Home

୬ ଘଣ୍ଟା ଯୁଦ୍ଧ ବନ୍ଦ କରିବ ରୁଷିଆ

କ୍ୱିଭ୍‌,୩ା୩: ଗୁରୁବାର ହେଉଛି ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଯୁଦ୍ଧର ଅଷ୍ଟମ ଦିନ । ଏହି ସମୟରେ ୟୁକ୍ରେନରେ ଫସି ରହିଥିବା ଭାରତୀୟମାନଙ୍କୁ ନିରାପଦରେ ଫେରାଇ ଆଣିବା ପାଇଁ ଭାରତ ସରକାର ପ୍ରାଣପଣେ ଚେଷ୍ଟା କରୁଛନ୍ତି। ଏଥିପାଇଁ ବାୟୁସେନାର ସାହାଯ୍ୟ ମଧ୍ୟ…

୭୯୮ ଭାରତୀୟଙ୍କୁ ନେଇ ହିଣ୍ଡନ ଏୟାରବେସ୍‌ ପହଞ୍ଚିଲେ ୪ ବିମାନ…

ଗାଜିଆବାଦ୍‌,୩।୩ : ଅପରେଶନ୍‌ ଗଙ୍ଗା ଅନ୍ତର୍ଗତ ୟୁକ୍ରେନ୍‌ରୁ ଭାରତୀୟଙ୍କୁ ଏୟାରଲିଫ୍ଟ କାର୍ଯ୍ୟ ଜାରି ରହିଛି। ଗୁରୁବାର ମୋଟ ୭୯୮ ଭାରତୀୟଙ୍କୁ ନେଇ ଭାରତୀୟ ବାୟୁସେନାର ୪ଟି ବିମାନ ଗାଜିଆବାଦ୍‌ର ହିଣ୍ଡନ ଏୟାରବେସ୍‌ରେ ପହଞ୍ଚିଛି। ଭାରତୀୟ ବାୟୁସେନା ପକ୍ଷରୁ କୁହାଯାଇଛି ଯେ ରୋମାନିଆର…

ବେଲପାହାଡ଼ ଟିଆର୍‌ଏଲ୍‌ କ୍ରୋସାକୀ ଡୋଲୋମାଇଟ୍‌ ପ୍ଲାଣ୍ଟରେ ଅଗ୍ନିକାଣ୍ଡ, ବ୍ୟାପକ କ୍ଷୟକ୍ଷତି

ଝାରସୁଗୁଡ଼ା ଅଫିସ,୩।୩: ଝାରସୁଗୁଡ଼ା ଜିଲା ବେଲପାହାଡ ଟିଆର୍‌ଏଲ୍‌ କ୍ରୋସାକୀ ଡୋଲୋମାଇଟ ପ୍ଲାଣ୍ଟରେ ଗୁରୁବାର ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି। ସକାଳ ୭ଟାରେ ପ୍ଲାଣ୍ଟରେ ନିଆଁ ଲାଗିଥିବା ବେଳେ ସାଢେ ୯ଟାରେ ଆୟତ୍ତ ହୋଇଥିଲା। ଟିଆରଏଲ୍‌ କ୍ରୋସାକୀ, ଓପିଜିସି, ବେଦାନ୍ତ,…

କ୍ରିକେଟ୍‌ ଇତିହାସରେ ସବୁଠୁ ଲମ୍ବା ମ୍ୟାଚ୍‌

୮୩ ବର୍ଷ ପୂର୍ବେ କ୍ରିକେଟ ଇତିହାସରେ ଖେଳାଯାଇଥିଲା ଦୀର୍ଘତମ କ୍ରିକେଟ ମ୍ୟାଚ। ମ୍ୟାଚର ଫଳାଫଳ ଘୋଷଣା ନ ହେବା ପର୍ଯ୍ୟନ୍ତ ଏହି ମ୍ୟାଚ ଖେଳାଯାଇଥିଲା। ୧୧ ଦିନ ଧରି, ଦୁଇଟି ଦଳ ବିଜେତା ହେବା ପାଇଁ ସଂଘର୍ଷ କରିଥିଲେ। ଯେତେବେଳେ ଗୋଟିଏ…

‘ଛାତ୍ରୀଛାତ୍ରଙ୍କୁ ବନ୍ଧକ ରଖାଯାଇଥିବା ରିପୋର୍ଟ ଆସିନାହିଁ’

ନୂଆଦିଲ୍ଲୀ,୩।୩: ୟୁକ୍ରେନରେ ଭାରତୀୟ ଛାତ୍ରୀଛାତ୍ରଙ୍କୁ ବନ୍ଧକ ରଖାଯାଇଥିବା ନେଇ ପ୍ରକାଶ ପାଇଥିବା ରିପୋର୍ଟକୁ ପ୍ରତ୍ୟାଖ୍ୟାନ କରିଛନ୍ତି ଭାରତୀୟ ସରାକର। ଫସିଥିବା ଭାରତୀୟ ନାଗରିକଙ୍କ ସହ ବୈଦେଶିକ ମନ୍ତ୍ରଣାଳୟ କ୍ରମାଗତ ଯୋଗାଯୋଗ ରଖିଥିବା କୁହାଯାଇଛି। “କୌଣସି ଛାତ୍ରଙ୍କୁ ବନ୍ଧକ ରଖାଯାଇଥିବା ରିପୋର୍ଟ ଆମ…

ଆଇଟି ଚଢ଼ାଉ ନାମରେ ଟମାଟର ବ୍ୟବସାୟୀଙ୍କଠାରୁ ଲୁଟିନେଲେ ୫୫ ଲକ୍ଷ…

ବେଙ୍ଗାଲୁରୁ,୩।୩ : ମିଛ ଆୟକର (ଆଇଟି) ଚଢ଼ାଉ କରି କର୍ନାଟକର ଜଣେ ଟମାଟର ବ୍ୟବସାୟୀଙ୍କୁ କିଛି ଅଜଣା ଲୋକ ଠକିଛନ୍ତି। ସେମାନେ ବ୍ୟବସାୟୀଙ୍କ ଘରୁ ୩୫ ଲକ୍ଷ ଟଙ୍କା ଏବଂ ୨୦ ଲକ୍ଷ ଟଙ୍କା ମୂଲ୍ୟର ଅଳଙ୍କାର ଲୁଟି ନେଇଛନ୍ତି। ନକଲି…

ସାଟେଲାଇଟ୍‌ ହ୍ୟାକିଂ ପରେ ସାଇବର ଯୁଦ୍ଧର ଧମକ ଦେଲା ରୁଷିଆ…

ମସ୍କୋ,୩।୩ : ରୁଷିଆର ସ୍ପେସ ଏଜେନ୍ସି ରସକୋମୋସ ଦେଶର ଉପଗ୍ରହକୁ ନଷ୍ଟ କରିବାକୁ ଚେଷ୍ଟା କରୁଥିବା ହ୍ୟାକରମାନଙ୍କୁ ଚେତାବନୀ ଦେଇଛି । ସେମାନଙ୍କ କାର୍ଯ୍ୟକୁ ଯୁଦ୍ଧ ଘୋଷଣା ଭାବେ ବ୍ୟାଖ୍ୟା କରାଯାଇପାରେ ବୋଲି ଏଜେନ୍ସି କହିଛି। ଯାହା ଯୁଦ୍ଧ ପାଇଁ ଯଥାର୍ଥ…

୬୦ ବର୍ଷ ତଳର କଥା ମନେ ପକାଉଛି ଆମେରିକା…

ଓ୍ବାଶିଂଟନ/ମସ୍କୋ/କ୍ୱିଭ୍‌,୩।୩ : ରୁଷିଆ ୟୁକ୍ରେନ୍‌ ଯୁଦ୍ଧରେ ଆମେରିକା ୬୦ ବର୍ଷ ତଳେ ୧୯୬୨ରେ ହୋଇଥିବା କ୍ୟୁବା ଯୁଦ୍ଧ ମନେ ପକାଇଛି। ସେତେବେଳେ ସୋଭିଏତ୍‌ ୟୁନିଅନ କ୍ୟୁବା ଉପରେ ଆକ୍ରମଣ କରିଥିଲା। କୁବ୍ୟ ଆକ୍ରମଣ ଭଳି ରୁଷିଆ କିଛି ମାସ ପୂର୍ବରୁ ୟୁକ୍ରେନ…

ଯୁବତୀଙ୍କୁ ଏମିତି ଗୋଡ଼ାଇଲା କୁକୁଡ଼ା, ଦେଖିଲେ…

କୁକୁଡ଼ା ସମ୍ପର୍କରେ ଅନେକ କଥା ଶୁଣିଥିବେ। ଏମାନେ ଅତ୍ୟନ୍ତ ନିରୀହ ପ୍ରାଣୀ। ବିଶେଷକରି ଲୋକମାନଙ୍କର ଆହାରରେ ଲାଗିଥାନ୍ତି। ମାତ୍ର ବେଳେବେଳେ କୁକୁଡ଼ା ଯେ, କେତେ ଆକ୍ରମଣାତ୍ମକ ହୋଇପାରେ ତାହା ହୁଏ ତ ଦେଖି ନ ଥିବେ। ନିକଟରେ ସୋସିଆଲ ମିଡିଆରେ ଏମିତି…

ପଳାତକ ରାଷ୍ଟ୍ରପତିଙ୍କୁ ୟୁକ୍ରେନ୍‌ର ଦାୟିତ୍ୱ ଦେବାକୁ ଚାହୁଁଛନ୍ତି ପୁଟିନ୍‌…

ମସ୍କୋ/କ୍ୱିଭ୍‌,୩।୩ : ୟୁକ୍ରେନ୍‌ ବିଜୟ ପରେ ଏହାର ଦାୟିତ୍ୱ ପଳାତକ ପୂର୍ବତନ ରାଷ୍ଟ୍ରପତି ଭିକ୍ଟର ୟାନୁକୋଓ୍ବିଚ୍‌ଙ୍କୁ ପ୍ରଦାନ କରିବାକୁ ରୁଷ୍ରିା ରାଷ୍ଟ୍ରପତି ବ୍ଲାଡିମୀର ପୁଟିନ୍‌ ଚିନ୍ତା କରୁଛନ୍ତି। ଭିକ୍ଟର ବର୍ତ୍ତମାନ ମିନସ୍କରେ ଅଛନ୍ତି ଏବଂ କ୍ରେମଲିନ ତାଙ୍କୁ ଏକ ସ୍ବତନ୍ତ୍ର ଅପରେଶନ…

୭ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୭ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୬ ହଜାର ୫୬୧…

ପୁଟିନ୍‌ଙ୍କ ପାଇଁ ୧୦ ଲକ୍ଷ ଡଲାର ପୁରସ୍କାର ଘୋଷଣା କଲେ ରୁଷିଆ ବ୍ୟବସାୟୀ…

ମସ୍କୋ,୩।୩ : ୟୁକ୍ରେନ ଉପରେ ଆକ୍ରମଣ ନେଇ ଜଣେ ରୁଷିଆ ବ୍ୟବସାୟୀ ଏତେ ରାଗିଛନ୍ତି ଯେ ସେ ନିଜ ଦେଶର ରାଷ୍ଟ୍ରପତି ବ୍ଲାଡିମୀର ପୁଟିନଙ୍କୁ ଗିରଫ କିମ୍ବା ହତ୍ୟା କରିବା ପାଇଁ ୧୦ ଲକ୍ଷ ଡଲାର ପୁରସ୍କାର ପ୍ରଦାନ କରିବାକୁ ଘୋଷଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri