ସ୍କୁଲରୁ ଅଲିମ୍ପିକ୍ସ ପ୍ରସ୍ତୁତି
ଭୁବନେଶ୍ୱର,୨୫।୫(ବ୍ୟୁରୋ): ପାଠଶାଳାରୁ ଆରମ୍ଭ ହେବ ଅଲିମ୍ପିକ୍ସ ପ୍ରସ୍ତୁତି। ଛାତ୍ରୀଛାତ୍ର ସ୍କୁଲ ସମୟରୁ ଅଲିମ୍ପିକ୍ସର ମୂଲ୍ୟ ବୁଝିବେ। ସ୍କୁଲରେ ଦିଆଯିବ ଅଲିମ୍ପିକ୍ସ ମୂଲ୍ୟବୋଧ ଶିକ୍ଷା। ଆମେରିକା, ଚାଇନା ଓ ଜାପାନ ଭଳି ଓଡ଼ିଶାରୁ ଅଲିମ୍ପିକ୍ସ ବିଜେତା ବାହାରିବେ। ଆସନ୍ତା ୨୦୨୮ ଅଲିମ୍ପିକ୍ସକୁ ଦୃଷ୍ଟିରେ…
ମାଉସୀ ମା’ ଛକରେ ଯୁବକଙ୍କୁ ଛୁରାମାଡ଼
ପୁରୀ ଅଫିସ, ୨୫।୫: ମଙ୍ଗଳବାର ରାତିରେ ଅଶାନ୍ତ ହୋଇପଡ଼ିଛି ପର୍ଯ୍ୟଟନର ସହର ପୁରୀ॥ ଏମାର ମଠ ଚକଡ଼ାରେ ଶ୍ରୀଲୋକନାଥ ମନ୍ଦିରର ଜଣେ ସେବାୟତଙ୍କୁ ଗୁଳି କରି ହତ୍ୟା କରାଯିବାର କିଛି ସମୟ ପରେ ଜଣେ ଯୁବକଙ୍କୁ ଛୁରାମାଡ଼ କରାଯାଇଛି। ଛୁରାମାଡ଼ର ଶିକାର…
ଶ୍ରୀମନ୍ଦିର ନିକଟରେ ସେବାୟତଙ୍କୁ ଗୁଳି
ପୁରୀ ଅଫିସ,୨୫।୫: ପ୍ରାୟ ୨ ମାସ ପରେ ପୁରୀରେ ମଙ୍ଗଳବାର ଗୁଳିମାଡ଼ରେ ପୁଣି ଜଣେ ସେବାୟତଙ୍କ ମୁଣ୍ଡ ଗଡ଼ିଛି। ଶ୍ରୀମନ୍ଦିର ସିଂହଦ୍ୱାରଠାରୁ ୧୦ ମିଟର ଦୂର ଏମାର ମଠ ଚକଡ଼ାରେ ଘଟିଛି ଏହି ଘଟଣା। ୨ଜଣ ଦୁର୍ବୃତ୍ତ ପୁରୀ ତଳୁଚ୍ଛ ସାହିର…
ଟେକ୍ସାସ ଗୁଳିକାଣ୍ଡରେ ୨୧ ମୃତ, ୩ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କଲେ ରାଷ୍ଟ୍ରପତି
ଟେକ୍ସାସ,୨୫ ।୫: ଆମେରିକାର ଟେକ୍ସାସରେ ଥିବା ଏକ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ସକାଳେ(ସ୍ଥାନୀୟ ସମୟ ଅନୁସାରେ) ଜଣେ ୧୮ ବର୍ଷିୟ ବାଳକ ହଠାତ୍ ଆଖିବୁଜା ଗୁଳିଚାଳନା କରିବାରୁ ୧୮ ଜଣ ଶିଶୁ ଓ ୩ ଜଣ ବୟସ୍କଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି…
ଜିଟିର ଲଢୁଆ ବ୍ୟାଟିଂ, ୭ ୱିକେଟରେ ବିଜୟୀ…
କୋଲକାତା, ୨୪।୫ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣର ପ୍ରଥମ କ୍ୱାଲିଫାୟର ମ୍ୟାଚ୍ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ରାଜସ୍ଥାନ ରୟାଲର୍ସ(ଆର୍ଆର୍) ବିପକ୍ଷରେ ବିଜୟ ହାସଲ କରିଛି । ଧାର୍ଯ୍ୟ ୧୮୯ ରନ୍ ଲକ୍ଷ୍ୟର ପିଛା କରି ଜିଟି ଲଢୁଆ ବ୍ୟାଟିଂ କରି…
ଭାଜପାରେ ଯୋଗଦେଲେ ଏଏପି ନେତା ଅଜୟ କୋଠିୟାଲ
ଡେରାଡୁନ୍,୨୪।୫: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନରେ ଆମ୍ ଆଦ୍ମୀ ପାର୍ଟି (ଏଏପି)ର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଥିବା ଅବସରପ୍ରାପ୍ତ କଲୋନେଲ୍ ଅଜୟ କୋଠିୟାଲ ମଙ୍ଗଳବାର ଭାଜପାରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଏବଂ ରାଜ୍ୟ ଭାଜପା ସଭାପତି ମଦନ କୌଶିକଙ୍କ ଉପସ୍ଥିତିରେ…
ଆଇନ ବ୍ୟବସ୍ଥା ନେଇ ଯୋଗୀ-ଅଖିଳେଶ ମୁହାଁମୁହିଁ…
ଲକ୍ଷ୍ନୌ, ୨୪।୫ : ଉତ୍ତରପ୍ରଦେଶ ବିଧାନସଭାରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ବିରୋଧୀଦଳର ନେତା ଅଖିଳେଶ ଯାଦବଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଥିଲା। ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୁଲାୟମ…
ପତ୍ନୀଙ୍କ ସହ ଛୁଟି ବିତାଉଛନ୍ତି ରୋହିତ
ନୂଆଦିଲ୍ଲୀ,୨୪।୫: ଆଇପିଏଲ୍ ୨୦୨୨ରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ ଟୁର୍ନାମେଣ୍ଟରୁ ବିଦା ହୋଇଛି ମୁମ୍ବାଇ ଇଣ୍ଡିଆନ୍ସ। ଏଥିଯୋଗୁ ଅଧିନାୟକ ରୋହିତ ଶର୍ମା ଶୀର୍ଘ ମୁକ୍ତ ହୋଇଛନ୍ତି। ଏବେ ସେ ପରିବାର ସହ ଛୁଟି କଟାଇବାକୁ ମାଳଦ୍ୱିପ ଯାଇଛନ୍ତି। ରୋହିତ ନିଜର ଇନ୍ଷ୍ଟାଗ୍ରାମରେ ଏହାର…
ପୁରୀରେ ଗୁଳିକାଣ୍ଡ; ବାଇକ୍ରେ ଯାଉଥିବା ବେଳେ ଟଳି ପଡ଼ିଲେ ବ୍ୟବସାୟୀ
ପୁରୀ ଅଫିସ,୨୪।୫ : ପୁଣି ଅଶାନ୍ତ ପୁରୀ ସହର। ପୁରୀ ଏମାର ମଠ ନିକଟ କାକୁଡ଼ିଖାଇ ଛକରେ ଫୁଟିଲା ଗୁଳି। ମଙ୍ଗଳବାର ରାତି ପ୍ରାୟ ୯ଟାରେ ଦୁଇ ଜଣ ଦୁର୍ବୃତ୍ତ ଜଣେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ମୃତକ ହେଲେ…
ଜୈଶ୍ ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ୍, ୮ ଗିରଫ…
ଶ୍ରୀନଗର, ୨୪।୫ : ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଜୈଶ୍-ଇ-ମହମ୍ମଦ ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ୍ ଘଟିଛି। ପୁଲଓ୍ବାମା ଜିଲାର ଅଓ୍ବନ୍ତିପୁରାରେ ଏହି ଘଟଣାରେ ୮ ଜଣ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଆତଙ୍କବାଦୀଙ୍କଠାରୁ ବିପୁଳ ପରିମାଣର ଗୋଳା ବାରୁଦ…
ପୁଟିନ୍ଙ୍କୁ ହତ୍ୟା ଲାଗି ଷଡ଼ଯନ୍ତ୍ର ରଚିଥିଲା ୟୁକ୍ରେନ୍…
ମସ୍କୋ/କ୍ୱିଭ୍, ୨୪।୫ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିଷୟରେ ଏନେଇ ସାରା ବିଶ୍ୱରେ ସମାଲୋଚନା ହେବାରେ ଲାଗିଛି। ଯୁଦ୍ଧ ପାଇଁ ପୁଟିନଙ୍କୁ ଦାୟୀ କରାଯାଉଛି। ତେବେ ଏାବେ ଆଉ ଏକ ସମ୍ବେଦନଶୀଳ…
ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୮୯…
କୋଲକାତା, ୨୪।୫ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣର ପ୍ରଥମ କ୍ୱାଲିଫାୟର ମ୍ୟାଚ୍ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ରାଜସ୍ଥାନ ରୟାଲର୍ସ(ଆର୍ଆର୍) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ପଶ୍ଚିମବଙ୍ଗର କୋଲକାତାସ୍ଥିତ ଇଡେନ୍ ଗାର୍ଡେନ ଷ୍ଟାଡିୟମ୍ରେ ଖେଳାଯାଉଥିବା ଏହି…

