମିଳନୀରେ କର୍ମୀଙ୍କୁ ଗୁରୁମନ୍ତ୍ର

ଝାରସୁଗୁଡ଼ା ଅଫିସ,୨୮ା୫: ବ୍ରଜରାଜନଗର ଉପନିର୍ବାଚନ ପରିପ୍ରେକ୍ଷୀରେ ଲଖନପୁର ବ୍ଲକ୍‌ ଦଳଗାଁ ପଞ୍ଚାୟତ ସେନାମାଲ ଛକ ନିକଟରେ ଶୁକ୍ରବାର ବିଜେଡି କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହାକୁ ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଟିକେଶ୍ୱର ସେନାପତି ପରିଚାଳନା କରିଥିଲେ। ଏଥିରେ ଷ୍ଟାର ପ୍ରଚାରକ…

ବିଧାୟକ ମନୋହର ରନ୍ଧାରୀ ନିର୍ଦ୍ଦୋଷ

ନବରଙ୍ଗପୁର/ଜୟପୁର,୨୮ା୫(ବି.ପ୍ର./ନି.ପ୍ର.): ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କ ନାମରେ ଥିବା ଅର୍ଥ ତୋସରପାତ ମାମଲାରେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଜଜ୍‌ ରାଜେଶ ଏକ୍କା ତାଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ବିଧାୟକ ରନ୍ଧାରୀ ନନ୍ଦାହାଣ୍ଡି ବ୍ଲକ କିରାଣି ଥିବା ସମୟରେ ଲୁହାଛଡ଼, ସିମେଣ୍ଟ ଓ…

ଆସନ୍ତା ସପ୍ତାହରେ ଭାଜପାରେ ଯୋଗଦେବେ ହାର୍ଦ୍ଦିକ

ଅହମଦାବାଦ,୨୮ା୫(ଆଇଏଏନ୍‌ଏସ୍‌): କଂଗ୍ରେସର ପୂର୍ବତନ କାର୍ଯ୍ୟକାରୀ ସଭାପତି ହାର୍ଦ୍ଦିକ ପଟେଲ ମେ’ ୩୦ କିମ୍ବା ୩୧ରେ ଭାଜପାରେ ଯୋଗଦେବେ। ଏନେଇ ସେ ଶୁକ୍ରବାର ଅହମଦାବାଦରେ ସୂଚନା ଦେଇଛନ୍ତି। ଏପରିକି ସେ ଆଗାମୀ ବିଧାନସଭା ନିର୍ବାଚନ ଭାଜପା ଟିକେଟରେ ଲଢ଼ିବେ ବୋଲି ମଧ୍ୟ କହିଛନ୍ତି।…

ସାମ୍ପ୍ରଦାୟିକ ରାଜନୀତି ଦେଶ ପାଇଁ ବଡ଼ ବିପଦ

ବେଙ୍ଗାଲୁରୁ,୨୮ା୫: ବଂଶବାଦ ରାଜନୀତି ଅପେକ୍ଷା ସାମ୍ପ୍ରଦାୟିକ ରାଜନୀତି ଭାରତର ଭବିଷ୍ୟତ ଲାଗି ସବୁଠୁ ବଡ଼ ବିପଦ ବୋଲି କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡିଏସ୍‌ ନେତା ଏଚ୍‌.ଡି. କୁମାରସ୍ବାମୀ ଶୁକ୍ରବାର କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ହାଇଦ୍ରାବାଦରେ ଏକ କାର୍ଯ୍ୟକ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?