Home

ଏମ୍ସରେ ବାର୍ଦ୍ଧକ୍ୟ ରୋଗ ଚିକିତ୍ସା ନିମନ୍ତେ ସ୍ୱତନ୍ତ୍ର କ୍ଲିନିକ୍‌

ଭୁବନେଶ୍ୱର,୪।୩(ବ୍ୟୁରୋ): ବରିଷ୍ଠ ନାଗରିକଙ୍କ ସ୍ବାସ୍ଥ୍ୟସେବା ଉପରେ ସ୍ୱତନ୍ତ୍ର ଧ୍ୟାନ ଦେଇଛି ଏମ୍ସ ଭୁବନେଶ୍ୱର। ବାର୍ଦ୍ଧକ୍ୟ ରୋଗଜନିତ ଚିକିତ୍ସା ନିମନ୍ତେ ଏମ୍ସର ମେଡିସିନ୍‌(ଭେଷଜ) ବିଭାଗ ପକ୍ଷରୁ ଏକ ସ୍ୱତନ୍ତ୍ର କ୍ଲିନିକ୍‌ ସେବା ଆରମ୍ଭ କରାଯାଇଛି। ଏହା ସପ୍ତାହର ପ୍ରତି ମଙ୍ଗଳବାର ଅପରାହ୍ନ ୨…

ଅପରେଶନ ଗଙ୍ଗା: ଆଜି ୧୮ଟି ବିମାନରେ ସ୍ୱଦେଶ ଫେରିବେ ୟୁକ୍ରେନରେ ଫସିଥିବା ଭାରତୀୟ

ନୂଆଦିଲ୍ଲୀ,୪ ।୩: ଅପରେଶନ ଗଙ୍ଗା ମିଶନରେ ଶୁକ୍ରବାର ସକାଳୁ ସକାଳୁ ସ୍ପେଶାଲ ଇଣ୍ଡିଗୋ ବିମାନ ରୋମାନିଆର ବୁଖାରେଷ୍ଟରୁ ଦିଲ୍ଲୀ ପହଞ୍ଚିଛି । ସେଠାରେ କେନ୍ଦ୍ର କୃଷି ରାଜ୍ୟମନ୍ତ୍ରୀ କୈଳାସ ଚୌଧୁରୀ ୟୁକ୍ରେନରୁ ଫେରିଥିବା ଭାରତୀୟଙ୍କୁ ସ୍ୱାଗତ କରିଥିଲେ । ସେହିପରି ଶୁକ୍ରବାର…

ଅଟୋ ସେକ୍ଟରକୁ ଜିଏସ୍‌ଟି ରିହାତି ମିଳୁ

କୋଭିଡ୍‌ ମହାମାରୀ ଯୋଗୁ ପ୍ରଭାବିତ ହୋଇଥିବା ବ୍ୟବସାୟିକ କ୍ଷେତ୍ରଗୁଡ଼ିକ ମଧ୍ୟରୁ ଅଟୋ ଉଦ୍ୟୋଗ ପ୍ରମୁଖ। ସମ୍ପ୍ରତି ସ୍ଥିତି ସୁଧୁରିବାରେ ଲାଗିଥିବାବେଳେ ଗାଡ଼ିଗୁଡ଼ିକର ବଜାର ଦରରେ ୩୦% ବୃଦ୍ଧି ଯୋଗୁ ଲୋକଙ୍କ କିଣିବା ଆଗ୍ରହ କମିଯାଉଛି। ଏଭଳି ସ୍ଥିତିରେ ଅଟୋମୋବାଇଲ୍‌ କ୍ଷେତ୍ରକୁ ଜିଏସ୍‌ଟିରେ…

ନକଲି ଡାକ୍ତରଙ୍କ ନାମରେ ଆଉ ୨ ମାମଲା

ଭୁବନେଶ୍ୱର,୪।୩(ବ୍ୟୁରୋ): ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ଲୁଟିବା ସହ ଠକେଇ ମାମଲାରେ ଜେଲ ଯାଇଥିବା ରସିକିଆ ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ନାମରେ ଅଭିଯୋଗ ଫର୍ଦ୍ଦ ବଢିବାରେ ଲାଗିଛି। ଦିନକୁ ଦିନ ତାଙ୍କର ନୂଆ ଧରଣର…

ଆଲୋଚନା ସାଙ୍ଗକୁ ଆକ୍ରମଣ

ମସ୍କୋ/କ୍ୱିଭ୍‌/ଓ୍ବାଶିଂଟନ,୪ା୩:ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ୟୁକ୍ରେନ୍‌ ଦଖଲ ସ୍ବପ୍ନ ସାକାର ହୋଇ ନ ଥିବାରୁ ସେ ଏବେ ରଣନୀତି ବଦଳାଇଛନ୍ତି। ପୁଟିନ୍‌ଙ୍କ ଶକ୍ତିଶାଳୀ ସୈନ୍ୟ ପଡ଼ୋଶୀ ଦେଶ ଉପରେ ତୁହାକୁ ତୁହା ବୋମା ବର୍ଷଣ କରୁଥିବାବେଳେ କେବଳ ଆକ୍ରମଣରୁ ସୁଫଳ ମିଳିବ…

୨ ବର୍ଷ ହେଲା ମୃତଦେହ ସାଇତି ରଖିଛନ୍ତି

ମାଲକାନଗିରି,୪ା୩ (ଡ.ଏନ.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ର ଦାନ୍ତେୱାଡା ଜିଲାର କିରନଡୁଲ ଅଞ୍ଚଳରେ ନ୍ୟାୟ ପାଇଁ ବଦରୁ ମାଡବିଙ୍କ ମୃତଦେହକୁ ୨ବର୍ଷ ହେଲା ସାଇତି ରଖିଛନ୍ତି ଗ୍ରାମବାସୀ ଓ ପରିବାର ଲୋକେ। ଏହି ଘଟଣା ସାଧାରଣରେ କୌତୂହଳ ସୃଷ୍ଟି କରିଛି। ଖବରରୁ ଜଣାପଡିଛି…

ୟୁରୋପର ସର୍ବବୃହତ୍ତ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟରେ ନିଆଁ, କ୍ୱିଭ-ମସ୍କୋ ମଧ୍ୟରେ ଶୀଘ୍ର ତୃତୀୟ ବୈଠକ

କ୍ୱିଭ,୪ ।୩: ରୁଷିଆ-ୟୁକ୍ରେନ୍ ବିବାଦ ବେଳକୁ ବେଳ ତୀବ୍ର ରୂପ ନେବାରେ ଲାଗିଛି । ରୁଷିଆର ଆକ୍ରମଣ ଫଳରେ ଶୁକ୍ରବାର ସକାଳେ ୟୁକ୍ରେନରେ ଥିବା ୟୁରୋପର ସର୍ବବୃହତ୍ତ ନ୍ୟୁକ୍ଲିୟର ପାୱାର ପ୍ଲାଣ୍ଟ ଜପୋରିଝିଆରେ ନିଆଁ ଲାଗିଥିବା ସୂଚନା ମିଳିଛି । ଚେର୍ନୋବିଲଠାରୁ…

ରିପବ୍ଲିକାନ୍‌ ପ୍ରାଇମେରି ପ୍ରତିଯୋଗିତାରୁ ଓହରିଲେ ଭାନ୍‌ ଟେଲର

ଓ୍ବାଶିଂଟନ,୪।୩:ଦୁଇଥର ଆମେରିକା ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ର ସଦସ୍ୟ ଥିବା ଭାନ୍‌ ଟେଲର ବୁଧବାର ରିପବ୍ଲିକାନ୍‌ ପ୍ରାଇମେରି ପ୍ରତିଦ୍ୱନ୍ଦ୍ୱିତାରୁ ଓହରିଯାଇଛନ୍ତି। ଫଳରେ ହାଉସକୁ ପୁନଃ ନିର୍ବାଚିତ ହେବା ଲାଗି ତାଙ୍କ ଉଦ୍ୟମ ଶେଷ ହୋଇଛି। ଇସ୍‌ଲାମିକ ଷ୍ଟେଟ୍‌ (ଆଇଏସ୍‌) ସଂଗଠନର ଜଣେ ପୂର୍ବତନ…

ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ଉଦ୍ଧାର ପାଇଁ ସ୍ବତନ୍ତ୍ର ପ୍ରତିନିଧି ନିଯୁକ୍ତ

ଭୁବନେଶ୍ୱର,୪ା୩(ବ୍ୟୁରୋ)ଯୁଦ୍ଧଗ୍ରସ୍ତ ୟୁକ୍ରେନ୍‌ରେ ଫସି ରହିଥିବା ଓଡ଼ିଆ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିବା ପାଇଁ ଓଡ଼ିଶା ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ସେମାନେ କିଭଳି ସୁରକ୍ଷିତ ଭାବେ ଫେରିବେ ସେ ନେଇ ରାଜ୍ୟ ସରକାର ଗୁରୁବାର ସ୍ବତନ୍ତ୍ର ପ୍ରତିନିଧିଙ୍କୁ ଦାୟିତ୍ୱ ଦେଇଛନ୍ତି।…

ଷଡ଼ଯନ୍ତ୍ରରେ ଟ୍ରମ୍ପ୍‌ଙ୍କ ସମ୍ପୃକ୍ତି ପ୍ରମାଣ ରହିଛି

ଓ୍ବାଶିଂଟନ,୪।୩: ଆମେରିକା କ୍ୟାପିଟୋଲରେ ଗତବର୍ଷ ଜାନୁୟାରୀ ୬ରେ ସଂଘଟିତ ଦଙ୍ଗା ପଛରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ସହଯୋଗୀମାନେ ଆପରାଧିକ ଷଡ଼ଯନ୍ତ୍ରରେ ସାମିଲ ଥିଲେ। ନିର୍ବାଚନକୁ କଂଗ୍ରେସ ଯେପରି ସାର୍ଟିଫିକେଟ ଦେଇ ନ ପାରିବ ସେଥିପାଇଁ ସେମାନେ ବାଧା…

ୟୁକ୍ରେନ୍‌ରୁ ଫେରିଲେ ଡାକ୍ତରୀ ଛାତ୍ର ବିକାଶ

ଆଳି,୪ା୩(ଡି.ଏନ.ଏ.): ଯୁଦ୍ଧଭୂମି ୟୁକ୍ରେନ୍‌ରୁ ଓଡ଼ିଶା ଫେରିଛନ୍ତି କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ତେଲିପାଟଣା ଗଁାର ଡାକ୍ତରୀ ଛାତ୍ର ବିକାଶ ବେହେରା। ବିକାଶ ବୁଧବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବା ପରେ କଟକସ୍ଥିତ ତାଙ୍କ ଭାଇଙ୍କ ଘରେ ଅଛନ୍ତି। ନାନା ଆଶା ଆଶଙ୍କା ମଧ୍ୟରେ…

ପୁଟିନ୍‌ଙ୍କୁ ଗିରଫ କଲେ ୧ ମିଲିୟନ ଡଲାର ପୁରସ୍କାର

ମସ୍କୋ, ୪ା୩: ୟୁକ୍ରେନ ଉପରେ ଆକ୍ରମଣ କରି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଯୁଦ୍ଧ ଅପରାଧ କରିଛନ୍ତି ବୋଲି ରୁଷୀୟ ବ୍ୟବସାୟୀ ଆଲେକ୍ସ କୋନାନିଖିନ୍‌ ଅଭିଯୋଗ ଆଣିଛନ୍ତି। ତୁରନ୍ତ ପୁଟିନ୍‌ଙ୍କୁ ଗିରଫ କରାଯିବାକୁ ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri