ପାଶ୍ଚାତ୍ୟ କଟକଣା ରୁଷିଆ ଯୋଗାଣ ଶୃଙ୍ଖଳାକୁ ପ୍ରଭାବିତ କରିବ
ମସ୍କୋ,୨୬ା୨: ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ପରେ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ମସ୍କୋ ଉପରେ ଏକାଧିକ କଟକଣା ଲଗାଇଛନ୍ତି। ଏହାର ରୁଷିଆର ଗୁରୁତ୍ୱପୂର୍ଣ୍ଣ ଯୋଗାଣ ଶୃଙ୍ଖଳକୁ ବ୍ୟାହତ କରିପାରେ ବୋଲି ଦେଶର ଅନ୍ୟତମ ସର୍ବବୃହତ ବ୍ୟବସାୟିକ ଗୋଷ୍ଠୀ ରାଷ୍ଟ୍ରପତି ଭ୍ଲାଡିମିର୍ ପୁଟିନ୍ଙ୍କୁ ସତର୍କ…
ଅଣୁଅସ୍ତ୍ର ଭୟ ଦେଖାଇଲେ ପୁଟିନ୍
ଓ୍ବାର୍ସା,୨୬ା୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍ ପୁଟିନ୍ ବିଶ୍ୱ ନେତାମାନଙ୍କୁ ଖୋଲାଖୋଲି ଭାବେ ଆଣବିକ ଅସ୍ତ୍ର ବ୍ୟବହାର କରିବାର ଭୟ ଦେଖାଇଛନ୍ତି। ୟୁକ୍ରେନ୍ ଉପରେ ରୁଷିଆର ଆକ୍ରମଣ ରୋକିବାକୁ କୌଣସି ରାଷ୍ଟ୍ର ଯଦି ସାମରିକ ଶକ୍ତି ବ୍ୟବହାର କରିବାର ଦୁଃସାହସ କରେ ତେବେ…
‘ମମି, ଡାଡି, ଆଇ ଲଭ୍ ୟୁ’: ଭାଇରାଲ ହେଉଛି ଯବାନଙ୍କ ଭିଡିଓ
କ୍ୱିଭ୍,୨୬ା୨: ଆଶାଆଶଙ୍କା ଭିତରେ ୟୁକ୍ରେନର ବର୍ତ୍ତମାନ ଏବଂ ଭବିଷ୍ୟତ। କେଉଁ ମୁହୂର୍ତ୍ତରେ ରୁଷିଆ କ୍ୱିଭ୍କୁ କବ୍ଜା କରିନେବ ସେ ନେଇ କୌଣସି ନିର୍ଦ୍ଦିଷ୍ଟତା ନାହିଁ। ବର୍ତ୍ତମାନ ସୁଦ୍ଧା ୟୁକ୍ରେନ ସେନା ରୁଷିଆର କଡ଼ା ମୁକାବିଲା କରିବାରେ ଲାଗିଛନ୍ତି । ତେବେ ଏଭଳି…
ମୁଁ କ୍ୱିଭ୍ରେ ଅଛି, ୟୁକ୍ରେନର ସୁରକ୍ଷା କରୁଛି: ୟୁକ୍ରେନ ରାଷ୍ଟ୍ରପତି
କ୍ୱିଭ୍,୨୬ ।୨: ସଙ୍କଟରେ ୟୁକ୍ରେନ । ରୁଷିଆର ଲଗାତାର ଆକ୍ରମଣରେ ବି ହାର ମାନି ନାହିଁ ୟୁକ୍ରେନ । ରୁଷିଆ ୟୁକ୍ରେନର ରାଜଧାନୀ କ୍ୱିଭକୁ ପ୍ରବେଶ କରିବା ପରେ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ନିଜ ଦେଶରେ ହିଁ ଅଛନ୍ତି ।…
ୟୁକ୍ରେନ୍ରୁ ଭାରତୀୟଙ୍କୁ ଉଦ୍ଧାର ଉଦ୍ୟମ
ନୂଆଦିଲ୍ଲୀ,୨୬ା୨(ପି.ଟି.): ରୁଷିଆର ୟୁକ୍ରେନ୍ ଆକ୍ରମଣ ଯୋଗୁ ସେଠାର ବାୟୁସୀମା ବେସାମରିକ ବିମାନ ଚଳାଚଳ ପାଇଁ ବନ୍ଦ ହୋଇଯାଇଛି। ଫଳରେ ୟୁକ୍ରେନ୍ରେ ଅଟକି ରହିଥିବା ଭାରତୀୟମାନଙ୍କୁ ନିରାପଦର ସହ ଫେରାଇ ଆଣିବା ଲାଗି ଏୟାର ଇଣ୍ଡିଆର ଦୁଇଟି ବିମାନ ପଠାଯାଇଛି। ଯେଉଁ ଭାରତୀୟମାନେ…
ୟୁଏନ୍ଏସ୍ସିରେ ଭାରତର ସମର୍ଥନ ପାଇବାକୁ ରୁଷିଆ ଆଶାବାଦୀ
ନୂଆଦିଲ୍ଲୀ,୨୬ା୨(ପି.ଟି.): ରୁଷିଆର ୟୁକ୍ରେନ୍ ଆକ୍ରମଣକୁ ବିରୋଧ କରି ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି)ରେ ଶୁକ୍ରବାର ସନ୍ଧ୍ୟାରେ ଗୁରୁତ୍ୱପୂର୍ଣ୍ଣ ଚିଠା ପ୍ରସ୍ତାବ ଅଣାଯିବାକୁ ଥିବାବେଳେ ଏଥିରେ ମସ୍କୋ ଭାରତର ସମର୍ଥନ ଆଶା କରିଛି। ୟୁକ୍ରେନ୍ ଓ ମସ୍କୋର ସାମ୍ପ୍ରତିକ ସ୍ଥିତି ଉପରେ ଭାରତର…
୨୦୩୦ ମଧ୍ୟରେ ୩୦୦ ବିଲିୟନ ଟନ୍ ଉତ୍ପାଦନ ଲକ୍ଷ୍ୟ
କୋଣାର୍କ,୨୬ା୨(ଡି.ଏନ୍.ଏ.): କୋଣାର୍କ ଇକୋ ରିଟ୍ରିଟ୍ ପରିସରରେ ଗୁରୁବାର ଓ ଶୁକ୍ରବାର ଦୁଇଦିନ ବ୍ୟାପୀ ବିଭିନ୍ନ ରାଜ୍ୟର ଖଣି ଓ ଶିଳ୍ପ ମନ୍ତ୍ରୀମାନଙ୍କ ଖଣି ସମ୍ବନ୍ଧୀୟ ସମ୍ମିଳନୀ ଆୟୋଜିତ ହୋଇଛି। ଏଥିରେ କେନ୍ଦ୍ର ଇସ୍ପାତ ମନ୍ତ୍ରୀ ରାମଚନ୍ଦ୍ର ପ୍ରସାଦ ସିଂ ମୁଖ୍ୟଅତିଥି ଭାବେ…
ପୂର୍ବତନ ମନ୍ତ୍ରୀ ଦେବରାଜ ସାହୁଙ୍କ ପରଲୋକ
ଅନୁଗୋଳ ଅଫିସ,୨୬ା୨: ରାଜ୍ୟ ସରକାରଙ୍କ ପୂର୍ବତନ ଗୃହ ରାଷ୍ଟ୍ରମନ୍ତ୍ରୀ ତଥା ଅନୁଗୋଳର ପୂର୍ବତନ ବିଧାୟକ ଦେବରାଜ ସାହୁଙ୍କ ଶୁକ୍ରବାର ସକାଳେ ପରଲୋକ ହୋଇଯାଇଛି। ତାଙ୍କୁ ୯୫ ବର୍ଷ ହୋଇଥିଲା। ଗତ ୧୫ ଦିନ ହେଲା ସେ ନିମୋନିଆରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ…
ୟୁଏନଏସସିର ଭୋଟିଂରେ ଭାଗ ନେଲେ ନାହିଁ ଭାରତ, ଚାଇନା, ୟୁଏଇ
ନ୍ୟୁୟର୍କ,୨୬ ।୨: ରୁଷିଆ ପକ୍ଷରୁ ୟୁକ୍ରେନ ଉପରେ କରାଯାଉଥିବା ଆକ୍ରମଣକୁ ନେଇ ଅସହମତି ପ୍ରସ୍ତାବ ଉପରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦ ପକ୍ଷରୁ ଶୁକ୍ରବାର ଭୋଟିଂ କରାଯାଇଥିଲା । ଏହି ଭୋଟିଂ ପ୍ରକ୍ରିୟାଠାରୁ ଭାରତ ଓ ଚାଇନା ନିଜକୁ ଦୂରେଇ ରଖିଛନ୍ତି…
ନାରାୟଣପାଟଣା ପୋଷ୍ଟ ଅଫିସରୁ ଜମାକାରୀଙ୍କ ଟଙ୍କା ହଡ଼ପ
ନାରାୟଣପାଟଣା,୨୬ା୨(ଡି.ଏନ.ଏ.): କୋରାପୁଟ ଜିଲାରେ ଥମୁନି ପୋଷ୍ଟ ଅଫିସ ଦୁର୍ନୀତି। ଜମାକାରୀଙ୍କ କଷ୍ଟଲବଧ ଅର୍ଥରେ କେତେଜଣ କର୍ମଚାରୀ ବେଶ୍ ସ୍ବଚ୍ଛନ୍ଦରେ ଚଳୁଛନ୍ତି। ଜିଲାର ବୈପାରିଗୁଡା ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡପ ଘଟଣା ଲୋକଙ୍କ ମନରୁ ନ ଲିଭୁଣୁ ଏବେ ନାରାୟଣପାଟଣାରେ ଅନୁରୂପ…
‘ନ୍ୟାୟିକସେବା ଶିକ୍ଷାନବିସ ମାତୃଭାଷାକୁ ପ୍ରାଧାନ୍ୟ ଦିଅନ୍ତୁ’
ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ଜନସାଧାରଣଙ୍କ ମୌଳିକ ଅଧିକାରକୁ ସୁରକ୍ଷା ଦେବା ଗଣତନ୍ତ୍ରର ପ୍ରଧାନ ଆଭିମୁଖ୍ୟ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର କହିିଛନ୍ତି। ଶୁକ୍ରବାର ନବାଗତ ନ୍ୟାୟିକସେବା ଶିକ୍ଷାନବିସଙ୍କ ସହିତ ପ୍ରତ୍ୟକ୍ଷ ପରିଚୟ ଉଦ୍ଦେଶ୍ୟରେ ବିଧାନସଭା ନୂତନ ସମ୍ମିଳନୀ କକ୍ଷରେ ଏକ ପ୍ରଶିକ୍ଷଣ…
ପିଲାଙ୍କୁ ସୁଯୋଗ ଦେଲେ ସଫଳ ହେବେ
ସକାରାମତ୍କ ଦୃଷ୍ଟିଭଙ୍ଗୀ ଓ କଠିନ ଅଧ୍ୟବସାୟ ହିଁ ପିଲାଙ୍କ ପାଇଁ ସଫଳତା ଆଣିଦେଇଥାଏ। ଏଥିଲାଗି ସେମାନଙ୍କୁ ଉପଯୁକ୍ତ ସୁଯୋଗ ମିଳିବା ଜରୁରୀ। ସାମ୍ପ୍ରତିକ ସ୍ଥିତିରେ ଛାତ୍ରୀଛାତ୍ରଙ୍କ ଆବଶ୍ୟକତାକୁ ବୁଝି ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେବା ପାଇଁ ସେମାନଙ୍କୁ ପ୍ରସ୍ତୁତ କରିବା ପ୍ରତ୍ୟେକ…
Archives


