Home

ସମୁଦ୍ର ମଝିରେ ବୋଟ୍‌ରେ ଲାଗିଲା ନିଆଁ, ୭ ମୃତ

ମାନିଲା,୨୩ା୫: ଫିଲିପାଇନ୍ସରେ ଏକ ବଡ଼ ଦୁର୍ଘଟଣା ଘଟିଛି। ସୋମବାର ଉତ୍ତର-ପୂର୍ବ ଫିଲିପାଇନ୍ସ ନିକଟରେ ୧୨୦ରୁ ଅଧିକ ଲୋକଙ୍କୁ ନେଇ ଯାଉଥିବା ଏକ ବୋଟ୍‌ରେ ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ପରେ ତୁରନ୍ତ ୧୦୫ ଯାତ୍ରୀଙ୍କୁ ଉଦ୍ଧାର କରାଯାଇଥିଲା ବୋଲି କୋଷ୍ଟଗାର୍ଡ କହିଛନ୍ତି।…

ରୁହ ସତର୍କ, ଏବେ ବି ଶେଷ ହୋଇନି କରୋନା…

ଜେନେଭା, ୨୩।୫ : ବିଶ୍ୱ ସୱାସ୍ଥ୍ୟ ସଂଗଠନ ମୁଖ୍ୟ ଚେତାବନୀ ଦେଇଛନ୍ତି ଯେ କରୋନା ସଂକ୍ରମଣ ହ୍ରାସ ପାଇବା ପରେ ବି ମହାମାରୀ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ। ସେ ପୃଥିବୀର ବିଭିନ୍ନ ଦେଶର ସରକାରମାନଙ୍କୁ ସତର୍କ ରହିବାକ ପରାମର୍ଶ ଦେଇଛନ୍ତି। ଜେନେଭାରେ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୮ ଜୀବନ

ପାଟନା,୨୩।୫:ବିହାରର ପୂର୍ନିଆ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଆଠ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନେକ ଲୋକ ଆହତ ହୋଇଥିବା ଜଣାପଡିଛି। ପଶ୍ଚିମବଙ୍ଗରୁ ଜାମୁଇକୁ ଯାଉଥିବା ଟ୍ରକଟି ହଠାତ୍‌ ପୂର୍ନିଆରେ ଓଲଟି ପଡିଥିଲା। ସୂଚନାଯୋଗ୍ୟ,ପୂର୍ନିଆ ଜିଲାର ଜଲାଲଗଡ…

ଆଜି ରାଜ୍ୟରୁ ୭ ପଜିଟିଭ୍‌ ଚିହ୍ନଟ: ୧୨,୮୮,୩୭୯ରେ ପହଞ୍ଚିଲାଣି ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ରାଜ୍ୟରୁ ସୋମବାର ୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୩୭୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪ ଜଣ ଚିହ୍ନଟ ହୋଇଥିବା…

ସୌଦିକୁ ଫେରିଲା କରୋନା, ଭାରତ ସମେତ ୧୬ ଦେଶ ଯାତ୍ରା ଉପରେ କଟକଣା…

ଦୁବାଇ, ୨୩।୫ : ସୌଦି ଆରବକୁ ପୁଣି କରୋନା ଫେରିଛି। ଗତ କିଛି ସପ୍ତାହ ମଧ୍ୟରେ ସୌଦିରେ ଦୈନିକ ସଂକ୍ରମଣ ଦ୍ରୁତ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ସୃଷ୍ଟିରେ ରଖି ସୌଦି ଆରବ ଏହାର ନାଗରିକମାନଙ୍କୁ ଭାରତ ସମେତ ୧୬ ଦେଶ…

ଜାପାନ ବାଳକଙ୍କ ମୁହଁରୁ ଏମିତି କଥା ଶୁଣି ପ୍ରଧାନମନ୍ତ୍ରୀ ମୋଦି ଆଶ୍ଚର୍ଯ୍ୟ

ଟୋକିଓ,୨୩।୫: କ୍ୱାଡ୍‌ ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନରେ ପହଞ୍ଚିଛନ୍ତି। ଟୋକିଓ ବିମାନବନ୍ଦରରୁ ପ୍ରଧାନମନ୍ତ୍ରୀ ସିଧାସଳଖ ହୋଟେଲ ନ୍ୟୁ ଓଟାନିରେ ପହଞ୍ଚିଥିଲେ। ସେଠାରେ ଭାରତୀୟ ସମୁଦାୟର ଲୋକମାନେ ମୋଦିଙ୍କୁ ସ୍ବାଗତ କରିଥିଲେ। ଜୟ ଶ୍ରୀ ରାମ ଏବଂ ମୋଦି…

ଦୈନିକ ମୃତ୍ୟୁ ସଂଖ୍ୟା ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୨୩।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ…

ବିଶ୍ୱ ସ୍ବାସ୍ଥ୍ୟ ସଂଗଠନକୁ କରୋନା ମୃତ୍ୟୁର ହିସାବ ମାଗିବ ଭାରତ…

ନୂଆଦିଲ୍ଲୀ/ଡାଭୋସ, ୨୩।୫ : ଭାରତରେ ଅଧିକ କରୋନା ମୃତ୍ୟୁହାର ନେଇ ସ୍ବିଜରଲାଣ୍ଡର ଡାଭୋସରେ ଚାଲିଥିବା ବିଶ୍ୱ ଅଥନୈତିକ ଫୋରମରେ କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ପ୍ରତିନିଧୀଙ୍କ ସହ ଏନୌପଚାରିକ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ…

‘ଜଓ୍ବାଦ’ କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳୁନି ସହାୟତା

ବେଗୁନିଆ,୨୩ା୫(ଡି.ଏନ୍‌.ଏ.): ସାମୁଦ୍ରିକ ଝଡ଼ ‘ଜଓ୍ବାଦ’ରେ ପ୍ରଭାବିତ ହୋଇଥିଲେ ଚାଷୀକୁଳ। ଧାନ ଓ ପରିବା ଫସଲ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଥିଲା। ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଅଞ୍ଚଳର ଚାଷୀଙ୍କ ଫସଲ ଅଧିକ କ୍ଷତିଗ୍ରସ୍ତ ହୋଇଥିଲା। ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀଙ୍କ ପାଇଁ ସହାୟତା…

ବାଇପାସ୍‌ ରାସ୍ତା ନ ଥିବାରୁ ଚିନ୍ତା

ନୟାଗଡ଼ ଅଫିସ,୨୩।୫: ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥର ନୟାଗଡ଼ ଓ ଦଶପଲ୍ଲା ଏବଂ ନୟାଗଡ଼- ନାଉଖାଲ ୨୧ ନଂ. ରାଜ୍ୟ ରାଜପଥର ଶରଣକୁଳ ଅଞ୍ଚଳରେ ବାଇପାସ ନିର୍ମାଣ ପାଇଁ ଦାବି ହୋଇ ଆସୁଛି। ହେଲେ ବିଭାଗୀୟ କର୍ତ୍ତୃପକ୍ଷ ଏ ସଂକ୍ରାନ୍ତରେ…

ଭାସିଗଲା ଡାଇଭର୍ସନ ରୋଡ

ନୂଆଗାଁ,୨୩।୫ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ୫୭ ନଂ. ଜାତୀୟ ରାଜପଥ ସୋରଡାଠାରୁ ଗୌଡ ଚାଞ୍ଚେରାପଲୀ ଦେଇ ଯାଇଥିବା ଆର.ଡି. ରାସ୍ତାର ନିର୍ମାଣ କାର୍ଯ୍ୟ ଚାଲିଛି। ହେଲେ ଡାହୁକା ନଦୀରେ ଶନିବାର ସାମାନ୍ୟ ପାଣି ଆସିବା ଫଳରେ ଡାଇଭର୍ସନ ରୋଡ…

ଡମ୍ପିଂୟାର୍ଡ ହେଲାନି, ବର୍ଜ୍ୟବସ୍ତୁ ପରିଚାଳନା ଦିଗହରା

ଜଗତ୍‌ସିଂହପୁର ଅଫିସ,୨୩ା୫: ଜଗତ୍‌ସିଂହପୁର ଜିଲାରେ ବର୍ଜ୍ୟବସ୍ତୁ ପରିଚାଳନା ଦିଗହରା ହୋଇପଡ଼ିଛି। ଜୈବ ବର୍ଜ୍ୟବସ୍ତୁଗୁଡିକୁ ୪୮ ଘଣ୍ଟା ଭିତରେ ନଷ୍ଟ କରିବାକୁ ନିର୍ଦ୍ଦେଶ ଥିଲେ ସୁଦ୍ଧା ତାହା ପାଳନ କରାଯାଉ ନାହିଁ। ଜିଲାର ଏକାଧିକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ (ସିଏଚ୍‌ସି) ଗଦା ଗଦା ବିପଜ୍ଜନକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?