ଦାମ ରାଉତଙ୍କ କାର୍ ଭଙ୍ଗାରୁଜା ଘଟଣା: ସରପଞ୍ଚ ପ୍ରାର୍ଥୀଙ୍କ ସମେତ ୮ ଗିରଫ
କୁଜଙ୍ଗ/ରାହାମା,୨୧ା୨(ଡି.ଏନ୍.ଏ.):ପୂର୍ବତନ ମନ୍ତ୍ରୀ ଡା. ଦାମୋଦର ରାଉତଙ୍କ କାର୍କୁ ଭଙ୍ଗାରୁଜା କରିବା ଘଟଣାରେ ଜଗତ୍ସିଂହପୁର ଜିଲାର ତିର୍ତ୍ତୋଲ ପୋଲିସ ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ସମେତ ୮ ଜଣଙ୍କୁ ସୋମବାର ଗିରଫ ପରେ କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନଙ୍କ ଜାମିନ ନା ମଞ୍ଜୁର ହେବାରୁ…
ମହାମନ୍ତ୍ର ଲେଖି ଇଣ୍ଡିଆ ବୁକ୍ ଅଫ୍ ରେର୍କଡ୍ସରେ ସ୍ଥାନ
ସିମୁଳିଆ, ୨୨।୨(ଡି.ଏନ.ଏ.):ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ପଣ୍ଡୁ ଅଞ୍ଚଳର ଅବସରପ୍ରାପ୍ତ ଶିକ୍ଷକ ପ୍ରଭାସଚନ୍ଦ୍ର ଗିରି (୬୭) ୩ହଜାର ଘଣ୍ଟାରେ ୬ହଜାର ପୃଷ୍ଠାରେ ୧ଲକ୍ଷ ୯୪ହଜାର ୫୨୪ ଥର ‘ଓଁ ନମୋ ଭଗବତେ ବାସୁଦେବାୟ’ ଲେଖି ‘ଇଣ୍ଡିଆ ବୁକ୍ ଅଫ୍ ରେକଡର୍ସ-୨୦୨୨’ରେ ସ୍ଥାନ…
କାହା ସ୍ବାର୍ଥରେ କୋର୍ଟ ବାହାରେ ସମାଧାନ
ଭୁବନେଶ୍ୱର,୨୨।୨(ବ୍ୟୁରୋ):ନବୀନ ନିବାସକୁ ଲାଗି ଭୀମପୁରା ମୌଜାରେ ଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରାୟ ୩ ଏକର ଜମିରେ ବହୁରାଷ୍ଟ୍ରୀୟ କମ୍ପାନୀ ହୋଟେଲ କରିବା ଘଟଣାକୁ ନେଇ ବିବାଦ ଲାଗି ରହିଥିବାବେଳେ ରାଜ୍ୟ ସରକାରଙ୍କ ହସ୍ତକ୍ଷେପକୁ ନେଇ କଂଗ୍ରେସ ଅଭିଯୋଗ ଉଠାଇଛି। ସୋମବାର କଂଗ୍ରେସ…
ସମ୍ମାନ ମିଳିଛି, ସାମ୍ବିଧାନିକ ସ୍ବୀକୃତି ନାହିଁ
ବଲାଙ୍ଗୀର ଅଫିସ, ୨୨ା୨:କୋସଲୀ ଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ବିଶ୍ୱସ୍ତରରେ ସମ୍ମାନ ଓ ଆଦର ମିଳୁଛି। ବିଭିନ୍ନ ଭାଷାରେ ଅନୁବାଦ କରାଯାଉଛି। ଖୋଦ୍ କେନ୍ଦ୍ର ଓ ରାଜ୍ୟ ସରକାର ଏହି ଭାଷାର କବି, ଲୋକଙ୍କୁ ମର୍ଯ୍ୟାଦାଜନକ ସମ୍ମାନରେ ସମ୍ମାନିତ କରୁଛନ୍ତି।…
ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଜେଲ,ଦିନକ ପରେ ଝିଅ ବାହାଘର
ବ୍ରହ୍ମପୁର ଅଫିସ,୨୨ା୨:ଦିନକ ପରେ ଅର୍ଥାତ୍ ଆସନ୍ତା ବୁଧବାର ଝିଅ ବାହାଘର ନିର୍ଦ୍ଧାରିତ ହୋଇଛି। ଅନ୍ୟପଟେ ତାଙ୍କ ବାପା ଅନ୍ୟ ଜଣେ ମହିଳାଙ୍କୁ ବଳାତ୍କାର କରିବା ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣଙ୍କ ବ୍ରହ୍ମପୁର ବଡବଜାର ଥାନା ଅଞ୍ଚଳରେ ରହୁଥିବା…
୦.୭୨%କୁ ଖସିଲା ସଂକ୍ରମଣ ହାର
ଭୁବନେଶ୍ୱର, ୨୧।୨(ବ୍ୟୁରୋ):ରାଜ୍ୟରେ କରୋନାର ଦୈନିକ ସଂକ୍ରମଣ ହାର ୧ ପ୍ରତିଶତ ତଳକୁ ଖସିଛି। ଗତ ୨୪ଘଣ୍ଟାରେ ୫୩,୬୯୦ ନମୁନା ପରୀକ୍ଷା କରାଯାଇଥିବାବେଳେ ୩୮୮ଜଣ ପଜିଟିଭ୍ ବାହାରିଛନ୍ତି। ଫଳରେ ସଂକ୍ରମଣ ହାର ୦.୭୨%କୁ ଖସିଆସିଛି। ସେପଟେ ୫ ଜିଲାରେ କିନ୍ତୁ ସଂକ୍ରମଣ ହାର…
ତୃତୀୟ ପର୍ଯ୍ୟାୟରେ ୭୮.୬ % ମତଦାନ
ଭୁବନେଶ୍ୱର,୨୨/୨(ବ୍ୟୁରୋ):ତୃତୀୟ ପର୍ଯ୍ୟାୟରେ ରାଜ୍ୟରେ ୭୮.୬ ପ୍ରତିଶତ ମତଦାନ ହୋଇଛି । ଏ ନେଇ ସୋମବାର ରାଜ୍ୟ ନିର୍ବାଚନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୁବର୍ଣ୍ଣପୁରରେ ସର୍ବାଧିକ ୮୭.୪୪ ପ୍ରତିଶତ ଭୋଟିଂ ହୋଇଥିବା ବେଳେ ଅନୁଗୋଳରେ ୮୪.୨୪, କୋରାପୁଟରେ ୮୪.୭୮, ବରଗଡ଼ରେ…
ଐତିହ୍ୟ କରିଡର, ଏକାମ୍ର ପ୍ରକଳ୍ପର ସମୀକ୍ଷା
ପୁରୀ ଅଫିସ/ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର, ୨୨।୨(ଡି.ଏନ୍.ଏ.):ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ)ର ମହାନିର୍ଦ୍ଦେଶକ (ଡିଜି) ଭି. ବିଦ୍ୟାବତୀ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ସୋମବାର ପୁରୀରେ ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପର ମାଷ୍ଟର ପ୍ଲାନ୍ ସମ୍ପର୍କରେ ସମୀକ୍ଷା…
ଇଭିଏମ୍ରେ ରହିବ ‘ନୋଟା’
ଭୁବନେଶ୍ୱର,୨୨ା୨(ବ୍ୟୁରୋ):ଆଗାମୀ ପୌର ନିର୍ବାଚନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। କେବଳ ତାରିଖ ଘୋଷଣାକୁ ଅପେକ୍ଷା କରାଯାଇଛି। ପଞ୍ଚାୟତ ନିବର୍ର୍ାଚନ ଶେଷ ହେବା ପରେ ଅର୍ଥାତ୍ ମାର୍ଚ୍ଚ ପ୍ରଥମ ସପ୍ତାହରେ ପୌର ନିର୍ବାଚନ ଘୋଷଣା ହେବ ବୋଲି ଜଣାପଡ଼ିଛି।…
୧୭ ଅପରାଧ ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ମାମଲା
କଟକ ଅଫିସ,୨୨ା୨: ବିଭିନ୍ନ ଜିଲାରେ ଘଟିଥିବା ୧୭ଟି ହତ୍ୟା ଓ ଶିଶୁଚୋରି ଘଟଣାରେ ନ୍ୟାୟ ପାଇଁ ବଞ୍ଚିତ ୧୭ ପରିବାର ମିଳିତ ଭାବେ ସୋମବାର ହାଇକୋର୍ଟରେ ଏକ ରିଟ୍ ପିଟିଶନ୍ ଦାଖଲ କରିଛନ୍ତି। ଏସବୁ ଘଟଣା ମଧ୍ୟରେ ଜଗତ୍ସିଂହପୁର ଜିଲା କୁଜଙ୍ଗର…
ଆଶାକର୍ମୀଙ୍କୁ ଡାକ୍ତରଙ୍କ ମାଡ଼
କଟକ ଅଫିସ,୨୨ା୨:ଏସ୍ସିବି ମେଡିକାଲରେ ଆଶାକର୍ମୀଙ୍କୁ ଜଣେ ଡାକ୍ତର ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ କାଶିଝିରିଆ ଗ୍ରାମର ସମ୍ପୃକ୍ତ ଆଶାକର୍ମୀ ସୋମବାର ଏସ୍ସିବି ମେଡିକାଲ ପରିସରସ୍ଥ ଫାଣ୍ଡିରେ ଏ ନେଇ ଏତଲା…
ବହୁ ଜୀବନ ନେଇଛନ୍ତି ନକଲି ଡାକ୍ତର
ଭୁବନେଶ୍ୱର, ୨୨ା୨(ବ୍ୟୁରୋ):ଟଙ୍କା ପାଇଁ ବିଭିନ୍ନ ରାଜ୍ୟର ୧୭ ମହିଳାଙ୍କୁ ବିବାହ କରି ଠକେଇ ଓ ପ୍ରତାରଣା କରିଥିବା ରସିକିଆ ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ବିରୋଧରେ ଦିନକୁ ଦିନ ଠକେଇର ନୂଆ ଫର୍ଦ୍ଦ ଯୋଡ଼ି ହେବାରେ ଲାଗିଛି। କମିଶନରେଟ ପୋଲିସ…
Archives


