Home

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ, ପ୍ରଥମେ ଚାଇନା ଅଭିମୁଖେ ଯାଉଥିବା ଏକ ରୁଷୀୟ ତୈଳ ଟ୍ୟାଙ୍କର୍‌ ୟୁ-ଟର୍ନ ନେଇଛି…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା। ବର୍ତ୍ତମାନର ରିପୋର୍ଟ ଅନୁସାରେ ସେମାନଙ୍କ ଦରମା ବୃଦ୍ଧି ପାଇବାକୁ ଯାଉଛି। ଏହି ବିଷୟ…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ କାମ କରୁଥିବା ଲୋକମାନେ କେବେ କ୍ଳାନ୍ତ ହୁଅନ୍ତି ନାହିଁ କିମ୍ବା ପ୍ରକୃତରେ ଅବସର…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା ସହ ଏକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷ ବିଭାସ ଦାସ ଅଧ୍ୟକ୍ଷତା…

ଖାର୍ଗେଙ୍କୁ ପ୍ରଶଂସା କଲେ ମୋଦି: ସଂସଦରେ ଖେଲିଗଲା…

ନୂଆଦିଲ୍ଲୀ,୧୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାରେ ବିଦାୟୀ ସଂସଦ ସଦସ୍ୟମାନଙ୍କୁ ସମ୍ବୋଧିତ କରିଥିଲେ। ତାଙ୍କ ଭାଷଣରେ ସେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ.ଡି. ଦେବଗୌଡା ଏବଂ ଶରଦ ପାୱାରଙ୍କ ବିଷୟରେ ବିଶେଷ ଉଲ୍ଲେଖ କରିଥିଲେ।…

ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ପ୍ରଶିକ୍ଷଣ ଆରମ୍ଭ: ନୀତି ନିୟମ ଉପରେ ଗୁରୁତ୍ୱ ଦେଇ…

କର୍ଲାମୁଣ୍ଡା,୧୮ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ରତନ ଭୋଇ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟଠାରେ କର୍ଲାମୁଣ୍ଡା ତହସିଲ ପକ୍ଷରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ପାଇଁ ତିନିଦିନିଆ ପ୍ରଶିକ୍ଷଣ ଶିବିର ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ତହସିଲଦାର ତଥା…

ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ

ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ ତରଫରୁ ବୁଧବାର ମେଶିନ ସାହାଯ୍ୟରେ ଭାଙ୍ଗି ଦିଆଯାଇଛି। ଗ୍ରାମର ଭୁବନ ପରିଡ଼ାଙ୍କ ନିଆଁ…

ନଳକୂପରୁ ବାହାରୁଛି ଗୋଳିଆ ପାଣି, କୂଅରୁ ପାଣି ଆଣିବା ପାଇଁ ଦୂରକୁ ଯିବାକୁ ପଡୁଛି

ଦାରିଙ୍ଗବାଡ଼ି,୧୮ା୩(ଅରୁଣ ସାହୁ): ଏବେ ଶୀତ ଯାଇ ଗ୍ରୀଷ୍ମ ଆସିଲା ଚାରିଆଡ଼େ ପିଇବା ପାଣି ଟିକେ ପାଇଁ ସଂଘର୍ଷ କରିବାକୁ ପଡୁଛି। ଯେଉଁଠି ପାଇପ୍‌ ଯୋଗେ ଜଳ ଯୋଗାଣ ହୋଇନି ସେଠି କୂଅ ଓ ନଳକୂପ କିମ୍ବା ଚୁଆ ଭରସା। ଆଉ କିଛି…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ ରାଷ୍ଟ୍ରଗୁଡ଼ିକ ପ୍ରତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବଢ଼ୁଥିବା ହତାଶା ଏବେ ସିଧାସଳଖ…

କଂଗ୍ରେସକୁ ଶକ୍ତ ଝଟ୍‌କା: ଦଳ ଛାଡ଼ି ଭାଜପାରେ ଯୋଗଦେଲେ ବରିଷ୍ଠ ନେତା

ଗୁଆହାଟୀ,୧୮ା୩:ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଶକ୍ତ ଧକ୍କା ଲାଗିଛି। ଦଳୀୟ ନେତା ତଥା ନାଗାଓଁ ଏମ୍‌ପି ପ୍ରଦ୍ୟୁତ୍‌ ବର୍ଦୋଳୋଇ ଭାଜପାରେ ଯୋଗ ଦେଇଛନ୍ତି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏବଂ ଆସାମ ଭାଜପା ସଭାପତି ଦିଲୀପ ସାଇକିଆଙ୍କ…

ଦିଲୀପଙ୍କ ବିଜୟକୁ ନେଇ ମୁହଁ ଖୋଲିଲେ ସୌମ୍ୟରଞ୍ଜନ: ବିଜେଡି-ଭାଜପା ଭିତିରି ସମ୍ପର୍କକୁ ନେଇ କହିଦେଲେ ଏମିତି

ଭୁବନେଶ୍ୱର,୧୮।୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନରେ ଯେଉଁମାନେ ଦଳ ବିରୋଧରେ ଯାଇ ଭୋଟ ଦେଲେ ଏବଂ ଯେଉଁମାନେ ସେହି ଭୋଟକୁ ପାଇବା ପାଇଁ ଉଦ୍ୟମ କଲେ ସେମାନେ ସମ ପରିମାଣର ଦାୟୀ। ଯଦି ଏତେ କଥା କରିବାର ଥିଲା ତେବେ ବିଧାୟକମାନଙ୍କୁ…

ଅଫିସ ଭିତରେ ପଶି ଆର୍‌ଆଇଙ୍କୁ ଆଖିବୁଜା ମାଡ଼ ମାରିଲେ ଯୁବକ, ଘୋଷାଡ଼ି ଘୋଷାଡ଼ି…

ଚାନ୍ଦବାଲି,୧୮ା୩(ଅଶୋକ ପଣ୍ଡା): ସରକାରୀ ଅଫିସ୍‌ ଭିତରେ ପଶି ଅଫିସରଙ୍କୁ ଆଖିବୁଜା ମାଡ଼। ତାହା ପୁଣି ଦିନ ଦ୍ୱିପ୍ରହରରେ ସର୍ବ ସମ୍ମୁଖରେ। ଏମିତି କି ଅଫିସ ଗୃହରୁ ଘୋଷାଡ଼ି ଘୋଷାଡ଼ି ମାଡ଼ ମାରି ବାହାରେ ମାଡ଼ ମାରିବା ଘଟଣା ସିସିଟିଭି କ୍ୟାମେରାରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?