Home

ଆମେରିକାର ନିଦ ହଜାଇଲା ଉତ୍ତର କୋରିଆ

ପ୍ୟୋଙ୍ଗ୍‌ୟାଙ୍ଗ୍‌,୬ା୧: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌-ଜୋଙ୍ଗ-ଉନ୍‌ ଜଣେ ବିଶ୍ୱ ବ୍ୟକ୍ତିତ୍ୱ, ଯିଏ କ୍ରମାଗତ ଭାବରେ ମିଡିଆରେ ଚର୍ଚ୍ଚାରେ ରହିଥାନ୍ତି। ଚର୍ଚ୍ଚାର କାରଣ ମଧ୍ୟ କିଛି ଅଲଗା। ବାସ୍ତବରେ କିମ୍‌ ନିଜର ଶାସକଦଳର ମନୋଭାବ ଅନୁସରଣ କରି ଦେଶର ଶକ୍ତି ଗ୍ରହଣ…

ତୃତୀୟ ଲହର ଟାର୍ଗେଟରେ କରୋନା ଯୋଦ୍ଧା, ୧୦୦୦ରୁ ଅଧିକ ଡାକ୍ତର ଆକ୍ରାନ୍ତ…

ନୂଆଦିଲ୍ଲୀ, ୬।୧ : ଦେଶରେ କରୋନା ମହାମାରୀର ତୃତୀୟ ଲହର ଆରମ୍ଭ ହୋଇଥିବାବେଳେ ଏହା ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ତୃତୀୟ ଲହର କରୋନା ଯୋଦ୍ଧାଙ୍କୁ ଟାର୍ଗେଟ କରିଛି। ଇତି ମଧ୍ୟରେ ଦେଶରେ ୧୦୦୦ରୁ ଅଧିକ ଡାକ୍ତର କରୋନାରେ…

ରାଜ୍ୟରେ ପ୍ରଥମ ମୁଣ୍ଡ ନେଲା ଓମିକ୍ରନ

ଭୁବନେଶ୍ୱର,୬ା୧(ବ୍ୟୁରୋ): ରାଜ୍ୟରେ ପ୍ରଥମ ମୁଣ୍ଡ ନେଇଛି ଓମିକ୍ରନ। କରୋନାରେ ଆକ୍ରାନ୍ତ ବଲାଙ୍ଗୀର ଜିଲା ଆଗଲପୁର ବ୍ଲକର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ୩ ଦିନ ତଳେ ତାଙ୍କୁ ହୃଦ୍‌ଘାତ ହୋଇଥିଲା। ପରେ ସେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ।…

ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୬।୧:କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ଆଇସିସି ମହିଳା ବିଶ୍ୱକପ ୨୦୨୨ ପାଇଁ ଦଳ ଘୋଷଣା କରିଛି। ମାର୍ଚ୍ଚ ୬ରେ ପାକିସ୍ତାନ ବିପକ୍ଷ ବିଶ୍ୱକପରେ ଭାରତୀୟ ଦଳ ଏହାର ପ୍ରଥମ ମ୍ୟାଚ ଖେଳିବ। ଏହି ମ୍ୟାଚ ତଉରଙ୍ଗାସ୍ଥିତ ବେ ଓଭାଲରେ ଖେଳାଯିବ।…

ସଲମାନଙ୍କୁ ବିବାହ ପାଇଁ ପ୍ରସ୍ତାବ ଦେଇଥିଲେ ଏହି ଅଭିନେତ୍ରୀ: ଜବାବରେ ମିଳିଥିଲା…

ବଲିଉଡ୍‌ ଅଭିନେତା ସଲମାନ ଖାନ ତାଙ୍କ ଫିଲ୍ମ ସହ ବ୍ୟକ୍ତିଗତ ଜୀବନକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚାରେ ରୁହନ୍ତି। ସଲ୍ଲୁଙ୍କ ନାଁ ଅନେକ ଅଭିନେତ୍ରୀଙ୍କ ସହ ଯୋଡା ଯାଇଛି। ସେମାନଙ୍କ ମଧ୍ୟରୁ ପାକିସ୍ତାନ-ଆମେରିକୀୟ ଅଭିନେତ୍ରୀ ସୋମି ଅଲି ଥିଲେ। ତାଙ୍କ ସହ…

ଆଇପିସି-ସିଆର୍‌ପିସି ସଂଶୋଧନ ଲାଗି ସମସ୍ତ ଏମ୍‌ପିଙ୍କୁ ଚିଠି ଲେଖି ମତାମତ ଲୋଡିଲେ ଶାହା…

ନୂଆଦିଲ୍ଲୀ, ୬।୧ : କେନ୍ଦ୍ରୀୟ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ସମସ୍ତ ଏମ୍‌ପିମାନଙ୍କୁ ଚିଠି ଲେଖି ଭାରତୀୟ ଦଣ୍ଡବିଧି ସଂହିତା (ଆଇପିସି), ଆପରାଧିକ ଦଣ୍ଡ ପ୍ରଦାନ ପ୍ରକିୟା ସଂହିତା (ସିଆର୍‌ପିସି) ଏବଂ ଭାରତୀୟ ସାକ୍ଷ୍ୟ ଅଧିନିୟମରେ ସଂଶୋଧନ ଲାଗି ମତାମତ ଲୋଡିଛନ୍ତି। ଶାହା…

ଦିନେ ଟଙ୍କା ପାଇଁ କୀର୍ତ୍ତନରେ ଗାଉଥିଲେ ଗୀତ, ଏବେ ବହୁ କୋଟି ଟଙ୍କାର ମାଲିକ

ଗାୟକ ତଥା ସ୍କ୍ରିପ୍ଟ ଲେଖକ ଦିଲଜିତ ଦୋସାଞ୍ଜଙ୍କୁ ଆଜି ୩୮ ବର୍ଷ ପଦାର୍ପଣ କରିଛନ୍ତି। ଆଜି ସେ କେବଳ ପଞ୍ଜାବୀ ଇଣ୍ଡଷ୍ଟ୍ରିର ନୁହେଁ ବରଂ ହିନ୍ଦୀ ଫିଲ୍ମ ଇଣ୍ଡଷ୍ଟ୍ରିର ମଧ୍ୟ ଏକ ବଡ ନାମ। ତାଙ୍କର କୋଟି କୋଟି ପ୍ରଶଂସକ ଅଛନ୍ତି।…

କେଶ ଝଡ଼ିବା ଓମିକ୍ରନ୍‌ର ନୂଆ ଲକ୍ଷଣ, ସାବଧାନ !…

ଓ୍ବାଶିଂଟନ/ନୂଆଦିଲ୍ଲୀ, ୬।୧ : କେଶ ଝଡ଼ିବା ସମସ୍ୟା ଅତି ସାଧାରଣ। କିନ୍ତୁ ଏନେଇ ଏବେ ସାବଧାନ ରହିବାକୁ ପଡ଼ିବ। ଏହା କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ରେ ଆକ୍ରାନ୍ତ ହେବାର ଲକ୍ଷଣ ବୋଲି ଡାକ୍ତରମାନେ ଚେତାବନୀ ଦେଇଛନ୍ତି। ନିକଟରେ ହୋଇଥିବା ଏକ ଗବେଷଣାରୁ…

ବିଦ୍ୟା ବାଲାନ୍‌ଙ୍କ ସହ ଡିନର୍‌ ଡେଟ୍‌ରେ ଯିବାକୁ ଚାହୁଁଛନ୍ତି ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୬।୧:ହିମାଚଳ ପ୍ରଦେଶ ତାମିଲନାଡୁକୁ ପରାସ୍ତ କରି ପ୍ରଥମ ଥର ପାଇଁ ବିଜୟ ହଜାରେ ଟ୍ରଫି ଜିତିଛି। ହିମାଚଳର ଏହି ବିଜୟର ମୁଖ୍ୟ ଷ୍ଟାର୍‌ ହେଉଛନ୍ତି ପ୍ରଶାନ୍ତ ଚୋପ୍ରା। ସେ ତାମିଲନାଡୁ, ସର୍ଭିସେସ୍‌, ଉତ୍ତରପ୍ରଦେଶ, ଓଡ଼ିଶା, ଆନ୍ଧ୍ରପ୍ରଦେଶର ବୋଲରମାନଙ୍କୁ ତାଙ୍କ ବିସ୍ଫୋରକ ବ୍ୟାଟିଂରେ…

କୋହଲି-ଗାଙ୍ଗୁଲିଙ୍କ ଝଗଡା ସମାଧାନ ହେବ କେମିତି: ଶାସ୍ତ୍ରୀ ଦେଲେ ଉପାୟ

ନୂଆଦିଲ୍ଲୀ,୬।୧:ଦକ୍ଷିଣ ଆଫ୍ରିକା ଗସ୍ତରେ ଟିମ ଇଣ୍ଡିଆ ଯିବା ପୂର୍ବରୁ ବିରାଟ କୋହଲି ଏବଂ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ମଧ୍ୟରେ ଆରମ୍ଭ ହୋଇଥିବା ବିବାଦ ଶେଷ ହୋଇଥିବାର ଦେଖାଯାଉଛି। କିନ୍ତୁ ଉଭୟ ପାର୍ଶ୍ୱରୁ ତିକ୍ତତା ସଂପୂର୍ଣ୍ଣ ରୂପେ ଶେଷ ହୋଇଛି, ବର୍ତ୍ତମାନ…

ପିଲା କୋଭାକ୍ସିନ୍‌ ନେବା ପରେ ପାରାସିଟାମଲ ମନା, ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ, ୬।୧ : ପିଲା କୋଭାକ୍ସିନ୍‌ ନେବା ପରେ ପାରାସିଟାମଲ ଦେବା ମନା। ଏନେଇ ସତର୍କ ସୂଚନା ଜାରି ହୋଇଛି। କୋଭାକ୍ସିନ୍‌ ଟିକା ନିର୍ମାତା ଭାରତ ବାୟୋଟେକ ସ୍ପଷ୍ଟ କରିଛି ଯେ ଟିକା ନେବା ପରେ ୧୫ରୁ ୧୮ ବର୍ଷ ବୟସ୍କ…

ତିହାର ଜେଲ୍‌ରେ ଅଘଟଣ, ୫ କଏଦୀଙ୍କ ସାମୁହିକ ଆତ୍ମହତ୍ୟା ଉଦ୍ୟମ…

ନୂଆଦିଲ୍ଲୀ, ୬।୧ : ତିହାର ସେଣ୍ଟ୍ରାଲ ଜେଲରେ ଅଘଟଣ ଘଟିଛି। ଏଠାରେ ୫ ଜଣ କଏଦୀ ସାମୁହିକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଜେଲର କର୍ମଚାରୀମାନେ ଠିକ ସମୟରେ ଏହା ଜାଣିବା ପରେ ସମସ୍ତଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଜଣେ କଏଦୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri