Home

୩ ଡୋଜ୍‌ ଟିକା ନେଇ ମଧ୍ୟ କରୋନା ଆକ୍ରାନ୍ତ ହେଲେ ବ୍ରିଟେନ ରାଣୀ

ଲଣ୍ଡନ,୨୦।୨: ବ୍ରିଟେନର ରାଣୀ ଏଲିଜାବେଥ-୨ କରୋନାର ଶିକାର ହୋଇଛନ୍ତି। ଏନେଇ ରବିବାର ବର୍ମିଂହାମ ପ୍ୟାଲେସ ପକ୍ଷରୁ ସୂଚନା ଦିଆଯାଇଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ରାଣୀ ଏଲିଜାବେଥ-୨ କରୋନାର ଟିକାର ୩ଟି ଯାକ ଡୋଜ ନେଇଛନ୍ତି। ବ୍ରିଟେନ ନିୟମ ଅନୁଯାୟୀ ସେ…

ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା

ହାଥରସ,୨୦।୨: ଭାରତୀୟ ଜନତା ପାର୍ଟିର ଜଣେ କାର୍ଯ୍ୟକର୍ତ୍ତାଙ୍କୁ ଗୁଳି ମାରି ହତ୍ୟା କରାଯାଇଛି। ହାଥରସର ଏକ ପୋଲିଂ ବୁଥ୍‌ ନିକଟରେ କିଛି ଦୁର୍ବୃତ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା କରିଥିବା ଜଣାପଡିଛି। ଏପର୍ଯ୍ୟନ୍ତ ହତ୍ୟାର କାରଣ ଜଣାପଡିନାହିଁ। ମୃତ ଯୁବକଙ୍କ ନାମ କ୍ରିଷ୍ଣା…

ରୁଷିଆ-ୟୁକ୍ରେନ ମଧ୍ୟରେ ଯେଉଁ ଯୁଦ୍ଧ ହେବ, ତାହା ଦ୍ୱିତୀୟ ବିଶ୍ୱଯୁଦ୍ଧଠାରୁ ଭୟଙ୍କର

ଲଣ୍ଡନ,୨୦ା୨: ରୁଷିଆ-ୟୁକ୍ରେନ ବିବାଦ ମଧ୍ୟରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଏକ ଭୟାନକ କଥା କହିଛନ୍ତି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ୟୁରୋପରେ ସବୁଠାରୁ ବଡ଼ ଆକ୍ରମଣ କରିବାକୁ ରୁଷିଆ ପ୍ରସ୍ତୁତ ହେଉଛି ବୋଲି ବ୍ରିଟିଶ ପ୍ରଧାନମନ୍ତ୍ରୀ ଚେତାବନୀ ଦେଇଛନ୍ତି। ସେ ଏକ…

ପୋଷ୍ୟ ସନ୍ତାନ ଗ୍ରହଣ କରିବା କ୍ଷେତ୍ରରେ ବିବାହ ପ୍ରମାଣପତ୍ର ଆବଶ୍ୟକ ନୁହେଁ…

ଲକ୍ଷ୍ନୌ, ୨୦।୨ : ଜଣେ ଶିଶୁଙ୍କୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରିବା ପାଇଁ ବିବାହ ପ୍ରମାଣପତ୍ର ଆବଶ୍ୟକ ନୁହେଁ। ଜଣେ ଟ୍ରାନ୍ସଜେଣ୍ଡର ବ୍ୟକ୍ତିଙ୍କ ପୋଷ୍ୟ ସନ୍ତାନ ଗ୍ରହଣ ଆବେଦନର ବିଚାର କରି କୋର୍ଟ ଏଭଳି କହିଛନ୍ତି। ଆହ୍ଲାବାଦ ହାଇକୋର୍ଟ କହିଛନ୍ତି…

ରୁଷିଆ-ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ଆଶଙ୍କା: ଭାରତୀୟଙ୍କୁ ତୁରନ୍ତ ୟୁକ୍ରେନ୍‌ ଛାଡିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ/କ୍ୱିଭ୍‌,୨୦।୧: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ସମ୍ଭାବ୍ୟ ଯୁଦ୍ଧ ଆଶଙ୍କା ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ୟୁକ୍ରେନ ସୀମାନ୍ତରେ ରୁଷିଆ ଆଣବିକ ସମରାଭ୍ୟାସ ସହ ସୈନ୍ୟ ସଂଖ୍ୟା ବଢାଉଛି। ୟୁକ୍ରେନ ବିଚ୍ଛିନ୍ନତାବାଦୀଙ୍କୁ ମଧ୍ୟ ରୁଷିଆ ସମର୍ଥନ ଘୋଷଣା କରିଛି। ରୁଷିଆ…

କଠିନ ସ୍ଥିତିରେ ଅଛି ଭାରତ-ଚାଇନା ସମ୍ପର୍କ: ଜୟଶଙ୍କର

ନୂଆଦିଲ୍ଲୀ,୨୦।୨: ସୀମାନ୍ତରେ ସାମରିକ ବାହିନୀ ନିୟୋଜିତ ନ କରିବାକୁ ହୋଇଥିବା ଚୁକ୍ତିନାମାକୁ ବେଜିଂ ଉଲ୍ଲଂଘନ କରିବା ପରେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କ ଏବେ ଅତ୍ୟନ୍ତ କଠିତ ପରିସ୍ଥିତି ଦେଇ ଗତି କରୁଛି ବୋଲି ବୈଦେଶିକ ବ୍ୟାପାର ମନ୍ତ୍ରୀ ଡା…

ଲାଇଭ୍‌ ଶୋ’ରେ ନ୍ୟୁଜ୍‌ ଆଙ୍କରଙ୍କୁ ପ୍ରପୋଜ କଲେ ବୟଫ୍ରେଣ୍ଡ୍‌, ଆଉ ତା’ ପରେ…

ଏକ କଥା ନିଶ୍ଚିତ ଜାଣିଥିବେ, ଯଦି ପ୍ରେମ କରିବ ଡରିବନି, ଯଦି ଡରିବ ପ୍ରେମ କରିବନି। ଦୁନିଆରେ ବହୁତ କମ୍‌ ଲୋକ ଅଛନ୍ତି, ଯେଉଁମାନେ ସମସ୍ତଙ୍କ ସାମ୍ନାରେ ନିଜ ପ୍ରେମକୁ ପ୍ରକାଶ ଏବଂ ସ୍ବୀକାର କରିବାକୁ ସାହସ କରିଥାନ୍ତି। ଭଲ ପାଇବା…

ମାର୍ଚ୍ଚ ୧୦ରେ ମିଳିଯିବ ଜବାବ: ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୦।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ହର୍‌ଦୋଇରେ ବିରୋଧୀ ଦଳ ଉପରେ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଯେଉଁମାନେ ତୁଷ୍ଟୀକରଣ ରାଜନୀତି ପାଇଁ ଆମକୁ ଆମର ଉତ୍ସବପାଳନ କରିବାକୁ ଅଟକାଉଥିଲେ ୟୁପିର ଲୋକମାନେ ମାର୍ଚ୍ଚ ୧୦ରେ ଏକ ଉତ୍ତର ଦେବେ। ଚତୁର୍ଥ…

ପୁରୁଷୋତ୍ତମପୁରର ୩୩ ବୁଥ୍‌ ଅତି ସମ୍ବେଦନଶୀଳ

ପୁରୁଷୋତ୍ତପୁର,୨୦ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ୨୬ଟି ପଞ୍ଚାୟତରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ଏହାକୁ ନେଇ ବ୍ଲକ ନିର୍ବାଚନ ଅଧିକାରୀ ବିଡିଓ ବିଜୟ କୁମାର ବେହେରା ସୂଚନା ଦେଇଛନ୍ତି। ୨୬ଟି…

ଦିନେ ବିକୁଥିଲେ ଚା’, ଏବେ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ଏହି ଅଭିନେତା

ଅଭିନେତା ଅନୁ କପୁର ଆଜି ୬୬ ବର୍ଷରେ ପଦାର୍ପଣ କରିଛନ୍ତି। ମଧ୍ୟପ୍ରଦେଶର ଭୋପାଳରେ ଜନ୍ମ ହୋଇଥିବା ଅନ୍ନୁ କପୁରଙ୍କ ପ୍ରକୃତ ନାମ ଅନିଲ କପୁର। ଆଜି ଫିଲ୍ମ ଇଣ୍ଡଷ୍ଟ୍ରିରେ ୪୦ ବର୍ଷ ପୂରଣ କରିଥିବା ଅନ୍ନୁ ୨୩ ବର୍ଷ ବୟସରେ ତାଙ୍କର…

ବରଣମାଳା ସମୟରେ ମଣ୍ଡପରେ ପହଞ୍ଚିଲେ ପ୍ରେମିକ, ଆଉ ତା’ପରେ

ପ୍ରତାପଗଡ଼,୨୦।୨: ଉତ୍ତରପ୍ରଦେଶର ପ୍ରତାପଗଡ ଜିଲାର ଉଦୟପୁର ଅଞ୍ଚଳର ଏକ ଗ୍ରାମରେ ଆୟୋଜିତ ବିବାହ ଉତ୍ସବରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବରଣମାଳା ପିନ୍ଧା ସମୟରେ ବିବାହ ସ୍ଥଳକୁ ଜଣେ ଯୁବକ ହଠାତ୍‌ ପଶି ଆସିଥିଲେ। ଜଣେ ଯୁବକ ବର ଆଗରେ…

ଭୋଟ୍‌ ବର୍ଜନ କଲେ ଗ୍ରାମବାସୀ

ପାରଳାଖେମୁଣ୍ଡି,୨୦ା୨(ଡି.ଏନ୍‌.ଏ.): ଗଜପତି ଜିଲା ରାୟଗଡ଼ା ବ୍ଲକ ଅନ୍ତର୍ଗତ ଏଙ୍ଗାରସିଂ ପଞ୍ଚାୟତର ଜାଲ ଗ୍ରାମବାସୀ ସମୂହ ଭୋଟ୍‌ ବର୍ଜନ, ପଞ୍ଚାୟତ ପୂର୍ଣ୍ଣ ଗଠନ ବେଳେ ଗ୍ରାମବାସୀଙ୍କୁ ଅଣଦେଖା ନେଇ ଅସନ୍ତୁଷ୍ଟ ଓ ମୌଳିକ ସମସ୍ୟାର ସମାଧାନ ନ ହେବାରୁ ଭୋଟ୍‌ ବର୍ଜନ କରିଛନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri