ମୃତଦେହ ଖୋଳି ତନାଘନା
କିଭ୍, ୧୪ା୪: ବୁଚା ଗଣହତ୍ୟା ପରେ ରୁଷୀୟ ସୈନ୍ୟଙ୍କ ନରଂସହାରର ପ୍ରମାଣ ପାଇଁ ତଦନ୍ତକାରୀ ଟିମ୍ ସେଠାରେ ପହଞ୍ଚି ଯାଞ୍ଚ ଚଳାଇଛନ୍ତି। ଶୁକ୍ରବାରଠାରୁ କିଭ୍ର ଫରେନ୍ସିକ୍ ଟିମ୍ ବୁଚାରେ ପୋତାଯାଇଥିବା ମୃତଦେହ ଖୋଳି ତନାଘନା କରୁଛନ୍ତି। ଏହାସହ ବାହାର ଦେଶର ତଦନ୍ତକାରୀ…
ହଂସଖାଲି ଗଣବଳାତ୍କାର, ହତ୍ୟା: ତେଜିଲା ରାଜନୀତି
କୋଲକାତା/ନୂଆଦିଲ୍ଲୀ,୧୪ା୪: ପଶ୍ଚିମବଙ୍ଗର ନଦୀୟା ଜିଲା ହଂସଖାଲିରେ ଜଣେ ୧୪ ବର୍ଷୀୟା ଝିଅଙ୍କୁ ଗଣବଳାତ୍କାର ଓ ହତ୍ୟା କରାଯିବା ମାମଲାରେ ରାଜନୀତି ସରଗରମ ହେବାରେ ଲାଗିଛି। ବିରୋଧୀ ଭାଜପା ଏହି ପ୍ରସଙ୍ଗରେ ଶାସକ ତୃଣମୂଳ କଂଗ୍ରେସ (ଟିଏମ୍ସି)କୁ ଟାର୍ଗେଟ କରିଛି। ଭାଜପା ରାଷ୍ଟ୍ରୀୟ…
ଗୋଟାବାୟାଙ୍କ ବିରୋଧରେ ଆସିବ ମହାଭିଯୋଗ
କଲମ୍ବୋ, ୧୪ା୪: ଗମ୍ଭୀର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାରେ ରାଜନୈତିକ ସଙ୍କଟ ଘନେଇଛି। ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେଙ୍କ ଇସ୍ତଫା ଦାବିରେ ଦେଶବ୍ୟାପୀ ବିକ୍ଷୋଭ ଜାରି ଥିବାବେଳେ ତାଙ୍କ ବିରୋଧରେ ମହାଭିଯୋଗ ଓ ଅନାସ୍ଥା ପ୍ରସ୍ତାବ ଆଣିବା ନିମନ୍ତେ ବିରୋଧୀ…
ହିନ୍ଦୀକୁ ତାମିଲନାଡୁ ଭାଜପାର ବିରୋଧ
ଚେନ୍ନାଇ,୧୪।୪ : ହିନ୍ଦୀ ଭାଷାକୁ ବଳପୂର୍ବକ ଲଦିଦେବା ଉଦ୍ୟମକୁ ତାମିଲନାଡୁ ଭାଜପା ବିରୋଧ କରେ ବୋଲି ଏହାର ସଭାପତି କେ. ଆନ୍ନାମଲାଇ କହିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ହିନ୍ଦୀ ଭାଷାକୁ ଇଂଲିଶର ବିକଳ୍ପ କରାଯିବା ଉଚିତ ବୋଲି କହିବା ପରେ…
ନାବାଳକଙ୍କର ୭୦ ସେମି ଲାଞ୍ଜ
କାଠମାଣ୍ଡୁ,୧୪।୪ : ନେପାଳର ଜଣେ ୧୬ ବର୍ଷୀୟ ବାଳକଙ୍କର ୭୦ ସେଣ୍ଟିମିଟର ଲମ୍ବର ଲାଞ୍ଜ ଦେଖିବାକୁ ମିଳିଛି। ଦେଶାନ୍ତ ଅଧିକାରୀ ନାମକ ଉକ୍ତ ନାବାଳକଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଚିକିତ୍ସା ବିଜ୍ଞାନରେ…
ଅଏଲ୍ ଇଣ୍ଡିଆକୁ ସାଇବର ଆକ୍ରମଣ
ଗୁଆହାଟୀ/ନୂଆଦିଲ୍ଲୀ,୧୪ା୪: ଭାରତର ଅନ୍ୟତମ ପ୍ରମୁଖ ରାଷ୍ଟ୍ରାୟତ୍ତ ତୈଳ ଉତ୍ପାଦନକାରୀ କମ୍ପାନୀ ଅଏଲ୍ ଇଣ୍ଡିଆ ଲିମିଟେଡ୍ (ଅଏଲ୍) ଉପରେ ସାଇବର ଆକ୍ରମଣ ହୋଇଛି। ଆସାମ ଦିବ୍ରୁଗଡ଼ ଜିଲାର ଦୁଲିଆଜାନ୍ରେ ଥିବା ଅଏଲ୍ ମୁଖ୍ୟାଳୟକୁ ବିଦେଶୀ ହ୍ୟାକର୍ସମାନେ ଟାର୍ଗେଟ କରି ଏହାର ନେଟ୍ଓ୍ବର୍କ, ସର୍ଭର…
ମୁମ୍ବାଇର ଲଗାତର ପଞ୍ଚମ ପରାଜୟ
ପୁଣେ,୧୨୵୪: ଆଇପିଏଲ ୨୦୨୨ର ୨୩ତମ ମ୍ୟାଚରେ ଆଜି ପୁଣି ମୁମ୍ବାଇ ଇଣ୍ଡିଆନ୍ସକୁ ପରାଜୟର ସାମ୍ନା କରିବାକୁ ପଡିଛି। ପୁଣେରେ ଖେଳାଯାଉଥିବା ଏହି ମ୍ୟାଚରେ ପଞ୍ଜାବ କିଙ୍ଗସ ୧୨ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ୧୯୯ ରନର ବିଜୟ ଲକ୍ଷ୍ୟକୁ ପିଛା…
ଧାଓ୍ବନଙ୍କ ଧୂଆଁଧାର ବ୍ୟାଟିଂ: ମୁମ୍ବାଇ ଆଗରେ ୧୯୯ ରନ୍ର ବିଜୟ ଲକ୍ଷ୍ୟ
ମୁମ୍ବାଇ,୧୩ା୪: ବୁଧବାର ମୁମ୍ବାଇ ଇଣ୍ଡିଆନ୍ସ(ଏମ୍ଆଇ) ବିପକ୍ଷରେ ଚାଲିଥିବା ଆଇପିଏଲ୍ ମ୍ୟାଚ୍ରେ ପଞ୍ଜାବ କିଙ୍ଗ୍ସର ଖେଳାଳିଙ୍କ ଧୂଆଁଧାର ବ୍ୟାଟିଂ ଦେଖିବାକୁ ମିଳିଛି। ପ୍ରଥମେ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା ଏମ୍ଆଇ। ପଞ୍ଜାବ ବ୍ୟାଟିଂ ନିମନ୍ତ୍ରଣ ପାଇ ୨୦ ଓଭରରେ ୫ ଉଇକେଟ…
ଆଲିଆଙ୍କ ହାତରେ ଲାଗିଲା ରଣବୀରଙ୍କ ମେହେନ୍ଦୀ
ମୁମ୍ବାଇ: ଅଭିନେତା ରଣବୀର କପୁର ଏବଂ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ବିବାହ ପୂର୍ବର କାର୍ଯ୍ୟ ଆରମ୍ଭ ହୋଇଛି। ଅଭିନେତ୍ରୀଙ୍କ ହାତରେ ରଣବୀର କପୁରଙ୍କ ନାମରେ ମେହେନ୍ଦୀ ଲାଗିଛି। ମେହେନ୍ଦୀ ସହିତ ସଙ୍ଗୀତ କାର୍ଯ୍ୟକ୍ରମ ମଧ୍ୟ ଜୋରସୋର୍ରେ ଚାଲିଛି। ଦୁହେଁ ଜୀବନସାଥୀ ହେବେ।…
ଦିଲ୍ଲୀରେ ପୁଣି ବଢ଼ିଲା କରୋନା ସଂକ୍ରମଣ
ନୂଆଦିଲ୍ଲୀ,୧୩।୪: ଦିଲ୍ଲୀରେ ବଢ଼ିବାରେ ଲାଗିଲାଣି କରୋନା ସଂକ୍ରମଣ। ଅନେକ ଦିନ ପରେ ରାଜଧାନୀରେ କରୋନା ସଂକ୍ରମଣ ମାମଲା ୩୦୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦିଲ୍ଲୀରେ ୨୯୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପ୍ରକାଶ ଯେ, ମଙ୍ଗଳବାର ଦିଲ୍ଲୀରେ ୧୩୭ କରୋନା ଆକ୍ରାନ୍ତ…
ୟୁକ୍ରେନକୁ ୯୦ ଟନ୍ ରିଲିଫ୍ ସାମଗ୍ରୀ ପଠାଇଛୁ: ଏସ୍ ଜୟଶଙ୍କର
ଓ୍ବାଶିଂଟନ,୧୩ା୪: ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ୍ ଜୟଶଙ୍କର କହିଛନ୍ତି, ମାନବିକତା ପରିସ୍ଥିତିରେ (ୟୁକ୍ରେନ) ବିଭିନ୍ନ ଦେଶ କ’ଣ କରୁଛନ୍ତି ସେ ବିଷୟରେ ଆମେ ଆଲୋଚନା କରିଛୁ। ମାର୍ଚ୍ଚରେ ଆମେ ୯୦ ଟନ୍ ରିଲିଫ ସାମଗ୍ରୀ ଦେଇଥିଲୁ, କିନ୍ତୁ ବର୍ତ୍ତମାନ ୟୁକ୍ରେନକୁ…
ଦେଶର ଶ୍ରେଷ୍ଠ ୫ ଆକାଂକ୍ଷୀ ଜିଲା ତାଲିକା: ତୃତୀୟରେ ମାଲକାନଗିରି
ଭୁବନେଶ୍ୱର,୧୩।୪(ବ୍ୟୁରୋ): ଦେଶର ଶ୍ରେଷ୍ଠ ୫ ଆକାଂକ୍ଷୀ ଜିଲା ତାଲିକାରେ ତୃତୀୟ ସ୍ଥାନରେ ମାଲକାନଗିରି ରହିଛି। ନିତି ଆୟୋଗଙ୍କ ଆକାଂକ୍ଷୀ ଜିଲା ତାଲିକାର ୩ୟ ସ୍ଥାନରେ ମାଲକାନଗିରି ଥିବା ବେଳେ ୧ମରେ ଆସାମର ଉଦଲଗିରି,୨ୟରେ କର୍ନାଟକର ୟାଦର୍ଗି, ୪ର୍ଥରେ ଛତିଶଗଡ଼ର ସୁକମା ଓ…
Archives


