Home

ସବୁଠାରୁ ମହଙ୍ଗା ଖେଳାଳି, ହେଲେ ପୁରା ସିଜନରେ ଫ୍ଲପ୍‌

ମୁମ୍ବାଇ,୧୮।୫: ଚଳିତ ଆଇପିଏଲ୍‌ ୨୦୨୨ ନିଲାମରେ ସବୁଠାରୁ ମହଙ୍ଗା ଖେଳାଳି ଥିଲେ ଇଶାନ କିଶନ। ମୁମ୍ବାଇ ଇଣ୍ଡିଆନ୍ସ ଏହି ଯୁବ ଭାରତୀୟ ବ୍ୟାଟ୍ସମ୍ୟାନଙ୍କୁ ୧୫ କୋଟି ୨୫ ଲକ୍ଷ ଦେଇ କିଣିଥିଲା। ହେଲେ ଟୁର୍ନାମେଣ୍ଟ ଶେଷ ପର୍ଯ୍ୟନ୍ତ ସେ ଭଲ ପ୍ରଦର୍ଶନ…

ଟାଇଟନିକ୍‌ ପୋଜ୍‌ରେ ଶୁଟିଂ କରୁଥିଲେ ପ୍ରେମୀଯୁଗଳ, ପରେ ଯାହା ଘଟିଲା…

୧୯୯୭ରେ ହଲିଉଡ୍‌ ଫିଲ୍ମ ‘ଟାଇଟନିକ୍‌’ ସମ୍ପର୍କରେ କିଏ ବା ନ ଜାଣିଛି। ଏହି ଫିଲ୍ମ ସେତେବେଳେ ସମଗ୍ର ବିଶ୍ୱରେ ଚହଳ ସୃଷ୍ଟି କରିଥିଲା। ଫିଲ୍ମଟି ଯୁବପିଢ଼ିଙ୍କୁ ବେଶ୍‌ ପସନ୍ଦ ଆସିଥିଲା। ଏଥିରେ କିଛି ରୋମାଣ୍ଟିକ୍‌ ସିନ୍‌ ବା ଦୃଶ୍ୟ ଥିଲା। ସେଥିମଧ୍ୟରୁ…

ଦିଲ୍ଲୀର ଉପରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ଅନୀଲ ବୈଜଲ

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀର ଉପରାଜ୍ୟପାଳ ଅନୀଲ ବୈଜଲ ବୁଧବାର ଇସ୍ତଫା ଦେଇଛନ୍ତି। ସେ ବ୍ୟକ୍ତିଗତ କାରଣ ଦର୍ଶାଇ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟକୁ ଇସ୍ତଫା ପଠାଇଛନ୍ତି। ଡିସେମ୍ବର ୩୧, ୨୦୧୬ରେ ପୂର୍ବତନ ଆଇଏଏସ ଅଧିକାରୀ ବୈଜଲଙ୍କୁ ଉପରାଜ୍ୟପାଳ ଭାବରେ ନିଯୁକ୍ତ କରାଯାଇଥିଲା। ସେ…

ସେଦିନ କ୍ରିକେଟ ଛାଡ଼ିବାକୁ ନିଷ୍ପତ୍ତି ନେଇଥିଲି: ଆଣ୍ଡରସନ୍‌

ନୂଆଦିଲ୍ଲୀ,୧୮।୫: ବର୍ତ୍ତମାନ ସମୟରେ ଇଂଲଣ୍ଡ କ୍ରିକେଟ ଟିମ୍‌ ଜଟିଳ ପରିସ୍ଥିତି ଦେଇ ଗତି କରୁଛି। ପ୍ରଥମେ ଦଳର ଅଧିନାୟକ ଇସ୍ତଫା ଦେବା ପରେ ଅନେକ ବୋର୍ଡ ଅଧିକାରୀ ଇସ୍ତଫା ଦେଇଥିଲେ। ଏପରିକି ସୋମବାର ବୋର୍ଡର ସିଇଓ ଟମ୍‌ ହାରିସନ୍‌ ମଧ୍ୟ ତାଙ୍କ…

ଗର୍ଲଫ୍ରେଣ୍ଡଙ୍କୁ ହତ୍ୟା କରି କବର ଦେଉଥିବାବେଳେ ନିଜେ ଚାଲିଗଲେ

ନ୍ୟୁୟର୍କ,୧୮।୫:ଆମେରିକାର ଦକ୍ଷିଣ କାରୋଲିନାରେ ଏକ ଅଜବ ଘଟଣା ଘଟିଛି। ଏଠାରେ ଜଣେ ବ୍ୟକ୍ତି ପ୍ରଥମେ ତାଙ୍କ ଗର୍ଲଫ୍ରେଣ୍ଡକୁ ହତ୍ୟା କରି କବର ଦେଉଥିବାବେଳେ ନିଜେ ହୃଦଘାତରେ ମୃତ୍ୟୁବରଣ କରିଛନ୍ତି। ଦକ୍ଷିଣ କାରୋଲିନାର ୬୦ ବର୍ଷିୟ ଜୋସେଫ ମ୍ୟାକକିନନ୍‌ ତାଙ୍କର ୬୫ ବର୍ଷିୟା…

ଜଙ୍ଗଲରେ ନିଆଁ ଲଗାଇ ଯୁବତୀ କରୁଥିଲେ ଟିକ୍‌ଟକ୍‌, ଆଉ ତା’ ପରେ…

ଚଳିତ ଗ୍ରୀଷ୍ମ ଋତୁରେ ପ୍ରବଳ ଗରମ ପଡ଼ିଛି। ଭାରତର କିଛି ସ୍ଥାନରେ ତାପମାତ୍ରା ୫୦ ଡିଗ୍ରୀ ଛୁଇଁଛି। ତେବେ ପଡ଼ୋଶୀ ଦେଶ ପାକିସ୍ତାନରେ ମଧ୍ୟ ସମାନ ଅବସ୍ଥା । ଏଭଳି ଗରମ ସମୟରେ ଯଦି କେହି ଜଙ୍ଗଲରେ ନିଆଁ ଲଗାନ୍ତି ତେବେ…

ସୋନାରିକାଙ୍କ ସରିଲା ନିର୍ବନ୍ଧ

ବମ୍ବେ: ସରିଲା ନିର୍ବନ୍ଧ। ଖୁବ୍‌ଶୀଘ୍ର ହାତକୁ ଦୁଇ ହାତ ହେବେ ‘ଦେବୋ କେ ଦେବ୍‌ ମହାଦେବ’ ଏବଂ ‘ସଲୀମ ଅନାରକଲୀ’ ଫେମ୍‌ ସୋନାରିକା ଭଦୋରିଆ। ବୁଧବାର ସକାଳେ ଅଭିନେତ୍ରୀ ନିଜ ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଖୁସିଖବର ଜଣାଇଛନ୍ତି। ସୋନାରିକା…

ଶ୍ରୀଲଙ୍କାକୁ ୧୬ କୋଟି ଡଲାର ସହାୟତା ଦେଲା ବିଶ୍ୱ ବ୍ୟାଙ୍କ୍‌

କଲମ୍ବୋ,୧୮।୫:ଶ୍ରୀଲଙ୍କାରେ ଏବେ ଘୋର ଆର୍ଥତ୍କ ସଙ୍କଟ ଦେଖାଦେଇଛି। ଦେଶକୁ ଏହି ସମୟରେ ବିଶ୍ୱ ବ୍ୟାଙ୍କ ସହାୟତାର ହାତ ବଢାଇଛି। ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ରନିଲ ୱିକେରେସିଂଘେ ବୁଧବାର ସଂସଦରେ କହିଛନ୍ତି, ଦେଶ ବିଶ୍ୱ ବ୍ୟାଙ୍କରୁ ୧୬ କୋଟି ଡଲାର ସହାୟତା ପାଇଛି। ଅର୍ଥନୈତିକ…

ଅଭିଷେକ ବଚ୍ଚନଙ୍କ ପାଇଁ ବଦଳାଇଥିଲେ ନାଁ

ବମ୍ବେ: କମେଡିଆନ କୃଷ୍ଣା ଅଭିଷେକ ମନୋରଞ୍ଜନଜଗତର ଏକ ଜଣାଶୁଣା ନାମ। ସୋନି ଚ୍ୟାନେଲରେ ପ୍ରସାରିତ ହେଉଥିବା ‘ଦ କପିଲ ଶର୍ମା ଶୋ’ରେ ସେ ସପ୍‌ନା ଭୂମିକାରେ ନଜର ଆସୁଛନ୍ତି। କୃଷ୍ଣାଙ୍କ ନାମ ପଛର କାହାଣୀ ବେଶ ରୋମାଞ୍ଚକର। ତାଙ୍କର ପ୍ରକୃତ ନାମ…

ରକ୍ତମୁଖା ଭାଲୁ, ଗୋଡ଼ାଇ ଗୋଡ଼ାଇ ୩ ଜଣଙ୍କୁ କଲାଣି ଗୁରୁତର

ପାଟଣା,୧୮ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ମାଛଗଡ଼ ବିଟ୍‌ ଅଞ୍ଚଳରେ ବୁଧବାର ସକାଳୁ ରକ୍ତମୁଖା ହୋଇପଡ଼ିଛି ଏକ ଭାଲୁ। ଲୋକଙ୍କୁ ଗୋଡ଼େଇ ଗୋଡ଼େଇ କାମୁଡୁଛି। ଭାଲୁ ଆକ୍ରମଣରେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରୁ ୨ ଜଣ…

ବିବାହକୁ ନେଇ ମୁହଁ ଖୋଲିଲେ ଅର୍ଜୁନ

ବଲିଉଡରେ ସବୁଠାରୁ ଅଧିକ ଚର୍ଚ୍ଚିତ ଯୋଡିଙ୍କ ମଧ୍ୟରୁ ଅର୍ଜୁନ କପୁର ଏବଂ ମଲାଇକା ଆରୋରା ଅନ୍ୟତମ। ମଲାଇକା ଏବଂ ଅର୍ଜୁନ ଦୀର୍ଘ ଦିନ ହେବ ପରସ୍ପରକୁ ଡେଟ କରୁଛନ୍ତି। ଉଭୟ ଆନୁଷ୍ଠାନିକ ଭାବରେ ୨୦୧୯ରେ ସେମାନଙ୍କର ସମ୍ପର୍କ ଘୋଷଣା କରିଥିଲେ। ଦୁହେଁ…

ଆଣ୍ଟି-ଶିପ୍‌ ମିଜାଇଲର ସଫଳ ପରୀକ୍ଷଣ କଲା ନୌସେନା…

ନୂଆଦିଲ୍ଲୀ, ୧୮।୫ : ଭାରତୀୟ ନୌସେନା ପକ୍ଷରୁ ଏକ ଆଣ୍ଟି-ଶିପ୍‌ ମିଜାଇଲର ସଫଳ ପରୀକ୍ଷଣ କରାଯାଇଛି। ବୁଧବାର ନୌସେନା ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି। ନୌସେନା ଏକ ସେକିଂ ହେଲିକପ୍ଟରରୁ ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ପ୍ରଥମ ଆଣ୍ଟି-ଶିପ୍‌ ମିଜାଇଲର ସଫଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?