Home

ଖସୁଛି ସଂକ୍ରମଣ

ନୂଆଦିଲ୍ଲୀ,୧୨।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୯୬ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୧୯ ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା…

ଗତ ୨୪ ଘଣ୍ଟାରେ ରାଜ୍ୟରେ ୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସମ୍ବଲପୁର ଜିଲାରୁ ସର୍ବାଧିକ ୯ ଜଣ…

ବଡ଼ ରେକର୍ଡ କଲେ ପାଣ୍ଡ୍ୟା

ମୁମ୍ବାଇ,୧୨।୪: ଆଇପିଏଲ୍‌ ୨୦୨୨ରେ ପ୍ରତିଦିନ ରୋମାଞ୍ଚକର ମ୍ୟାଚ ଦେଖିବାକୁ ମିଳୁଛି। ଚଳି ଆଇପିଏଲ୍‌ର ୨୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ୮ ଉଇକେଟ୍‌ରେ ଗୁଜରାଟ ଟାଇଟାନ୍ସକୁ ଦଳକୁ ପରାସ୍ତ କରିଛି। ଏହି ମ୍ୟାଚରେ ହାର୍ଦ୍ଦିକ ପାଣ୍ଡ୍ୟା ଏକ ବଡ଼ ରେକର୍ଡ କରିଛନ୍ତି। ହାର୍ଦ୍ଦିକ…

ରିଲିଜ୍‌ ପୂର୍ବରୁ ରେକର୍ଡ ଭାଙ୍ଗିଲା କେଜିଏଫ୍‌ ୨

ଫିଲ୍ମ କେଜିଏଫ୍‌ ଚାପ୍ଟର ୨ ରିଲିଜ୍‌ ପୂର୍ବରୁ ରେକର୍ଡ କରିଛି। ଏହି ଫିଲ୍ମକୁ ଦେଖିବା ପାଇଁ ପ୍ରଶଂସକମାନେ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ପ୍ରଶଂସକଙ୍କ ପ୍ରତୀକ୍ଷା ଶେଷ ହେବାକୁ ଯାଉଛି। କେଜିଏଫ୍‌ ଚାପ୍ଟର ୨ ଚଳିତ ସପ୍ତାହରେ ରିଲିଜ ହେଉଛି। ଏହି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ମିଳିବ ପ୍ରଥମ ଲତା ଦିନାନାଥ ମଙ୍ଗେଶକର ପୁରସ୍କାର

ମୁମ୍ବାଇ,୧୨।୪:ସ୍ବର କୋକିଳା ତଥା ଭାରତ ରତ୍ନ ଲତା ମଙ୍ଗେଶକରଙ୍କ ସ୍ମୃତିରେ ତାଙ୍କ ପରିବାର ଲତା ଦିନାନାଥ ମଙ୍ଗେଶକର ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ଲତା ମଙ୍ଗେଶକର ଏବଂ ତାଙ୍କ ପିତା ଦିନାନାଥ ମଙ୍ଗେଶକରଙ୍କ ସ୍ମୃତିରେ ଏହି ପୁରସ୍କାର ଦିଆଯିବ। ପ୍ରତିବର୍ଷ…

କିରୋସିନ ଲିଟର ୭୬ ଟଙ୍କା, ଚିନ୍ତାରେ ଖାଉଟି

ଚଣ୍ଡିଖୋଲ,୧୨ା୪(ଡି.ଏନ.ଏ.):କେନ୍ଦ୍ର ସରକାର ପେଟ୍ରୋଲିୟମ୍‌ ଜାତ ଦ୍ରବ୍ୟର ମୂଲ୍ୟ ବଢ଼ାଇ ଚାଲିଛନ୍ତି। ଏହି ମୂଲ୍ୟବୃଦ୍ଧିରୁ କିରୋସିନ୍‌ ବାଦ୍‌ ପଡିନାହିଁ। ଗତ ୪ମାସ ମଧ୍ୟରେ କିରୋସିନ୍‌ର ମୂଲ୍ୟ ଅହେତୁକ ବୃଦ୍ଧି ପାଇଛି। ୨୦୨୨ ଜାନୁୟାରୀରେ କିରୋସିନ ଲିଟର ୫୦ଟଙ୍କା ଥିବା ବେଳେ ତାହା ଧିରେ…

ବୃଦ୍ଧା,ବୃଦ୍ଧ, ଦିବ୍ୟାଙ୍ଗଙ୍କୁ ଡିବିଟି ଚିନ୍ତା

ରସୁଲପୁର,୧୨ା୪(ଡି.ଏନ୍‌.ଏ.):ସାମାଜିକ ନିରାପତ୍ତା ଯୋଜନା ଜରିଆରେ ବୃଦ୍ଧା,ବୃଦ୍ଧ, ବିଧବା, ଦିବ୍ୟାଙ୍ଗମାନଙ୍କୁ ପ୍ରତିମାସରେ ଭତ୍ତା ପ୍ରଦାନ କରାଯାଉଛି। ଏଥିପାଇଁ ପ୍ରତି ମାସର ୧୫ତାରିଖକୁ ଜନସେବା ଦିବସ ଭାବେ ଘୋଷଣା କରାଯାଇଛି। ଏହି ଦିବସରେ ଅବା ତା’ପୂର୍ବରୁ ପଞ୍ଚାୟତ କାର୍ଯ୍ୟାଳୟରେ ହିତାଧିକାରୀମାନଙ୍କୁ ୫୦୦ ଓ ୭୦୦ଟଙ୍କା…

ବିନା ସରକାରୀ କୋଠାରେ ମାଳମାଳ ଅଙ୍ଗନଓ୍ବାଡି କେନ୍ଦ୍ର

ପାରାଦୀପ,୧୨ା୪(ସ୍ବ.ପ୍ର.):ରାଜ୍ୟର ଅର୍ଥନୈତିକ ମୁଖଶାଳା କୁହାଯାଉଥିବା ପାରାଦୀପ ପୌରାଞ୍ଚଳରେ ଶିଶୁ ବିକାଶ ଯୋଜନା ପ୍ରହସନ ପାଲଟିଛି। ୨୦୧୧ରୁ ପୌରାଞ୍ଚଳରେ ସରକାରୀ ଭାବେ ୮୪ କେନ୍ଦ୍ର ଚାଲିଛି। କିନ୍ତୁ ଗୋଟିଏବି ସରକାରୀ କୋଠା ଥିବା ଅଙ୍ଗନଓ୍ବାଡି କେନ୍ଦ୍ର କେଉଁଠି ଦେଖିବାକୁ ମିଳିନାହିଁ। ଏସବୁ କେନ୍ଦ୍ର…

ଆଧୁନିକ ଚାକଚକ୍ୟରେ ବଞ୍ଚିରହିଛି ରାମଲୀଳା

କେନ୍ଦ୍ରାପଡ଼ା ଅଫିସ, ୧୨ା୪:ଲୋକସଂସ୍କୃତି ଓ ପରମ୍ପରା ବଞ୍ଚିରହିଲେ ସମାଜ ସଂସ୍କାରିତ ହେବ। ଏହା ନ ରହିଲେ ଲୋକେ ପଥଚ୍ୟୁତ ହେବେ, ଯାହା ଆଧୁନିକ ସମାଜ ପାଇଁ ଦରକାର। ଆଧୁନିକ ସମାଜର ଚାକଚକ୍ୟ ଭିତରେ ଲୋକକଳା ରାମଲୀଳା ଏବେ ବି ବଞ୍ଚତ୍ରହିଛି କେନ୍ଦ୍ରାପଡ଼ା…

ରାଜ୍ୟକୁ ଶତ ପ୍ରତିଶତ ଚାଉଳ ଦିଅ

ଭୁବନେଶ୍ୱର,୧୨।୪(ବ୍ୟୁରୋ):ଜାତୀୟ ଖାଦ୍ୟ ସୁରକ୍ଷା ଆଇନରେ ରାଜ୍ୟର ହିତାଧିକାରୀଙ୍କୁ ୧୦୦ ପ୍ରତିଶତ ଚାଉଳ ଯୋଗାଇବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲଙ୍କୁ ଚିଠି ଲେଖିଛନ୍ତି ା ମନ୍ତ୍ରୀ ସ୍ବାଇଁ ତାଙ୍କ…

୧୭ରେ ସବୁ ନିର୍ବାଚନମଣ୍ଡଳୀରେ ପାଳନହେବ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ

ଭୁବନେଶ୍ୱର,୧୨।୪(ବ୍ୟୁରୋ):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଆସନ୍ତା ୧୭ ତାରିଖରେ ପଡୁଥିବା ବେଳେ ଏଥର ରାଜ୍ୟର ସବୁ ନିର୍ବାଚନମଣ୍ଡଳୀରେ ଏହି ଦିବସକୁ ନିରାଡ଼ମ୍ବର ଭାବେ ପାଳନ କରିବା ପାଇଁ କୁହାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି…

ରାଜ୍ୟରେ ସ୍ଥାପନ ହେବ ହାଇଡ୍ରୋଜେନ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୨ା୪(ବ୍ୟୁରୋ):ରାଜ୍ୟରେ ସବୁଜ ଶକ୍ତି ଓ ହାଇଡ୍ରୋଜେନ ପ୍ଲାଣ୍ଟ ସ୍ଥାପନ ହେବ। ଏ ନେଇ ଲୋକସେବା ଭବନଠାରେ ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌(ବିପିସିଏଲ) ଏବଂ ଇଣ୍ଡଷ୍ଟ୍ରିଆଲ ପ୍ରମୋଶନ ଆଣ୍ଡ ଇନ୍‌ଭେଷ୍ଟମେଣ୍ଟ କର୍ପୋରେଶନ ଲିମିଟେଡ୍‌(ଇପିକଲ) ମଧ୍ୟରେ ବୁଝାମଣା ପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ଇପିକଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri