ନିର୍ବାଚନ ପରବର୍ତ୍ତୀ ହିଂସା: କାର୍ ଜାଳିଦେଲେ ଦୁର୍ବୃତ୍ତ
ଖୋର୍ଦ୍ଧା ଅଫିସ,୪ା୩: ଖୋର୍ଦ୍ଧା ବ୍ଲକ କାଇପଦର ଗ୍ରାମରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି। ବିଜୟୀ ସରପଞ୍ଚଙ୍କ ସମ୍ପର୍କୀୟ ମାନସ ରଞ୍ଜନ ରାଉତରାୟଙ୍କ କାର୍ରେ ବୁଧବାର ରାତିରେ କେତେଜଣ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛନ୍ତି। ଗ୍ରାମବାସୀଙ୍କଠାରୁ ଖବର ପାଇ ଅଗ୍ନିଶମ କର୍ମଚାରୀ…
ପରମାଣୁ ପ୍ଲାଣ୍ଟ କବ୍ଜା କଲା ରୁଷିଆ
କ୍ୱିଭ୍,୪।୩: ରୁଷିଆ ସୈନ୍ୟବାହିନୀ ୟୁକ୍ରେନର ଜାପୋରିଜିଆ ପରମାଣୁ ପାଓ୍ବାର ପ୍ଲାଣ୍ଟକୁ କବ୍ଜା କରି ନେଇଛି। ଏହାପୂର୍ବରୁ ରୁଷିଆ ସେନା ଏହାକୁ ବୋମାମାଡ଼ କରିଥିଲା, ଏହା ପରେ ପ୍ଲାଣ୍ଟ ପରିସରରେ ଧୂଆଁ ବାହାରୁଥିଲା। ଆମେରିକା, ବ୍ରିଟେନ ଇତ୍ୟାଦି ଏହା ଉପରେ ଉଦବେଗ ପ୍ରକାଶ…
ପ୍ରାର୍ଥତ୍ପତ୍ର ଦାଖଲ କଲେ ୪ କର୍ପୋରେଟର ପ୍ରାର୍ଥୀ
ଭୁବନେଶ୍ୱର,୪ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନ ପାଇଁ ଗୁରୁବାର ୪ ଜଣ ପ୍ରାର୍ଥୀ ମନୋନୟନପତ୍ର ଦାଖଲ କରିଛନ୍ତି । ବୁଧବାର ମେୟର ପଦବୀ ପାଇଁ ୫ ଜଣ ପ୍ରାର୍ଥୀ ମନୋନୟନ ଫର୍ମ ନେଇଥିବା ବେଳେ ଗୁରୁବାର ଆଉ ୩ ଜଣ ଫର୍ମ…
୩ ଭଉଣୀଙ୍କ ପ୍ରେମରେ ପଡିଲେ ଜଣେ ଯୁବକ: ଆଉ ତା’ପରେ
କିନ୍ସାସା,୪।୩: ଆଫ୍ରିକୀୟ ଦେଶ କାଙ୍ଗୋରେ ଏକ ଏକ ନିଆରା ଘଟଣା ଘଟିଛି। ଏଠାରେ ତିନି ଭଉଣୀ ଜଣେ ବରକୁ ସହିତ ବିବାହ କରିଛନ୍ତି। ତିନି ଭଉଣୀଙ୍କୁ ବିବାହ କରିଥିବା ବ୍ୟକ୍ତିଙ୍କ ନାମ ଲୁୱିଜୋ। ତାଙ୍କର ବୟସ ୩୨ ବର୍ଷ। ଲୁଭିଜୋ ନତାଶା,…
ଏହି କୁନି ଝିଅ ଏବେ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣାଶୁଣା ଅଭିନେତ୍ରୀ, ଚିହ୍ନିଲେ ଦେଖି
ମୁମ୍ବାଇ: ସୋସିଆଲ ମିଡିଆ ଏମିତି ଏକ ପ୍ଲାଟଫର୍ମ, ଯେଉଁଠାରେ ପ୍ରତିଦିନ କିଛି ନା କିଛି ଫଟୋ ଏବଂ ଭିଡିଓ ଭାଇରାଲ ହୋଇଥାଏ। ଅନେକ ଥର ସେଲିବ୍ରିଟିଙ୍କ ଫଟୋ ମଧ୍ୟ ଭାଇରାଲ ହୋଇଥାଏ। ଯେଉଁ ଫଟୋକୁ ସେମାନଙ୍କ ପ୍ରିୟ ପ୍ରଶଂସକମାନେ ଚିହ୍ନିପାରନ୍ତି ନାହିଁ।…
ଗର୍ଭବତୀ ମହିଳାଙ୍କ ପରି ବଢୁଥିଲା ଏହି ବ୍ୟକ୍ତିଙ୍କ ପେଟ, କାରଣ ଜାଣି ଡାକ୍ତର ହେଲେ ଆଶ୍ଚର୍ଯ୍ୟ
ମାନବ ଶରୀର ଅତ୍ୟନ୍ତ ଅଜବ। ଆହୁରି ଅଦ୍ଭୁତ ଏବଂ ଆଶ୍ଚର୍ଯ୍ୟର ବିଷୟ ହେଉଛି ଯଦି ଜଣେ ପୁରୁଷଙ୍କ ପେଟ ଗର୍ଭବତୀ ମହିଳାଙ୍କ ପରି ବଢ଼ିଚାଲେ। ସେମିତି ଏକ ଅଦ୍ଭୁତ କଥା ଦେଖିବାକୁ ମିଳିଛି ଇଂଲଣ୍ଡର ଜଣେ ପୁରୁଷଙ୍କଠାରେ। ତାଙ୍କ ପେଟ ଧିରେ…
ସବୁ ରାଗ ଭୁଲି କୋହଲିଙ୍କୁ ନେଇ ଏମିତି କହିଲେ ଗାଙ୍ଗୁଲି
ମୋହାଲି,୪।୩: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଶୁକ୍ରବାର ଠାରୁ ମୋହାଲିରେ ପ୍ରଥମ ଟେଷ୍ଟ ଆରମ୍ଭ ହୋଇଛି। ବିରାଟ କୋହଲିଙ୍କ ପାଇଁ ସ୍ବତନ୍ତ୍ର ହେବ। ଏହା ତାଙ୍କ କ୍ୟାରିୟରର ୧୦୦ ତମ ଟେଷ୍ଟ ହେବ। ବହୁ ପୂର୍ବତନ ଭେଟେରାନ ଖେଳାଳି କୋହଲିଙ୍କୁ ଅଭିନନ୍ଦନ…
ରୋମାନିଆ ମେୟର-ବିମାନ ଚଳାଚଳ ମନ୍ତ୍ରୀ ମୁହାଁମୁହିଁ
ରୋମାନିଆ,୪ା୩: ଭାରତର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଓ ରୋମାନିଆର ମେୟର ମୁହାଁମୁହିଁ ହୋଇଛନ୍ତି। ୟୁକ୍ରେନରେ ଫସିଥିବା ଭାରତୀୟ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର ପାଇଁ ‘ଅପରେଶନ ଗଙ୍ଗା’କୁ ଜୋର୍ଦାର କରାଯାଇଛି। ଏହି ପ୍ରକ୍ରିୟାରେ ୟୁକ୍ରେନରୁ ଆସି ରୋମାନିଆରେ ପହଞ୍ଚିଥିବା ଭାରତୀୟଙ୍କୁ…
ଥମୁଛି ସଂକ୍ରମଣ, କମୁନି ମୃତ୍ୟୁ ସଂଖ୍ୟା
ନୂଆଦିଲ୍ଲୀ,୪।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬ ହଜାର ୩୯୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୪୨ଙ୍କ ମୃତ୍ୟୁ ଘଟିଛି।…
ବିରାଟଙ୍କୁ ଖାସ୍ ଉପହାର ଦେଲେ ଦ୍ରାବିଡ
ମୋହାଲି,୪।୩:ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ମୋହାଲିରେ ଖେଳାଯାଉଛି। ଏହା ହେଉଛି ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ୧୦୦ ତମ ମ୍ୟାଚ। ଏହି ସଫଳତା ହାସଲ କରିବାରେ ସେ ହେଉଛନ୍ତି ଦ୍ୱାଦଶ ଭାରତୀୟ ଖେଳାଳି। ବିରାଟଙ୍କ…
ପ୍ରସିଦ୍ଧ କ୍ରିକେଟର୍ଙ୍କ ପରଲୋକ
ସିଡନୀ,୪।୩: ଅଷ୍ଟ୍ରେଲିଆର କିମ୍ବଦନ୍ତୀ ଉଇକେଟ କିପର ରୋଡ ମାର୍ଶଙ୍କ ପରଲୋକ ଘଟିଛି। ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା। ନିକଟରେ ହୃଦଘାତ ଯୋଗୁ ସେ କୋମାରେ ଥିଲେ। ମାର୍ଶ ୩୫୫ ଉଇକେଟ୍ ନେଇଛନ୍ତି, ଯାହା ତାଙ୍କ ଅବସର ପର୍ଯ୍ୟନ୍ତ ଏକ ବିଶ୍ୱ…
ଆଉ ୬ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୪ା୩(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁରେ ବ୍ରେକ୍ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ୩…
Archives


