ସିଇସି ଭାବେ ଦାୟିତ୍ୱ ନେଲେ ରାଜୀବ କୁମାର
ନୂଆଦିଲ୍ଲୀ,୧୬।୫: ଭାରତର ୨୫ତମ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଭାବେ ରାଜୀବ କୁମାର ରବିବାର ଦିଲ୍ଲୀର ନିର୍ବାଚନ ସଦନରେ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ସିଇସି ପଦରୁ ସୁଶୀଲ ଚନ୍ଦ୍ରା ଅବସର ନେଇଥିଲେ। ବରିଷ୍ଠ ନିର୍ବାଚନ କମିଶନର ଥିବା…
ପୁଟିନ୍ଙ୍କୁ ରକ୍ତ କର୍କଟ, ଆମେରିକା ପତ୍ରିକାର ଦାବି…
ଓ୍ବାଶିଂଟନ/ମସ୍କୋ, ୧୬।୫ : ଆମେରିକାର ଏକ ପତ୍ରିକା ରିପୋର୍ଟ କରିଛି ଯେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରକ୍ତ କର୍କଟ ଭଳି ଗୁରୁତର ରୋଗରେ ପୀଡିତ। ନ୍ୟୁ ଲାଇନ୍ସ ପତ୍ରିକା ରୁଷିଆର ନେତାଙ୍କ ନିକଟତର ଜଣେ ବ୍ୟକ୍ତିଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା…
ପ୍ରାକୃତିକ ବାଲୁକା ସ୍ତୂପ ଉପରେ ମାଫିଆଙ୍କ ଦୃଷ୍ଟି
କୁଜଙ୍ଗ, ୧୬ା୫(ଡି.ଏନ୍.ଏ.): ଏରସମା ତହସିଲ ଅନ୍ତର୍ଗତ ଅଭୟଚାନ୍ଦପୁର ମୌଜା ଭୋଷ୍କାଲିସ ପଏଣ୍ଟ ସମୁଦ୍ରକୂଳ ପ୍ରାକୃତିକ ବାଲୁକା ସ୍ତୂପ ଉପରେ ବାଲି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ପ୍ରାକୃତିକ ବାଲୁକା ସ୍ତୂପ ସଂଲଗ୍ନ ଘରୋଇ ଜମି ଉପରେ ବାଲି ଉଠାଣ ପାଇଁ ନାମକୁମାତ୍ର…
ସରପଞ୍ଚଙ୍କ ଜାଲ୍ ଦସ୍ତଖତ କରି ବ୍ୟବସାୟୀ ଗିରଫ
ମାଲକାନଗିରି/କାଲିମେଳା,୧୬।୫(ଡି.ଏନ୍.ଏ.): ସରପଞ୍ଚଙ୍କ ଜାଲ୍ ଦସ୍ତଖତ କରି ଶିକ୍ଷକମାନଙ୍କୁ ବଦଳି କରାଇବା ପାଇଁ ଡିଇଓ ଏବଂ ବିଇଓଙ୍କୁ ଚିଠି କରିବା ଘଟଣାରେ ବ୍ୟବସାୟୀ ମୌସୁମ ଖାଁଙ୍କୁ ମାଲକାନଗିରି ଜିଲା ମୋଟୁ ପୋଲିସ ଗିରଫ କରିଛି। ସୂଚନାଯୋଗ୍ୟ, କାଲିମେଳା ବ୍ଲକ ମୋଟୁ ପଞ୍ଚାୟତର ସରପଞ୍ଚ…
ପୁଣି ଆନ୍ଦୋଳନକୁ ଓହ୍ଲାଇବେ ୪ ହଜାର ଶିକ୍ଷକ
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟର ୪ହଜାର ଶିକ୍ଷୟିତ୍ରୀଶିକ୍ଷକଙ୍କୁ ତୁରନ୍ତ ନିୟମିତ କରିବା ଦାବିରେ ଓଡ଼ିଶା ସରକାରୀ ହାଇସ୍କୁଲ ପ୍ରାରମ୍ଭିକ ନିଯୁକ୍ତି ଶିକ୍ଷକ ସଂଘ ଆନ୍ଦୋଳନକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛି। ସଂଘ କହିବାନୁସାରେ, ଗଣଶିକ୍ଷା ବିଭାଗ ଦ୍ୱାରା ଏହି ୪ ହଜାର ଶିକ୍ଷକଙ୍କୁ ୨୦୧୫…
ଅଗମ୍ୟ ପାହାଡ଼, ଦୁର୍ଗମ ନଦୀପଥକୁ ଭୟ ନ ଥିଲା
କୋଣାର୍କରେ ପଥର ପହଞ୍ଚତ୍ବା କାର୍ଯ୍ୟରେ ଯେଉଁମାନେ ଦାୟିତ୍ୱ ନିର୍ବାହ କରୁଥିଲେ, ସେମାନଙ୍କର ଗମନାଗମନ ପାଇଁ ସୁବିଧା ସୁଯୋଗ ଯୋଗାଇ ଦିଆଯାଇଥିଲା। ଅନେକ ପାହାଡ଼ରୁ ପଥର ଆଣି ଚାପରେ ଲଦିବା ଏବଂ ଚାପ ଆସି ପଦ୍ମତୋଳା ଗଣ୍ଡରେ ପହଞ୍ଚିବା ପରେ ପଥର ଆଣି…
୯ ହଜାର କୋଟିର ବ୍ୟାଙ୍କ ଠକେଇ
କୋଲକାତା,୧୬।୫: ବାଂଲାଦେଶର ଏକ ବ୍ୟାଙ୍କରୁ ୯ ହଜାର କୋଟି ଠକେଇ ଅଭିଯୋଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରବିବାର ୬ ଜଣଙ୍କୁ ଗିରଫ କରିଛି। ମାଷ୍ଟରମାଇଣ୍ଡ୍ ପ୍ରଶାନ୍ତ ହଲଦାର ତାଙ୍କ ଦେଶର ବ୍ୟାଙ୍କରୁ ଋଣ ନେଇ ଜାଲ୍ ପ୍ରମାଣପତ୍ର ବଳରେ ପଶ୍ଚିମବଙ୍ଗରେ ସମ୍ପତ୍ତି…
ଏବେ ହସ୍ପିଟାଲ୍ ଦାୟିତ୍ୱ ସମ୍ଭାଳିବେ ଏସ୍ଏଚ୍ଜି ମହିଳା
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ମିଶନ୍ ଶକ୍ତି ଅନ୍ତର୍ଗତ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି) ସଦସ୍ୟାଙ୍କୁ ଅଧିକ ସଶକ୍ତ କରିବାକୁ ଯାଇ ରାଜ୍ୟ ସରକାର ପୁଣି ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ଥିବା ହସ୍ପିଟାଲ୍ଗୁଡ଼ିକରେ ଏସ୍ଏଚ୍ଜି ମହିଳାମାନଙ୍କୁ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ…
ଦେବସହାୟମ୍ଙ୍କୁ ସନ୍ଥ ଘୋଷଣା କଲେ ପୋପ୍
ଭାଟିକାନ୍ ସିଟି, ୧୬ା୫: ଅଷ୍ଟାଦଶ ଶତାବ୍ଦୀରେ ହିନ୍ଦୁରୁ ଖ୍ରୀଷ୍ଟଧର୍ମ ଆପଣାଇଥିବା ଦେବସହାୟମ ପିଲାଇଙ୍କୁ କ୍ୟାଥୋଲିକ୍ ଚର୍ଚ୍ଚର ମୁଖ୍ୟ ପୋପ୍ ଫ୍ରାନ୍ସିସ୍ ରବିବାର ସନ୍ଥ ଘୋଷଣା କରିଛନ୍ତି। ଲାଜାରସ୍ ଭାବେ ମଧ୍ୟ ଜଣା ଦେବସହାୟମ୍ ଜନ୍ମର ୩୦୦ ବର୍ଷ ପରେ ଏହି ଉପାଧି…
ବନ୍ଧୁକ ସଂସ୍କୃତି କାଳ
ନ୍ୟୁୟର୍କ, ୧୬ା୫: ପ୍ରାୟ ୫୦ ବର୍ଷ ପୂର୍ବେ ଆମେରିକାର ତତ୍କାଳୀନ ରାଷ୍ଟ୍ରପତି ଲିନ୍ଡୋନ୍ ବେନ୍ସ ଜନସନ୍ ଦେଶରେ ଘଟୁଥିବା ଅପରାଧ ମଧ୍ୟରୁ ଅଧିକାଂଶ ବନ୍ଧୁକ ଦ୍ୱାରା ଘଟୁଥିବା କହିଥିଲେ। ବନ୍ଧୁକ ସଂସ୍କୃତି ପ୍ରତି ଖାମଖିଆଲ ମନୋଭାବ ଏବଂ ଆତ୍ମରକ୍ଷା ପାଇଁ ଏହା…
ଶ୍ରୀମନ୍ଦିର ଆଗରେ ଆଧୁନିକ ଗୀତରେ ନାଚିଲେ ଯୁବତୀ
ପୁରୀ ଅଫିସ,୧୬ା୫: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜଣେ ଯୁବତୀ ଆଧୁନିକ ଗୀତର ତାଳେ ତାଳେ ନୃତ୍ୟ କରୁଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହାକୁ ନେଇ ଜଗନ୍ନାଥପ୍ରେମୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏଭଳି ନୃତ୍ୟ ଦ୍ୱାରା ବଡ଼ଦାଣ୍ଡର ପବିତ୍ରତା…
ମହଙ୍ଗା ମାଡ଼କୁ ମାପ ଓଜନରେ ଠକେଇ
ଯାଜପୁର ଅଫିସ,୧୬ା୫: ରାଜ୍ୟରେ ଖାଉଟିଙ୍କୁ ମାପ ଓ ଓଜନରେ ବ୍ୟାପକ ଠକେଇର ଶିକାର ହେବାକୁ ପଡୁଛି। ଏହାକୁ ନିୟନ୍ତ୍ରଣ କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନ ବୈଧମାପ ବିଜ୍ଞାନ ବା ଲିଗାଲ ମେଟ୍ରୋଲୋଜି(ଏଲ୍ଏମ୍) ନିର୍ଦ୍ଦେଶାଳୟ ପକ୍ଷରୁ ବିଭିନ୍ନ…

