ନ୍ୟୁୟର୍କ ସବ୍ଓ୍ବେ ଷ୍ଟେଶନରେ ଗୁଳି: ୧୩ ଆହତ
ନ୍ୟୁୟର୍କ, ୧୩।୪: ନ୍ୟୁୟର୍କର ବ୍ରୁକ୍ଲିନ୍ଠାରେ ଥିବା ଏକ ସବ୍ଓ୍ବେ ଷ୍ଟେଶନରେ ମଙ୍ଗଳବାର ଗୁଳିକାଣ୍ଡ ଘଟିଛି। ଏଥିରେ ଅନୂ୍ୟନ ୧୩ ଜଣ ଆହତ ହୋଇଛନ୍ତି। ଜଣେ ବ୍ୟକ୍ତି ଗୁଳିକାଣ୍ଡ ଘଟାଇଥିବା ପୋଲିସ କହିଥିବାବେଳେ ଏହା ପଛର କାରଣ ଜଣାପଡ଼ିନାହିଁ। ସୂଚନା ଅନୁସାରେ, ଅଭିଯୁକ୍ତ…
ମୋ ମୃତ୍ୟୁ ପାଇଁ ମନ୍ତ୍ରୀ ଦାୟୀ
ବେଙ୍ଗାଲୁରୁ,୧୩।୪: କର୍ନାଟକର ଗ୍ରାମାଞ୍ଚଳ ବିକାଶ ଓ ପଞ୍ଚାୟତିରାଜ ମନ୍ତ୍ରୀ କେ.ଏସ୍. ଈଶ୍ୱରପ୍ପାଙ୍କ ବିରୋଧରେ ଏକ ଠିକାକାମ ପାଇଁ ୪୦% କମିଶନ ଦାବି ଅଭିଯୋଗ ଆଣିଥିବା ଜଣେ ଠିକାଦାରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଉଡୁପିସ୍ଥିତ ଏକ ଲଜ୍ରୁ ମଙ୍ଗଳବାର ସକାଳେ ତାଙ୍କ ମୃତଦେହ…
ଛୁଟିରେ ପଢ଼ିବେ ପିଲା
ଭୁବନେଶ୍ୱର,୧୩।୪(ବ୍ୟୁରୋ): ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମଙ୍ଗଳବାର ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଛି। ପିଲାମାନଙ୍କ ପାଠପଢା ଓ ପରୀକ୍ଷା ଆଦି ବିଷୟ ଉପରେ ମନ୍ତ୍ରୀ ସମୀର ରଞ୍ଜନ ଦାଶ ସମୀକ୍ଷା କରିଛନ୍ତି। ଏଥିରେ ବିଭାଗର ସମସ୍ତ…
ସିଏସ୍କେର ପ୍ରଥମ ବିଜୟ…
ମୁମ୍ବାଇ, ୧୨।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣରେ ମଙ୍ଗଳବାର ଚେନ୍ନାଇ ସୁପର କିଙ୍ଗସ୍ (ସିଏସ୍କେ) ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲୋର(ଆର୍ସିବି) ବିପକ୍ଷରେ ପ୍ରଥମ ବିଜୟ ହାସଲ କରିଛି । ଧାର୍ଯ୍ୟ ୨୧୭ ରନ୍ ଲକ୍ଷ୍ୟର ପିଛା କରି ଆରସିବି ୨୦ ଓଭରରେ…
୧୮ରୁ ଉଚ୍ଚଶିକ୍ଷାନୁଷ୍ଠାନରେ ପୁଣି ବାୟୋମେଟ୍ରିକ୍ ଉପସ୍ଥାନ
ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଉଥିବାରୁ ବିଭିନ୍ନ କ୍ଷେତ୍ରରେ ଲାଗିଥିବା କଟକଣାକୁ କୋହଳ କରାଯାଉଛି। ଏହିକ୍ରମରେ ଉଚ୍ଚଶିକ୍ଷାନୁଷ୍ଠାନଗୁଡ଼ିକରେ ପୁଣିଥରେ ବାୟୋମେଟ୍ରିକ୍ ଉପସ୍ଥାନ ବ୍ୟବସ୍ଥା ହେବ। ଆସନ୍ତା ୧୮ ତାରିଖରୁ ଏହା ଆରମ୍ଭ ହେବ। ଗତ ଜାନୁଆରୀ ୭ ତାରିଖରେ କରୋନା ସ୍ଥିତିକୁ…
ଦେଶରେ ୩ କୋଟି ଅନାଥ, ବର୍ଷରେ ୪୦୦୦ ହେଉଛନ୍ତି ପୋଷ୍ୟ…
ନୂଆଦିଲ୍ଲୀ, ୧୨।୪ : ଦେଶରେ ପୋଷ୍ୟ ଗ୍ରହଣ ଆଇନକୁ ସରଳ କରିବା ଲାଗି ସୁପ୍ରିମ୍କୋର୍ଟରେ ଦାଖଲ ହୋଇଥିବା ଏକ ଆବେଦନ ନେଇ ନୋଟିସ୍ ଜାରି କରାଯାଇଛି। ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠରେ ଏହାକୁ ସୂଚୀବଦ୍ଧ କରାଯାଇଛି।…
ଉପରମୁହାଁ ପାରଦ: ଆଜି ୪୩ ଡିଗ୍ରୀ ଛୁଇଁଲା ତାପମାତ୍ରା
ଭୁବନେଶ୍ୱର,୧୨ା୪(ବ୍ୟୁରୋ)-ଗତ କିଛିଦିନ ହେବ ରାଜ୍ୟରେ ପାରଦ ଉପରମୁହାଁ। ଉପକୂଳ ଓଡ଼ିଶାରେ ପାଗ ମେଘୁଆ ରହୁଥିବା ବେଳେ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ବଢ଼ିବାରେ ଲାଗିଛି ତାତି। ମଙ୍ଗଳବାର ବଲାଙ୍ଗୀର ଓ ସୋନପୁରରେ ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ ସେଲ୍ସିୟସ ରେକର୍ଡ କରାଯାଇଛି।…
ଆର୍ସିବି ପାଇଁ ବିଜୟ ଲକ୍ଷ୍ୟ ୨୧୭ …
ମୁମ୍ବାଇ, ୧୨।୪ : ଆଇପିଏଲ୍ ସିଜିନ୍ର ୧୫ତମ ସଂସ୍କରଣରେ ମଙ୍ଗଳବାର ଚେନ୍ନାଇ ସୁପର କିଙ୍ଗସ୍ (ସିଏସ୍କେ) ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲୋର(ଆର୍ସିବି) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍ ଷ୍ଟାଡିୟମ୍ରେ…
ଭିକ୍ଟୋରିଆ ପାର୍କ ଅଗ୍ନିକାଣ୍ଡ ମୃତକଙ୍କୁ କ୍ଷତି ପୂରଣ, ଏଡିଜି ପାହ୍ୟା ଅଧିକାରୀ ନିଯୁକ୍ତି ହେବେ…
ନୂଆଦିଲ୍ଲୀ, ୧୨।୪ : ମିରଟର ଭିକ୍ଟୋରିଆ ପାର୍କ ଅଗ୍ନିକାଣ୍ଡ ମୃତକଙ୍କୁ କ୍ଷତି ପୂରଣ ନେଇ ୧୬ ବର୍ଷ ପରେ ସୁପ୍ରିମ୍କୋର୍ଟଙ୍କ ପକ୍ଷରୁ ବଡ଼ ରାୟ ପ୍ରଦାନ କରାଯାଇଛି। କ୍ଷତିପୂରଣ ପରିମାଣ ନିଶ୍ଚିିତ କରିବା ଲାଗି ଜଣେ ଏଡିଜି ପାହ୍ୟା ଅଧିକାରୀ ନିଯୁକ୍ତି…
ଓମିକ୍ରନ୍ର ବିଏ.୪-ବିଏ.୫ ଭାରିଆଣ୍ଟ୍ ଚିହ୍ନଟ…
ଜୋହାନ୍ସବର୍ଗ, ୧୨।୪ : କରୋନା ମହାମାରୀ ଭୂତାଣୁ ଓମିକ୍ରନ୍ ଭାରିଆଣ୍ଟ୍ର ଦୁଇ ଉପବଂଶ ଭାରିଆଣ୍ଟ୍ ଚିହ୍ନଟ ହୋଇଛି। ଦକ୍ଷିଣ ଆଫ୍ରିକାର ବୈଜ୍ଞାନିକମାନେ ଏହି ଦୁଇ ଭାରିଆଣ୍ଟ୍କୁ ବିଏ.୪ ଏବଂ ବିଏ.୫ ଭାରିଆଣ୍ଟ୍ ଚିହ୍ନଟ କରିଛନ୍ତି। ସେଣ୍ଟର ଫର୍ ଏପିଡେମିକ୍ ରେସପନ୍ସ୍ ଆଣ୍ଡ୍…
ପାକିସ୍ତାନ ଅଭିନେତ୍ରୀଙ୍କ ସହ ସିଗାରେଟ୍ ଟାଣି ଚର୍ଚ୍ଚାକୁ ଆସିଥିଲେ ରଣବୀର
ମୁମ୍ବାଇ: ଦିନ କେଇଟାରେ ମିସେସ୍ କପୁର ହେବେ ଚୁଲ୍ବୁଲୀ ଆଲିଆ ଭଟ୍ଟ। ଏକଦା ଅନେକ ଯୁବତୀଙ୍କ ମନର ମଣିଷ ସାଜିଥିବା ରଣବୀର କପୁରଙ୍କ ହାତ ଧରିବେ ସେ। ଜଣେ ପ୍ରଶଂସିକା ସହ ନମ୍ବର ଓ୍ବାନ୍ ପ୍ରେମିକା ବୋଲି ତାଙ୍କୁ କୁହାଯାଏ। କାରଣ…
ବ୍ରୁକ୍ଲିନ୍ ମେଟ୍ରୋ ଷ୍ଟେଶନରେ ଆଖିବୁଜା ଗୁଳି ଚଳାଇଲେ ଅଜଣା ଆକ୍ରମଣକାରୀ …
ନ୍ୟୁୟର୍କ, ୧୨।୪ : ନ୍ୟୁୟର୍କର ବ୍ରୁକ୍ଲିନ୍ର ୩୬ ଷ୍ଟ୍ରିଟ ମେଟ୍ରୋ ଷ୍ଟେଶନରେ ଜଣେ ଆକ୍ରମଣକାରୀ ମଙ୍ଗଳବାର ସକାଳେ ଲୋକଙ୍କ ଉପରକୁ ଆଖିବୁଜା ଗୁଳି ଚଳାଇଛନ୍ତି। ଏହି ସମୟରେ ଏଠାରେ ବିସ୍ଫୋରଣର ଶବ୍ଦ ମଧ୍ୟ ଶୁଣାଯାଇଛି। ବର୍ତ୍ତମାନ ଏହି ଆକ୍ରମଣରେ୫ ଜଣ ଆହତ…
Archives


