ବିଶ୍ୱ ରେକର୍ଡ ସାଙ୍ଗକୁ କପିଲ ଦେବଙ୍କୁ ପଛରେ ପକାଇଲେ
ମୋହାଲି,୫।୩: ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟରେ ଦମଦାର ବ୍ୟାଟିଂ କରିଛନ୍ତି । ପ୍ରଥମ ଇନିଂସରେ ଅପରାଜିତ ୧୭୫ ରନ୍ର ଇନିଂସ ଖେଳି ଜାଡେଜା ଏକାଧିକ ରେକର୍ଡ ନିଜ ନାମରେ କରିଛନ୍ତି । ସେ କିମ୍ବଦନ୍ତୀ କ୍ରିକେଟର…
ନେତାଙ୍କ ପୁଅ ବିବାହ ଭୋଜି ଖାଇ ୧୨୦୦ରୁ ଅଧିକ ହସ୍ପିଟାଲରେ ଭର୍ତ୍ତି…
ମେହସାଣା, ୫।୩ : ଗୁଜରାଟ ମେହସାଣା ଜିଲାର କଂଗ୍ରେସ ନେତାଙ୍କ ପୁଅ ବିବାହ ଭୋଜି ଖାଇ ୧୨୦୦ରୁ ଅଧିକ ଲୋକ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ବିସମନଗର ଥାନା ପକ୍ଷରୁ କୁହାଯାଇଛି ଯେ, ଶୁକ୍ରବାର ରାତିରେ ସାଓ୍ବଲା ଗାଁରେ ହୋଇଥିବା…
ମୃତ୍ୟୁ ପୂର୍ବର କେଇ ଘଣ୍ଟା; ଓ୍ବର୍ନଙ୍କୁ ବଞ୍ଚାଇବାକୁ ସଂଘର୍ଷ କରିଥିଲେ ହେଁ…
ନୂଆଦିଲ୍ଲୀ,୫।୩: ଅଷ୍ଟ୍ରେଲିଆର କିମ୍ବଦନ୍ତୀ କ୍ରିକେଟର ଶେନ ୱର୍ନଙ୍କ ଅକାଳ ବିୟୋଗ ପୂରା କ୍ରିକେଟ ଜଗତକୁ ସ୍ତବ୍ଧ କରିଦେଇଛି । ମାତ୍ର ୫୨ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି ସେ । ଥାଇଲ୍ୟାଣ୍ଡକୁ ଛୁଟି କାଟିବାକୁ ଯାଇଥିବା ବେଳେ ଓ୍ବର୍ନ ହୃଦଘାତରେ…
ନଦୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୪ ନାବାଳିକା
ରାଉରକେଲା ଅଫିସ,୫ା୩: ରାଉରକେଲାସ୍ଥିତ ପାନପୋଷ ବ୍ରାହ୍ମଣୀ ଘାଟିରେ ଗାଧୋଇବାକୁ ଯାଇ ୪ ନାବାଳିକା ବୁଡ଼ି ଯାଇଛନ୍ତି। ପାଟି ଶୁଣି ନିକଟରେ ଥିବା ସ୍ଥାନୀୟ କିଛି ଲୋକ ଦୌଡ଼ି ଆସିଥିଲେ। ନଦୀ ଭିତରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଜଣେ ନାବାଳିକା…
୬୬ ହଜାର ୟୁକ୍ରେନ୍ବାସୀ ରୁଷିଆ ସହିତ ଲଢ଼ିବା ପାଇଁ ସ୍ବଦେଶ ଫେରିଲେ…
କ୍ୱିଭ୍, ୫।୩ : ୟୁକ୍ରେନ୍ରେ ରୁଷିଆ ପାଇଁ ବାଧା ସାଜିଛନ୍ତି ୟୁକ୍ରେନ୍ର ସାଧାରଣ ନାଗରିକ। ଆଖିରେ ଲୁହ, ମନରେ କୋହ ଥିଲେ ବି ମାତୃଭୂମିର ସୁରକ୍ଷା ପାଇଁ ସେମାନେ ହାତରେ ଅସ୍ତ୍ର ଧରିବାରେ ଲାଗିଛନ୍ତି। ଦିନକୁ ଦିନ ଏଭଳି ନାଗରିକଙ୍କ ସଂଖ୍ୟା…
ଜେଲେନସ୍କିଙ୍କ ହାତ ଛାଡ଼ିଲା ନାଟୋ…
କ୍ୱିଭ୍, ୫।୩ : ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କୁ ବଡ଼ ଝଟ୍କା ଲାଗିଛି। ନାଟୋ ନୋ ଫ୍ଲାଏ ଜୋନ୍ ଘୋଷଣା କରିବାକୁ ମନା କରିଛି। ଫଳରେ ଜେଲେନସ୍କି ଏବେ ଅଡୁଆରେ ପଡ଼ିଛନ୍ତି। ଜେଲେନସ୍କି କହିଛନ୍ତି ଯେ, ଏହା ଦ୍ୱାରା ୟୁକ୍ରେନ୍ର ସମସ୍ତ…
ଘରେ ପଶି ଆଖିବୁଜା ଗୁଳି ଚଳାଇଲେ, ସ୍ବାମୀ ମୃତ; ସ୍ତ୍ରୀ-ପୁଅ ଆହତ
ମହାକାଳପଡ଼ା,୫ା୩(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ଅଳାଇଲୋ ପଞ୍ଚାୟତ ବବକରପୁର ଗ୍ରାମର ଅରବିନ୍ଦ ମିଶ୍ରଙ୍କ ଘରେ ଶନିବାର ଅପରାହ୍ନର ଦୁଇ ଦୁର୍ବୃତ୍ତ ଅତର୍କିତ ଗୁଳି ଚାଳନା କରିଥିଲେ। ଏଥିରେ ଅରବିନ୍ଦଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସ୍ତ୍ରୀ ମୀନତି ଏବଂ…
ଜାଡେଜାଙ୍କ ଯାଦୁ: ୫୭୪ରେ ପାଳି ଘୋଷଣା କଲା ଭାରତ
ମୋହାଲି,୫।୩: ତିନି ମାସ ପରେ ଟେଷ୍ଟ ମ୍ୟାଚ୍ ଖେଳୁଥିବା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଶ୍ରୀଲଙ୍କା ବିପକ୍ଷ ମୋହାଲି ଟେଷ୍ଟରେ ଜବରଦସ୍ତ ବ୍ୟାଟିଂ କରିଛନ୍ତି । ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ଜାଡେଜା ୨୨୮ ବଲ୍ରେ ରେକର୍ଡ ୧୭୫ ରନ କରିଛନ୍ତି ।…
ଗଞ୍ଜାମ ଏନ୍ଏସିରେ କାଉନସିଲର ପ୍ରାର୍ଥୀଙ୍କ ନାମ ଘୋଷଣା କଲା ବିଜେଡି
ଗଞ୍ଜାମ,୫ା୩(ଡି.ଏନ୍.ଏ.): ଗଞ୍ଜାମ ଏନ୍ଏସିରେ ଆଗାମୀ ପୌର ନିର୍ବାଚନ ପାଇଁ ଚେୟାରମ୍ୟାନ ଓ କାଉନସିଲର ପ୍ରାର୍ଥୀଙ୍କ ନାମ ଶନିବାର ଘୋଷଣା କରିଛନ୍ତି ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରା। ଗଞ୍ଜାମ ସହର ଓ୍ବାର୍ଡ ନଂ ୧ରେ ଝୁଲି ପାତ୍ର ଚେୟାରମ୍ୟାନ ପ୍ରାର୍ଥୀ ହୋଇଛନ୍ତି।…
ପୁଟିନ୍ଙ୍କ ଅସ୍ତ୍ରବିରତି ପଛରେ ମୋଦିଙ୍କ ହାତ…
ନୂଆଦିଲ୍ଲୀ, ୫।୩ : ରୁଷିଆ ୟୁକ୍ରେନ୍ର ମାରିଓପୋଲ ଏବଂ ଭଲଭୋନାଖାରେ ଅସ୍ତ୍ରବିରତି ଘୋଷଣା କରିଛି। ଗୋଟିଏ ଦିନ ପୂର୍ବରୁ ଅସ୍ତ୍ରବିରତି ଘୋଷଣା କରିବାକୁ ଭାରତ ଅନୁରୋଧ କରିଥିଲା। ଯାହା ଦ୍ୱାରା ପ୍ରାୟ ୩୦୦୦ ଭାରତୀୟ ନାଗରିକଙ୍କୁଏୟାର ଲିଫ୍ଟ କରାଯାଇପାରିବ। ବିଶେଷକରି ପୂର୍ବ…
ୟୁକ୍ରେନ୍ ଫେରନ୍ତା ମେଡ଼ିକାଲ ଛାତ୍ରୀଛାତ୍ରଙ୍କ ପାଇଁ ଏଫ୍ଏମ୍ଜିଇରେ ପରିବର୍ତ୍ତନ ଆଣିବେ କେନ୍ଦ୍ର ସରକାର, ଆଲୋଚନା ଜାରି…
ନୂଆଦିଲ୍ଲୀ,୫।୩ : ୟୁକ୍ରେନରୁ ସ୍ବଦେଶ ଫେରିଥିବା ଭାରତୀୟ ଡାକ୍ତରୀ ଛାତ୍ରୀଛାତ୍ରମାନଙ୍କୁ ଭାରତର କଲେଜଗୁଡ଼ିକରେ ଅଧ୍ୟୟନ କରିବା ପାଇଁ କେନ୍ଦ୍ର ଜାତୀୟ ମେଡିକାଲ କମିଶନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଆଲୋଚନା କରୁନ୍ତି। ଯାହା ଦ୍ୱାରା ସେମାନଙ୍କର ଅଧ୍ୟୟନ ଜାରି ରହି…
ବିମାନ ବନ୍ଦରରେ ଜନ୍ମଦିନ ପାଳିଲେ ୟୁକ୍ରେନରୁ ଫେରିଥିବା ଛାତ୍ର
ନୂଆଦିଲ୍ଲୀ,୫।୩: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଥମିବାର ନାଁ ନେଉନି। ଇତିମଧ୍ୟରେ ଯୁଦ୍ଧ ଅଞ୍ଚଳରେ ଫସି ରହିଥିବା ଭାରତୀୟ ଛାତ୍ର ଓ ନାଗରିକଙ୍କ ଉଦ୍ଧାର କାର୍ଯ୍ୟ ରହିଛି। ସ୍ବଦେଶକୁ ଫେରିବା ପରେ ଛାତ୍ର ଓ ତାଙ୍କ ପରିବାର ମଧ୍ୟରେ…
Archives


