ପାଣିପାଗ ଜାଣିବା ପାଇଁ ଆଉ ୮ ମାନୁଆଲ ସର୍ଫେସ୍ ଅବ୍ଜରଭେଟର ସ୍ଥାପନ
ଭୁବନେଶ୍ୱର, ୧୯ା୪(ବ୍ୟୁରୋ):ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏବଂ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ତାପମାତ୍ରା ଜାଣିବା ପାଇଁ ଓଡ଼ିଶାରେ ଆଉ ୮ ଜିଲାରେ ମାନୁଆଲ ସର୍ଫେସ୍ ଅବ୍ଜରଭେଟର ସ୍ଥାପନ କରାଯାଇଛି। ପୂର୍ବରୁ ୨୦୨୦-୨୧ରେ ନୟାଗଡ଼, ବୌଦ୍ଧ, ଛତ୍ରପୁର, ପାରଳାଖେମୁଣ୍ଡି,…
ତ୍ରିନାଥ ମିଶ୍ରଙ୍କୁ ସର୍ତ୍ତମୂଳକ ଜାମିନ
କଟକ ଅଫିସ, ୧୯ା୪:ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇ ଜେଲ୍ରେ ଥିବା ପୋଲିସ କମ୍ୟୁନିକେଶନ ବିଭାଗର ପୂର୍ବତନ ଅତିରିକ୍ତ ଏସ୍ପି ତ୍ରିନାଥ ମିଶ୍ରଙ୍କୁ ସୋମବାର କଟକ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ୬୦ଦିନ ଭିତରେ…
ମାଓବାଦୀ ନେତା ସବ୍ୟସାଚୀ ୬ ମାମଲାରେ ନିର୍ଦ୍ଦୋଷ
ପାରଳାଖେମୁଣ୍ଡି,୧୯ା୪(ଡି.ଏନ୍.ଏ.):ଗଜପତି ଜିଲା ଦୌରାଜଜ୍ ସୋମବାର ମାଓବାଦୀ ନେତା ସବ୍ୟସାଚୀ ପଣ୍ଡାଙ୍କୁ ୬ଟି ସଙ୍ଗିନ୍ ମାମଲାରେ ସାକ୍ଷ୍ୟ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ସବ୍ୟସାଚୀଙ୍କ ବିରୋଧରେ ଜିଲାର ବିଭିନ୍ନ ଥାନାରେ ୪୫ ମାମଲା ରହିଥିଲା। ସେଥିରୁ ୩୨ ମାମଲାରେ ସବ୍ୟସାଚୀଙ୍କୁ ନିର୍ଦ୍ଦୋଷରେ…
ଆଜିଠୁ ବୋର୍ଡ ୱେବ୍ସାଇଟରେ ମିଳିବ ଆଡ୍ମିଟ କାର୍ଡ
କଟକ ଅଫିସ, ୧୯ା୪:ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଅଫ୍ଲାଇନରେ କରିବା ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ନିଷ୍ପତ୍ତି ନେଇଛି। ଏହି ପରିପ୍ରେକ୍ଷୀରେ ବୋର୍ଡ ପକ୍ଷରୁ ସମ୍ମେଟିଭ-୨ ପରୀକ୍ଷା ପାଇଁ ମାର୍ଚ୍ଚ ୧୪ରେ ସୂଚୀ ପ୍ରକାଶ ପାଇଥିଲା। ତେବେ ଏହି ପରୀକ୍ଷା…
କେନ୍ଦୁଝର ଜିଲାପାଳ ଆଶ୍ୱସ୍ତ
କଟକ ଅଫିସ/କେନ୍ଦୁଝର,୧୯ା୪(ସ୍ବ.ପ୍ର.):ବିଭିନ୍ନ ଜନଜାତିଙ୍କ ବ୍ୟକ୍ତିଗତ ତଥା ସାମୂହିକ କେସ୍ର ୮ଟି ମାମଲାରେ ଜାତୀୟ ଅନୁସୂଚିତ ଜନଜାତି (ଏସ୍ଟି) କମିଶନଙ୍କ ନିକଟରେ କେନ୍ଦୁଝର ଜିଲାପାଳ ଆଶିଷ ଠାକ୍ରେ ହାଜର ହେବେ ନାହିଁ। ଏନେଇ ସୋମବାର ଓଡ଼ିଶା ହାଇକୋର୍ଟ କମିଶନଙ୍କ ଓ୍ବାରେଣ୍ଟ ଉପରେ ଅନ୍ତରୀଣ…
ଯାଞ୍ଚ ହେବ ସ୍କୁଲ ପିଲାଙ୍କୁ ନେଉଥିବା ଗାଡ଼ି
ଭୁବନେଶ୍ୱର,୧୯ା୪(ବ୍ୟୁରୋ):ସ୍କୁଲ ପିଲାଙ୍କୁ ନେଉଥିବା ବସ୍ ଓ ଅନ୍ୟାନ୍ୟ ଲାଇଟ୍ ଭେଇକିଲ ଏଣିକି ଯାଞ୍ଚ କରାଯିବ। ଯାଞ୍ଚ ନେଇ ସବୁ ଆଞ୍ଚଳିକ ପରିବହନ ଅଫିସ୍କୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍ଟିଏ) ଚିଠି ଲେଖିଛନ୍ତି। ଆସନ୍ତା ୨୦ରୁ ୨୭ ତାରିଖ ପର୍ଯ୍ୟନ୍ତ ଯାଞ୍ଚ କରି ୨୮…
ସେଲ୍ଫ ଫାଇନାନ୍ସିଂ କୋର୍ସ ଉପରେ ରହିବନି ଅଙ୍କୁଶ
ଭୁବନେଶ୍ୱର, ୧୯।୪(ବ୍ୟୁରୋ):ଚାରିଆଡୁ ପ୍ରତିବାଦ ପରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଉପରେ ଅଙ୍କୁଶ ଲଗାଇବାକୁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତି ବଦଳାଇଛନ୍ତି। ପୂର୍ବଭଳି ବିଶ୍ୱବିଦ୍ୟାଳୟଗୁଡ଼ିକରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଚାଲୁ ରହିବ। ଏନେଇ ସୋମବାର ଉଚ୍ଚଶିକ୍ଷା ବିଭାଗ ଅତିରିକ୍ତ ସଚିବ ବୀରେନ୍ଦ୍ର କୋରକରା…
ବଡ଼ ବ୍ୟବସ୍ଥା, ନିଯୁକ୍ତି ନାହିଁ
ଯାଜପୁର ଅଫିସ,୧୯ା୪ ଗତ ୫ ବର୍ଷ ମଧ୍ୟରେ ୪୫,୭୬୫ ଜଣ ଡିଗ୍ରୀ ଓ ଡିପ୍ଲୋମାଧାରୀ ଯୁବତୀଯୁବକ ନିଯୁକ୍ତି ଆଶାରେ ରାଜ୍ୟର ନିୟୋଜନ କାର୍ଯ୍ୟାଳୟଗୁଡ଼ିକରେ ସେମାନଙ୍କ ନାମ ପଞ୍ଜୀକରଣ କରିଛନ୍ତି। ହେଲେ ସେଥିରୁ ମାତ୍ର ୨୭୫ ଜଣ ନିୟୋଜନ ପଞ୍ଜୀକରଣ ମାଧ୍ୟମରେ ନିଯୁକ୍ତି…
ପୋଲିସ ଛାଡ଼ି ପଳାଇଲା
ଭୁବନେଶ୍ୱର,୧୯ା୪(ବ୍ୟୁରୋ): ଓଡ଼ିଶା ରାଜ୍ୟ ଘରୋଇ ଡ୍ରାଇଭର ମହାସଂଘ ଡାକରାରେ ଆନ୍ଦୋଳନ କରିବାକୁ ସୋମବାର ଆସିଥିବା ୫୦ ହଜାରରୁ ଊର୍ଦ୍ଧ୍ୱ ଡ୍ରାଇଭରଙ୍କ କବ୍ଜାକୁ ଚାଲିଯାଇଥିଲା ରାଜଧାନୀ ଭୁବନେଶ୍ୱର। କେବଳ ପିଏମ୍ଜି, ମାଷ୍ଟରକ୍ୟାଣ୍ଟିନ ଅଞ୍ଚଳ ନୁହେଁ, ସମସ୍ତ ପ୍ରମୁଖ ରାସ୍ତା ଓ ଏହାକୁ ସଂଯୋଗ…
ଦର୍ଶକଙ୍କ ଉପସ୍ଥିତିରେ ଖେଳାଯିବ ଆଇ-ଲିଗ୍ ମ୍ୟାଚ୍
ନୂଆଦିଲ୍ଲୀ,୧୮।୪: ଦୁଇ ବର୍ଷ ବ୍ୟବଧାନରେ ପ୍ରଥମଥର ପାଇଁ ଦର୍ଶକଙ୍କ ଉପସ୍ଥିତିରେ ଖେଳାଯିବ ଆଇ-ଲିଗ୍ ମ୍ୟାଚ୍। ତେବେ ଷ୍ଟାଡିୟମର କିଛି ନିର୍ଦ୍ଦିଷ୍ଟ ଷ୍ଟାଣ୍ଡ ଏବଂ ସେକ୍ଶନରେ ଦର୍ଶକଙ୍କୁ ଅନୁମତି ପ୍ରଦାନ କରାଯିବ ବୋଲି ଆଇ-ଲିଗ୍ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ଆସନ୍ତା ୨୨…
ସିଆରପିଏଫ୍ ଚେକ୍ପୋଷ୍ଟରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ଶହୀଦ
ଶ୍ରୀନଗର,୧୮।୪: ପୁଲୱାମା ଜିଲାର କାକାପୋରା ଅଞ୍ଚଳରେ ଥିବା ଏକ ରେଲଓ୍ବେ ଚେକ୍ପୋଷ୍ଟ ଉପରେ ସୋମବାର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଆକ୍ରମଣରେ ଜଣେ ପୋଲିସ ଶହୀଦ ହୋଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି। ଏହି ଆତଙ୍କବାଦୀ ଆକ୍ରମଣ…
ଜାହାଙ୍ଗୀରପୁରୀ ହିଂସା: ମୁଖ୍ୟ ଅଭିଯୁକ୍ତ ଗିରଫ
ନୂଆଦିଲ୍ଲୀ,୧୮।୪: ରାଜଧାନୀ ଦିଲ୍ଲୀ ଜାହାଙ୍ଗୀରପୁରୀରେ ହନୁମାନ ଜୟନ୍ତୀ ଅବସରରେ ଘଟିଥିବା ହିଂସା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସୋନୁ ଶେଖ୍ ଗିରଫ। ଦିଲ୍ଲୀ ପୋଲିସର ସ୍ପେଶାଲ ଷ୍ଟାଫ୍ ଓ ଏନ୍୍ଡବ୍ଲୁଡିର ମିଳିତ ସହଯୋଗରେ ସୋମବାର ସୋନୁ ଶେଖ୍ଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ଦିଲ୍ଲୀ…
Archives


