ନୂଆ ଲୁକ୍ରେ କରଣ ଜୋହର
ମୁମ୍ବାଇ: ଫିଲ୍ମ ନିର୍ମାତା କରଣ ଜୋହର ସୋସିଆଲ ମିଡିଆରେ ବହୁ ଆକ୍ଟିଭ୍। ପ୍ରଂଶସକମାନଙ୍କ ସହ ଯୋଡ଼ି ହୋଇ ରହିବା ପାଇଁ ସେ ସୋସିଆଲ ମିଡିଆରେ ଫଟୋ ଏବଂ ଭିଡିଓ ଶେୟାର କରିଥାନ୍ତି। ଯାହା ଖୁବ୍ ଭାଇରାଲ ହୋଇଥାଏ। ଏବେ ସେ ତାଙ୍କ…
କଂଗ୍ରେସ ପାଇଁ ପିକେଙ୍କ ‘୩୭୦ ପ୍ଲସ୍ ଫର୍ମୂଲା’…
ନୂଆଦିଲ୍ଲୀ, ୧୭।୪ : ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପିକେ) କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଏବଂ ଦଳର ଅନ୍ୟ ୧୦ ବରିଷ୍ଠ ନେତାଙ୍କ ସହିତ ମିଶନ ୨୦୨୪ ବୈଠକ କରିଛନ୍ତି। ୪ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ପିକେ…
ବାସ୍ତୁ ଅନୁସାରେ ଏପରି ହେବା ଦରକାର ପିଲାଙ୍କ ରୁମ୍
କୁହାଯାଏ, ବାସ୍ତୁ ଅନୁଯାୟୀ ପିଲାମାନଙ୍କ ରୁମ୍ ହୋଇଥିଲେ ସେମାନଙ୍କୁ ଭଲ ନିଦ ହେବା ସହ ସେମାନଙ୍କ ସ୍ମରଣ ଶକ୍ତି ପ୍ରଖର ହୋଇଥାଏ। ଏଥିସହିତ ପାଠପଢା ପାଇଁ ତାଙ୍କ ଭିତରେ ଏକାଗ୍ରତା ମଧ୍ୟ ଆସିଥାଏ। ତେବେ ବାସ୍ତୁ ଅନୁସାରେ କେମିତି ହେବା ଦରକାର…
ପ୍ରଥମେ ଗୁଜରାଟ ଯିବେ ବୋରିସ୍, ଡାଏସ୍ପୋରା ପାଇଁ ଗୁରୁତ୍ୱପୂର୍ଣ୍ଣ…
ନୂଆଦିଲ୍ଲୀ, ୧୭।୪ : ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନସନ ୨୧ ଏପ୍ରିଲରେ ଭାରତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିମନ୍ତ୍ରଣ କ୍ରମେ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ଭାବରେ ବୋରିସ ଜନସନଙ୍କର ଏହା ହେଉଛି ପ୍ରଥମ ଭାରତ ଗସ୍ତ ।…
ଏମିତି ସ୍ଥାନ, ଯେଉଁଠିକି ଗଲେ ଲୋକଙ୍କୁ ହୁଏ ମାରାତ୍ମକ ରୋଗ
ଦୁନିଆରେ ଏପରି ଅନେକ ସ୍ଥାନ ଅଛି, ଯାହାକି ଅତ୍ୟନ୍ତ ଭୟାନକ ଏବଂ ମାରାତ୍ମକ ଅଟେ। ଲୋକମାନେ ଏହି ସ୍ଥାନକୁ ଯିବା ପାଇଁ ଭୟ କରିଥାନ୍ତି। କାରଣ ସେମାନେ ଜାଣିଥାନ୍ତି ଏଠାକୁ ଗଲେ ମୃତ୍ୟୁ ସୁନିଶ୍ଚିତ। ଏପରି ଏକ ସ୍ଥାନ ଉଜବେକିସ୍ତାନରେ ଅଛି।…
ବିଜୁବାବୁଙ୍କ ତିରୋଧାନ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର,୧୭।୪(ବ୍ୟୁରୋ): ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ। ଏହି ଅବସରରେ ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ବିଜୁ ବାବୁଙ୍କ ନୀତି ଓ ଆଦର୍ଶ ସର୍ବଦା ଆମକୁ ଲୋକଙ୍କ ସେବା କରିବାକୁ ଅନୁପ୍ରାଣିତ କରିବ ।…
ରୁଷିଆ ଦଖଲରେ ମାରିଆପୋଲ, ୧,୪୬୪ ୟୁକ୍ରେନ୍ ସୈନ୍ୟଙ୍କ ଆତ୍ମସମର୍ପଣ…
କ୍ୱିଭ୍, ୧୭।୪ : ରୁଷିଆର ସୈନ୍ୟବାହିନୀ ପୂର୍ବ ୟୁକ୍ରେନ୍ର ମାରିଅପୋଲ ସହରକୁ ନିଜ ଦଖଲକୁ ନେଇଛି। ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟର ମୁଖପାତ୍ର ଇଗୋର କୋନାଶେନକୋଭ ଏହି ସୂଚନା ଦେଇ କହିଛନ୍ତି ଯେ ୧,୪୬୪ ୟୁକ୍ରେନ୍ ସୈନ୍ୟ ଆତ୍ମସମର୍ପଣ କରିଛନ୍ତି। ତେବେ ୟୁକ୍ରେନର…
ହାତ ଛାଡ଼ିଲେ ଜର୍ଜ ତିର୍କୀ
ସୁନ୍ଦରଗଡ଼,୧୭।୪(ଡି.ଏନ୍.ଏ.): କଂଗ୍ରେସର ପ୍ରାଥମିକ ସଦସ୍ୟତା ପଦରୁ ଆଦିବାସୀ ନେତା ତଥା ପୂର୍ବତନ ବିଧାୟକ ଜର୍ଜ ତିର୍କୀ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ପିସିସି ନିକଟକୁ ପଠାଇଛନ୍ତି। ଜିଲା କଂଗ୍ରେସ କମିଟି ସଭାପତି ପଦରୁ ସେ ଇସ୍ତଫା ଦେବା ସହ…
କୋର୍ଟରୁ ଚୋରି, ମନ୍ତ୍ରୀଙ୍କ ମାମଲାର ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଗାଏବ୍…
ହାଇଦ୍ରାବାଦ୍, ୧୭।୪ : କୋର୍ଟରେ ପୁଣି ଚୋରି। ଯେକେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ମାତ୍ର ଏହା ସତ୍ୟ। ଚୋରମାନେ ଆନ୍ଧ୍ରପ୍ରଦେଶର ନେଲ୍ଲୁରରେ କୋର୍ଟକୁ ଟାର୍ଗେଟ କରିଛନ୍ତି। ଚୋରମାନେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଫିଲ୍ମ ଷ୍ଟାଇଲ୍ରେ ଚୋରାଇ ନେଇଛନ୍ତି। ଚୋରି ହୋଇଥିବା କାଗଜପତ୍ର…
ଇରପିନ୍ ପାଲଟିଲା ଧ୍ୱଂସସ୍ତୁପ, ୭୧ ପ୍ରତିଶତ କୋଠା ଧରାଶାୟୀ…
କ୍ୱିଭ୍, ୧୭।୪ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ୫୩ ଦିନରେ ପହଞ୍ଚିଛି। ଉଭୟ ପକ୍ଷ ସୈନ୍ୟବାହିନୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ରୁଷିଆ ସୈନ୍ୟ ଏବେ ଅଧିକ ଆକ୍ରମଣାତ୍ମକ ହେବାରେ ଲାଗିଛନ୍ତି। ମାରିଆପୋଲ, ଡୋନେଟସ୍କ,…
କ୍ଲିନ୍ ବୋଲ୍ଡ ହେବା ପରେ ରାଗରେ ନିଆଁବାଣ ହୋଇଗଲେ ଈଶାନ, କରିଦେଲେ ଏପରି କାମ ଯେ…
ନୂଆଦିଲ୍ଲୀ,୧୭।୪: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍) ୨୦୨୨ରେ ମୁମ୍ବାଇ ଇଣ୍ଡିଆନ୍ସ ଲଗାତର ଭାବେ ଖରାପ ପ୍ରଦର୍ଶନ ଜାରି ରଖିଛି। ଶନିବାର ଖେଳାଯାଇଥିବା ମୁକାବିଲାରେ ମୁମ୍ବାଇ ୧୮ ରନ୍ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସଠାରୁ ପରାଜିତ ହୋଇଛି। ଟୁର୍ନାମେଣ୍ଟରେ କ୍ରମାଗତ ୬ଷ୍ଠ ପରାଜୟ ପରେ ଦଳ…
ଦିନେ କମିଲେ ପୁଣି ବଢୁଛି…
ନୂଆଦିଲ୍ଲୀ, ୧୭।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧ ହଜାର ୧୫୦ରେ ପହଞ୍ଚିଛି। ସେହିପରି ଗତ ୨୪…
Archives


