ବୁଡ଼ିଗଲା ନିବେଶକଙ୍କ ୭.୫୯ ଲକ୍ଷ କୋଟି…
ମୁମ୍ବାଇ,୨୪।୨ : ଭାରତୀୟ ଦଲାଲ ଷ୍ଟ୍ରିଟ୍ର ଷ୍ଟକ ମାର୍କେଟରେ ଗୁରୁବାର ଦେଖାଦେଇଥିବା ପତନ ଯୋଗୁ ନିବେଶକମାନେ ଏକ ବଡ଼ ଧରଣର ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କର ସମ୍ପତ୍ତିର ବହୁ ଲକ୍ଷ କୋଟି ଟଙ୍କା ବୁଡି ଯାଇଛି। ବିଏସଇରେ ତାଲିକାଭୁକ୍ତ କମ୍ପାନୀଗୁଡିକର ମାର୍କେଟ…
ଭୋଟ୍ ବାକ୍ସକୁ ମୁଣ୍ଡିଆ ମାରିଲେ ଏମ୍ପି ପ୍ରମିଳା ବିଷୋୟୀ
ଗଞ୍ଜାମ,୨୪ା୨(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଆଜି ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ମତଦାନ ଚାଲିଛି। ବେଗୁନିଆପଡା, ଆସିକା ଓ ଭଞ୍ଜନଗର ପ୍ରମୁଖ ୩ଟି ବ୍ଲକରେ ଭୋଟ୍ ଗ୍ରହଣ ଚାଲିଛି। ତେବେ ଆସିକା ଏମ୍ପି ପ୍ରମିଳା ବିଷୋୟୀ ମତଦାନ ସମୟରେ ଭୋଟ୍ ବାକ୍ସକୁ ମୁଣ୍ଡ…
ଦିନକ ପାଇଁ ବାହା ହୋଇଥିଲେ ମହିଳା, ଚତୁର୍ଥୀ ରାତିରେ ଜଣାପଡ଼ିଲା ସବୁ ସତ; ଆଉ ତା’ ପରେ…
ଯେଉଁ ବ୍ୟକ୍ତିଙ୍କୁ ଭରସା କରି ତୁମେ ତୁମର ମାତାପିତା, ପରିବାର, ବନ୍ଧୁବାନ୍ଧବ ଛାଡ଼ି ତୁମେ ତାଙ୍କ ହାତ ଧର ଆଉ ପରେ ଯଦି ଜାଣ ସେ ତୁମ ସହ ପ୍ରତାରଣା କଲେ ତା’ହେଲେ ହୃଦୟରୁ ଭାଙ୍ଗି ପଡ଼ିବେ ନିଶ୍ଚିତ। ସେମିତି ଏକ…
ଅଶୋଧିତ ତୈଳ ଦାମ ୮ ବର୍ଷ ପରେ ରେକର୍ଡସ୍ତରରେ, ଯୁଦ୍ଧର ପ୍ରଭାବରେ ପୁଣି ବଢ଼ିବ…
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୪।୨ : ୟୁକ୍ରେନ୍ ବିରୋଧରେ ରୁଷିଆର ଯୁଦ୍ଧ ଘୋଷଣା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦାମ ରେକର୍ଡସ୍ତରରେ ପହଞ୍ଚିଛି। ବ୍ୟାରେଲ ପିଛା ଏହା ୧୦୧ ଡଲାର ଛୁଇଁଛି। ଏହାର ପ୍ରଭାବ ଭାରତ ଉପରେ ପଡ଼ିବାକୁ ଯାଉଛି। ଫଳରେ ଦେଶବାସୀ ଖୁବ୍…
ମତଦାନ କଲେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ
ଭଞ୍ଜନଗର,୨୪ା୨(ଡି.ଏନ୍.ଏ.): ଗୁରୁବାର ଭଞ୍ଜନଗର ବ୍ଲକରେ ପଞ୍ଚାୟତ ନିର୍ବାଚନ ପାଇଁ ସମସ୍ତ ୩୨୧ ବୁଥ୍ରେ ଶେଷ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ବ୍ଲକରେ ୧ ଲକ୍ଷ ୮୯୬୬ ଜଣ ଭୋଟର ଅଛନ୍ତି। ଭଞ୍ଜନଗର ବ୍ଲକ ଅଗଝୋଳ ଗ୍ରାମରେ ଜଙ୍ଗଲ ଓ ପରିବେଶ ଏବଂ…
ମାନବତା ପାଇଁ ସୈନ୍ୟ ଫେରାଇ ଆଣ, ପୁଟିନ୍ଙ୍କୁ ଜାତିସଂଘ ମହାସଚିବଙ୍କ ଅନୁରୋଧ …
ଜେନେଭା,୨୪।୨ : ୟୁକ୍ରେନକୁ ନେଇ ରୁଷିଆ ଏବଂ ଆମେରିକା ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ମିଳିତ ଜାତିସଂଘର ସେକ୍ରେଟେରୀ ଜେନେରାଲ ଆଣ୍ଟୋନିଓ ଗୁଟେରସ ରୁଷ୍ରିାର ରାଷ୍ଟ୍ରପତି ବ୍ଲାଡିମୀର ପୁଟିନଙ୍କୁ ଏନେଇ ଅନୁରୋଧ କରିଛନ୍ତି। ଏକ ଟୁଇଟର ପୋଷ୍ଟରେ ସେ କହିଛନ୍ତି ଯେ…
୧୦ ବର୍ଷ ପରେ ଭୋଟ୍ ଦେଉଛନ୍ତି ସ୍ବାଭିମାନ ଅଞ୍ଚଳବାସୀ
ମାଲକାନଗିରି,୨୪ା୨(ଡି.ଏନ୍.ଏ.): ରାଜ୍ୟରେ ଚାଲିଛି ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ। ଏହି ନିର୍ବାଚନରେ ୨୫ ଜିଲାର ୧୩୧ ଜିଲା ପରିଷଦ ଜୋନ୍ ପାଇଁ ଭୋଟିଂ ଚାଲିଛି। ତେବେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନରେ ୧୦ ବର୍ଷ ପରେ ଭୋଟ୍ ଦେଉଛନ୍ତି ସ୍ବାଭିମାନ…
ଭୋଟରଙ୍କୁ ବନ୍ଧୁକ ଦେଖାଇ ଟଙ୍କା ବାଣ୍ଟୁଥିଲା ବିଜେଡି: ଅଭିଯୋଗ ଆଣିଲା ଭାଜପା
ପାଟଣା,୨୪ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ୨୯ ନମ୍ବର ଜୋନ୍ ତେଣ୍ଡେରା ପଞ୍ଚାୟତ ଭାଣ୍ଡାରୀ ବିଲା ଓ ଖିଲାରୀ ପାଟ ଗାଁରେ ବୁଧବାର ରାତିରୁ ବଡ଼ବିଲରୁ ଆସିଥିବା କେତେକ ଗୁଣ୍ଡା ଭୋଟରଙ୍କୁ ବନ୍ଧୁକ ଦେଖାଇ ଟଙ୍କା ବାଣ୍ଟୁ ଥିବାର ଘଟଣାଟି ସ୍ଥାନୀୟ…
ଭାରତୀୟ ଶେୟାର ବଜାରରେ ସଙ୍କଟ, ରୁଷିଆ-ୟୁକେନ୍ ଯୁଦ୍ଧର ପ୍ରଭାବ…
ମୁମ୍ବାଇ,୨୪।୨ : ରୁଷିଆ ଏବଂ ୟୁକେନ୍ ଯୁଦ୍ଧର ପ୍ରଭାବ ଭାରତୀୟ ଘରୋଇ ଷ୍ଟକ ବଜାର ଉପରେ ପଡ଼ିଛି। ଯୁଦ୍ଧ ଆରମ୍ଭ ହେବାର ଖବର ଯୋଗୁଁ ବଜାରରେ ସଙ୍କଟ ସୃଷ୍ଟି ହୋଇଛି। ପ୍ରି-ଓପନିଂରେ ବଜାର ୩ ପ୍ରତିଶତରୁ ଅଧିକ ହ୍ରାସ ଦୃଷ୍ଟି ଗୋଚର…
ଗଜପତିରେ ଅନ୍ତିମ ପର୍ଯ୍ୟାୟ ଭୋଟ୍ ଗ୍ରହଣ
ପାରଳାଖେମୁଣ୍ଡି,୨୪ା୨(ଡି.ଏନ୍.ଏ.): ଆଜି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ଭୋଟ ଗ୍ରହଣ l ପଞ୍ଚମ ପର୍ଯ୍ୟାୟରେ ଗଜପତି ଜିଲାର ଗୋଷାଣୀ ବ୍ଲକର ଦୁଇଟି ଜିଲା ପରିଷଦ ଜୋନ୍ ପାଇଁ ହେଉଛି ଭୋଟ୍ ଗ୍ରହଣ l ଗୋଷାଣୀ ବ୍ଲକରେ ୨୧…
ଯୁଦ୍ଧ ଘୋଷଣା…
ମସ୍କୋ,୨୪।୨ : ଯୁଦ୍ଧ ଟାଳିବା ପାଇଁ ଜାତିସଂଘ ନିରାପତ୍ତା ପରିଷଦ ପକ୍ଷରୁ ବୈଠକ ଚାଲିଥିବାବେଳେ ରୁଷ୍ଇଆ ରାଷ୍ଠ୍ରପତି ବ୍ଲାଡିମୀର ପୁଟିନ୍ ୟୁକ୍ରେନ୍ ବିରୋଧରେ ଯୁଦ୍ଧ ଘୋଷଣା କରିଛନ୍ତି। ନାଟୋ କିମ୍ବା ଆମେରିକା ୟୁକ୍ରେନକୁ ସହଯୋଗ କଲେ ଭୟଙ୍କର ପରିଣାମ ହେବ ବୋଲି…
ଚାରିପଟୁ ଆକ୍ରମଣ ଯୋଜନା…
ମସ୍କୋ/କ୍ୱିଭ୍,୨୪।୨ : ଗତ ଦୁଇ ଦିନ ମଧ୍ୟରେ ରୁଷ-ୟୁକ୍ରେନ ଯୁଦ୍ଧ ସଙ୍କଟର ପରିସ୍ଥିତି ଦ୍ରୁତ ଗତିରେ ବଦଳି ଯାଇଛି। ରୁଷିଆ ସୈନ୍ୟମାନେ ପୂର୍ବ ୟୁକ୍ରେନରେ ପ୍ରବେଶ କରିଛନ୍ତି। ପୃଥିବୀର ବହୁ ଦେଶ ରୁଷିଆକୁ ରୋକିବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ରୁଷିଆ…
Archives


