ଘୋଷ୍ଟ ଗନ୍ ସଂସ୍କୃତି ଆମେରିକାରେ ବୃଦ୍ଧି ପାଉଛି, ଅନ୍ଲାଇନ୍ରୁ କିଣୁଛନ୍ତି ଛୋଟ ପିଲା…
ଓ୍ବାଶିଂଟନ, ୨୫।୫ : ମଙ୍ଗଳବାର ଦିନ ଆମେରିକାର ଟେକ୍ସାସର ଏକ ପ୍ରାଥମିକ ବିଦ୍ୟାଳୟରେ ଜଣେ ୧୮ ବର୍ଷ ବୟସ୍କ ଯୁବକ ଏକେ-୪୭ ରାଇଫଲରୁ ଗୁଳି ଚଳାଇ ୧୮ ଜଣ ପିଲାଙ୍କୁ ହତ୍ୟା କରିଛନ୍ତି। ଏଥିରେ ୩ ଜଣ ଶିକ୍ଷକଙ୍କର ମଧ୍ୟ ମୃତ୍ୟୁ…
ବେଆଇନ ପାର୍କିଂ ଉଠାଇବା ସହ କ୍ଷତିପୂରଣ ଦାବିରେ ଉତ୍ତେଜିତ ଲୋକଙ୍କ ରାସ୍ତାରୋକୋ
ପାଟଣା,୨୫।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କ୍ଷୀରେଇ ଟାଙ୍ଗିରି ଦେଇ ଯାଇଥିବା ମୁମ୍ବାଇ କୋଲକତା-୪୯ ନମ୍ବର ଜାତୀୟ ରାଜପଥର ଟୋଲଗେଟ ନିକଟରେ ବୁଧବାର ଉତ୍ତେଜନା ଦେଖାଦେଇଛି। ଟାଲଗେଟ ନିକଟରେ ଶତାଧିକ ଲୋକ ଧାରଣା ଦେଇ ୪୯ ନମ୍ବର ଜାତୀୟ ରାଜପଥକୁ ଅବରୋଧ…
ଓ୍ବାଲର୍ଡ ହେଲ୍ଥ ଆସେମ୍ବ୍ଲି ମୁଖ୍ୟ କମିଟିର ଅଧ୍ୟକ୍ଷ ହେଲେ ରାଜେଶ ଭୂଷଣ
ନୂଆଦିଲ୍ଲୀ,୨୫।୫:କେନ୍ଦ୍ରୀୟ ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣଙ୍କୁ ୭୫ତମ ଓ୍ବାଲର୍ଡ ହେଲ୍ଥ ଆସେମ୍ବ୍ଲି ମୁଖ୍ୟ କମିଟିର ଅଧ୍ୟକ୍ଷ ଭାବେ ବଛାଯାଇଛି। ବୈଶ୍ୱିକ ସ୍ବାସ୍ଥ୍ୟ ସଦସ୍ୟଙ୍କ ସହ ପ୍ରସାଶନିକ ଏବଂ ଅର୍ଥ ସମ୍ବନ୍ଧୀୟ ଆଲୋଚନା ଉକ୍ତ କମିଟିର ମୁଖ୍ୟ ଉଦ୍ଦେଶ୍ୟ। ଡବ୍ଲ୍ୟୁଏଚ୍ଓ ପକ୍ଷରୁ ବାର୍ଷିକ…
ଭାଜପା ନେତାଙ୍କ ହତ୍ୟା ଘଟଣା: ସ୍ବତନ୍ତ୍ର ଟିମ୍ ଗଠନ
ଚେନ୍ନାଇ,୨୫।୫: ଚେନ୍ନାଇର ଭାଜପା ନେତା ବାଲଚନ୍ଦ୍ରଙ୍କୁ ମଙ୍ଗଳବାର ସନ୍ଧ୍ୟାରେ ୩ ଜଣ ଦୁର୍ବୃତ୍ତ ହତ୍ୟା କରିଛନ୍ତି। ସେ ଚେନ୍ନାଇ ଭାଜପା ସେଣ୍ଟ୍ରାଲ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଧ୍ୟକ୍ଷ ଥିଲେ। ଚିନ୍ତାଦ୍ରିପେଟ୍ଠାରେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଗୁରୁତର ଅବସ୍ଥାରେ…
ପୂଜାସ୍ଥଳ ଅଧିନିୟମ-୧୯୯୧କୁ ଚ୍ୟାଲେଞ୍ଜ କରି ସୁପ୍ରିମ୍କୋର୍ଟରେ ପିଟିଶନ…
ନୂଆଦିଲ୍ଲୀ, ୨୫।୫ : କାଶୀର ପ୍ରସିଦ୍ଧ ଜ୍ଞାନବାପି ମାମଲାର ଶୁଣାଣି ବାରାଣସୀ ଜିଲା କୋର୍ଟରେ ଜାରି ରହିଛି। ଏପରିସ୍ଥଳେ କାଶୀର ଜଣେ ସାଧୁ ସୁପ୍ରିମକୋର୍ଟରେ ପୂଜାସ୍ଥଳ ଅଧିନିୟମ-୧୯୯୧କୁ ଚ୍ୟାଲେଞ୍ଜ କରିଛନ୍ତି। ଅଲ ଇଣ୍ଡିଆର ସନ୍ଥ ସମିତିର ସାଧାରଣ ସମ୍ପାଦକ ଜିତେନ୍ଦ୍ରାନନ୍ଦ ସରସ୍ବତୀ…
ଆଇନକୁ ମାନୁଥିବା ବ୍ୟକ୍ତି ହିଁ ଅଧିକାରର ଦାବି କରିପାରିବେ, ସୁପ୍ରିମ୍କୋର୍ଟଙ୍କ କଡ଼ା ଟିପ୍ପଣୀ…
ନୂଆଦିଲ୍ଲୀ, ୨୫।୫ : ମୌଳିକ ଅଧିକାର ନାମରେ, ଯେକୌଣସି ସୁରକ୍ଷା କବଚ କେବଳ ସେହି ଲୋକମାନଙ୍କ ପାଇଁ ଉପଲବ୍ଧ ହୋଇପାରିବ ଯେଉଁମାନେ ଆଇନକୁ ଅନୁସରଣ କରନ୍ତି ଏବଂ ଆଇନଗତ ପ୍ରକ୍ରିୟାକୁ ସମ୍ମାନ ପ୍ରଦାନ କରନ୍ତି। ଏକ ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ…
ଆମେରିକା ସ୍କୁଲର କଳା ଇତିହାସ, ୨୩ ବର୍ଷରେ ୯ ଗୁଳିକାଣ୍ଡରେ ୧୫୧ ଜଣଙ୍କ ମୃତ୍ୟୁ…
ଓ୍ବାଶିଂଟନ, ୨୫।୫ : ଆମେରିକାର ଟେକ୍ସାସର ରୋବ ଏଲିମେଣ୍ଟାରୀ ସ୍କୁଲରେ ଜଣେ ୧୮ ବର୍ଷ ବୟସ୍କ ଯୁବକ ଗୁଳି ଚଳାଇଛନ୍ତି। ଏହି ଘଟଣାରେ ଏପର୍ଯ୍ୟନ୍ତ ୨୧ ଜଣଙ୍କ ମୃତ୍ୟୁ ଘଟିଛି। କୁହାଯାଉଛି ଯେ ଗତ ପାଞ୍ଚ ବର୍ଷ ମଧ୍ୟରେ ଏପର୍ଯ୍ୟନ୍ତ ଏହା…
ଭ୍ରମଣ-ପର୍ଯ୍ୟଟନ ସୂଚକାଙ୍କରେ ୮ ସ୍ଥାନ ତଳକୁ ଖସିଲା ଭାରତ…
ନୂଆଦିଲ୍ଲୀ/କ୍ଲୋଗନୀ, ୨୫।୫ : ଭ୍ରମଣ ଏବଂ ପର୍ଯ୍ୟଟନ ପାଇଁ ସବୁଠାରୁ ଅନୁକୂଳ ଦେଶ ଦୃଷ୍ଟିରୁ ଭାରତ ପର୍ଯ୍ୟଟନ ସୂଚକାଙ୍କରେ ୮ ସ୍ଥାନ ତଳକୁ ଖସିଛି। ଏହା ୫୪ ତମ ସ୍ଥାନକୁ ଖସି ଆସିଛି। ଏହାପୂର୍ବରୁ ୨୦୧୯ରେ ଭାରତ ୪୬ ତମ ସ୍ଥାନ…
କଟକଣାକୁ ବେଖାତିର, ପୁଣି କ୍ଷେପଣାସ୍ତ୍ର ପରୀକ୍ଷା କଲେ କିମ୍…
ସିଓଲ/ପୋଙ୍ଗୟାଙ୍ଗ, ୨୫।୫ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ଆଣବିକ ଅସ୍ତ୍ରଶସ୍ତ୍ର ପରୀକ୍ଷଣ କଟକଣାକୁ ବେଖାତିର କରିବାରେ ଲାଗିଛନ୍ତିି। ଏହି ମର୍ମରେ ସେ ପୁଣି କ୍ଷେପଣାସ୍ତ୍ର ପରୀକ୍ଷା କରିଛନ୍ତି। ଏନେଇ ଦକ୍ଷିଣ କୋରିଆର ସୈନ୍ୟବାହିନୀ ପକ୍ଷରୁ ସୂଚନା…
ଦୈନିକ ସଂକ୍ରମଣ ପୁଣି ବଢ଼ିଲା, ମୃତ୍ୟୁ ସଂଖ୍ୟା ୨୦ ତଳେ…
ନୂଆଦିଲ୍ଲୀ, ୨୫।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…
ଘେବ୍ରେୟସ୍ ଡବ୍ଲ୍ୟୁଏଚ୍ଓ ମୁଖ୍ୟ ଭାବେ ପୁନଃନିର୍ବାଚିତ
ଜେନେଭା,୨୫ା୫: ପ୍ରଥମ ଆଫ୍ରିକୀୟ ଭାବେ ଟେଡ୍ରୋସ୍ ଅଧନୋମ୍ ଘେବ୍ରେୟସ୍(୫୭) ଦ୍ୱିତୀୟ ଥର ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ମୁଖ୍ୟ ନିର୍ବାଚିତ ହୋଇଛନ୍ତି। ଡବ୍ଲ୍ୟୁଏଚ୍ଓର ୧୬୦ ସଦସ୍ୟଙ୍କ ମଧ୍ୟରୁ ସେ ୧୫୫ ଭୋଟ୍ ପାଇଥିବା ଜଣାପଡ଼ିଛି। ଏପରି ସମର୍ଥନ ପାଇଁ ସେ…
ମେକ୍ସିକୋରେ ଗୁଳିକାଣ୍ଡ: ୧୧ ମୃତ
ମେକ୍ସିକୋ ସିଟି,୨୫।୫:ମେକ୍ସିକୋର ଗୌନାଜୁଆଟୋ ରାଜ୍ୟ ଅନ୍ତର୍ଗତ ସେଲାୟା ସହରରେ ମଙ୍ଗଳବାର ରାତିରେ ପ୍ରାୟ ୧୫ଜଣ ବନ୍ଧୁକଧାରୀ ହୋଟେଲ ଓ ବାର୍ରେ ପଶି ଆଖିବୁଜା ଗୁଳି ଚଳାଇବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିବା ସହ ୫ ଜଣ ଆହତ ହୋଇଛନ୍ତି। ସେମାନେ ହୋଟେଲର…

