‘ବିଦେଶୀ ଷଡ଼ଯନ୍ତ୍ର’ ଯାଞ୍ଚ ପାଇଁ ଆୟୋଗ ଗଠନ ପୂର୍ବରୁ ମନା କଲେ ଅଧିକାରୀ
ଇସଲାମାବାଦ,୯ା୪: ପାକିସ୍ତାନର ପୂର୍ବତନ ବରିଷ୍ଠ ଅଧିକାରୀ ଇମ୍ରାନ ଖାନ୍ଙ୍କ ନେତୃତ୍ୱାଧୀନ ସରକାରକୁ ହଟାଇବା ପାଇଁ ଏକ ‘ଷଡଯନ୍ତ୍ର’ର ଯାଞ୍ଚ ପାଇଁ ଫେଡେରାଲ କ୍ୟାବିନେଟ ଗଠନ କରିଥିବା ଆୟୋଗର ମୁଖ୍ୟ ହେବାକୁ ମନା କରି ଦେଇଛନ୍ତି। ଏପ୍ରିଲ ୩ରେ ରାଷ୍ଟ୍ରୀୟ ସଭାର ଡେପୁଟି…
ରାଜନୈତିକ ସଙ୍କଟ ମଧ୍ୟରେ ପାକିସ୍ତାନର କ୍ଷେପଣାସ୍ତ୍ର ପରୀକ୍ଷା
ଇସଲାମାବାଦ,୯ା୪: ପାକିସ୍ତାନରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ପାକିସ୍ତାନ ଶାହିନ-୩ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି। ଏକ ରିପୋର୍ଟ ଅନୁଯାୟୀ ଶନିବାର ଏହି କ୍ଷେପଣାସ୍ତ୍ର ପରୀକ୍ଷା କରାଯାଇଛି। ଏହାର ଉଦ୍ଦେଶ୍ୟ ହେଲା ଅସ୍ତ୍ରଶସ୍ତ୍ରର ବିଭିନ୍ନ ଡିଜାଇନ ଏବଂ ବୈଷୟିକ ଜ୍ଞାନ କୌଶଳର ପୁନଃ…
ସାଲିଆ ସାହିରେ ରହୁଥିବା ଶାଳୀ ଘରେ ଲୁଚାଇଥିଲେ ୧.୪୧ କୋଟି ଟଙ୍କା, ୩୫ ଭରି ସୁନା
ଭୁବନେଶ୍ୱର,୯।୪(ବ୍ୟୁରୋ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ସମ୍ପତ୍ତି ତାଲିକା ଦିନକୁ ଦିନ ବଢ଼ୁଛି। ଶନିବାର ତାଙ୍କ ଶାଳୀ (ଦ୍ୱିତୀୟ ପତ୍ନୀ କଳ୍ପନା ପ୍ରଧାନଙ୍କ…
କରୋନା ଟିକା ଦାମ୍ କମିଲା…
ନୂଆଦିଲ୍ଲୀ, ୯।୪ : ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ଏବଂ ଭାରତ ବାୟୋଟେକ ପକ୍ଷରୁ କରୋନା ଟିକାର ବୁଷ୍ଟର ଡୋଜର ଦାମ୍ ହ୍ରାସ କରିବାକୁ ଘୋଷଣା କରାଯାଇଛି। ସେରମ୍ ଇନଷ୍ଟିଚ୍ୟୁଟ୍ର ସିଇଓ ଆଦର ପୁନାୱାଲା କହିଛନ୍ତି ଯେ ଘରୋଇ ଡାକ୍ତରଖାନା ପାଇଁ…
ଟସ୍ ଜିତିଲା ଏସ୍ଆର୍ଏଚ୍, ପ୍ରଥମେ ବୋଲିଂ…
ମୁମ୍ବାଇ, ୯।୪ : ଆଇପିଏଲ୍ ସିଜିନ୍ର ୧୫ ତମ ସଂସ୍କରଣରେ ୧୭ତମ ମ୍ୟାଚ୍ରେ ଶନିବାର ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ବିପକ୍ଷରେ ସନରାଇଜର୍ସ (ଏସ୍ଆର୍ଏଚ୍) ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ନଭି ମୁମ୍ବାଇର ଡି.ଓ୍ବାଇ, ପାଟିଲ ସ୍ପୋର୍ଟସ୍…
୫୦୦ ଟନ୍ର ଲୁହା ପୋଲ ଚୋରି, ଅଫିସର ଭାବେ ପରିଚୟ ଦେଇଥିଲେ ଚୋର…
ରୋହତାସ, ୯।୪ : ବିହାରର ରୋହତାସ ଜିଲାରେ ଚୋରିର ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ନକଲି ଅଫିସର ଭାବରେ ନିଜକୁ ପରିଚୟ ଦେଇ ଚୋରମାନେ ୬୦ ଫୁଟ ଲମ୍ବ ୧୨ ଫୁଟ ଉଚ୍ଚା ଏବଂ ୫୦୦ ଟନ ଓଜନର ଲୁହା…
କନ୍ଭେୟର ବେଲ୍ଟରେ ଚାପିହୋଇ ଚାଲିଗଲା ଶ୍ରମିକଙ୍କ ଜୀବନ; ବିକ୍ଷୋଭ ପରେ ମିଳିଲା ୯ ଲକ୍ଷର କ୍ଷତିପୂରଣ
ବଣାଇଁ,୯।୪(ସ୍ବ.ପ୍ର.)- ସୁନ୍ଦରଗଡ ଜିଲା ବଣାଇ ଥାନାର ବାର୍ହାମୂଷାଠାରେ ଥିବା ଏସ୍ଏମ୍ଆଇପିଏଲ୍ ସ୍ପଞ୍ଜ କାରଖାନାରେ କାମ କରୁଥିବା ବେଳେ କନଭେୟର ବେଲ୍ଟରେ ଚାପିହୋଇ ଶନିବାର ସକାଳେ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ସେ ହେଲେ କୁର୍ଡା ପଞ୍ଚାୟତ ମଧୁପୁର ଗ୍ରାମର ଅଜିତ ମହାନ୍ତ…
ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ, ୯।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁୁଛି। ଦୈନିକ ସଂକ୍ରମଣ ଗତ ୨୪ ଘଣ୍ଟାରେ ୧୧ ହଜାର ୫୦ରେ ପହଞ୍ଚିଛି। ସେହିପରି ଗତ ୨୪…
ସିଦ୍ଧରମୈୟା-କୁମାରସ୍ବାମୀ ସମେତ ୬୩ଜଣଙ୍କୁ ହତ୍ୟା ଧମକ
ବେଙ୍ଗାଲୁରୁ,୯।୪:କର୍ନାଟକର ବିରୋଧୀ ଦଳର ନେତା ସିଦ୍ଧରମୈୟା, ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍.ଡି କୁମାରସ୍ବାମୀ ଏବଂ ଲୋକପ୍ରିୟ ପ୍ରଗତିଶୀଳ ସାହିତ୍ୟକାର କେ.ବୀରଭଦ୍ରାପ୍ପାଙ୍କ ସମେତ ୬୪ଜଣ ଲୋକଙ୍କୁ ହତ୍ୟା କରିବାର ଏକ ଧମକପୂର୍ଣ୍ଣ ଚିଠି ମିଳିଛି। ଏହି ଚିଠି ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ…
ଅନନ୍ତନାଗ ଏନ୍କାଉଣ୍ଟରରେ ଲସ୍କର କମାଣ୍ଡର ନିହତ
ଶ୍ରୀନଗର,୯।୪: ଦକ୍ଷିଣ କଶ୍ମୀରର ୨ଟି ସ୍ଥାନରେ ଆତଙ୍କବାଦୀ ଏବଂ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି। ପ୍ରଥମ ଏନ୍କାଉଣ୍ଟର ଅନନ୍ତନାଗର ସିରହମାରେ ହୋଇଥିବା ବେଳେ ଦ୍ୱିତୀୟ ଏନ୍କାଉଣ୍ଟର କୁଲଗାମ ଜିଲାର ହାଜିପୋରାର ଦମହଲରେ ଚାଲିଛି। ଅନନ୍ତନାଗର ସିରହମାରେ ହୋଇଥିବା ସେନାଙ୍କ ଏନ୍କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ…
ଭୋଟିଂ ଜିଦ୍ରେ ଅଟଳ ବିରୋଧୀ: ଉତ୍ତେଜନା ପରେ ସଂସଦ ମୁଲତବୀ
ଇସ୍ଲାମାବାଦ,୯।୪: ଶନିବାର ପାକିସ୍ତାନ ରାଜନୀତି ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିନ। କାରଣ ନ୍ୟାସନାଲ ଆସେମ୍ଲିରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ବିରୋଧରେ ଶନିବାର ଅନାସ୍ଥା ଉପରେ ଭୋଟିଂ କରାଯିବ। ଗୃହରେ ଇମ୍ରାନ ଖାନ ପହଞ୍ଚି ନ ଥିବା ବେଳେ ବିରୋଧୀ ଦଳ ଭୋଟିଂ…
ବିଧାନ ପରିଷଦ ନିର୍ବାଚନ: ଗୋରଖପୁରରେ ମତଦାନ କଲେ ଯୋଗୀ
ଲକ୍ଷ୍ନୌ,୯।୪: ବିହାର ପରେ ଏବେ ଉତ୍ତରପ୍ରଦେଶରେ ବିଧାନ ପରିଷଦ ନିର୍ବାଚନ ଉପରେ ସମସ୍ତଙ୍କ ନଜର ରହିଛି। ରାଜ୍ୟର ୩୭ଏମ୍ଏଲ୍ସି ଆସନରୁ ୯ଟି ଆସନରେ ଭାଜପା ନିର୍ଦ୍ୱନ୍ଦରେ ନିର୍ବାଚନ ଜିତିସାରିଛି। ତେଣୁ ଅବଶିଷ୍ଟ ୨୭ଟି ଆସନରେ ଭାଜପା ଓ ସମାଜବାଦୀ ପାର୍ଟି(ଏସ୍ପି) ମଧ୍ୟରେ…
Archives


