Home

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଛନ୍ତି। ପ୍ରାରମ୍ଭିକ କାରବାରରେ, ଉଭୟ ବେଞ୍ଚମାର୍କ ସୂଚକାଙ୍କ ୨ ପ୍ରତିଶତରୁ ଅଧିକ ହ୍ରାସ…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ ଗୁରୁମା ଓ ଗୁରୁଜୀମାନଙ୍କୁ ଦୁର୍ବ୍ୟବହାର ପ୍ରତିବାଦରେ ଏହି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। ପ୍ରଧାନଆଚାର୍ଯ୍ୟ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ ଆମେରିକାର ଗୁଇନ୍ଦା ସଂସ୍ଥାଗୁଡ଼ିକର ଏକ ସାମ୍ପ୍ରତିକ ରିପୋର୍ଟରୁ ଆସିଛି। ଏହି ରିପୋର୍ଟ ପ୍ରକାଶ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ଶତାଧିକ ମହିଳା ଓ ପୁରୁଷ ଶ୍ରଦ୍ଧାଳୁ ଶିବମନ୍ଦିର ପ୍ରାଙ୍ଗଣରେ ରହିଥିବା ପୋଖରୀରେ ପହଞ୍ଚିଥିଲେ।…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ ଘୋଷଣା କରିଛନ୍ତି, ଇସ୍ରାଏଲ ଆଉ ଇରାନର କୌଣସି ଗ୍ୟାସ କିମ୍ବା ତୈଳ କେନ୍ଦ୍ର…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା ମହାବିଦ୍ୟାଳୟରେ ଯୁକ୍ତ ଦୁଇ ପଢ଼ୁଥିବାବେଳେ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ହୋଇଥିବା ନେଇ…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ ଅଖଣ୍ଡ ଦୀପ ପ୍ରଜ୍ଜ୍ୱଳନ କରିଥିଲେ। ଗୁରୁବାର ମା’ କନକ ଦୁର୍ଗା ଶୈଳପୁତ୍ରୀ ବେଶରେ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ ଦୁର୍ଘଟଣା ହେବାରୁ ବଡ଼ ଓ ସାନ ଦୁଇ ଭାଇ ମୃତ ହୋଇଥିବାବେଳେ ମଝିଆ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ ଚାରିଆଡ଼ କଳା ଧୂଆଁରେ ଆଚ୍ଛାଦିତ ହୋଇଯାଇଥିଲା, ଯାହା ଦୂର ଦୂରାନ୍ତ ପର୍ଯ୍ୟନ୍ତ ଦୃଶ୍ୟମାନ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା ସଚେତନତାକୁ ଅଧିକ ପ୍ରଭାବୀ କରିବେ ବାଲୁକା ଶିଳ୍ପୀ ସୁଦର୍ଶନ। ବାଲୁକା କଳା ମଧ୍ୟରେ…

ଗ୍ରାଉଣ୍ଡକୁ ଓହ୍ଲାଇଲା ଆମେରିକା ସେନା! ୩ୟ ବିଶ୍ୱଯୁଦ୍ଧକୁ ନେଇ ଭୟଙ୍କର ସଙ୍କେତ…

ଓ଼୍ବାଶିଂଟନ୍‌,୧୯।୩: ଯେତେବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫେବୃଆରୀ 28ରେ ଇସ୍ରାଏଲ ସହିତ ଇରାନ ଉପରେ ମିଳିତ ଆକ୍ରମଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ସେତେବେଳେ “ପରବର୍ତ୍ତୀ ସମୟରେ କ’ଣ ହେବ” ବିଷୟରେ ସେ ଯେଉଁ ମାନସିକ ଚିତ୍ର ତିଆରି କରିଥିଲେ ତାହା…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ କଇଁଛଙ୍କ ସାମୁହିକ ଅଣ୍ଡାଦାନ ହୋଇଥିବା ଜଣାପଡିଛି l ଚତୁର୍ଥ ରାତିରେ ୫୨,୯୦୦ କଇଁଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?