Home

ଡମ୍ପିଂୟାର୍ଡ ହେଲାନି, ବର୍ଜ୍ୟବସ୍ତୁ ପରିଚାଳନା ଦିଗହରା

ଜଗତ୍‌ସିଂହପୁର ଅଫିସ,୨୩ା୫: ଜଗତ୍‌ସିଂହପୁର ଜିଲାରେ ବର୍ଜ୍ୟବସ୍ତୁ ପରିଚାଳନା ଦିଗହରା ହୋଇପଡ଼ିଛି। ଜୈବ ବର୍ଜ୍ୟବସ୍ତୁଗୁଡିକୁ ୪୮ ଘଣ୍ଟା ଭିତରେ ନଷ୍ଟ କରିବାକୁ ନିର୍ଦ୍ଦେଶ ଥିଲେ ସୁଦ୍ଧା ତାହା ପାଳନ କରାଯାଉ ନାହିଁ। ଜିଲାର ଏକାଧିକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ (ସିଏଚ୍‌ସି) ଗଦା ଗଦା ବିପଜ୍ଜନକ…

ପାର୍କିଂରେ ଥିବା ୫ କାର୍‌ ଜାଳିଦେଲେ ଦୁର୍ବୃତ୍ତ

ପାରଳାଖେମୁଣ୍ଡି,୨୩ା୫(ଡି.ଏନ୍‌.ଏ.): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଟାଉନହଲ ପରିସର ପାର୍କିଂରେ ନିଆଁ ଲାଗି ଏଠାରେ ରଖାଯାଇଥିବା ୫ଟି କାର୍‌ ସମ୍ପୂର୍ଣ୍ଣ ଜଳିଯାଇଛି। ଅଧିକାଂଶ କାର୍‌ ଅଧା ଜଳିଯାଇଛି। ନିଆଁ ଲାଗିବାର କାରଣ ବର୍ତ୍ତମାନ ଯାଏ ଅସ୍ପଷ୍ଟ ରହିଛି। ପାରିପାର୍ଶ୍ୱିକ ସ୍ଥିତିକୁ…

ଶପଥ ନେଲେ ଆନ୍ଥୋନୀ, କ୍ୱାଡ୍‌ ସମ୍ମିଳନୀରେ ଯୋଗ ଦେବେ…

ମେଲବୋର୍ନ, ୨୩।୫ : ଟୋକିଓରେ ଅନୁଷ୍ଠିତ କ୍ୱାଡ ସମ୍ମିଳନୀ ପୂର୍ବରୁ ଅଷ୍ଟ୍ରେଲିଆର ଲେବର ପାର୍ଟିର ନେତା ଆନ୍ଥୋନୀ ଆଲବାନେସ ଅଷ୍ଟ୍ରେଲିଆର ନୂତନ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଆନ୍ଥୋନୀ ଅଷ୍ଟ୍ରେଲିଆର ୩୧ତମ ପ୍ରଧାନମନ୍ତ୍ରୀ ହୋଇଛନ୍ତି। ଆନ୍ଥୋନୀ ଆଲବାନିସ ଟୁଇଟରରେ ଲେଖିଛନ୍ତି…

ଗଛରେ ପିଟିହେଲା ବରଯାତ୍ରୀ ଗାଡ଼ି: ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଠାକୁରମୁଣ୍ଡା,୨୩ା୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା- ଆନନ୍ଦପୁର ରାସ୍ତାର ତରାମରା ନାଳ ପୋଲ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ବରଯାତ୍ରୀ ନେଇ ଫେରୁଥିବା ବୋଲେରୋଟି ରାସ୍ତାକଡ଼ ଗଛରେ ପିଟି ହୋଇଯିବାରୁ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଡ୍ରାଇଭର ଗୁରୁତର…

ହୀରାକୁଦର ଆବଦ୍ଧ ମାଛଚାଷ ସଫଳ ମଡେଲ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରରେ ଆବଦ୍ଧ ମାଛଚାଷ ବା କେଜ୍‌ ଫିସ୍‌ କଲ୍‌ଚର ଏକ ସଫଳ ମଡେଲ୍‌। ଏହା ଖୁବ୍‌ଶୀଘ୍ର ରାଜ୍ୟର ମଧୁର ପାଣି ମାଛ ଉତ୍ପାଦନକୁ ବହୁ ପରିମାଣରେ ବୃଦ୍ଧି କରିବ। ଉଭୟ କ୍ଷେତ୍ର ପରିଦର୍ଶନ ଏବଂ ଉଚ୍ଚସ୍ତରୀୟ ସମୀକ୍ଷା ପରେ…

୫ ବର୍ଷରେ ମଲେଣି ୪୦୯ ହାତୀ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବଢ଼ି ଚାଲିଛି ହାତୀ ମୃତ୍ୟୁ। କେତେବେଳେ ବିଦ୍ୟୁତ ତାର ଲାଗି ହାତୀଙ୍କ ମୃତ୍ୟୁ ଘଟୁଛି ତ ଆଉ କେତେବେଳେ ବିଷ ଖାଇ, ଟ୍ରେନ ଧକ୍କାରେ, ଶିକାରୀଙ୍କ ଗୁଳି ଓ ରୋଗରେ ଜୀବନ ଯାଉଛି। ଓଡ଼ିଶା ବନ୍ୟପ୍ରାଣୀ…

ଏକଲପୁର ଫେରିଘାଟକୁ ନେଇ ବିବାଦ

ମହାକାଳପଡ଼ା,୨୩ା୫(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କଂସାର ଓ କଂସାର ବଡ଼ଦାଣ୍ଡୁଆ ପଞ୍ଚାୟତର ଗୋବରୀ ନଦୀ ଏକଲପୁର ଫେରିଘାଟରେ ଦୈନଦିନ ଯାତାୟାତ ପାଇଁ ବ୍ଲକ ପ୍ରଶାସନ ପକ୍ଷରୁ ଫେରିଘାଟ ନିଲାମ କରାଯାଇଥାଏ। ଏହି ନିଲାମ ଅର୍ଥ ପଞ୍ଚାୟତର ବିଭିନ୍ନ ଉନ୍ନୟନ କାର୍ଯ୍ୟରେ…

କରୋନା ଯୋଗୁ ପ୍ରତି ୩୩ ଘଣ୍ଟାରେ ୧୦ ଲକ୍ଷ ଗରିବ, ୩୦ ଘଣ୍ଟାରେ ଜଣେ ନୂଆ ବିଲିୟନେୟାର…

ଡାଭୋସ, ୨୩।୫ : ସ୍ବିଜରଲାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମର ବାର୍ଷିକ ବୈଠକ ପାଇଁ ସମଗ୍ର ବିଶ୍ୱରୁ ଧନୀ ଏବଂ ଶକ୍ତିଶାଳୀ ବ୍ୟକ୍ତିମାନେ ଏଠାରେ ପହଞ୍ଚିଛନ୍ତି। ଏହି ଅବସରରେ ଓକ୍ସଫାମ ଇଣ୍ଟରନ୍ୟାଶନାଲ ସୋମବାର କହିଛି ଯେ କରୋନା ମହାମାରୀ ସମୟରେ ପ୍ରତି…

କୃଷି ଉପକରଣ ସବ୍‌ସିଡି ଆତ୍ମସାତ୍‌

କେନ୍ଦ୍ରାପଡ଼ା ଅଫିସ,୨୩ା୫: ରାଜ୍ୟ ଓ କେନ୍ଦ୍ର ସରକାର କୃଷି ଓ କୃଷକଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ଚାଷୀଙ୍କୁ ରିହାତି ଦରରେ ପମ୍ପସେଟ୍‌, ସ୍ପ୍ରେୟରଠାରୁ ଆରମ୍ଭ କରି ଟ୍ରାକ୍ଟର, ପାୱାରଟିଲର, ହାର୍ଭେଷ୍ଟର ଆଦିରେ ପୂର୍ବରୁ କେନ୍ଦ୍ର ଓ ରାଜ୍ୟ ସରକାର…

ଭାଲୁକାହୁଡ଼ିରେ ବିକାଶ ଅପହଞ୍ଚ

ଯାଜପୁର ଅଫିସ/ରଗଡି (ଡି.ଏନ.ଏ.),୨୩ା୫: ଯାଜପୁର ଜିଲା ଗଠନକୁ ୨୯ ବର୍ଷ ପୂରିଛି। ଇତିମଧ୍ୟରେ ଜିଲାର ୭ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରାୟ ୨୨ ବର୍ଷ ଧରି ବିଜେଡି ଟିକେଟରେ ବହୁ ନେତା ପ୍ରତିନିଧିତ୍ୱ କରିଛନ୍ତି। କେତେଜଣ ବିଭିନ୍ନ ମନ୍ତ୍ରୀପଦରେ ଅଳଙ୍କୃତ ହୋଇଛନ୍ତି।…

ଜାପାନରେ ପ୍ରଧାନମନ୍ତ୍ରୀ, ଜୟ ଶ୍ରୀ ରାମ ସ୍ଲୋଗାନ…

ଟୋକିଓ, ୨୩।୫ : କ୍ୱାଡ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନରେ ପହଞ୍ଚିଛନ୍ତି। ଏହି ସମୟ ମଧ୍ୟରେ ଟୋକିଓରେ ପ୍ରବାସୀ ଭାରତୀୟଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରାଯାଇଛି। କ୍ୱାଡ ସମ୍ମିନଳୀରେ ଅଂଶଗ୍ରହଣ କରିବା ବ୍ୟତୀତ ପ୍ରଧାନମନ୍ତ୍ରୀ ଦୁଇ ଦିନିଆ…

କୋର୍ଟଙ୍କ ନିର୍ଦ୍ଦେଶରେ ସଞ୍ଜୟ, ପ୍ରଣବଙ୍କ ନାଁରେ ମାମଲା

ନବରଙ୍ଗପୁର,୨୩ା୫(ବି.ପ୍ର.): ଭାଜପା କର୍ମକର୍ତ୍ତା ଓ କର୍ମୀଙ୍କୁ ଗୋଇଠା ମାରିବା ଏବଂ ମହିଳାମାନଙ୍କୁ ଠେଲାପେଲା କରି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଅଭିଯୋଗରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ଏବଂ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ନବରଙ୍ଗପୁର ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?