Home

ବିବାଦ ପିଛା ଛାଡୁନି: ଏବେ ଇଡି ପଞ୍ଝାରେ…

ମୁମ୍ବାଇ: ଶିଳ୍ପା ଶେଟ୍ଟୀଙ୍କ ସ୍ବାମୀ ରାଜ୍‌ କୁନ୍ଦ୍ରାଙ୍କ ପିଛା ଛାଡୁନି ବିବାଦ। ପୂର୍ବରୁ ଅଶ୍ଳୀଳ ଫିଲ୍ମ ତିଆରି କରି ଗିରଫ ହୋଇଥିବା ରାଜ୍‌ ଏବେ ଆଉ ଏକ ନୂଆ ମାମଲାରେ ଛନ୍ଦି ହୋଇଛନ୍ତି। ମନି ଲଣ୍ଡରିଂ ମାମଲାରେ ତାଙ୍କ ନାଁ ଉଠିଛି।…

ହଲିଉଡ୍‌ ଅଭିନେତ୍ରୀଙ୍କ ପୁଅ ସହ ଭିଡିଓ କଲ୍‌ରେ ଆରାଧ୍ୟା

ମୁମ୍ବାଇ: ନୀଳନୟନା ଐଶ୍ୱର୍ଯ୍ୟା ରାୟବଚ୍ଚନ କାନ୍ସ ଫିଲ୍ମ ଫେଷ୍ଟିଭାଲ ପାଇଁ ସ୍ବାମୀ ଅଭିଷେକ ବଚ୍ଚନ ଏବଂ ଝିଅ ଆରାଧ୍ୟାଙ୍କ ସହ ଗୋଟିଏ ଦିନ ପୂର୍ବରୁ କାନ୍ସର ରେଡ୍‌ କାର୍ପେଟରେ ବୁଲୁଥିବାର ନଜର ଆସିଥିଲେ। ଏବେ ତାଙ୍କର ଏକ ଭିଡିଓ ଭାଇରାଲ ହେବାରେ…

ଅନ୍ତିମ ସଂସ୍କାରରେ ଡିଜେ ବଜାଇ ନାଚିଲେ

ଖୁସିର ସମୟରେ ଲୋକମାନେ ନାଚିଥାନ୍ତି, ପାର୍ଟି କରିଥାନ୍ତି। ହେଲେ ଆପଣ କେବେ କେହି ମରିଗଲେ ଉତ୍ସବ ପାଳନ କରିବା ଦେଖିଛନ୍ତି କି? ହୁଏତ ନା। ହେଲେ ଏବେ ସୋସିଆଲ ମିଡିଆରେ ଏଭଳି ଏକ ଭିଡିଓ ଭାଇରାଲ ହେଉଛି ଯାହାକୁ ଦେଖିଲେ ଆପଣ…

ନର୍ଭସ ଅଛନ୍ତି ଆଲିଆ

‘ଗଙ୍ଗୁବାଇ କାଠିଆଓ୍ବାଡି’ ଏବଂ ‘ଆରଆରଆର’ ଫିଲ୍ମ ସୁପରହିଟ୍‌ ସାବ୍ୟସ୍ତ ହେବା ପରେ ଆଲିଆ ଭଟ୍ଟ ଏବେ ତାଙ୍କର ପ୍ରଥମ ହଲିଉଡ ଫିଲ୍ମର ଶୁଟିଂ ଆରମ୍ଭ କରିବାକୁ ଯାଉଛନ୍ତି। ଏହା ପୂର୍ବରୁ ସେ ଟିକେ ନର୍ଭସ ଅଛନ୍ତି। ସୋସିଆଲ ମିଡିଆରେ ଆଲିଆ ଏକ…

ପୃଥିବୀର ୨୭ କୋଟିରୁ ଅଧିକ ଲୋକ ଭୋକିଲା ରହିବା ଆଶଙ୍କା, ଚିନ୍ତା ବ୍ୟକ୍ତ କଲେ ଜାତିସଂଘ ମହାସଚିବ…

ନ୍ୟୁୟର୍କ, ୧୯।୫ : ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ କହିଛନ୍ତି ଯେ ସାରା ବିଶ୍ୱରେ କ୍ଷୁଧା ସ୍ତର ଏକ ନୂତନ ସ୍ଥାନରେ ପହଞ୍ଚିଛି। ଏହା ବିରୋଧରେ ଲଢ଼ିିବାକୁ ସେ ବିଶ୍ୱବାସୀକୁ ଆହ୍ବାନ ଦେଇଛନ୍ତି। ନ୍ୟୁୟର୍କରେ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି…

ଏଥର ଭକ୍ତଙ୍କ ଗହଣରେ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା

ପୁରୀ ଅଫିସ,୧୯ା୫: ଏଥର ଭକ୍ତଙ୍କ ଗହଣରେ ହେବ ମହାପ୍ରଭୁଙ୍କ ସ୍ନାନଯାତ୍ରା। ଦୀର୍ଘ ଦୁଇ ବର୍ଷ ପରେ ଭକ୍ତମାନେ ସିଧାସଳଖ ସ୍ନାନଯାତ୍ରାରେ ସାମିଲ ହେବେ। ଶ୍ରୀଜିଉଙ୍କ ହାତୀ ବେଶ ପୂର୍ବରୁ ସ୍ନାନ ମଣ୍ଡପ ତଳେ ଓ ବେଶ ପରେ ଦୁଇ ଘଣ୍ଟା ମଣ୍ଡପ…

ସ୍ଲରି ପାଇପ୍‌ରେ ଲୁହାପଥର ପରିବହନକୁ ବିରୋଧ

କେନ୍ଦୁଝର,୧୯ା୫(ସ୍ବ.ପ୍ର.): ସ୍ଲରି ପାଇପ୍‌ରେ ଲୁହାପଥର ପରିବହନକୁ ବିରୋଧ କରି ଗୁରୁବାର କେନ୍ଦୁଝର ଜିଲାର ଟ୍ରକ୍‌ମାଲିକମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଦାବିପତ୍ର ପ୍ରଦାନ କରିଛନ୍ତି। ବହୁ ଆଗରୁ ବିପର୍ଯ୍ୟସ୍ତ ରାସ୍ତାରେ ଲୁହାପଥର ପରିବହନ କରି ସରକାରଙ୍କ ରାଜସ୍ବ…

ତାରାତାରିଣୀ ମନ୍ଦିର ପାର୍ଶ୍ଵବର୍ତ୍ତୀ ଋଷିକୁଲ୍ୟା ନଦୀ ତଟର ଉନ୍ନତି କରଣ ଲାଗି ହେଲା ମାଷ୍ଟର ପ୍ଲାନ

ପୁରୁଷୋତ୍ତମପୁର,୧୯/୫(ଡିଏନଏ): ଗଞ୍ଜାମ ଜିଲା ତଥା ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଇଷ୍ଟଦେବୀ ଆଦିଶକ୍ତି ପୀଠ ତଥା ପର୍ଯ୍ୟଟନସ୍ଥଳ ମା ତାରାତାରିଣୀଙ୍କ ମନ୍ଦିର ନବକଳେବର ହୋଇ ନୂତନ ରୁପରେଖରେ ଝଲସି ଉଠିଛି।ଏହା ଭକ୍ତ ମାନଙ୍କୁ ଆକୃଷ୍ଟ କରିବାରେ ଲାଗିଥିବା ବେଳେ ଏହାକୁ ପର୍ଯ୍ଯଟକଙ୍କୁ ଆହୁରି…

ରେଭେନ୍ସା ଛାତ୍ରସଂଘ-କର୍ତ୍ତୃପକ୍ଷ ମୁହାଁମୁହିଁ

କଟକ ଅଫିସ,୧୯ା୫: ଗେଟ୍‌ ବିବାଦକୁ ନେଇ ରେଭେନ୍ସାରେ ଛାତ୍ରସଂଘ ଏବଂ କର୍ତ୍ତୃପକ୍ଷ ମୁହାଁମୁହିଁ ହୋଇଛନ୍ତି। ବହୁଥର ଆଲୋଚନା ପରେ କର୍ତ୍ତୃପକ୍ଷ ଦାବିକୁ ମାନି ନ ନେବାରୁ ପୁଣି ଆନ୍ଦୋଳନକୁ ଓହ୍ଲାଇଛି ଛାତ୍ରସଂଘ। ବୁଧବାର ସନ୍ଧ୍ୟାରୁ ମହାବିଦ୍ୟାଳୟ ୨ ନଂ ମୁଖ୍ୟ ଫାଟକ…

ଜ୍ଞାନବ୍ୟାପି ମାମଲାର ଶୁଣାଣି ଶୁକ୍ରବାର, ନିମ୍ନ ଅଦାଲତଙ୍କ ପ୍ରକ୍ରିୟା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ/ବାରାଣସୀ, ୧୯।୫ : ବାରାଣସୀର କାଶୀ ବିଶ୍ୱନାଥ ମନ୍ଦିର କମ୍ପ୍ଲେକ୍ସରେ ଅବସ୍ଥିତ ଜ୍ଞାନବ୍ୟାପି ମସଜିଦରେ ଶିବଲିଙ୍ଗଙ୍କ ଦାବିକୁ ନେଇ ବିବାଦ ଜାରି ରହିଛି। ଅପରପକ୍ଷରେ ଜ୍ଞାନବ୍ୟାପି ମସଜିଦ-ଶୃଙ୍ଗାର ଗୌରୀ ବିବାଦ ମାମଲାର ଶୁଣାଣି ଗୁରୁବାର ଦିନ ସୁପ୍ରିମକୋର୍ଟରେ ଅନୁଷ୍ଠିତ ହୋଇଥିଲା। ଉଭୟ…

ଆଜମ ଖାନଙ୍କୁ ମିଳିଲା ଆଶ୍ୱସ୍ତି

ନୂଆଦିଲ୍ଲୀ,୧୯।୫: ସମାଜବାଦୀ ପାର୍ଟି ବିଧାୟକ ଆଜମ ଖାନଙ୍କୁ ସୁପ୍ରିମକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ଜେଲରେ ଥିବା ଆଜମଙ୍କୁ କୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ତେବେ ସେ କେତେ ଦିନ ଭିତରେ ବାହାରକୁ ଆସିବେ ତାହା ସ୍ପଷ୍ଟ ହୋଇନାହିଁ। ଏହି…

ଯାଆଁଳା ଭଉଣୀଙ୍କ ସହ ଘଟିଲା ଏମିତି, ସମସ୍ତେ ହେଲେ ଆଶ୍ଚର୍ଯ୍ୟ

ଦୁନିଆରେ କିଛି ଜିନିଷ ଅଚାନକ ଘଟିପାରେ। କିନ୍ତୁ ବେଳେବେଳେ କିଛି ଘଟଣା ଏମିତି ଘଟେ, ଯାହାକୁ ସହଜେ ବିଶ୍ୱାସ କରି ହୁଏ ନାହିଁ। ଆମେରିକାର ଅରେଞ୍ଜ୍‌ କାଉଣ୍ଟିରେ ଏପରି ଏକ ଘଟଣା ଘଟିଛି। ନିକଟରେ ଜିଲ ଜଷ୍ଟିନିଆନି ଏବଂ ଏରିନ ଚେପ୍ଲାକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?