Home

ତାଲିକାରେ ରହିଲେ, ଆସିବେନି ବହୁ ନେତା

ଭୁବନେଶ୍ୱର,୨୮ା୫(ବ୍ୟୁରୋ): ବ୍ରଜରାଜନଗର ଉପନିର୍ବାଚନ ପାଇଁ ଆସନ୍ତା ୩୧ରେ ଭୋଟ ଗ୍ରହଣ ହେବ। ତେବେ ଉପନିର୍ବାଚନରେ ଭଲ ପ୍ରଦର୍ଶନ କରି ବିଜୟ ମୁକୁଟ ପିନ୍ଧିବା ସକାଶେ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ଜୋର୍‌ଦାର ପରିଶ୍ରମ କରୁଛନ୍ତି।…

୨/୩ ଦିନରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ,୨୮।୫ : ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଆଗାମୀ ୨ରୁ ୩ ଦିନ ମଧ୍ୟରେ କେରଳ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ସାମୁଦ୍ରିକ ବାତ୍ୟା ଅସାନି ପ୍ରଭାବରେ ମୌସୁମୀ ମେ’ ୨୭ରେ କେରଳରେ ପହଞ୍ଚତ୍ବ ବୋଲି ପୂର୍ବରୁ…

ଫାଇନାଲରେ ରାଜସ୍ଥାନ-ଗୁଜରାଟ

ଅହମଦାବାଦ,୨୮।୫: ସିନିୟର ଖେଳାଳିଙ୍କ ଦାୟିତ୍ୱହୀନ ପ୍ରଦର୍ଶନ ଯୋଗୁ ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଅଭିଯାନ କ୍ୱାଲିଫାୟର-୨ରୁ ଶେଷ ହୋଇଛି। ଅନ୍ୟପକ୍ଷରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଜୋସ ବଟଲରଙ୍କ ଅପରାଜିତ ଶତକ ସହାୟତାରେ ରାଜସ୍ଥାନ…

ରିଲିଜ ପୂର୍ବରୁ ଅକ୍ଷୟଙ୍କ ଫିଲ୍ମର ନାଁ ବଦଳିଲା

ବମ୍ବେ: ରିଲିଜ ପୂର୍ବରୁ ବଦଳିଲା ସୁପରଷ୍ଟାର ଅକ୍ଷୟ କୁମାରଙ୍କ ଫିଲ୍ମ ‘ପୃଥ୍ବୀରାଜ’ର ନାମ। ଗୋଟିଏ ପଟେ ଅଧିନାୟକ ପ୍ରମୋଶନରେ ବ୍ୟସ୍ତ ଥିବା ବେଳେ ନିର୍ମାତାମାନେ ଏଭଳି ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇଛନ୍ତି। ଶ୍ରୀ ରାଜପୁତ କରଣୀ ସେନାର ବିରୋଧ ପରେ ନିର୍ମାତା…

ରାଜସ୍ଥାନକୁ ୧୫୮ ରନ୍‌ର ଟାର୍ଗେଟ

ଅହମ୍ମଦାବାଦ,୨୭।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର କ୍ୱାଲିଫାୟାର-୨ ମୁକାବିଲା ଶୁକ୍ରବାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଏଥିରେ ପ୍ରଥମେ ବ୍ୟାଟିଂ ନିମନ୍ତ୍ରଣ ପାଇ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ନିର୍ଦ୍ଧାରିତ ୨୦ ଓଭରରେ ୮ ଉଇକେଟ ହରାଇ ୧୫୭ ରନ୍‌ କରିବାରେ ସକ୍ଷମ…

‘ଏହି ଦୁଇ ଟିମ୍‌ ଖେଳିବେ ଆଇପିଏଲ୍‌ ଫାଇନାଲ’

ନୂଆଦିଲ୍ଲୀ,୨୭।୫: ଭାରତର ପୂର୍ବ କ୍ରିକେଟର ସଞ୍ଜୟ ମଞ୍ଜରେକର ଆଇପିଏଲ୍‌ ଫାଇନାଲକୁ ନେଇ ଭବିଷ୍ୟବାଣୀ କରିଛନ୍ତି। ରବିବାର ଖେଳାଯିବାକୁ ଥିବା ମୁକାବିଲାରେ ଗୁଜରାଟ ଟାଇଟନ୍ସ ସହ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପରସ୍ପରକୁ ଭେଟିବେ ବୋଲି ସେ କହିଛନ୍ତି। ବାଙ୍ଗାଲୋର ପାଇଁ ସବୁକିଛି ଠିକ୍‌…

କ୍ୱାଲିଫାୟାର-୨: ଟସ୍‌ ଜିତିଲା ରାଜସ୍ଥାନ, ବାଙ୍ଗାଲୋରର ଜବରଦସ୍ତ ବ୍ୟାଟିଂ

ମୁମ୍ବାଇ,୨୭।୫: ରାଜସ୍ଥାନ ରୟାଲ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଶୁକ୍ରବାର କ୍ୱାଲିଫାୟାର-୨ ମୁକାବିଲା ଖେଳାଯାଉଛି। ଏଥିରେ ରାଜସ୍ଥାନ ଅଧିନାୟକ ସଞ୍ଜୁ ସାମସନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବା ନିଷ୍ପତ୍ତି ନେଇଛନ୍ତି। ଉଭୟ ଟିମ୍‌ ଦଳରେ କୌଣସି ପରିବର୍ତ୍ତନ କରିନାହାନ୍ତି।…

ବାବର ହେବେ ‘ନମ୍ବର-୧’

ନୂଆଦିଲ୍ଲୀ,୨୭।୫: ଭାରତୀୟ କ୍ରିକେଟ ଟିମ୍‌ର ତାରକା ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଦିନେଶ କାର୍ତ୍ତିକ ପାକିସ୍ତାନ ଟିମ୍‌ର ଅଧିନାୟକ ବାବର ଆଜମଙ୍କୁ ନେଇ ଦେଇଛନ୍ତି ବଡ଼ ବୟାନ। ସେ ଖୁବ୍‌ଶୀଘ୍ର ତିନୋଟି ଯାକ ଫର୍ମାଟରେ ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ ହେବେ ବୋଲି କାର୍ତ୍ତିକ ଭବିଷ୍ୟବାଣୀ…

ସମବାୟ ନିର୍ବାଚନ: ୧୦୩ ନାମାଙ୍କନ ପତ୍ର ଦାଖଲ

ଜମନକିରା,୨୭ା୫(ଡି.ଏନ.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକରେ ଥିବା ୩ଟି ଲ୍ୟାମ୍ପ୍‌ସରେ ମୋଟ ୧୦୩ଜଣ ପ୍ରାର୍ଥୀ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୂଚନା ଅନୁସାରେ, ପ୍ରତ୍ୟେକ ଲାମ୍ପ୍‌ସକୁ ୧୫ଟି ନିର୍ବାଚନ ମଣ୍ଡଳୀରେ ବିଭକ୍ତ କରାଯାଇ ନିିର୍ବାଚନ ପ୍ରକ୍ରିୟା ହେଉଛି। ଧାର୍ଯ୍ୟ ତାରିଖ ଅନୁଯାୟୀ…

ମହଙ୍ଗା ପଡ଼ିଲା ଫେସ୍‌ବୁକ ପ୍ରେମ: ଛଦ୍ମବେଶୀ ଯୁବକଙ୍କ ଚୁଟି କାଟିଦେଲେ ଗ୍ରାମବାସୀ

ବାସୁଦେବପୁର, ୨୭।୫(ଡି.ଏନ.ଏ.): ଫେସ୍‌ବୁକରୁ ପ୍ରେମ ଓ ପରେ ବିବାହ। ଜଣେ ଛଦ୍ମବେଶୀ ଯୁବକଙ୍କୁ ମହଙ୍ଗା ପଡ଼ିଛି ପ୍ରେମ କରିବା କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲାରେ। ସୂଚନାଯୋଗ୍ୟ, ଜମ୍ବୁ ରାମନଗର ଗ୍ରାମର ମେଘନା ଓରଫ ମେଘନାଦ ମଣ୍ଡଳ ନିଜକୁ…

ବ୍ୟାଙ୍କ ଋଣ ଶୁଝିବା ଆଳରେ ଠକେଇ, ୨ ଗିରଫ

ବ୍ରହ୍ମପୁର ଅଫିସ,୨୭ା୫: ମାଲିକଙ୍କ ମୃତ୍ୟୁ ପରେ ବ୍ୟାଙ୍କ ଋଣ ଶୁଝିବା ଆଳରେ ଗ୍ୟାରେଜ ଓ ସ୍ପେୟାର ପାର୍ଟସ ଦୋକାନର ଚାବି ନେଇ ୬୦ଲକ୍ଷ ଟଙ୍କାର ସାମଗ୍ରୀ ବିକ୍ରି କରି ଟଙ୍କା ଠକି ନେଇଥିବା ଅଭିଯୋଗରେ ପୋଲିସ ୨ଜଣଙ୍କୁ ଗିରଫ କରିଛି। ସେମାନେ…

ଓ୍ବାଙ୍ଖଡେଙ୍କ ଅଡ଼ୁଆ ବଢ଼ିଲା, ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଲାଗି କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ

ମୁମ୍ବାଇ,୨୭।୫: ମୁମ୍ବାଇ କ୍ରୁସ ଡ୍ରଗ୍ସ ମାମଲାରେ ବଲିଉଡ ଅଭିନେତା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଖାଁଙ୍କୁ କ୍ଲିନ୍‌ଚିଟ୍‌ ମିଳିବା ପରେ ପୂର୍ବତନ ଏନ୍‌ସିବି ଅଧିକାରୀ ସମୀର ୱାଙ୍ଖଡେଙ୍କ ଅଡ଼ୁଆ ବଢ଼ିଛି। ମାମଲାରେ ଉଚିତ୍‌ ତଦନ୍ତ ହୋଇ ନ ଥିବାରୁ ୱାଙ୍ଖଡ଼େଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?