Home

ଅନ୍‌ଲାଇନ୍‌ରେ ବିବାହ ଡ୍ରେସ୍‌ ଅର୍ଡର କରିଥିଲେ ଯୁବତୀ, ପ୍ୟାକେଟ୍‌ ଦେଖି ପାଦତଳୁ ଖସିଗଲା ମାଟି

ଆଜିର ସମୟରେ ଲୋକମାନେ ଅନ୍‌ଲାଇନ୍‌ ଶପିଂକୁ ଅଧିକ ପସନ୍ଦ କରୁଛନ୍ତି। ଏମିତିରେ କରୋନା ଯୋଗୁ ଲୋକମାନେ ଭିଡ଼ରେ ଶପିଂ କରିବା ପରିବର୍ତ୍ତେ ଘରେ ବସି ଶପିଂ କରିବାକୁ ପସନ୍ଦ କରୁଛନ୍ତି। ଅଧିକାଂଶ କ୍ଷେତ୍ରରେ ଲୋକମାନେ ଆଶା କରୁଥିବା ସାମଗ୍ରୀଠାରୁ ବେଶ୍‌ ଭଲ…

ରାହୁଲଙ୍କ ବିସ୍ଫୋରକ ବ୍ୟାଟିଂ, ଏମ୍‌ଆଇ ପାଇଁ ବିଜୟ ଲକ୍ଷ୍ୟ ୨୦୦ …

ମୁମ୍ବାଇ, ୧୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ମୁମ୍ବାଇର ବ୍ରେବୋର୍ନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଏମ୍‌ଆଇର ଅଧିନାୟକ…

ରଣବୀରଙ୍କୁ ଜ୍ୱାଇଁ ଭାବେ ପାଇ ଭାବବିହ୍ବଳ ହେଲେ ମହେଶ ଭଟ୍ଟ

ବମ୍ବେ: ବିବାହ ପରଠାରୁ ଚର୍ଚ୍ଚାରେ ବଲିଉଡ୍‌ର ଅନ୍ୟତମ ହିଟ୍‌ ଯୋଡ଼ି ରଣବୀର କପୁର ଏବଂ ଆଲିଆ ଭଟ୍ଟ। ଗୁରୁବାର ବାସ୍ତୁ ଆପାର୍ଟମେଣ୍ଟରେ ଉଭୟ ହାତକୁ ଦୁଇ ହାତ ହୋଇଛନ୍ତି। ଏହି ବିବାହରେ ପରିବାରଲୋକଙ୍କ ସହ ବନ୍ଧୁ ଏବଂ ସମ୍ପର୍କୀୟମାନେ ଯୋଗ ଦେଇଥିଲେ।…

ମିଶନ ୨୦୨୪, ସୋନିଆ-ପିକେ ଭେଟ…

ନୂଆଦିଲ୍ଲୀ, ୧୬।୪ : ସୋନିଆ ଗାନ୍ଧୀଙ୍କ ସମେତ କଂଗ୍ରେସର ଭେଟେରାନଙ୍କ ସହ ଚାରି ଘଣ୍ଟିଆ ମାରାଥନ ବୈଠକରେ ପ୍ରଶାନ୍ତ କିଶୋର(ପିକେ) ୨୦୨୪ ଲୋକସଭା ନିର୍ବାଚନର ଉପସ୍ଥାପନା କରିଛନ୍ତି। ଦଳ ଭିତରେ ସଂସ୍କାର ଆଣିବା ପାଇଁ କଣ କରାଯିବା ଆବଶ୍ୟକ ତାହା ମଧ୍ୟ…

ଆଫଗାନିସ୍ତାନରେ ପାକିସ୍ତାନର ଏୟାର ଷ୍ଟ୍ରାଇକ୍‌: ୫ ଶିଶୁ ମୃତ

କାବୁଲ,୧୬ା୪: ଆଫଗାନିସ୍ତାନର ଖୋଷ୍ଟ ଏବଂ କୁନାର ପ୍ରଦେଶରେ ପାକିସ୍ତାନୀ ବିମାନଗୁଡ଼ିକ ଅନେକ ଥର ଏୟାର ଷ୍ଟ୍ରାଇକ କରିଛନ୍ତି। ଏହି ଆକ୍ରମଣରେ ୫ ଜଣ ଶିଶୁ ଏବଂ ଅନେକ ଲୋକଙ୍କର ମୃତ୍ୟୁ ଘଟିଛି। ଆଫଗାନିସ୍ତାନ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଖୋଷ୍ଟ ପ୍ରଦେଶର ଅଧିକାରୀମାନେ…

ଦରମାକୁ ନେଇ ଏମ୍‌ପି ହରଭଜନଙ୍କ ବଡ଼ ଘୋଷଣା

ଅମୃତସର,୧୬।୪: କ୍ରିକେଟରୁ ରାଜନେତା ବନିଥିବା ଭାରତୀୟ ପୂର୍ବତନ ଅଫ୍‌ ସ୍ପିନର ହରଭଜନ ସିଂହ ନିକଟରେ ଆମ୍‌ ଆଦ୍‌ମୀ ପାର୍ଟି(ଆପ୍‌)ରୁ ନିର୍ବାଚନ ଲଢ଼ି ପଞ୍ଜାବ ରାଜ୍ୟ ସଭା ଏମ୍‌ପି ହୋଇଛନ୍ତି। ଏହାକୁ ନେଇ ଶନିବାର ସେ ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସଭାରୁ…

ବୋରିସ୍‌ଙ୍କୁ ରୁଷିଆରେ ପ୍ରବେଶ ମନା…

ମସ୍କୋ, ୧୬।୪ : ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କୁ ରୁଷିଆରେ ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଯାଇଛି। ବ୍ରିଟେନର ପ୍ରତିବନ୍ଧକକୁ ଦୃଷ୍ଟିରେ ରଖି ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ସରକାର ଏହି ପଦକ୍ଷେପ ନେଇଛନ୍ତି। ନ୍ୟୁଜ ଏଜେନ୍ସି ଏଏଫ୍‌ପି କହିଛି ଯେ ରୁଷିଆର…

ଚାଇନା-ତାଇଓ୍ବାନ ଯୁଦ୍ଧ ହେଲେ କାହାର ହେବ କ୍ଷତି ?…

ବେଜିଂ, ୧୬।୪ : ତାଇୱାନ ପ୍ରସଙ୍ଗରେ ଚାଇନ ଏବଂ ଆମେରିକା ମଧ୍ୟରେ ତିକ୍ତତା ବଢ଼ିିବାରେ ଲାଗିଛି। କିନ୍ତୁ ନିକଟରେ ତାଇୱାନ ଏବଂ ଚାଇନା ମଧ୍ୟରେ ବାଣିଜ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଗତ ଆର୍ଥିକ ବର୍ଷରେ ତାଇୱାନ ଚାଇନାକୁ ୨୭୦ ବିଲିୟନ…

ଯାତ୍ରା ଦେଖିବାକୁ ଆସି ଯୁବକଙ୍କ ପ୍ରାଣ ଗଲା

ଅତାବିରା,୧୬ା୪(ଡି.ଏନ୍‌.ଏ.): ବରଗଡ଼ ଜିଲା ଭେଡେନ ବ୍ଲକ ସଂକ୍ରୀଡ଼ା ବିନ୍ଧ୍ୟବାସିନୀ ପାହାଡ଼ରେ ହେଉଥିବା ଯାତ୍ରା ଦେଖିବାକୁ ଆସି ଶନିବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ଡାଲବୀ ଗ୍ରାମର କାହ୍ନା ମିଶ୍ର(୩୧) ବୋଲି ଜଣାପଡ଼ିଛି। ଭୀମସାର୍‌, ବୁର୍ଲାରେ ଚିକିତ୍ସାଧୀନ…

ବାଂଲାଦେଶରେ ମାନବାଧିକାର ସ୍ଥିତି, ଆମେରିକାକୁ ହସିନା ସରକାରଙ୍କ ଜବାବ୍‌…

ଢାକା, ୧୬।୪ : ମାନବ ଅଧିକାର ପରିସ୍ଥିତି ଉପରେ ଆମେରିକାର ବୈଦେଶିକ ବିଭାଗର ରିପୋର୍ଟକୁ ବାଂଲାଦେଶ ସରକାର ସମାଲୋଚନା କରିଛନ୍ତି। ଏଥି ସହିତ ଏହି ପ୍ରସଙ୍ଗରେ ଦେଶ ମଧ୍ୟରେ ରାଜନୈତିକ ମତଭେଦ ଦେଖାଦେଇଛି। ଆମେରିକାର ରିପୋର୍ଟକୁ ସ୍ବାଗତ କରି ବିରୋଧୀ ବାଂଲାଦେଶ…

ଟସ୍‌ ଜିତିଲା ଏମ୍‌ଆଇ, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୧୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ମୁମ୍ବାଇର ବ୍ରେବୋର୍ନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଏମ୍‌ଆଇର ଅଧିନାୟକ…

ଉପନିର୍ବାଚନରେ ଭାଜପା ହାତ ଖାଲି…

ନୂଆଦିଲ୍ଲୀ, ୧୬।୪ : ଦେଶର ଗୋଟିଏ ଲୋକସଭା ଏବଂ ଚାରୋଟି ବିଧାନସଭା ଆସନରେ ଅନୁଷ୍ଠିତ ଉପ-ନିର୍ବାଚନର ଫଳାଫଳ ଘୋଷଣା ହୋଇଛି। ଚାରୋଟି ବିଧାନସଭା ଆସନ ହେଉଛି ପଶ୍ଚିମବଙ୍ଗର ବାଲିଗଞ୍ଜ, ଛତିଶଗଡର ଖୈରାଗଡ, ବିହାରର ବୋଚହାଁ ଏବଂ ମହାରାଷ୍ଟ୍ରର କୋହ୍ଲାପୁର। ଏଥି ସହିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri