Home

ଶ୍ରେୟ ନେବାକୁ ପ୍ରତିଦ୍ୱନ୍ଦ୍ୱିତା

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଶ୍ରୀକ୍ଷେତ୍ରରେ ନବନିର୍ମିତ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ସୋମବାର ଲୋକାର୍ପଣ ହେବ। ଏହାର ଅବ୍ୟବହିତ ପୂର୍ବରୁ ଶ୍ରେୟ ନେବାକୁ ଶାସକ ବିଜେଡି ଏବଂ ଭାଜପା ମଧ୍ୟରେ ରାଜନୀତି ଆରମ୍ଭ ହୋଇଯାଇଛି। ଉଦ୍‌ଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୌଜନ୍ୟମୂଳକ ଭାବେ ମୁଖ୍ୟମନ୍ତ୍ରୀ…

ତାଲିକା ତାରିଖ ଘୁଞ୍ଚି ଚାଲିଛି

ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟ କରୁଥିବା ଓଏଏସ୍‌, ଓପିଏସ୍‌, ରାଜସ୍ବ, ଅର୍ଥ, ଜଙ୍ଗଲ ଭଳି ସମସ୍ତ ବିଭାଗର ସରକାରୀ ଅଧିକାରୀ ଏବଂ କର୍ମଚାରୀ ସେମାନଙ୍କ ବାର୍ଷିକ ସମ୍ପତ୍ତି ତାଲିକା ଦେବାକୁ ବାଧ୍ୟତାମୂଳକ କରାଯାଇଛି। ହେଲେ ଏଥିପ୍ରତି ଅଧିକାରୀମାନେ ଆଗ୍ରହ ଦେଖାଉନାହାନ୍ତି।…

୧୬୫ ରନ୍‌ରେ ଅଟକିଲା ରାଜସ୍ଥାନ

ମୁମ୍ବାଇ,୧୦।୪: ଆଇପିଏଲ୍‌ ୨୦୨୨ରେ ଆଜି ରାଜସ୍ଥାନ ରୟାଲ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଦଳ ମୁହାଁମୁହିଁ ହୋଇଛନ୍ତି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ରାଜସ୍ଥାନ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ୬ ଉଇକେଟ୍‌ ହରାଇ ୧୬୫ ରନ୍‌…

ଏପ୍ରିଲ୍‌ ୧୧ରେ ମୋଦି-ବାଇଡେନ୍‌ଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୧୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ମଧ୍ୟରେ ଏପ୍ରିଲ ୧୧ ଅର୍ଥାତ୍‌ ସୋମବାର ଏକ ଭର୍ଚୁଆଲ୍‌ ବୈଠକ ହେବ ବୋଲି ଜଣାପଡିଛି। ଏନେଇ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହି ବୈଠକରେ ଦ୍ୱିପାକ୍ଷିକ ପ୍ରସଙ୍ଗ…

କୂଳଦୀପଙ୍କ ଚମତ୍କାର ବୋଲିଂ: ହାରିଲା କୋଲକତା

କୋଲକତା,୧୦।୪:ଆଇପିଏଲ୍‌ ୨୦୨୨ରେ ରବିବାର ଦିଲ୍ଲୀ କ୍ୟାପିଟାଲ୍ସ ୪୪ ରନ୍‌ରେ କୋଲକାତା ନାଇଟ ରାଇଡର୍ସକୁ ପରାସ୍ତ କରିଛି। ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଏକ ମ୍ୟାଚ୍‌ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ୨୧୬ ରନ୍‌ର ବିଶାଳ ଲକ୍ଷ୍ୟକୁ ପିଛା କରି କୋଲକତା ୧୭୧ ରନ୍‌ରେ ଅଲଆଉଟ୍‌…

ରାଜସ୍ଥାନ ବିପକ୍ଷରେ ଟସ୍‌ ଜିତିଲା ଲକ୍ଷ୍ନୌ

ମୁମ୍ବାଇ,୧୦।୪: ଆଜି ଆଇପିଏଲ୍‌ ‘ସୁପର୍‌ ସନ୍‌ଡେ’ର ଦ୍ୱିତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଦଳ ମୁହାଁମୁହିଁ ହୋଇଛନ୍ତି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଲକ୍ଷ୍ନୌ ଅଧିନାୟକ କେ.ଏଲ୍‌ ରାହୁଲ ଟସ୍‌ ଜିତି ପ୍ରଥମେ ବୋଲିଂ…

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜବରଦସ୍ତି କୋଳାଗ୍ରତ କରନ୍ତି ରାହୁଲ’

ନୂଆଦିଲ୍ଲୀ,୧୦।୪: କଂଗ୍ରେସ ଓ ବିଏସପି ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଥମିବାର ନାଁ ନେଉ ନାହିଁ। ଇଡି ଏବଂ ସିବିଆଇ ଭୟରେ ମାୟାବତୀ ନିର୍ବାଚନ ଲଢିବାକୁ ଭୟ କରିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ମନ୍ତ୍ୟବ୍ୟ ଦେବା ପରେ ଏହାର ଜବାବ ଦେଇଛନ୍ତି ବିଏସପି…

ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଲେ ନଡ୍ଡା

ଶିମ୍‌ଲା,୧୦।୪:ହିମାଚଳ ପ୍ରଦେଶରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀ ପରିବର୍ତ୍ତନ ନେଇ ହେଉଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପଡିଛି। ରବିବାର ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାଜପା ଜାତୀୟ ସଭାପତି ଜେପି ନଡ୍ଡା କହିଛନ୍ତି, ଆସନ୍ତା ବିଧାନସଭା ନିର୍ବାଚନ ମୁଖ୍ୟମନ୍ତ୍ରୀ ଜୟ ରାମ…

କନ୍ୟାଙ୍କ ପାଦ ଧୋଇଲେ ମୁଖ୍ୟମନ୍ତ୍ରୀ

ଗୋରଖପୁର,୧୦।୪: ଉତ୍ତର ପ୍ରଦେଶର ଗୋରେଖନାଥ ମନ୍ଦିରରେ ରବିବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଚୈତ୍ର ନବରାତ୍ରୀ ଏବଂ ଶ୍ରୀ ରାମନବମୀ ଅବସରରେ ୯ ଜଣ କନ୍ୟାଙ୍କ ପାଦ ଧୋଇଥିଲେ। ସେ ପିଠାଧିଶ୍ୱରରେ କନ୍ୟାଙ୍କ କପାଳରେ ତିଲକ ଲଗାଇବା ସହ ସେମାନଙ୍କ ପୂଜା କରିଥିଲେ।…

ଚମକିଲେ ଓ୍ବାର୍ନର, କୋଲକତାକୁ ୨୧୬ ରନ୍‌ର ଟାର୍ଗେଟ

ମୁମ୍ବାଇ,୧୦।୪: ଆଇପିଏଲ୍‌ ୨୦୨୨ରେ ରବିବାର କୋଲକାତା ନାଇଟ ରାଇଡର୍ସ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ମୁମ୍ବାଇର ବ୍ରାବୋର୍ନ ଷ୍ଟାଡିୟମରେ ଏକ ମ୍ୟାଚ୍‌ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଦିଲ୍ଲୀ ପ୍ରଥମେ ବ୍ୟାଟିଂ କରି କୋଲକତାକୁ ୨୧୬ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି। ଡେଭିଡ…

ଅକ୍ଷୟଙ୍କ ଏହି ଗୁଣ ଦେଖି ଖୁସିରେ ଆତ୍ମହରା ହୋଇଗଲେ ସ୍ତ୍ରୀ

ଅଭିନେତା ଅକ୍ଷୟ କୁମାର କେବଳ ବଲିଉଡର ଖିଲାଡି ନୁହଁନ୍ତି, ସେ ବାସ୍ତବ ଜୀବନରେ ମଧ୍ୟ ଜଣେ ଖିଲାଡି। ପ୍ରାୟତଃ ଅକ୍ଷୟ ନିଜର ଦୟାଳୁ ପରିଚୟ ପାଇଁ ପ୍ରଶଂସିତ ହୋଇଥାନ୍ତି। ସେ ପଶୁମାନଙ୍କୁ ମଧ୍ୟ ବହୁତ ଭଲ ପାଆନ୍ତି। ଏବେ ସେ ଏକ…

ମହାନଦୀରେ ବୁଡ଼ିଗଲେ ୩ ସାଙ୍ଗ

କଟକ ଅଫିସ,୧୦ା୪: ମହାନଦୀର ଯୋବ୍ରାରେ ଗାଧୋଉଥିବା ବେଳେ ୩ ନାବାଳକ ବୁଡ଼ି ଯାଇଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିବା ବେଳେ ଦୁଇ ନାବାଳକଙ୍କ ପତ୍ତା ମିଳୁନାହିଁ। ରବିବାର ଅପରାହ୍ନରେ ଯୋବ୍ରା ଚୂନଭାଟି ଚାରିଘରିଆ ଅଞ୍ଚଳର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri