ଅଭିଯୁକ୍ତଙ୍କୁ ଘାସକଟାଳି ବେଶରେ ଧରିଲା ପୋଲିସ
କୁଜଙ୍ଗ, ୧୨ା୪ (ଡି.ଏନ୍.ଏ.):୩ ମାସରୁ ଊର୍ଦ୍ଧ୍ୱ ସମୟ ହେବ ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ କାବୁ କରିବାରେ ସଫଳ ହୋଇଛି। ଏଥିପାଇଁ ପୋଲିସକୁ ଘାସକଟାଳି ବେଶ ଧାରଣ କରିବାକୁ ପଡ଼ିଛି। ସମ୍ପୃକ୍ତ ଅଭିଯୁକ୍ତ ଜଗତ୍ସିଂହପୁର ଜିଲା ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ…
ଭିଡିଓ କନ୍ଫରେନ୍ସରେ କୋର୍ଟରେ ହାଜର ହେଲେ ଶର୍ମିଷ୍ଠାଙ୍କ ସମେତ ୮ ଅଭିଯୁକ୍ତ
ଚାନ୍ଦବାଲି, ୧୨।୪(ଡି.ଏନ.ଏ.):ନୟାଗଡ଼ ଜିଲା ରଣପୁର ଥାନା ଅଧୀନ ମଝିଆଖଣ୍ଡ ଗୋଡ଼ିପୋଖରୀ ଗ୍ରାମର କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଭଦ୍ରକ ଜେଲ୍ରେ ଥିବା ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସୋମବାର ଚାନ୍ଦବାଲି ଜେଏମ୍ଏଫ୍ସି କୋର୍ଟରେ ଭିଡିଓ କନ୍ଫରେନ୍ସ…
ଚମକାଇଲା ଚିନୁକ, ନନଷ୍ଟପ ଉଡିଲା ୭ଘଣ୍ଟା ୩୦ ମିନିଟ, ଅତିକ୍ରମ କଲା ୧୯୧୦ କିଲୋମିଟର
ଚଣ୍ଡିଗଡ଼,୧୨ ।୪: ଭାରତୀୟ ବାୟୁସେନାର ଚିନୁକ ହେଲିକପ୍ଟର ଅସମ୍ଭକୁ ସମ୍ଭବ କରି ଦେଖାଇଛି । ହେଲିକପ୍ଟର ତା’ର କ୍ଷମତାକୁ ପୁଣିଥରେ ପ୍ରମାଣ କରି ଦେଖାଇଛି । ଚିନୁକ ହେଲିକପ୍ଟର ଚଣ୍ଡିଗଡ଼ରୁ ଆସାମର ଜୋରାହଟ ପର୍ଯ୍ୟନ୍ତ ଉଡିଛି । ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା…
୪୨ ଡିଗ୍ରୀ ଉପରେ ୪ ସହର
ଭୁବନେଶ୍ୱର,୧୨ା୪(ବ୍ୟୁରୋ): ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପାରଦ ଉପରମୁହଁା ରହିଛି। ୪ଟି ସହର ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିଥିବା ବେଳେ ୧୧ ସହର ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ,…
ଶକ୍ତି ଓ ଜଳବାୟୁ ସୂଚକାଙ୍କ: ର଼୍ୟାଙ୍କ ୨୨ରେ ଓଡ଼ିଶା
ନୂଆଦିଲ୍ଲୀ,୧୨ା୪:ନୀତି ଆୟୋଗ ପକ୍ଷରୁ ସୋମବାର ରାଜ୍ୟ ଶକ୍ତି ଓ ଜଳବାୟୁ ସୂଚକାଙ୍କ- ରାଉଣ୍ଡ ୧ ର଼୍ୟାଙ୍କିଙ୍ଗ୍ ପ୍ରକାଶ ପାଇଛି। ସାମଗ୍ରିକ ର଼୍ୟାଙ୍କିଙ୍ଗ୍ ତାଲିକାରେ ଓଡ଼ିଶା ୨୨ ନମ୍ବର ସ୍ଥାନରେ ରହିଛି। ସେହିପରି ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ୩ଟି ବର୍ଗରେ…
ରାଜ୍ୟର ୭ ସହର ଅତି ପ୍ରଦୂଷିତ
ଯାଜପୁର ଅଫିସ,୧୨ା୪:ବାୟୁରେ ପ୍ରଦୂଷଣର ମାତ୍ର ଜାଣିବା ପାଇଁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) ଦ୍ୱାରା ରାଜ୍ୟର ୧୭ ସହରରେ ନିୟମିତ ବାୟୁ ପରୀକ୍ଷଣ କରାଯାଉଛି। ଏହି କ୍ରମରେ ଯାଜପୁରରୋଡ-କଳିଙ୍ଗନଗର, କଟକ, ଭୁବନେଶ୍ୱର, ଅନୁଗୋଳ, ତାଳଚେର, ରାଉରକେଲା ଓ ବାଲେଶ୍ୱରକୁ ଅତି ପ୍ରଦୂଷିତ…
୭ ଜଣଙ୍କ ଉପରେ ମାଡ଼ିଗଲା କୋଣାର୍କ ଏକ୍ସପ୍ରେସ୍
ଅମରାବତୀ, ୧୨ା୪:ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲାରେ ସୋମବାର ରାତିରେ କୋଣାର୍କ ଏକ୍ସପ୍ରେସ୍ ମାଡ଼ିଯାଇ ୭ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ବଟୁଭା ଗ୍ରାମ ନିକଟରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ସିକନ୍ଦରାବାଦ୍-ଗୁଆହାଟୀ ସୁପରଫାଷ୍ଟ ଏକ୍ସପ୍ରେସ୍ ଅଟକିଥିଲା। ଏହି ସମୟରେ ଯାତ୍ରୀମାନେ ଉକ୍ତ ଟ୍ରେନ୍ରୁ ଓହ୍ଲାଇ ପାଖ…
ଜେଲ ଅନ୍ତେବାସୀଙ୍କୁ ପାଠ ପଢ଼ାଉଛନ୍ତି ପୁଞ୍ଜିଲାଲ
ବଲାଙ୍ଗୀର ଅଫିସ, ୧୨ା୪:ଜେଲ ଭିତରେ ବନ୍ଦୀ ଅନ୍ତେବାସୀଙ୍କୁ ପାଠ ପଢ଼ାଇବା ଉପରେ ଗୁରୁତ୍ୱ ଦେଇଛନ୍ତି ବଲାଙ୍ଗୀର ଜିଲା କାରାଗାର କର୍ତ୍ତୃପକ୍ଷ। ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେର। ଜେଲ ଭିତରେ…
ପରାଜୟ ଦେଖିଲା ଗୁଜରାଟ
ମୁମ୍ବାଇ, ୧୧।୪: ସ୍ଥାନୀୟ ଡି.ଓ୍ବାଇ. ପାଟିଲ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍ ମ୍ୟାଚରେ ସନ୍ରାଇଜର୍ସ ହାଇଦ୍ରାବାଦ ୮ ଉଇକେଟରେ ଗୁଜରାଟ ଟାଇଟାନ୍ସକୁ ପରାସ୍ତ କରିଛି। ଗୁଜରାଟ ଟାଇଟାନ୍ସ ୨୦ ଓଭରରେ ୭ ଉଇକେଟ ହରାଇ ୧୬୨ ରନ କରିଥିଲା।…
ଭୁଲ୍ରେ ନଓ୍ବାଜଙ୍କୁ ପ୍ରଧାନମନ୍ତ୍ରୀ କହିଲେ ବାଚସ୍ପତି
ଇସଲାମାବାଦ,୧୧।୪: ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲିରେ ଶେହଓ୍ବାଜ ଶରିଫ୍ଙ୍କୁ ପ୍ରଧାନମନ୍ତ୍ରୀ ନିର୍ବାଚିତ ହେବା ପରେ ବାଚସ୍ପତି ଆୟାଜ୍ ସାଦିକ୍ ଭୁଲ୍ରେ ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍ଙ୍କ ନାଁ ନେଇଥିଲେ। ପରେ ବାଚସ୍ପତି ଏଥିପାଇଁ ଭୁଲ୍ ମାଗିବା ସହ ପିଏମ୍ଏଲ୍-ଏନ୍ ସୁପ୍ରିମୋଙ୍କ ନାଁ ସର୍ବଦା…
ବାଇଡେନ୍ଙ୍କ ସହ ଆଲୋଚନା କଲେ ମୋଦି
ନୂଆଦିଲ୍ଲୀ/ଓ୍ବାଶିଂଟନ୍,୧୧।୪: ୟୁକ୍ରେନ୍ ଉପରେ ରୁଷିଆ ଆକ୍ରମଣ ସୋମବାର ୪୭ ଦିନରେ ପହଞ୍ଚିଥିବା ବେଳେ ପ୍ରଥମ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ମଧ୍ୟରେ ଭର୍ଚୁଆଲ ଆଲୋଚନା ଅନୁଷ୍ଠିତ ହୋଇଛି। ୟୁକ୍ରେନ୍ ଜନସାଧାରଣଙ୍କ ସୁରକ୍ଷା…
ପାକିସ୍ତାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ଶେହଓ୍ବାଜ
ଇସ୍ଲାମାବାଦ୍,୧୧।୪: ପିଏମ୍ଏଲ୍-ଏନ୍ର ଅଧ୍ୟକ୍ଷ ୭୦ ବର୍ଷୀୟ ଶେହଓ୍ବାଜ ଶରିଫ ପାକିସ୍ତାନର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ସୋମବାର ବିଳମ୍ବିତ ରାତିରେ ରାଷ୍ଟ୍ରପତି ଭବନରେ କାର୍ଯ୍ୟକାରୀ ରାଷ୍ଟ୍ରପତି ତଥା ସିନେଟର ଅଧ୍ୟକ୍ଷ ସାଦିକ ସଞ୍ଜରାନି ଶେହଓ୍ବାଜଙ୍କୁ ତାଙ୍କ ପଦ ଓ…
Archives


